Sign in
Sign in
Recover your password.
A password will be e-mailed to you.
କୋରୁକୋଣ୍ଡା ବ୍ଲକ ଅଧକ୍ଷ ଅଣଦେଖା କରୁଥିବା ଅଭିଯୋଗ ନେଇ ବିଡ଼ିଓଙ୍କୁ ଦାବୀପତ୍ର ପ୍ରଦାନ କଲେ ୮ଜଣ ସମିତି ସଭ୍ୟସଭ୍ୟା
ବୈଠକକୁ ବର୍ଜନ କଲେ ୮ଜଣ ସଭ୍ୟ ସଭ୍ୟା ।
ମାଲକାନଗିରି : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକରେ ଆଜି ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି । ମିଳିଥିବା ସୂଚନା ମୁତାବକ, ଆଜି କୋରୁକୋଣ୍ଡା ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ କାର୍ଯ୍ୟାଳୟ ପରିସରରେ ପୂର୍ବାହ୍ନ ୧୦ଘଣ୍ଟିକା!-->!-->!-->…
ବିଜେପିର ଜୋନ୍ ସ୍ତରୀୟ ପ୍ରସ୍ତୁତି ବୈଠକ
ବ୍ରହ୍ମପୁର, ୭/୮ : ଭାରତୀୟ ଜନତା ପାର୍ଟି ପକ୍ଷରୁ ୯ ଗୋଟି ଜିଲ୍ଲା ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ଘୁମୁସର ସାଙ୍ଗଠନିକ ଜିଲ୍ଲାକୁ ନେଇ ଏକ ଜୋନ୍ ସ୍ତରୀୟ ପ୍ରସ୍ତୁତି ବୈଠକ ରାଜ୍ୟ ସାଧାରଣ ସମ୍ପାଦକ ସଂଗଠନ ମାନସ ମହାନ୍ତିଙ୍କ!-->…
ଲଗାଣ ବର୍ଷାରେ ବିରାଟ ବରଗଛ ଟଳି ପଡିଲା ଘର ଉପରେ
ଫୁଲବାଣୀ : ପରିବାର ଲୋକେ ଘରେ ନଥିବା ସମୟରେ ନିଜ ଘର ବାରିପଟେ ଏକ ବିରାଟ ବରଗଛ ଲଗାତାର ଝଡ଼ି ବର୍ଷା ଯୋଗୁଁ ଆଜି ଟଳି ପଡିଛି ଘର ଉପରେ l ଘରର ଅର୍ଦ୍ଧେକ ଅଂଶ ଭାଙ୍ଗି ଯାଇଥିବା ବେଳେ ଘରର ବହୁ ଆସବାବ ପତ୍ର ନଷ୍ଟ ହୋଇଥିବା ଦେଖିବାକୁ ମିଳିଛି l ଘରର କ୍ଷତି ହୋଇଥିଲେ ସୁଦ୍ଧା କାହାରି ଜୀବନ!-->…
ବିଦ୍ୟୁତ ସଂଯୋଗ କାଟି ଦେବାରୁ ପ୍ରତିବାଦ କଲେ ଗ୍ରାହକ
ମାଲକାନଗିରି, ୭।୮ : ବିଦ୍ୟୁତ୍ ସଂଯୋଗ କାଟିବାରୁ ବିଭାଗୀୟ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କଲେ ଗୋଟିଏ ପରିବାର । ସୂଚନା ଅନୁଯାୟୀ ମାଲକାନଗିରି ଶାସ୍ତ୍ରୀ ନଗରର ଚକ୍ରଧର ସୁନାନିଙ୍କ ଘରର ବିଦ୍ୟୁତ ଦେୟ ବାକି ଥିବାରୁ ତାଙ୍କ ବିଦ୍ୟୁତ ସଂଯୋଗକୁ ବିଭାଗ ପକ୍ଷରୁ କାଟି!-->…
ବାଂଲାଦେଶ ହିଂସା ମଧ୍ୟରେ ଅଗଷ୍ଟ ୮ରେ ଶପଥ ନେବେ ମହମ୍ମଦ ୟୁନୁସ
ଢାକା: ନୋବେଲ ବିଜେତା ମହମ୍ମଦ ୟୁନୁସଙ୍କ ନେତୃତ୍ୱରେ ବାଂଲାଦେଶରେ ଅନ୍ତରୀଣ ସରକାର ଆସନ୍ତାକାଲି ଶପଥ ଗ୍ରହଣ କରିବେ। ଏନେଇ ଦେଶର ସେନା ମୁଖ୍ୟ ଜେନେରାଲ ୱାକର-ଉଜ-ଜମାନ ବୁଧବାର ସୂଚନା ଦେଇଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ ଜେନେରାଲ ୱାକର କହିଛନ୍ତି ଯେ ଅନ୍ତରୀଣ ସରକାର ରାତି ୮ ଟାରେ!-->…
ସିରିଜ୍ ହାରିଲା ଭାରତ: ଶେଷ ମ୍ୟାଚ୍ ୧୧୦ ରନ୍ରେ ଜିତିଲା ଶ୍ରୀଲଙ୍କା
କଲମ୍ବୋ: କଲମ୍ବୋସ୍ଥିତ ଆର ପ୍ରେମାଦାସା ଷ୍ଟାଡିୟମରେ ଆୟୋଜକ ଶ୍ରୀଲଙ୍କା ବିପକ୍ଷରେ ତିନି ମ୍ୟାଚ୍ ବିଶିଷ୍ଟ ଏକଦିବସୀୟ ସିରିଜର ଶେଷ ତଥା ଅନ୍ତିମ ମ୍ୟାଚରେ ପରାଜୟ ସହିତ ଟିମ୍ ଇଣ୍ଡିଆ ଏକଦିବସୀୟ ହାରିଛି। ଶ୍ରୀଲଙ୍କା ଦୁଇଟି ମ୍ୟାଚ୍ ଜିତି ସିରିଜକୁ ୨-୦ରେ ଜିତି ନେଇଛି। ୩ ଟିକିଆ ସିରିଜ୍!-->…
କ୍ରାଶ କରିଗଲା ହେଲିକପ୍ଟର: ପାଇଲଟଙ୍କ ସମେତ ୫ ମୃତ
ପୁଣିଥରେ ନେପାଳରେ ଘଟିଛି ବଡ଼ ଦୁର୍ଘଟଣା। ଆଜି ନେପାଳର ନୂୱାକୋଟ ଅନ୍ତର୍ଗତ ଶିବପୁରିରେ ଗୋଟିଏ ଯାତ୍ରୀବାହୀ ହେଲିକପ୍ଟର କ୍ରାଶ କରି ଯାଇଛି। ଏୟା ଡାଏନଷ୍ଟୀ କମ୍ପାନୀର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହେବାରୁ ଏଥିରେ ଥିବା ପାଇଲଟଙ୍କୁ ମିଶାଇ ସମସ୍ତ ୫ ଜଣଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣା ଏତେ!-->…
କୋଟିପତି ବିଡ଼ିଓ, ଘରୁ ମିଳିଲା ୬ଲକ୍ଷ ନଗଦ ଟଙ୍କା
ଭୁବନେଶ୍ୱର; ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଠଗଡ ବିଡିଓ ପ୍ରଦୀପ କୁମାର ସାହୁଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ପ୍ରଦୀପଙ୍କ ପୈତୃକ ଘର ସମେତ ଭୁବନେଶ୍ୱର, ଖୋର୍ଦ୍ଧା, ନୟାଗଡ ଓ ଆଠଗଡ ସମେତ ଏକକାଳୀନ 8ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଛି।
ଭୁବନେଶ୍ୱର!-->!-->!-->…
ବାଂଲାଦେଶରେ ବିଗୁଡ଼ୁଛି ସ୍ଥିତି, ପରିବାର ସହ ଫେରିଲେ ୧୯୦ ଦୂତାବାସ କର୍ମଚାରୀ
ସଂରକ୍ଷଣ ବ୍ୟବସ୍ଥାକୁ ନେଇ ବାଂଲାଦେଶରେ ଆରମ୍ଭ ହୋଇଥିବା ହିଂସା ଥମିବା ନାଁ ଧରୁନି। ପ୍ରଧାନମନ୍ତ୍ରୀ ଶେଖ ହସିନା ଦେଶ ଛାଡି ପଳାଇ ଯାଇଥିବା ବେଳେ ମହମ୍ମଦ ୟୁନୁସଙ୍କ ନେତୃତ୍ୱରେ ଅନ୍ତରୀଣ ସରକାର ଗଠନ ପାଇଁ ଆରମ୍ଭ ହେଲାଣି ପ୍ରସ୍ତୁତି। ଏହାପରେ ବି ସେଠାରେ ହିଂସାକାଣ୍ଡ, ପୋଡ଼ାଜଳା ଥମିବା!-->…
୪୯ ନୁହେଁ ବରଂ ୯୯ ରାଣୀର ରାଜା ଥିଲା ସତ୍ୟଜିତ ସାମଲ
ଭୁବନେଶ୍ବର: ଖୋଲୁଛି ଧୋକାବାଦ ସତ୍ୟଜିତ ସାମଲଙ୍କ ଗୁମର । ଗତକାଲି ଠୁ ଦୁଇ ଦିନିଆ ରିମାଣ୍ଡରେ ଗଲା ପରେ ଧିରେ ଧିରେ ଖୋଲୁଛି ସବୁ ରହସ୍ୟ । ୪୯ ନୁହେଁ ବରଂ ୯୯ ମହିଳାଙ୍କ ସହ ଥିଲା ତାର ସମ୍ପର୍କ ।
ରିମାଣ୍ଡର ପଚରା ଉଚରା ସମୟରେ ଫେକ୍ ପୋଲିସ ଆଇଡି ସହ ପାସପୋର୍ଟ ଜବତ ହୋଇଛି । ଅଭିଯୁକ୍ତ!-->!-->!-->…