ରାଜ୍ୟରେ ଡେଙ୍ଗୁ ସ୍ଥିତି ନିୟନ୍ତ୍ରଣରେ ରହିଛି: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ରାଜ୍ୟରେ ଡେଙ୍ଗୁ ସ୍ଥିତି ନିୟନ୍ତ୍ରଣରେ ରହିଛି। ଗତକାଲି ୫୪୭ ଡେଙ୍ଗୁ ଟେଷ୍ଟିଂରୁ ୩୪ ଜଣ ପଜିଟିଭ ଚି଼ହ୍ନଟ ହୋଇଛନ୍ତି। ପହର ଦିନ ଅଧିକ ଥିଲା କାରଣ ଏହା ଦୁଇ ଦିନର ମିଳିତ ଡାଟା। ହେଲେ ଗତ ବର୍ଷ ଏହି ସମୟ ତୁଳନାରେ କମ ଅଛି। ଗତ ବର୍ଷ ଏ ଯାଏଁ ୨୫ ହଜାର ଟେଷ୍ଟ ହୋଇଥିଲା।…

ଭୁବନେଶ୍ୱରରେ ବାର୍ ମାଲିକ ଓ ଏଜେଣ୍ଟ ଗିରଫ

ରାଜଧାନୀ ଭୁବନେଶ୍ୱରରେ ବାର ଗାର୍ଲଙ୍କୁ ନିର୍ଯାତନା ଦେବା ଅଭିଯୋଗରେ ଗିରଫ ହୋଇଛନ୍ତି ବାର୍‌ ମାଲିକ ଶିବ ପ୍ରସାଦ ମଲ୍ଲିକ। ତାଙ୍କ ସହିତ ଜଣେ ଏଜେଣ୍ଟଙ୍କୁ ମଧ୍ୟ ଗିରଫ କରିଛି ପୁଲିସ। ତାଙ୍କ ନାଁ ଜ୍ୟୋତି ପ୍ରକାଶ ନାୟକ। ଟଙ୍କା ନ ଦେଇ ୬ ବାର୍ ଗାର୍ଲଙ୍କୁ ଅଟକ ରଖିଥିଲେ ଶିବ ପ୍ରସାଦ…

ସରକାରୀ କର୍ମଚାରୀଙ୍କ ଗୁପ୍ତ ଚରିତ୍ର ପଞ୍ଜିକାରୁ ହଟିଲା ୫-ଟି ଚାର୍ଟର

ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କ ଗୁପ୍ତ ଚରିତ୍ର ପଞ୍ଜିକାରୁ ହଟିଲା ଫାଇଭ୍ -ଟି ଚାର୍ଟ । 5T ଚାର୍ଟର ଓ ‘ମୋ ସରକାର’ ହଟାଇବାକୁ ଜିଏ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। କ, ଖ ଏବଂ ଗ ବର୍ଗର ସରକାରୀ କର୍ମଚାରୀଙ୍କ ସିସିଆର୍ ରୁ ଏହା ହଟାଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏବେ ଏହାର…

ତୁମେ ଚାମ୍ପିଅନ୍‌, ଆମେ ସମସ୍ତେ ତୁମ ସହ ଅଛୁ… ଭିନେଶଙ୍କୁ ସାନ୍ତ୍ୱନା ଦେଲେ ମୋଦି

ପ୍ୟାରିସ ଅଲିମ୍ପିକ୍ସରୁ ଭିନେଶ ଫୋଗାଟ ଅଯୋଗ୍ୟ ଘୋଷିତ ହୋଇଛନ୍ତି। ୫୦ କିଲୋଗ୍ରାମ କ୍ତସ୍ତି ଇଭେଣ୍ଟର ଫାଇନପାଲ ପୂର୍ବରୁ ତାଙ୍କୁ ଡିସ୍‌କ୍ୱାଲିଫାଏଡ୍‌ କରାଯାଇଛି। ଏହାପରେ ଭିନେଶଙ୍କୁ ସାନ୍ତ୍ୱନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପିଏମ୍‌ ମୋଦି ସୋଶାଲ ମିଡିଆ ହ୍ୟାଣ୍ଡେଲରେ…

ସେପ୍ଟେମ୍ବର ୩ରେ ହେବ ଓଡ଼ିଶା ସମେତ ୯ ରାଜ୍ୟର ୧୨ ରାଜ୍ୟସଭା ଉପନିର୍ବାଚନ

ବିଭିନ୍ନ ରାଜ୍ୟରେ ଖାଲି ପଡ଼ିଥିବା ୧୨ଟି ରାଜ୍ୟସଭା ଆସନ ପାଇଁ ଆସନ୍ତା ୩ ତାରିଖରେ ଉପ ନିର୍ବାଚନ ଅନୁଷ୍ଠିତ ହେବ। ଏହି ୧୨ଟି ଆସନ ମଧ୍ୟରେ ଓଡ଼ିଶାର ଗୋଟିଏ ରାଜ୍ୟସଭା ଆସନ ରହିଛି। ବିଜେଡି ପକ୍ଷରୁ ରାଜ୍ୟସଭାକୁ ଯାଇଥିବା ମମତା ମହାନ୍ତ ସାଂସଦ ପଦରୁ ଇସ୍ତଫା ଦେବା ପରେ ଓଡ଼ିଶାର ଗୋଟିଏ ଆସନ…

ଦେବୀ ନଦୀରେ ଭାସି ଯାଇ ଯୁବକ ନିଖୋଜ

ଦେବୀ ନଦୀରେ ଭାସି ଜଣେ ଯୁବକ ନିଖୋଜ ହୋଇଯାଛନ୍ତି। ଘଟଣାଟି ଘଟିଛି ଜଗତସିଂହପୁର ଜିଲ୍ଲା ମାଛଗାଁ ନିକଟରେ। ଯୁବକ ଜଣଙ୍କ ନଦୀରେ ଭାସି ଯାଉଥିବା ସ୍ଥାନୀୟ ଲୋକେ ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି ଜାରି ରଖିଛି। ନିଖୋଜ…

ଆହାର କେନ୍ଦ୍ରରେ ଅଚାନକ ପହଞ୍ଚିଲେ ବିଧାୟକ

ଚିକିଟୀ : ସ୍ଥାନୀୟ ବିଧାୟକ ମନୋରଞ୍ଜନ ଦ୍ୟାନ ସାମନ୍ତରା ଆଜି ମଧ୍ୟାହ୍ନରେ ଅଚାନକ ଚିକିଟୀ ଗଡ଼ ସ୍ଥିତ ମେଡିକାଲ ପରିସରରେ ଥିବା ଆହାର କେନ୍ଦ୍ରରେ ପହଞ୍ଚି ସ୍ଥିତି ପରଖିବା ସହ ଖାଦ୍ୟର ମାନ ଯାଞ୍ଚ କରିଥିଲେ ଏବଂ ଏସ ଏଚ ଜି ଗ୍ରୁପର ସଦସ୍ୟା ମାନଙ୍କ ସହ ଆଲୋଚନା କରି ସାଧାରଣ ଲୋକଙ୍କ ସହିତ…

ବସ୍ ଧକ୍କାରେ ବୃଦ୍ଧ ମୃତ

ହିଞ୍ଜିଳିକାଟୁ, : ବୁଧବାର ଭୋର ସମୟରେ ୫୯ ନଂ ଜାତୀୟ ରାଜପଥ ତଥା ଆସିକା ଥାନା ପିତଳ ଛକ ନିକଟରେ ଏକ ଘରୋଇ ଯାତ୍ରୀବାହୀ ବସ୍ (ଓଡି୧୭ ଏଫ୍ ୯୨୪୪)ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳି ପାରିନାହିଁ। ଖବର ପାଇ ଆସିକା ଅଗ୍ନିଶମ ବାହିନୀ କର୍ମଚାରୀ ମାନେ ଘଟଣାସ୍ଥଳରେ…

ଆସୁଛି ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର: ଗୋଟିଏ ପରେ ଗୋଟିଏ ଧାଡ଼ିବାନ୍ଧି ଆସିବାରେ ଲାଗିଛି ଲଘୁଚାପ l ଆସନ୍ତା ୨୪ ଘଣ୍ଟା ଭିତରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ନେଇ ସମ୍ଭାବନା ରହିଛି l ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ନିକଟ ସମୁଦ୍ରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି l ଘୂର୍ଣ୍ଣିବଳୟ…

ଘରୋଇ ଯୋଗାଣ ପାଇପ୍‌ରେ ଗୋଳିପାଣି : କୂଅ ନଳକୂଅ ପାଖରେ ଭିଡ଼, ଥଣ୍ଡା କାଶ ଜ୍ଵର ବୃଦ୍ଧି ପାଉଛି

ବାଲିଗୁଡ଼ା(୦୭/୦୮): କନ୍ଧମାଳ ଜିଲ୍ଲା ବାଲିଗୁଡା ଏନଏସି ଅଞ୍ଚଳରେ ଜନସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜଳ ଯୋଗାଣ କରାଯାଉଛି l କିନ୍ତୁ ବର୍ତ୍ତମାନ କିଛି ଦିନ ହେଲା ଗୋଳି ପାଣି ଆସୁଥିବାରୁ ଏହା ବ୍ୟବହାର ହୋଇ ପାରୁ ନାହିଁ। ଯାହା ଫଳରେ ସାହି ବାସିନ୍ଦା ବାଧ୍ୟ ହୋଇ କୂଅ ଓ ନଳକୂପ ଉପରେ ଭରସା…