ପାଞ୍ଚ ମାସରେ ଖାଦ୍ୟ, ପାନୀୟ ଠାରୁ ଆରମ୍ଭ କରି ପରିବହନ ସବୁ କିଛି ହୋଇଛି ମହଙ୍ଗା

ନୂଆଦିଲ୍ଲୀ : ପାଞ୍ଚ ମାସରେ ଖାଦ୍ୟ, ପାନୀୟ ଠାରୁ ଆରମ୍ଭ କରି ପରିବହନ ପର୍ଯ୍ୟନ୍ତ ସବୁ କିଛି ମହଙ୍ଗା ହୋଇଛି। ଖୁଚୁରା ମୁଦ୍ରାସ୍ଫୀତି ପାଞ୍ଚ ମାସ ମଧ୍ୟରେ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି। ଖାଦ୍ୟ ଏବଂ ପାନୀୟ ଠାରୁ ପରିବହନ ପର୍ଯ୍ୟନ୍ତ ସବୁକିଛି ମହଙ୍ଗା ହେଉଛି। ଦେଶରେ ମୁଦ୍ରାସ୍ଫୀତି ପୁଣି

କାଳବୈଶାଖୀ ପ୍ରଭାବ ; ବାଦ ପଡ଼ିଲେନି ଭଗବାନ

ଆଠଗଡ : କାଳବୈଶାଖୀ ତାଣ୍ଡବରେ ବାଦ ପଡ଼ିଲେ ନାହିଁ ଭଗବାନ। ଗଛ ପଡ଼ି ଭାଙ୍ଗିଲା ମନ୍ଦିର ଗୃହ।କଟକ ଜିଲ୍ଲା ଆଠଗଡ ବ୍ଲକ କନ୍ଦରପୁର ଅଞ୍ଚଳରେ ଦେଖିବାକୁ ମିଳିଛି ଏହି ଦୃଶ୍ୟ। ଦୁଇଦିନ ତଳେ ହଠାତ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଥିଲା। ମାତ୍ର ୧୦ ମିନିଟ ପ୍ରବଳ ଝଡପବନ ବୋହିବା ଫଳରେ ବହୁ

ଏକାସଙ୍ଗେ ମିଳିବ ୩ ମାସର ଭତ୍ତା ଟଙ୍କା – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ମୋହନ ସରକାରକୁ ପୂରିଲା ୨ ବର୍ଷ। ଏଥିପାଇଁ ଲୋକସେବା ଭବନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ କରାଯାଉଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଅନେକ ବଡ ଘୋଷଣା କରିଛନ୍ତି। ଭତ୍ତା ସମସ୍ୟା ତଥା ଭତ୍ତା ପ୍ରଦାନରେ ବିଳମ୍ବକୁ ନେଇ ମୁଖ୍ୟମନ୍ତ୍ରୀ ବଡ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ

ଜଗତସିଂହପୁର ମେଡିକାଲ କଲେଜ ପାଇଁ ବଡ଼ ପଦକ୍ଷେପ

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲାରେ ସରକାରୀ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ଆଉ ଏକ ପାଦ ଆଗକୁ ବଢ଼ିଛନ୍ତି ରାଜ୍ୟ ସରକାର। କଲେଜ ପାଇଁ ଆବଶ୍ୟକୀୟ ଜମି ଅଧିଗ୍ରହଣ ପାଇଁ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।୨୦୨୪ ସାଧାରଣ ନିର୍ବାଚନ ସମୟରେ ଜଗତସିଂହପୁର

ଆଖି ବୁଜିଲେ କନେଷ୍ଟବଳ ଆଶୁତୋଷ ମୃଦଙ୍ଗିଆ

ଭୁବନେଶ୍ବର/ବ୍ରହ୍ମପୁର: ଆଖିବୁଜିଲେ କନେଷ୍ଟବଳ ଆଶୁତୋଷ ମୃଦଙ୍ଗିଆ। ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ସେ ମୃତ୍ୟୁବରଣ କରିଥିବା ଜଣାଯାଇଛି। ସେ ନିଆଁରେ ପୋଡ଼ି ହୋଇ ଗୁରୁତର ହୋଇଥିଲେ। ଦୁଇ ଦିନ ତଳେ ତାଙ୍କର ସ୍ବାସ୍ଥ୍ୟ ବିଗିଡ଼ିଯିବାରୁ ତାଙ୍କୁ ଭେଣ୍ଟିଲେଟର୍ରେ ରଖାଯାଇଥିଲା। ମୃତ୍ୟୁ

ମହୁମାଛି, ଆକ୍ରମଣରେ ମହିଳା ମୃତ, ୨୦ରୁ ଊର୍ଦ୍ଧ୍ବ ଆହତ

ଭଦ୍ରକ : ମହୁମାଛି ଆକ୍ରମଣରେ ଜଣେ ବିବାହିତ ମହିଳାଙ୍କ ମୃତ୍ୟୂ ଘଟିଛି। ଏହା ସହ ୨୦ରୁ ଊର୍ଦ୍ଧ୍ବ ଆହତ ହୋଇଛନ୍ତି। ଏପରି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ବ୍ଲକ ସାବରଙ୍ଗ ଥାନା ଏରଡ଼ା ପଞ୍ଚାୟତର ବାସୁଆପଦା ଗାଁରେ। ଗ୍ରାମର ରଜନୀକାନ୍ତ ସାହୁଙ୍କ ସ୍ତ୍ରୀ ବାସନ୍ତୀ ଲତା ମହୁ ମାଛି ଆକ୍ରମଣରେ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ଭୁବନେଶ୍ୱର: ମହାକାଳପଡ଼ା ବ୍ଲକ୍‌ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲୀ ଓଝାଙ୍କ ସମର୍ଥନରେ ବିଜୁ ଜନତା ଦଳ (ବିଜେଡି) ଅଣ୍ଟାଭିଡ଼ିଛି। ସରପଞ୍ଚଙ୍କ ପ୍ରତି ହୋଇଥିବା ଦୁର୍ବ୍ୟବହାର, ଶାରୀରିକ ଆକ୍ରମଣ, ଧମକ ଘଟଣା ଓଡ଼ିଶାରେ ମହିଳା ସୁରକ୍ଷା ଉପରେ ଗମ୍ଭୀର ପ୍ରଶ୍ନବାଚୀ ସୃଷ୍ଟି କରିଛି । ରାଜ୍ୟ

ଚାଲିଲା ଶିଶୁଶ୍ରମ ନିରାକରଣ ରଥ

ଭୁବନେଶ୍ୱର: ଶିଶୁ ଶ୍ରମିକ ନିୟୋଜନ ଏକ ଅପରାଧ ବୋଲି ଲୋକଙ୍କୁ ସଚେତନ କରାଇବା ନିମନ୍ତେ ରାଜ୍ୟ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ପକ୍ଷରୁ ଏକ ପୋଷ୍ଟର ଓ ଶିଶୁଶ୍ରମ ନିରାକରଣ ରଥର ଶୁଭାରମ୍ଭ କରାଯାଇଛି। ଏହି ରଥ ଜୁନ୍‌ ୨୬ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନ ବୁଲି ଲୋକଙ୍କୁ ସଚେତନ

ଚାଲିଲା ଶିଶୁଶ୍ରମ ନିରାକରଣ ରଥ

ଭୁବନେଶ୍ୱର: ଶିଶୁ ଶ୍ରମିକ ନିୟୋଜନ ଏକ ଅପରାଧ ବୋଲି ଲୋକଙ୍କୁ ସଚେତନ କରାଇବା ନିମନ୍ତେ ରାଜ୍ୟ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ପକ୍ଷରୁ ଏକ ପୋଷ୍ଟର ଓ ଶିଶୁଶ୍ରମ ନିରାକରଣ ରଥର ଶୁଭାରମ୍ଭ କରାଯାଇଛି। ଏହି ରଥ ଜୁନ୍‌ ୨୬ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନ ବୁଲି ଲୋକଙ୍କୁ ସଚେତନ

୨୪ ମାସରେ ୧୧ଟି ହାଜତ ମୃତ୍ୟୁ, ମୁଖ୍ୟମନ୍ତ୍ରୀ ଇସ୍ତଫା ଦେଇ ତଦନ୍ତର ସାମ୍ନା କରନ୍ତୁ : କଂଗ୍ରେସ

ଭୁବନେଶ୍ୱର: ଓଡ଼ିଶାରେ ଭାରତୀୟ ଜନତା ପାର୍ଟି (ବିଜେପି)ର ଦୁଇ ବର୍ଷ ପୂର୍ଣ୍ଣ ହୋଇଛି। ରାଜ୍ୟ ସରକାର ନିଜର ସଫଳତା ବଖାଣୁଥିଲେ ମଧ୍ୟ ଏହା ନିଜର ଦୋଷଦୁର୍ବଳତାକୁ ଘୋଡ଼ାଇବାର ଏକ ବାହାନା ବୋଲି କଂଗ୍ରେସ ଆକ୍ଷେପ କରିଛି। କେବଳ ଏହାନୁହେଁ ଦୁଇ ବର୍ଷ ମଧ୍ୟ‌ରେ ରାଜ୍ୟର ବିଭିନ୍ନ ଥାନାରେ