Sign in
Sign in
Recover your password.
A password will be e-mailed to you.
ଖୁବ୍ଶୀଘ୍ର ଜିଲ୍ଲା ଓ ବ୍ଲକ ସ୍ତରକୁ ଯାଇ ଅଭିଯୋଗ ଶୁଣିବେ ମନ୍ତ୍ରୀ
ଭୁବନେଶ୍ୱର: ଖୁବ୍ଶୀଘ୍ର ଜିଲ୍ଲା ଓ ବ୍ଲକ ସ୍ତରକୁ ଯାଇ ଅଭିଯୋଗ ଶୁଣିବେ ମନ୍ତ୍ରୀ l ଶୁଣାଣି ନେଇ ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା l ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିରେ ୧୭୫୦ ପଞ୍ଜୀକରଣ ହୋଇଛି l ସମସ୍ତଙ୍କୁ ତ୍ବରିତ ବେଗରେ ନ୍ୟାୟ ଦେବା ସରକାରଙ୍କ ଉଦ୍ଦେଶ୍ୟ!-->…
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ସମସ୍ତ ବିଜେପି ସାଂସଦ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଓଡ଼ିଶା ସାଂସଦ। ଆଜି ସଂସଦ ଭବନ ସମ୍ମିଳନୀ କକ୍ଷରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ଓଡ଼ିଶାର ସମସ୍ତ ୨୦ ବିଜେପି ଲୋକସଭା ଓ ଜଣେ ରାଜ୍ୟସଭା ସାଂସଦ। ଏହି ଅବସରରେ ବିଭିନ୍ନ ପ୍ରସଙ୍ଗରେ ସାଂସଦଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ!-->…
ବିଜେପି ସହ ଯୋଗସୂତ୍ରରେ ଅଛନ୍ତି ବହୁ ବିଜେଡି ବିଧାୟକ: ବିଧାୟକ ଅଶୋକ ମହାନ୍ତି
ଭୁବନେଶ୍ବର: ପାଲଲହଡ଼ା ବିଜେପି ବିଧାୟକ ଅଶୋକ ମହାନ୍ତି ବିସ୍ଫୋରକ ବୟାନ ଦେଇଛନ୍ତି। ସେ କହିଛନ୍ତି, ବିଜେଡିର ଅନେକ ରାଜ୍ୟସ୍ତରୀୟ ନେତା ଏବଂ ବିଧାୟକ ବିଜେପି ସହ ଯୋଗାଯୋଗରେ ଅଛନ୍ତି। ବିଜେଡି ଛିଡୁଛି ଏବଂ ବିଜେପି ରାଜ୍ୟରେ ବଢୁଛି। ବହୁତ ଲୋକ ବିଜେଡି ଛାଡ଼ି ବିଜେପିରେ ମିଶିବାକୁ!-->…
ବାଂଲାଦେଶରୁ ଆସି ଭାରତରେ ପହଞ୍ଚିଲେ ଶେଖ ହସିନା
ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ବାଂଲାଦେଶ ଛାଡ଼ିଥିବା ଶେଖ ହାସିନା ଭାରତରେ ପହଞ୍ଚିଛନ୍ତି। ସେ ଅପରାହ୍ନ ୫.୩୬ ମିନିଟରେ ଗାଜିଆବାଦର ହିଣ୍ଡନ ଏୟାରବେସ୍ରେ ଲ୍ୟାଣ୍ଡ କରିଛନ୍ତି।
ତାଙ୍କ ହେଲିକପ୍ଟର ଏଠାରେ ପହଞ୍ଚିବା ପରେ ତାଙ୍କୁ ଭାରତୀୟ ବାୟୁସେନାର ଅଧିକାରୀମାନେ!-->!-->!-->…
ପୁଣି ଯାଞ୍ଚ ହେବ ରତ୍ନଭଣ୍ଡାର: ସରିଲା ଏସ୍ଓପି ପ୍ରସ୍ତୁତି
ଭୁବନେଶ୍ବର: ପୁଣି ଯାଞ୍ଚ ହେବ ଭିତର ରତ୍ନଭଣ୍ଡାର । ଏଥିପାଇଁ ଏସଓପି ପ୍ରସ୍ତୁତି ନେଇ ଆଜି ବସିଥିଲା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ଯେଉଁଥିରେ ପୁଣି ରତ୍ନଭଣ୍ଡାର ଖୋଲିବା ପାଇଁ ଏସଓପି ପ୍ରସ୍ତୁତ ହୋଇଥିବା ସୂଚନା ଦେଇଛନ୍ତି ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ।
ଏନେଇ ମୁଖ୍ୟ!-->!-->!-->…
CBI ଗିରଫଦାରୀ ବିରୁଦ୍ଧରେ କେଜ୍ରିୱାଲଙ୍କ ଆବେଦନ ଖାରଜ
CBI ଗିରଫଦାରୀ ବିରୁଦ୍ଧରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କରିଥିବା ଆବେଦନ ଖାରଜ ହୋଇ ଯାଇଛି। ଆଜି ଦିଲ୍ଲୀ ହାଇକୋର୍ଟ ଏହି ଆବେଦନକୁ ଖାରଜ କରି ଦେଇଛନ୍ତି।
ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ କେଜ୍ରିୱାଲଙ୍କୁ ଗିରଫ କରିଥିଲା CBI। ସେ ଏହି ମାମଲାରେ ଅର୍ଥ!-->!-->!-->…
ବସ ଓ ବାଇକ ମୁହାମୁହିଁ ଧକ୍କା ବାଇକ ଚାଳକ ଗୁରୁତର
ବୀରମିତ୍ରପୁର : ସୁନ୍ଦରଗଡ଼ ଜିଲ୍ଲାର ରାଏବଗା ଥାନା ଅଧୀନରେ ଥିବା କଦୋବାହାଲ ପଞ୍ଚାୟତ ଅନ୍ତର୍ଗତ ଢୋଡ଼ିବାହାର ରାସ୍ତା ମୁହନିରେ ଯାତ୍ରୀ ବାହି ବସ ସହିତ ଗୋଟିଏ ବାଇକ ମୁହାମୁହିଁ ଧକ୍କା ହେଇଥିଲା | ଯାହା ଫଳରେ ବାଇକ ଚାଳକଟି ରାସ୍ତା ଉପରେ ଛିଟିକି ପଡ଼ି ଗୁରୁତର ହୋଇଥିଲା | ବୀରମିତ୍ରପୁର!-->…
ଭିଜିଲାନ୍ସ ଜାଲରେ ଓବିସିସିର ଅତିରିକ୍ତ ମୁଖ୍ୟଯନ୍ତ୍ରୀ: ଅମାପ ସଂପତ୍ତି ଠାବ
ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ପଡ଼ିଥିବା ଓଡ଼ିଶା ବ୍ରିଜ ଆଣ୍ଡ କନଷ୍ଟ୍ରକସନ କର୍ପୋରେସନ(ଓବିସିସି)ର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ କୁମାର ରଥଙ୍କ ଅମାପ ସଂପତ୍ତି ଦେଖି ତାଜୁବ୍ ଭିଜିଲାନ୍ସ ଟିମ୍। ପ୍ରଦୀପ କୁମାର ରଥଙ୍କର ୪୨ରୁ ଅଧିକ ପ୍ଲଟ, ଭୁବନେଶ୍ୱରରେ ୨ଟି ଦାମୀ ଫ୍ଲାଟ୍, ଭଦ୍ରକ ଓ!-->…
ପ୍ରଶାନ୍ତ କିଶୋରଙ୍କ ବଡ଼ ଘୋଷଣା: ଅକ୍ଟୋବର ୨ରେ ଗଠନ ହେବ ନୂଆ ରାଜନୀତିକ ଦଳ
ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ଓରଫ ପିକେ କରିଛନ୍ତି ବଡ଼ ଦାବି। ଆସନ୍ତା ଅକ୍ଟୋବର ୨ରେ ବିହାରର ଲୋକମାନେ ଗୋଟିଏ ନୂଆ ରାଜନୀତି ଦଳ ଗଠନ କରିବେ। ସେମାନେ ଜେଡିୟୁ, ଆରଜେଡି ଓ ବିଜେପି ଭଳି ଦଳକୁ ନେଇ ବିରକ୍ତ ହୋଇଗଲେଣି। ଏହି କୂଟିଳଚକ୍ରକୁ ଶେଷ କରିବା ପାଇଁ ବିହାରବାସୀ ନିଷ୍ପତ୍ତି!-->…
ବିଲରୁ ଯୁବକଙ୍କ ମୃତଦେହ ଉଦ୍ଧାର
ହିଞ୍ଜିଳିକାଟୁ ୫/୮ : ହିଞ୍ଜିଳି ଥାନା ସମରଝୋଳ ଛକ ନିକଟ ଗହିର ବିଲ ମଧ୍ୟରେ ସୋମବାର ହିଞ୍ଜିଳି ପୁଲିସ ଜଣେ ବିବାହିତ ଯୁବକର ମୃତଦେହକୁ ଉଦ୍ଧାର କରିଛି। ମୃତକ ଜଣକ ହେଉଛନ୍ତି ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ୱାର୍ଡ ନଂ ୧୫ କେଉଟସାହି ବାସିନ୍ଦା ବିପ୍ରଚରଣ ବେହେରାଙ୍କ ପୁଅ ଟିକି!-->…