Sign in
Sign in
Recover your password.
A password will be e-mailed to you.
ଗାଡ଼ି ପାର୍କିଂକୁ ନେଇ ଡବଲ ମର୍ଡ଼ର: ଦୁଇ ଅଭିଯୁକ୍ତ ଅଟକ
ଭୁବନେଶ୍ବର: ଭୁବନେଶ୍ବର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ହାଇଟେକ୍ ଆପାର୍ଟମେଣ୍ଟ ନିକଟ କଲ୍ୟାଣୀ ପ୍ଲାଜାରେ ଗାଡ଼ି ପାର୍କିଂକୁ ନେଇ ଦୁଇ ପରିବାରର ଭିତରେ କଥା କଟାକଟିରୁ ଗଣ୍ଡଗୋଳ ହୋଇଥିଲା।ପାର୍କିଂକୁ ନେଇ ଗଣ୍ଡଗୋଳରୁ ଦୁଇଜଣଙ୍କ ଛାତିରେ ଛୁରୀ ଭୁସି ହତ୍ୟା କରାଯାଇଥିଲା। ମୃତ ସମ୍ବିତ ରାଉତ ଓ!-->…
ରସିକଙ୍କ ପାଇଁ ରାଜ୍ୟ ବାହାରକୁ ଯିବେ ପୁଲିସ୍: ଖୋଲିବ ରାଜ୍ୟ ବାହାରର ରହସ୍ୟମୟୀ ମହିଳାଙ୍କ ଲିଙ୍କ୍
ଭୁବନେଶ୍ବର: ଠକ ସତ୍ୟଜିତଙ୍କ ପାଇଁ ରାଜ୍ୟ ବାହାରକୁ ପୁଲିସ୍ ଯିବ। ରସିକନାଗର ସିଣ୍ଡିକେଟରେ ରହସ୍ୟମୟୀ ମହିଳାଙ୍କର ସମ୍ପୃକ୍ତି ଥିବା ପୁଲିସ୍ ଜାଣିବାକୁ ପାଇଛି। ରହସ୍ୟମୟୀ ମହିଳାଙ୍କ ଭୂମିକା ସନ୍ଦେହ ବଢ଼ାଉଛି। ସତ୍ୟଜିତ୍ ଏବଂ ରହସ୍ୟମୟୀ ମହିଳା ଭିତରେ ଟଙ୍କା ନେଣଦେଣକୁ ନେଇ ପୁଲିସ୍କୁ!-->…
ବେଆଇନ ଆଇସ୍କ୍ରିମ ଫ୍ୟାକ୍ଟ୍ରି ଉପରେ ଚଢ଼ଉ
ପାରାଦୀପ : ପାରାଦୀପରେ ଚାଲିଥିଲା ବେଆଇନ ଆଇସ୍କ୍ରିମ ଫ୍ୟାକ୍ଟ୍ରି। ଭିତରଗଡ଼ ବସ୍ତିରେ ଚାଲିଥିବା ଆଇସ୍କ୍ରିମ ଫ୍ୟାକ୍ଟ୍ରି ଉପରେ ଖାଦ୍ୟ ନିରାପତ୍ତା ଅଧିକାରୀ ଚଢ଼ାଉ କରିଛନ୍ତି।ବିନା ଲାଇସେନ୍ସ ଓ ବିନା ଆବଶ୍ୟକ କାଗଜପତ୍ରରେ ଦୀର୍ଘ ଦିନରୁ ସେଠାରେ ଫ୍ୟାକ୍ଟ୍ରି ଚାଲିଥିଲା। ପ୍ରସ୍ତୁତ!-->…
ରାସ୍ତା ନଥିବାରୁ ଯାଇପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହା ହେଲେ ରୋଗୀ
ଦେବଗଡ଼ : ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ। ଖଟିଆରେ ବୁହା ହେଲେ ରୋଗୀ। ପ୍ରାୟ ଏକ କିଲୋମିଟର ତାଙ୍କୁ ଖଟିଆରେ ବୋହି ଆଣିବା ପରେ ୧୦୮ ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନାକୁ ପଠାଯାଇଥିଲା। ଦେବଗଡ଼ ଜିଲ୍ଲା ତିଲେଇବଣି ବ୍ଲକ ରାମଚନ୍ଦ୍ରପୁର ଗାଁରେ ଦେଖିବାକୁ ମିଳିଛି ଏହି ଘଟଣା।ଗାଁର ଜାଉନି!-->…
୧୧୦କେଜିରୁ ଅଧିକ ପରିମାଣର ଗଞ୍ଜେଇ ଜବତ, ୨ ଗିରଫ
ବାଲେଶ୍ଵର: ଜିଲ୍ଲା ଅବକାରୀ ମୋବାଇଲ ଟିମ୍, ନୀଳଗିରି, ଜଳେଶ୍ଵର ଓ ଗୋପାଳପୁର ଅବକାରୀ ବିଭାଗ ପକ୍ଷରୁ ମିଳିତ ଭାବେ ଗୋପାଳପୁର ଥାନା ଜୁଣିଆ ଠାରେ ଚଢ଼ାଉ କରାଯାଇଛି। ଏହି ଚଢ଼ାଉରେ ୧୧୦କେଜିରୁ ଅଧିକ ପରିମାଣର ଗଞ୍ଜେଇ, ଯାହାର ମୂଲ୍ୟ ୩ଲକ୍ଷ ଟଙ୍କାରୁ ଅଧିକ ହେବ ଜବତ କରାଯାଇଛି। ଏଥିରେ!-->…
ମଧ୍ୟାହ୍ନ ଭୋଜନ ଖାଇ ୨୪ ଜଣ ଛାତ୍ରଛାତ୍ରୀ ଅସୁସ୍ଥ
ବାଲେଶ୍ବର: ଜିଲ୍ଲାର ସୋର ବ୍ଲକ ଶିରାପୁରସ୍ଥିତ ଉଦୟ ନାରାୟଣ ନୋଡାଲ ବିଦ୍ୟାଳୟରେ ଆଜି ମଧ୍ୟାହ୍ନ ଭୋଜନ ଖାଇ ୨୪ ଜଣ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଛନ୍ତି। ସମସ୍ତ ଅସୁସ୍ଥ ଛାତ୍ରଛାତ୍ରୀଙ୍କୁ ସୋର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଆଜି ମଧ୍ୟାହ୍ନରେ ପିଲାଙ୍କୁ ମଧ୍ୟାହ୍ନ!-->…
ତାନ୍ତ୍ରିକ ନିଖୋଜ: ମହିଳା ଅଟକ, ପୁଲିସର ଛାନ୍ଭିନ୍ ଜାରି
ପୁରୀ: ହନୁମାନ ପଇସା କାରବାରରୁ ଅପହରଣ। ପୁରୀ ଜିଲ୍ଲା ଡେଲାଙ୍ଗ ଥାନା ଅନ୍ତର୍ଗତ କୁଆପଦା ଗ୍ରାମର ତାନ୍ତ୍ରିକ ଗଦାଧର ନିଖୋଜକୁ ୨୪ ଘଣ୍ଟା ପୂରିଲା। ନିଖୋଜ ଗଦାଧର ନିଶଙ୍କ ପତ୍ତା ମିଳୁନଥିବାରୁ ତାଙ୍କୁ ଅପହରଣ କରାଯାଇଥିବା ସନ୍ଦେହ କରାଯାଉଛି। ଗଦାଧର ଜଣେ ତାନ୍ତ୍ରିକ ହୋଇଥିବାରୁ ନିଖୋଜ!-->…
ଯେତେ ଖୋଳିଲେ ସେତେ ବାହାରୁଛି: ଗିରଫ ପ୍ରଭାସଙ୍କର ଆଉ ୨୦ଟି ପ୍ଲଟ ଠାବ, ୧୦୫ରେ ପହଞ୍ଚିଲା ସଂଖ୍ୟା
ଭୁବନେଶ୍ବର : ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବ୍ୟାରେଜ୍ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ପ୍ରଭାସ କୁମାର ପ୍ରଧାନଙ୍କର ଆଉ ୨୦ଟି ପ୍ଳଟ୍ ଠାବ କରାଯାଇଛି। ଏହି ୨୦ଟି ପ୍ଳଟ ପଶ୍ଚିମବଙ୍ଗର ବିଭିନ୍ନ ଅଞ୍ଚଳରେ ଠାବ!-->…
ଆଠଗଡ଼ ବିଡିଓ ଗିରଫ; ଠୁଳ କରିଥିଲେ ଆୟଠାରୁ ଅଧିକ ସମ୍ପତ୍ତି
ଭୁବନେଶ୍ବର : ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁଙ୍କୁ ବାନ୍ଧିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ବିଡିଓ ଆୟଠାରୁଧିକ ସମ୍ପତ୍ତି ଠୁଳ କରିଥିବା ନେଇ ଭିଜିଲାନ୍ସ ପକ୍ଷରୁ କୁହାଯାଇଛି।ଗତକାଲି ପ୍ରଦୀପଙ୍କ ପୈତୃକ ଘର ସମେତ ଭୁବନେଶ୍ୱର,!-->…
ପୁରୁଷ ହକିରେ ଭାରତକୁ ବ୍ରୋଞ୍ଜ, ସ୍ପେନକୁ ୨-୧ରେ ହରାଇଲା
ନୂଆଦିଲ୍ଲୀ: ପ୍ୟାରିସ୍ : ପ୍ୟାରିସ୍ ଅଲିମ୍ପିକ୍ସରେ ଭାରତକୁ ଆଉ ଏକ ପଦକ ମିଳିଛି । ପୁରୁଷ ହକିରେ ଭାରତ ସ୍ପେନକୁ ୨-୧ରେ ହରାଇ ବ୍ରୋଞ୍ଜ ପଦକ ହାସଲ କରିଛି । ଏହା ସହିତ ଲଗତାର ୨ୟ ଥର ପାଇଁ ଭାରତ ଅଲିମ୍ପିକ୍ସ ହକିରେ ବ୍ରୋଞ୍ଜ ପଦକ ପାଇଛି ।ଏହି ମ୍ୟାଚରେ ସ୍ପେନ ପ୍ରଥମ ଏକ ଗୋଲ ଦେଇ ୧-୦ରେ!-->…