ହିଞ୍ଜିଳିକାଟୁ ସହରକୁ ଜଳଯୋଗାଣ ବନ୍ଦ : ଜନସ୍ବାସ୍ଥ୍ୟ ବିଭାଗ ବେଫିକର

ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ସହରକୁ ଦୈନିକ ଆବଶ୍ୟକ ଅନୁଯାୟୀ ଜଳ ଯୋଗାଣ ହେଉ ନ ଥିବାବେଳେ ଏବେ ୩ଦିନ ହେଲା ସମ୍ପୂର୍ଣ୍ଣ ବନ୍ଦ ହୋଇଛି। ଫଳରେ ସହରବାସୀ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାର ସମାଧାନ ବଦଳରେ ଜନସ୍ବାସ୍ଥ୍ୟ ବିଭାଗ ବେଫିକର ଥିବା ଦେଖିବାକୁ ମିଳୁଛି।ପ୍ରକାଶ ଯେ,

ରୋଟାରୀ କ୍ଲବ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ଫୁଲବାଣୀ : ଫୁଲବାଣୀ ବନ ବିଭାଗ ରେଞ୍ଜ ସହାୟତାରେ କନ୍ଧମାଳ ଜିଲ୍ଲା ରୋଟାରୀ କ୍ଲବ ଫୁଲବାଣୀ ପକ୍ଷରୁ ସ୍ଥାନୀୟ ପବ୍ଲିକ୍ ସ୍କୁଲ୍ ସମ୍ମୁଖରେ ଥିବା ଅନ୍ବେଷା ହଷ୍ଟେଲ୍ ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଆଜିର ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଫୁଲବାଣୀ

ନିଲମ୍ବିତ ହେଲେ କୁସ୍ତିଯୋଦ୍ଧା ବଜରଙ୍ଗ ପୁନିଆ

ନୂଆଦିଲ୍ଲୀ: ଜାତୀୟ ଡୋପିଂ ନିରୋଧୀ ଏଜେନ୍ସି (ନାଡା) ରବିବାର ବଜରଙ୍ଗ ପୁନିଆଙ୍କୁ ଦ୍ୱିତୀୟ ଥର ପାଇଁ ନିଲମ୍ବିତ କରିଛି। ତାଙ୍କୁ ଜୁଲାଇ ୧୧ ସୁଦ୍ଧା ଏହାର ଜବାବ ଦେବାକୁ ପଡ଼ିବ । ତିନି ସପ୍ତାହ ତଳେ ନାଡା ଏହି ଅଭିଯୋଗ ସମ୍ପର୍କରେ କୁସ୍ତିଯୋଦ୍ଧାଙ୍କୁ ନୋଟିସ୍ ଜାରି କରିନଥିବା ଦର୍ଶାଇ

ଦ୍ୱିବାର୍ଷିକ ମା ନାରାୟଣୀ ଠାକୁରାଣୀଙ୍କ ଶୁଭଖୁଣ୍ଟି ପ୍ରତ୍ୟାଗମନ

ଫୁଲବାଣୀ : ଚଳିତବର୍ଷ ମା ନାରାୟଣୀ ଠାକୁରାଣୀଙ୍କ ୨୬ତମ ଯାତ୍ରା ଉପଲକ୍ଷେ ଗତ ଏପ୍ରିଲ ମାସ ମେରୁ ସଂକ୍ରାନ୍ତି ଦିନ ରୀତିନୀତି ସହକାରେ ବାଜା ବାଜଣା ସହ ରାମ ମନ୍ଦିର ନିକଟସ୍ଥ ଥିବା ଯାତ୍ରା ପଡିଆ ଅସ୍ଥାୟୀ ମନ୍ଦିରକୁ ମାଙ୍କ ଆଜ୍ଞାମାଳ ଆଣି ଶୁଭଖୁଣ୍ଟି ସ୍ଥାପନ କରାଯାଇଥିଲା l ମା ନାରାୟଣୀ

ବିଜେପି ପକ୍ଷରୁ ଡଃ ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ବଳିଦାନ ଦିବସ ପାଳିତ

ଫୁଲବାଣୀ : ଆଜି ଡ. ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ବଳିଦାନ ଦିବସ ଭାବେ ସାରା ଭାରତ ବର୍ଷରେ ଏହି ଦିବସକୁ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଆଜି ଫୁଲବାଣୀ ଠାକୁରାଣୀ ଯାତ୍ରା କାର୍ଯ୍ୟାଳୟରେ ଠାରେ ଏକ ଶ୍ରଦ୍ଧାଞ୍ଜଳୀ ସଭା ଅନୁଷ୍ଠିତ ହୋଇଥିଲା । ଏହା ପରେ ନାରାୟଣୀ ମନ୍ଦିର ନିକଟରେ

ଆଇଇଡି ବିସ୍ଫୋରଣରେ ୨ ଯବାନ ସହିଦ

ସୁରକ୍ଷାକର୍ମୀଙ୍କ ଦ୍ବାରା କ୍ରମାଗତ ଭାବେ କାର୍ଯ୍ୟାନୁଷ୍ଠାନ ନିଆଯାଉଥିଲେ ମଧ୍ୟ ନକ୍ସଲମାନେ ନିଜକୁ ପରିବର୍ତ୍ତନ କରୁନାହାନ୍ତି। ନକ୍ସଲମାନେ ସୁରକ୍ଷାବାହିନୀର ଯବାନ ଓ ସାଧାରଣ ଜନତାଙ୍କ ଧନଜୀବନକୁ ପ୍ରଭାବିତ କରିବା ପାଇଁ ସବୁବେଳେ ଉଦ୍ୟମ କରୁଛନ୍ତି। ନକ୍ସଲମାନେ ପଡୋଶୀ ଛତିଶଗଡ଼ର ସୁକମା

ପୋଲିସ ପକ୍ଷରୁ ମାଦିକୁନ୍ଦା ରିଜର୍ଭ ପଡ଼ିଆ ପରିସରରେ ରକ୍ତଦାନ ଶିବିର : ୧୨୪ ୟୁନିଟ୍ ରକ୍ତ ସଂଗୃହୀତ

ଫୁଲବାଣୀ : କନ୍ଧମାଳ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶୁଭେନ୍ଦୁ କୁମାର ପାତ୍ରଙ୍କ ନିର୍ଦ୍ଦେଶ କ୍ରମେ ଆଜି ଜିଲ୍ଲା ପୋଲିସ ପକ୍ଷରୁ ଫୁଲବାଣୀ ମାଦିକୁନ୍ଦା ରିଜର୍ଭ ପୋଲିସ ପଡିଆ ପରିସରରେ ଥିବା ପୋଲିସ ମେଡିକାଲ ପରିସରରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି।

ଏଆଇସିସି ଅଧ୍ୟକ୍ଷ ଖଡ଼ଗେଙ୍କୁ ଭେଟିଲେ ଓଡ଼ିଶାର ୬ ବିଧାୟକ ଓ କୋରାପୁଟ ସାଂସଦ

ଭୁବନେଶ୍ୱର: ରାଜ୍ୟରେ ନୂଆ ସରକାର ଆରମ୍ଭ ହୋଇଥିବା ବେଳେ ବିଧାୟକ ଦଳ ନେତା କିଏ ହେବ ସେନେଇ ଚାଲିଛି ଜୋରଦାର ଚର୍ଚ୍ଚା। ଏହାରି ଭିତରେ ଏଆଇସିସି ଅଧ୍ୟକ୍ଷ ମଲିକାର୍ଜୁନ ଖଡ଼ଗେଙ୍କୁ ଭେଟିଲେ ଓଡ଼ିଶାର ୬ ବିଧାୟକ। କୋରାପୁଟ ସାଂସଦ ସପ୍ତଗିରି ଉଲାକାଙ୍କ ନେତୃତ୍ୱରେ ଖଡ଼ଗେଙ୍କୁ ଭେଟିଛନ୍ତି ଏହି

ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲା : ଅପରାଧିକ ମାମଲା ରୁଜ୍ଜୁ କଲା ସିବିଆଇ

ନୂଆଦିଲ୍ଲୀ: ନିଟ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲାରେ ଶିକ୍ଷା ମନ୍ତ୍ରଣାଳୟର ଅଭିଯୋଗ ପରେ ସିବିଆଇ ରବିବାର (ଜୁନ୍ ୨୩) ଏକ ଫୌଜଦାରୀ ମାମଲା ରୁଜୁ କରିଛି। ସିବିଆଇ ଆଇପିସି ଧାରା ୪୨୦ (ଠକେଇ) ଏବଂ ୧୨୦ ବି (ଷଡ଼ଯନ୍ତ୍ର) ଅନୁଯାୟୀ ଏଫଆଇଆର ରୁଜୁ କରିଛି। ମିଳିଥିବା ସୂଚନା ଅନୁଯାୟୀ,