Sign in
Sign in
Recover your password.
A password will be e-mailed to you.
ଠିକାରେ ଷ୍ଟାଫ୍ ନର୍ସ ନିଯୁକ୍ତିରେ ଘୋଟାଲା, ଠିକାସଂସ୍ଥାକୁ କଳା ତାଲିକାଭୁକ୍ତ କଲା ପ୍ରଶାସନ
ଅନୁଗୁଳ : ତାଳଚେର ପବିତ୍ର ମୋହନ ପ୍ରଧାନ ମେଡ଼ିକାଲ୍ କଲେଜ ଓ ହସ୍ପିଟାଲ୍ ରେ ଜାଲ୍ ସାର୍ଟିଫିକେଟରେ ଶତାଧିକ ଷ୍ଟାଫ୍ ନର୍ସଙ୍କୁ ନିଯୁକ୍ତି ଦେଇ ରୋଗୀଙ୍କ ଜୀବନ ସହ ଖେଳିଥିବା ଠିକା ସଂସ୍ଥା ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଜିଲ୍ଲା ପ୍ରଶାସନ । ଜିଲ୍ଲାପାଳ ଅବଦାଲ ମହମ୍ମଦ!-->…
୬୪ ସ୍ଥାନର ଇଂରାଜୀ ନାମରେ ହେବ ସଂଶୋଧନ, ଖୁବ୍ ଶୀଘ୍ର ଗେଜେଟ୍ ବିଜ୍ଞପ୍ତି ପ୍ରକାଶ କରିବେ ରାଜ୍ୟ ସରକାର
ଭୁବନେଶ୍ବର: ୬୪ ସ୍ଥାନର ଇଂରାଜୀ ନାମରେ ହେବ ସଂଶୋଧନ। ଓଡ଼ିଶା କ୍ୟାବିନେଟ୍ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛି । ରାଜ୍ୟର ୨୬ଟି ଜିଲ୍ଲାରେ ଥିବା ୬୪ଟି ସ୍ଥାନର ବିକୃତ ଇଂରାଜୀ ବନାନକୁ ସଂଶୋଧନ କରି ମୂଳ ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ପରିବର୍ତ୍ତନ କରିବାକୁ କ୍ୟାବିନେଟ୍!-->…
ନକଲି ଭିଜିଲାନ୍ସ ଅଫିସରଙ୍କ ଆତଙ୍କ, ପଠାଉଛନ୍ତି ଧମକପୂର୍ଣ୍ଣ ବେନାମୀ ଚିଠି
ଭୁବନେଶ୍ବର: ଭୁବନେଶ୍ବରରୁ ଆସିଛି ବଡ଼ ଖବର । ନକଲି ଭିଜିଲାନ୍ସ ଅଫିସରଙ୍କ ଆତଙ୍କ । ଲୋକଙ୍କୁ ପଠାଉଛନ୍ତି ଧମକପୂର୍ଣ୍ଣ ବେନାମୀ ଚିଠି । ନିଜକୁ ଭିଜିଲାନ୍ସ ଅଧିକାରୀ ପରିଚୟ ଦେଇ କିଛି ଦୁର୍ବୃତ୍ତ ଧମକପୂର୍ଣ୍ଣ ବେନାମୀ ଚିଠି ପଠାଉଥିବା ଅଭିଯୋଗ ହୋଇଛି । ଭୁବନେଶ୍ୱର ପୋଖରିପୁଟ ସ୍ଥିତ!-->…
ସିମେଲପଦରରେ ଖୋଲିଲା ରାଜ୍ୟର ପ୍ରଥମ ହାତୀ ସ୍କୁଲ୍, କମିବ ମଣିଷ-ହାତୀ ସଂଘର୍ଷ !
ଭୁବନେଶ୍ବର: ରାଜ୍ୟରେ ବନ୍ୟଜନ୍ତୁ ସଂରକ୍ଷଣ କ୍ଷେତ୍ରରେ ଓଡ଼ିଶା ଆଉ ଏକ ବଡ଼ ପଦକ୍ଷେପ ନେଇଛି। କଳାହାଣ୍ଡି ଜିଲ୍ଲାର ସିମେଲପଦର ଅଞ୍ଚଳରେ ରାଜ୍ୟର ପ୍ରଥମ ହାତୀ ପ୍ରଶିକ୍ଷଣ କେନ୍ଦ୍ର (Elephant Training Centre) ଉଦ୍ଘାଟନ କରାଯାଇଛି। ଶୁକ୍ରବାର ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ!-->…
ଶୀତଳ ଷଷ୍ଠୀ ପାଇଁ ପ୍ରସ୍ତୁତି ଜୋରଦାର: ସାମିଲ ହେବେ ୭୫୦୦ରୁ ଅଧିକ କଳାକାର
ସମ୍ବଲପୁର: ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ପର୍ବ ଶୀତଳ ଷଷ୍ଠୀ ପାଇଁ ସମ୍ବଲପୁର ଏବେ ଉତ୍ସବମୁଖର ହୋଇଉଠିଛି। ଦେବ ଦମ୍ପତି ଶିବ ଓ ପାର୍ବତୀଙ୍କ ବିବାହ ଉତ୍ସବକୁ ମହାସମାରୋହରେ ପାଳନ କରିବାକୁ ସହରର ବିଭିନ୍ନ କମିଟି ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି। ଚଳିତ ବର୍ଷ ଏହି ଭବ୍ୟ ଶୋଭାଯାତ୍ରାରେ!-->…
ଆକ୍ସନ ମୋଡରେ ରାଇଘର ତହସିଲଦାର : ବେଆଇନ ବାଲି ଚାଲାଣ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ…
ଉମରକୋଟ /ରାଇଘର, (୧୩/୦୬/୨୦୨୬) ବେଆଇନ ବାଲି ଉତ୍ତୋଳନ ଓ ଚୋରାଚାଲାଣ ରୋକିବା ପାଇଁ ନବରଙ୍ଗପୁର ଜ଼ିଲ୍ଲାର ରାଇଘର ବ୍ଲକ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଉଛି। ଏହି କ୍ରମରେ ରାଇଘର ତହସିଲଦାର ମନମୋହନ ସାହୁ ଶୁକ୍ରବାର ଅପରାହ୍ନରେ ଏକ ଚଢ଼ାଉ କରି ବେଆଇନ ଭାବେ ବାଲି ପରିବହନ!-->…
ଅଭିଷେକ ବାନାର୍ଜୀଙ୍କ ବାସଭବନରେ ସିଆଇଡି ଟିମ୍
ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ସିଆଇଡିର ଏକ ଟିମ୍ ଆଜି ତୃଣମୂଳ କଂଗ୍ରେସ ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀଙ୍କ ବାସଭବନ ଯାଇଥିଲେ। ରାଜ୍ୟରେ ଏକ ନିର୍ବାଚନ ରାଲି ସମୟରେ ଅଭିଷେକ ଦେଇଥିବା ଏକ ଉତ୍ତେଜକ ଟିପ୍ପଣୀ ପାଇଁ ତାଙ୍କ ବିରୋଧରେ ଚାଲିଥିବା ତଦନ୍ତ ଅନ୍ତର୍ଗତ ଏକ ନୋଟିସ୍ ଦେବାପାଇଁ!-->…
ନାଟୋକୁ ପ୍ରଦତ୍ତ ଯୁଦ୍ଧ ବିମାନ ଓ ଜାହାଜ ସଂଖ୍ୟା କମାଇପାରେ ଆମେରିକା: ରିପୋର୍ଟ
ୱାସିଂଟନ: ୟୁରୋପରେ ନାଟୋକୁ ଯୋଗାଇ ଦିଆଯାଇଥିବା ଯୁଦ୍ଧ ବିମାନ ଓ ଯୁଦ୍ଧ ଜାହାଜ ସଂଖ୍ୟା ହ୍ରାସ କରିବାକୁ ଆମେରିକା ଯୋଜନା କରୁଛି ବୋଲି ଗୁରୁବାର ନ୍ୟୁୟର୍କ ଟାଇମ୍ସ ରିପୋର୍ଟ କରିଛି। ୨୦୨୨ରେ ୟୁକ୍ରେନ୍ ଉପରେ ରୁଷ୍ର ଆକ୍ରମଣ ପରେ ୟୁରୋପୀୟ ଦେଶଗୁଡ଼ିକ ସେମାନଙ୍କର ପ୍ରତିରକ୍ଷା କ୍ଷମତା!-->…
ଖୋଲିବ ହର୍ମୁଜ, ରବିବାର ଜେନେଭାରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତି ସମ୍ଭାବନା
ନୂଆଦିଲ୍ଲୀ: ପଶ୍ଚିମ ଏସିଆ ଯୁଦ୍ଧକୁ ବନ୍ଦ କରିବା ପାଇଁ ଆମେରିକା ଏବଂ ଇରାନ ମଧ୍ୟରେ ଆସନ୍ତା ରବିବାର ଏକ ବୁଝାମଣା ପତ୍ର ସ୍ୱାକ୍ଷର ହୋଇପାରେ । ଜେନେଭାରେ ଏହି ଚୁକ୍ତି ହେବା ନେଇ ଅନୁମାନ କରାଯାଉଛି । ସୂତ୍ର ଅନୁସାରେ, ବୁଝାମଣାର ସର୍ତ୍ତକୁ ଚୂଡ଼ାନ୍ତ ରୂପ ଦିଆଯାଉଛି । ଇରାନ ଜିଦ୍ ଏହି!-->…
ଲଞ୍ଚ ହେଲା ଦୁନିଆର ସବୁଠାରୁ ବଡ଼ IPO, ପ୍ରଥମ ଟ୍ରିଲିୟନିୟର ଏଲନ୍ ମସ୍କ
ନୂଆଦିଲ୍ଲୀ: ଦୁନିଆକୁ ମିଳିଛି ଟ୍ରିଲିୟନ ଡଲାର ସମ୍ପତ୍ତି ଥିବା ପ୍ରଥମ ମାଲିକ । ଏଲନ୍ ମସ୍କଙ୍କ କମ୍ପାନି ସ୍ପେସଏକ୍ସର ସେୟାର ଆମେରିକା ବଜାରରେ ଚହଳ ପକାଇବା ସହିତ ତାଙ୍କ ସମ୍ପତ୍ତି ମୂଲ୍ୟ ୧.୧ ଟ୍ରିଲିୟନ ଡଲାରରେ ପହଞ୍ଚିଛି । ଏହା ବିଶ୍ୱର ସବୁଠାରୁ ବଡ଼ ଆଇପିଓ ଥିଲା ।!-->…