ଆଶୁତୋଷ ଦୀକ୍ଷିତ ନୂଆ ବାୟୁସେନା ମୁଖ୍ୟ ନିଯୁକ୍ତ, ଆସନ୍ତା ୩୧ରେ ଦାୟିତ୍ବଗ୍ରହଣ

ନୂଆଦିଲ୍ଲୀ: ଏୟାର ମାର୍ଶାଲ ଆଶୁତୋଷ ଦୀକ୍ଷିତଙ୍କୁ କେନ୍ଦ୍ର ସରକାର ନୂଆ ବାୟୁସେନା ମୁଖ୍ୟ (୨୯ତମ) ନିଯୁକ୍ତ କରିଛନ୍ତି। ସେ ଏବେ ବାୟୁସେନା ଉପମୁଖ୍ୟ ଭାବେ କାର୍ଯ୍ୟରତ। ସେ ଆସନ୍ତା ୩୧ ତାରିଖରୁ ଦାୟିତ୍ବ ଗ୍ରହଣ କରିବେ। ସେ ଏବେକାର ବାୟୁସେନା ମୁଖ୍ୟ (ଏୟାର ଚିଫ ମାର୍ଶାଲ) ଅମର ପ୍ରୀତ…

କେମିଷ୍ଟ୍ରିରେ ନୋବେଲ୍: ହେନେରୀ ବି. କାଗନ ଓ କେନ୍ସୋ ସୋଆଇଙ୍କୁ ସମ୍ମାନ

ଷ୍ଟକହୋମ୍: ୨୦୨୬ ମସିହା ପାଇଁ ରସାୟନ ବିଜ୍ଞାନର ନୋବେଲ୍ ପୁରସ୍କାର ଘୋଷଣା ହୋଇଛି। ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ଏହି ସମ୍ମାନ ପାଇଁ ମନୋନୀତ କରାଯାଇଛି। ଅସମମିତ ଜୈବିକ ସଂଶ୍ଳେଷଣରେ ଅଣ-ରୈଖିକ ପ୍ରଭାବ ଏବଂ ଅଟୋକାଟାଲିସିସ୍‌ ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ…

ଭାରତୀୟ ନୌସେନାରେ ହନିଟ୍ରାପ୍ ଆଶଙ୍କା: ସନ୍ଦେହ ଘେରରେ୧୩ ଯବାନ

ନୂଆଦିଲ୍ଲୀ: ପାକିସ୍ତାନର ଗୁପ୍ତଚର ନେଟୱାର୍କ ସର୍ବଦା ଜାତୀୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବିପଦ ସୃଷ୍ଟି କରିଆସିଛି । ସୈନିକମାନଙ୍କଠାରୁ ହନିଟ୍ରାପ୍ କରି ସମ୍ବେଦନଶୀଳ ସୂଚନା ହାସଲ କରୁଥିବା ପାକିସ୍ତାନୀ ନେଟୱାର୍କର ପର୍ଦ୍ଦାଫାସ କରିବା ପାଇଁ ଅପରେସନ୍ ଫାୟାରୱାଲ୍-୨୦୨୬…

ତୈଳବାହୀ ଜାହାଜ ଉପରେ ଡ୍ରୋନ୍ ଆକ୍ରମଣ, ୨୩ ଭାରତୀୟ ନାବିକ ସୁରକ୍ଷିତ ଉଦ୍ଧାର

ୟୁକ୍ରେନ୍: କୃଷ୍ଣ ସାଗରରେ ତୈଳବାହୀ ଜାହାଜ ଉପରେ ୟୁକ୍ରେନ ଡ୍ରୋନ୍ ଆକ୍ରମଣ କରିଛି । ସୁରକ୍ଷିତ ଉଦ୍ଧାର ହେଲେ ସମସ୍ତ ୨୩ ଭାରତୀୟ ନାବିକ । ​ଏହି ଆକ୍ରମଣରେ ଲାଇବେରିଆ ପତାକାବାହୀ ‘ଆଫ୍ରାମାକ୍ସ ରିଓ’ ଟ୍ୟାଙ୍କରରେ ଭୟଙ୍କର ଅଗ୍ନିକାଣ୍ଡ ଦେଖିବାକୁ ମିଳିଛି । ​ରୁଷିଆର ସୋଚି…

୨୫ ବର୍ଷର ରାଜନୈତିକ ଓ ପ୍ରଶାସନିକ ଯାତ୍ରା: ଜନତାଙ୍କ ଆଶୀର୍ବାଦ ମୋର ସବୁଠୁ ବଡ଼ ଶକ୍ତି-ପିଏମ୍ ମୋଦୀ

ନୂଆଦିଲ୍ଲୀ : ସରକାରର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଯୁବପିଢିଙ୍କୁ ଦେଶର ବିକାଶ ପାଇଁ ଶକ୍ତି ଏବଂ ସାହସ ସହିତ ଆଗକୁ ବଢିବା ପାଇଁ ଆହ୍ବାନ ଦେଇଛନ୍ତି । ଜନତାଙ୍କ ଆଶୀର୍ବାଦ ମୋର ସବୁଠୁ ବଡ଼ ଶକ୍ତି ବୋଲି କହିଛନ୍ତି ମୋଦି । ସରକାରର ମୁଖ୍ୟ ଭାବେ…

ସୀମାପୁରୀରେ ଭୁଶୁଡ଼ିଲା ୪ ମହଲା କୋଠା, ମାଟି ତଳେ ଅନେକ ଫସିଥିବା ଆଶଙ୍କା

ନୂଆଦିଲ୍ଲୀ : ଦିଲ୍ଲୀର ସୀମାପୁରୀରେ ଭୁଶୁଡ଼ିଲା ୪ ମହଲା କୋଠା । ଭଗ୍ନାବଶେଷ ତଳେ ଅନେକ ଫସିଥିବା ଆଶଙ୍କା । ଦିଲ୍ଲୀର ସୀମାପୁରୀ ଅଞ୍ଚଳରେ ବୁଧବାର ଅପରାହ୍ନରେ ଏକ ୪ ମହଲା କୋଠା ଭୁଶୁଡ଼ି ପଡ଼ିଛି । ଭଗ୍ନାବଶେଷ ତଳେ ଅନେକ ଲୋକ ଫସି ରହିଥିବା ଆଶଙ୍କା କରାଯାଉଛି । ଘଟଣାସ୍ଥଳରେ…

ରାୟଗଡ଼ା ଜିଲ୍ଲା ଦୁନ୍ଦୁଭି ପଞ୍ଚାୟତ ରେ ବନବାସୀ ଅଞ୍ଚଳରେ ବରିଷ୍ଠ ନାଗରିକଙ୍କ ସେବା କାର୍ଯ୍ୟ

ରାୟଗଡ଼ା : ରାୟଗଡ଼ା ଜିଲ୍ଲା କୋଲନରା ବ୍ଲକ ଅଧୀନ ଦୁନ୍ଦୁଲି ପଞ୍ଚାୟତର ବନବାସୀ ଗ୍ରାମ ଜାରପାରେ ବରିଷ୍ଠ ନାଗରିକମାନଙ୍କ ପକ୍ଷରୁ ଏକ ସେବା ଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସେବାନିବୃତ୍ତ ଶିକ୍ଷକ ଜୟଦେବ ସିଠଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କବି…

ନୌସେନାର ଶକ୍ତି ବୃଦ୍ଧି କରିବ ବ୍ରହ୍ମୋସ୍; ୬୬୧ କୋଟି ଟଙ୍କାର ଚୁକ୍ତି ସ୍ୱାକ୍ଷରିତ କଲା ପ୍ରତିରକ୍ଷା ମନ୍ତ୍ରଣାଳୟ

ନୂଆଦିଲ୍ଲୀ: ଭାରତୀୟ ନୌସେନାର ଯୁଦ୍ଧପୋତଗୁଡ଼ିକର ସାମୁଦ୍ରିକ ଆକ୍ରମଣ କ୍ଷମତା ବୃଦ୍ଧି କରିବା ପାଇଁ ପ୍ରତିରକ୍ଷା ମନ୍ତ୍ରଣାଳୟ ୬୬୧.୫୦ କୋଟି ଟଙ୍କାର ଏକ ଚୁକ୍ତିନାମା ସ୍ୱାକ୍ଷର କରିଛି। ଏହି ଚୁକ୍ତିନାମା ଅଧୀନରେ ନୌସେନାର ଜାହାଜଗୁଡ଼ିକ ପାଇଁ ‘ବ୍ରହ୍ମୋସ୍’ (BrahMos) ଫାୟାର୍…

ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଡିଏଲ୍‌ଏସ୍‌ଡବ୍ଲ୍ୟୁସିଏ ବୈଠକ

୩ଟି ପ୍ରସ୍ତାବିତ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ, ବରପାଲ୍ଲୀ ଇଡକୋ ଶିଳ୍ପାଞ୍ଚଳର ଅଗ୍ରଗତି ସମୀକ୍ଷା ଛତ୍ରପୁର : ଗଞ୍ଜାମ ଜିଲ୍ଲାରେ ଶିଳ୍ପାୟନକୁ ଅଧିକ ଗତିଶୀଳ କରିବା ଓ ନୂତନ ନିବେଶକୁ ପ୍ରୋତ୍ସାହନ ଦେବା ଲକ୍ଷ୍ୟରେ ଆଜି ଛତ୍ରପୁରସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜିଲ୍ଲାସ୍ତରୀୟ…

୪ ବର୍ଷ ପରେ ରେପୋ ରେଟ୍‌ରେ ବୃଦ୍ଧି କଲା RBI, ମହଙ୍ଗା ହେବ ଲୋନ୍‌… ବଢ଼ିବ EMI

ନୂଆଦିଲ୍ଲୀ: ଲୋନ୍‌ ନେଇଥିବା ଲୋକଙ୍କୁ ବଡ଼ ଝଟକା ଦେଇଛି ଭାରତୀୟ ରିଜର୍ଭ ବ୍ୟାଙ୍କ। ପ୍ରାୟ ୪ ବର୍ଷ ପରେ ପ୍ରଥମଥର ପାଇଁ ରେପୋ ରେଟ୍‌ରେ ବୃଦ୍ଧି କରିଛି RBI। ବୁଧବାର ତିନିଦିନିଆ ମୁଦ୍ରାନୀତି କମିଟି ବା MPC ବୈଠକର ଫଳାଫଳ ଘୋଷଣା କରି RBI ରେପୋ ରେଟ୍‌କୁ ୨୫ ବେସିସ୍ ପଏଣ୍ଟ ବଢ଼ାଇ ୫.୫୦…