ଭିନେଶ ଡିସ୍‌କ୍ୱାଲିଫାଏଡ, ଷଡ଼ଯନ୍ତ୍ର ଅଭିଯୋଗ ଆଣିଲା ପରିବାର

ପ୍ୟାରିସ ଅଲିମ୍ପକ୍ସରେ ଫାଇନାଲ ମ୍ୟାଚ୍‌ ପୂର୍ବରୁ ଭାରତୀୟ ରେସଲର ଭିନେଶ ଫୋଗାଟ୍‌ ଲାଗିଛି ବଡ଼ ଝଟ୍‌କା। ସେ ଡିସ୍‌କ୍ୱାଲିଫାଏଡ୍‌ ଘୋଷିତ ହୋଇଛନ୍ତି। ଭାରତ ପାଇଁ ଗୋଲ୍ଡ ଆଶା ମଉଳି ଯାଇଛି। ତେବେ ଭିନେଶଙ୍କୁ ଅଯୋଗ୍ୟ ଘୋଷଣା ନେଇ ତାଙ୍କ ପରିବାର ଲୋକେ ବଡ଼ ଅଭିଯୋଗ ଆଣିଛନ୍ତି। ଫେଡେରେଶନ…

ପୋଲାଭରମ ପ୍ରଭାବିତ ମୋଟୁ ଅଂଚଳ ଗସ୍ତ କଲେ ସ୍ବତନ୍ତ୍ର ଟିମ୍‌ 

କାଳିମେଳା: ଆନ୍ଧ୍ରପ୍ରଦେଶର ପୋଲାଭରମ ପ୍ରକଳ୍ପ ଦ୍ଵାରା କ୍ଷତିଗ୍ରସ୍ତ ମାଲକାନଗିରି ଜିଲ୍ଲାର ମୋଟୁ ଅଂଚଳ ଗସ୍ତ କରିଛି ସ୍ଥିତି ଅନୁଧ୍ୟାନ କରିଛି ସ୍ବତନ୍ତ୍ର ଅନୁସନ୍ଧାନ ଟିମ। ଏହି ଟିମ ପୂର୍ବତନ କେନ୍ଦ୍ରମନ୍ତ୍ରୀ ବ୍ରଜ ତ୍ରିପାଠୀଙ୍କ ନେତୃତ୍ୱରେ ମୋଟୁ ତହସିଲର ମୋଟୁ, ବିନାୟକପୁର, ଆଲମା,…

ଅଜଣା ରୋଗରେ ଶଯ୍ୟାଶାୟୀ : ଚିକିତ୍ସାରେ ଅର୍ଥ ସାଜିଛି ବାଧକ, ସରକାରୀ ସାହାଯ୍ୟ ପାଇଁ ଦାବୀ

କନ୍ଧମାଳ : କନ୍ଧମାଳ ଜିଲ୍ଲା ପାହିରାଜୁ ପଞ୍ଚାୟତରେ ଥିବା ମୁଚ୍ଛଳପଡା ଗାଁର ପ୍ରଶ୍ନ ଦିଗାଲ ଦୀର୍ଘ ୪ ବର୍ଷ ହେବ ଏକ ଅଜଣା ରୋଗରେ ପୀଡିତ ହୋଇ ଶଯ୍ୟାଶାୟୀ ହୋଇ ପଡିଛନ୍ତି। ବର୍ତମାନ ଚିକିତ୍ସାରେ ଅର୍ଥ ବାଧକ ସାଜିଛି। ମୂଲ ଲାଗି ପରିବାର ପ୍ରତି ପୋଷଣ କରି ଆସୁଥିବା ପ୍ରଶ୍ନ ଦିଗାଲ ଏବେ…

ଉପରମୁଣ୍ଡରେ ବର୍ଷା ଯୋଗୁଁ ବଢୁଛି ମହାନଦୀ ଜଳସ୍ତର, ନାହିଁ ବନ୍ୟା ଆଶଙ୍କା

ସମ୍ବଲପୁର: ରାଜ୍ୟରେ ଜାରି ରହିଛି ବର୍ଷା ବିତ୍ପାତ । ଅନ୍ୟପଟେ ଉପରମୁଣ୍ଡରେ ପ୍ରବଳ ବର୍ଷା କାରଣ ବଢୁଛି ହୀରାକୁଦ ଜଳସ୍ତର । ଫଳରେ ରାଜ୍ୟରେ ମହାନଦୀ ପ୍ରମୁଖ ଅନ୍ୟାନ୍ୟ ନଦୀ, ନାଳ ପୁରିଥିବାରୁ ଅନେକ ସ୍ଥାନରେ କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଯାହାକୁ ନେଇ ବନ୍ୟା ଆଶଙ୍କା…

ଲଗାଣ ବର୍ଷାରେ ଧୋଇଗଲା ପୋଲ : ଯାତାୟତ ବାଧାପ୍ରାପ୍ତ

କନ୍ଧମାଳ : ସମଗ୍ର କନ୍ଧମାଳ ଜିଲାରେ ଗତ ଏକ ସପ୍ତାହ ହେଲା ଲଗାଣ ବର୍ଷାରେ ଜନ ଜୀବନ ଅସ୍ତ ବ୍ୟସ୍ତ ହୋଇଛି। ଜିଲାରେ ବର୍ଷା ଲାଗି ରହିଥିବା ବେଳେ ଫିରିଙ୍ଗିଆ ବ୍ଲକରେ ଲଘୁଚାପ ପ୍ରଭାବରେ ବର୍ଷା ଲାଗି ରହିଛି। ବ୍ଲକର ଅଧିକାଂଶ ଅଞ୍ଚଳ ଉପାନ୍ତ ଓ ପାହାଡ଼ିଆ ଅଞ୍ଚଳ ହୋଇଥିବାବେଳେ ବର୍ଷାରେ…

ଭିନେଶ ଫୋଗାଟ୍‌ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଭିନେଶ ଫୋଗାଟ୍‌ ଅସୁସ୍ଥ। ଡିସ୍‌କ୍ୱାଲିଫାଏଡ୍‌ ଘୋଷଣା ହେବା ପରେ ସେ ଚେତାଶୂନ୍ୟ ହୋଇପଡିଛନ୍ତି। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡିହାଇଡ୍ରେସନ୍‌ ଯୋଗୁ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡିଥିବା ସୂତ୍ରରୁ ସୂଚନା ମିଳିଛି। ପ୍ୟାରିସର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଭିନେଶ…

ମୋଟୁ ପୋଲାଭରମ ପ୍ରଭାବିତ ଅଂଚଳ ଗସ୍ତ କଲେ କଂଗ୍ରେସର ସ୍ବତନ୍ତ୍ର ଟିମ୍‌

କାଳିମେଳା : ମାଲକାନଗିରି ଜିଲ୍ଲାର ମୋଟୁ ଅଂଚଳ ଗସ୍ତ କରିଛି ସ୍ଥିତି ଅନୁଧ୍ୟାନ କରିଛି ସ୍ବତନ୍ତ୍ର ଅନୁସନ୍ଧାନ ଟିମ। ଏହି ଟିମ ପୂର୍ବତନ କେନ୍ଦ୍ରମନ୍ତ୍ରୀ ବ୍ରଜ ତ୍ରିପାଠୀଙ୍କ ନେତୃତ୍ୱରେ ମୋଟୁ ତହସିଲର ମୋଟୁ, ବିନାୟକପୁର, ଆଲମା, ମୋଟୁର ସଙ୍ଗମସ୍ଥଳ ମୁଗୀ ପଏଣ୍ଟ ଓ ଛତିଶଗଡ଼ ଦ୍ୱାରା…

ଲଗାଣ ବର୍ଷାରେ ବେହାଲ ଓଡିଶା, ବାଙ୍କୀରେ ସର୍ବାଧିକ ବର୍ଷା ରେକର୍ଡ

କଟକ: ରାଜ୍ୟର ଅନେକ ସ୍ଥାନରେ ଜାରି ରହିଛି ଲଗାଣ ବର୍ଷା । ବର୍ଷାରେ ଅସ୍ତବ୍ୟସ୍ତ ଜନଜୀବନ । ଏହାରି ଭିତରେ ଗତ ୨୪ ଘଣ୍ଟାରେ କଟକ ବାଙ୍କୀରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି । ବାଙ୍କୀରେ ସର୍ବାଧିକ ୩୧୭ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ନୟାଗଡ଼ ଭାପୁରରେ ଦ୍ବିତୀୟ ସର୍ବାଧିକ ୨୧୦…

୩ ହଜାର ନିଅ ବାଥରୁମରେ ଶୀଘ୍ର ଡୋର୍‌ ଲଗାଅ: ପରିବହନ ମନ୍ତ୍ରୀ

ବ୍ରହ୍ମପୁର: ସିଧା ମାଡି ଆସିଲେ କାର୍ଯ୍ୟାଳୟ ଭିତରକୁ । ତନ୍ନ ତନ୍ନ କରି ସବୁଆଡ ଯାଞ୍ଚ କଲେ । ପଚାରିଲେ ବିଭିନ୍ନ ପ୍ରଶ୍ନ । ଆମେ କହୁଛୁ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ କଥା । ବ୍ରହ୍ମପୁର ସ୍ଥିତ ଓଏସଆରଟିସି କାର୍ଯ୍ୟାଳୟକୁ ଅଚାନକ ପରିଦର୍ଶନ କଲେ ପରିବହନ ମନ୍ତ୍ରୀ ବିଭୂତି…

ରାସ୍ତା ମଝିରେ ଯୁବକଙ୍କୁ ଗୁଳି କଲେ ୪ ଦୁର୍ବୃତ୍ତ

ବାଲେଶ୍ୱର: ବାଲେଶ୍ବର ରାସ୍ତାରେ ଫୁଟିଲା ଗୁଳି । ଜିମ୍‌ରୁ ଫେରିବା ବେଳେ ଜଣେ ଯୁବକଙ୍କୁ ୪ ଜଣ ଦୁର୍ବୃତ୍ତ ଗୁଳି ମାଡ କରିଥିବା ଅଭିଯୋଗ ହୋଇଛି । ଯୁବକଙ୍କୁ ଗୁରୁତର ଅବସ୍ଥାରେ ବାଲେଶ୍ବର ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ତେବେ ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳେ…