ଏଥର ହେବ ଛାତ୍ର ସଂସଦ ନିର୍ବାଚନ! 

ଭୁବନେଶ୍ୱର : ଗଣତନ୍ତ୍ରର ଏନ୍ତୁଡି ହେଉଛି କଲେଜ। ଆଜି ରାଜନୀତିରେ ପାଦ ଥାପିଥିବା ପ୍ରତ୍ୟେକ ନେତା କଲେଜ ରାଜନୀତିରୁ ହିଁ ନିଜର ରାଜନୀତି କ୍ୟାରିୟର ଆରମ୍ଭ କରିଥା’ନ୍ତି। ପ୍ରତିଟି ସୁଦୃଢ ରାଜନେତାର ଦକ୍ଷତା ସେହି କଲେଜ ସମୟରେ ଛାତ୍ରନେତା ସମୟରେ ହିଁ ନଜର ଆସିଥାଏ। ନେତୃତ୍ୱ ହେବାର

କଳାହାଣ୍ଡି ଆମ୍ବ ବଗିଚାରୁ ଦୁବାଇକୁ ରପ୍ତାନୀ ହେଲା ଆମ୍ବ 

ନର୍ଲା: କଳାହାଣ୍ଡି ଜିଲାର ନର୍ଲା ବ୍ଲକ ଅନ୍ତର୍ଗତ ତୁଲାପଡ଼ା ପଞ୍ଚାୟତର ଏକ ଅଖ୍ୟାତ ପଲ୍ଲୀ ସାଡ଼ିଂତରା। ସେହି ମାଟିର ସନ୍ତାନ ହେଉଛନ୍ତି ପୂର୍ଣ୍ଣଚନ୍ଦ୍ର ମାଝୀ ଓ ତାଙ୍କ ଧର୍ମପତ୍ନୀ ଶ୍ରଦ୍ଧାଞ୍ଜଳି ମାଝୀ। ଶ୍ରଦ୍ଧାଞ୍ଜଳିଙ୍କ ୨୫ ଏକର ପରିମିତ ଆମ୍ବ ବଗିଚାରେ ରହିଛି ୨୫୦ ଆମ୍ରପଲ୍ଲି, ୪୫

ରୋଗୀଙ୍କୁ ଭଲ ବ୍ୟବହାର କରନ୍ତୁ ଡାକ୍ତର: ସ୍ବାସ୍ଥ୍ୟମନ୍ତ୍ରୀ

କଟକ: ରାଜକୁମାର ହିରାନୀ ନିର୍ଦ୍ଦେଶିତ ଓ ଅଭିନେତା ସଂଜୟ ଦତ୍ତ ଅଭିନୀତ ୨୦୦୩ ଡିସେମ୍ବର ୧୯ରେ ମୁକ୍ତିଲାଭ କରିଥିବା ବଲିଉଡର ଅନ୍ୟତମ ଲୋକପ୍ରିୟ ଚଳଚ୍ଚିତ୍ର ମୁନ୍ନାଭାଇ ଏମବିବିଏସ୍ ଦେଖିବାକୁ ଡାକ୍ତରଙ୍କୁ ପରାମର୍ଶ ଦେଇଛନ୍ତି ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ

ଲୋକାଭିମୁଖୀ ବଜେଟ୍ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଦିନ ଯୋଜନା ଓ ସଂଯୋଜନ ବିଭାଗର କାର୍ଯ୍ୟ ସମୀକ୍ଷା କରି ଏକ ଲୋକାଭିମୁଖୀ ବଜେଟ୍ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଛନ୍ତି। ନୂଆ ସରକାରଙ୍କ ଉପରେ ଜନସାଧାରଣଙ୍କ ବହୁତ୍ ଆଶା ଆକାଂକ୍ଷା ଅଛି ବୋଲି ସେ ମତ ଦେବା ସହିତ ରାଜ୍ୟ ଯୋଜନା

ବବି ଦାସଙ୍କ ସରକାରୀ କ୍ୱାର୍ଟର ଭଙ୍ଗାଯିବା ଘଟଣା: ସ୍ଥିତି ଅନୁଧ୍ୟାନ କଲେ ଅଧିକାରୀ

ଭୁବନେଶ୍ବର: ବିଜୁ ଜନତା ଦଳ (ବିଜେଡି) ସାଂଗଠନିକ ସଂପାଦକ ତଥା ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ଭୁବନେଶ୍ବରସ୍ଥିତ ସରକାରୀ ବାସଭବନରେ ସାଧାରଣ ପ୍ରଶାସନ ବିଭାଗର ୩ ଜଣ ଅଧିକାରୀ ପହଞ୍ଚି ତଦନ୍ତ କରିଛନ୍ତି। ଏହି ଅଧିକାରୀମାନେ ଆଜି ଅପରାହ୍‌ଣରେ ସରକାରୀ କ୍ବାର୍ଟରରେ ପହଂଚି

ଥାନା ଭିତରେ ସାପ ଖେଳାଇବା ଘଟଣା: ସାପଧରାଳିଙ୍କ ମୃତ୍ୟୁ ପରେ ତଦନ୍ତ ନିର୍ଦ୍ଦେଶ ଦେଲେ ପିସିସିଏଫ୍‌

ଭୁବନେଶ୍ବର: ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜପୁର ଥାନା ଭିତରେ ସୋମବାର ଦିନ ଜଣେ ସାପଧରାଳିଙ୍କ ମୃତ୍ୟୁ ଘଟଣାରେ ପିସିସିଏଫ୍ ବନ୍ୟପ୍ରାଣୀ ସୁଶାନ୍ତ ନନ୍ଦ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ସାପ ଧରି ଜଂଗଲରେ ନଛାଡି ଥାନା ପରିସରକୁ କାହିଁକି ଆସିଥିଲେ ସେ ନେଇ ତଦନ୍ତ ହେବ ବୋଲି କହିଛନ୍ତି।

ଯୁକ୍ତ ୩ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କଟ୍ଅଫ୍ ମାର୍କ ପ୍ରକାଶିତ: ରେଭେନ୍ସା ଆଗରେ

ଭୁବନେଶ୍ବର: ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଆଜି ଯୁକ୍ତ ୩ରେ ନାମ ଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କଟ୍‌ଅଫ୍‌ ମାର୍କ ପ୍ରକାଶିତ ହୋଇଛି। କଳା, ବିଜ୍ଞାନ ଓ ବାଣିଜ୍ୟରେ ରେଭେନ୍ସା ବିଶ୍ବବିଦ୍ୟାଳୟ କଟ୍‌ଅଫ୍‌ ଆଗରେ ରହିଛି।କଳାରେ ରେଭେନ୍ସା ବିଶ୍ବବିଦ୍ୟାଳୟର କଟ୍‌-ଅଫ୍‌ ୮୯.୬୭% (ଭୂଗୋଳ),

ମାଆ ପିଇଲେ ବିଷ,ଏବଂ ୪ ବର୍ଷର ପୁଅକୁ ବି ପିଆଇ ଦେଲେ…

ବାରିପଦା : ମାଆ ନିଜେ ବିଷ ପିଇଲେ। ଆଉ ନିଜର ୪ ବର୍ଷର ପୁଅକୁ ବିଷ ପିଆଇ ଦେଲେ। ଉଭୟ ମେଡ଼ିକାଲ୍‌ ବେଡ୍‌ରେ ଜୀବନ ସହ ସଂଘର୍ଷ କରୁଛନ୍ତି। ତେବେ କ’ଣ ପାଇଁ ବିଷ ପିଇଲେ, ତାହା ଜଣାପଡ଼ି ନାହିଁ। ମୟୂରଭଞ୍ଜ ଜିଲ୍ଲାରୁ ଆସିଛି ଏପରି ଦୁଃଖଦ ଖବର।ଉଦଳା ଥାନା ନାବରା କଲୋନୀରେ ବାସ କରନ୍ତି ଆଲୋକ

ଆକ୍ସନ ମୁଡ୍‌ରେ ବିଏମସି; ମାସକରେ ମୁକୁଳା ଡ୍ରେନରେ ପଡ଼ିବ ସ୍ଲାବ୍

ଭୁବନେଶ୍ବର : ଭୁବନେଶ୍ୱର ସ୍ଥିତ ୟୁନିଟ୍-୩ ମସଜିଦ୍‌ କଲୋନୀରେ ଡ୍ରେନ ପାଣିରେ ଭାସି ଜଣେ ନାବାଳକର ମୃତ୍ୟୁ ପରେ ଆକ୍ସନ ମୁଡ୍‌କୁ ଆସିଛି ଭୁବନେଶ୍ୱର ମହାନଗର ନିଗମ( ବିଏମସି)। ରାଜଧାନୀରେ ଥିବା ମୁକୁଳା ଡ୍ରେନ ଉପରେ ମାସକ ଭିତରେ ସ୍ଲାବ ପଡ଼ିବ ବୋଲି ସୂଚନା ଦେଇଛନ୍ତି ବିଏମସି କମିଶନର

ବନ୍ଦ ରହିବ ମହାପ୍ରଭୁଙ୍କ ନବଯୌବନ ଦର୍ଶନ

ପୁରୀ : ନୀତିକାନ୍ତି ଶୃଙ୍ଖଳିତ କରିବା ପାଇଁ ମହାପ୍ରଭୁଙ୍କ ନବଯୌବନ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁମାନେ ପ୍ରବେଶ କରିପାରିବେ ନାହିଁ। ପହଣ୍ଡି ଟିକେଟ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ସମୟ କମ୍‌ ଥିବାରୁ ଭିଡ଼ ନିୟନ୍ତ୍ରଣ ପାଇଁ ଶ୍ରୀମନ୍ଦିର ପରିଚାଳନା କମିଟିରେ ଆଜି