ମଧ୍ୟପ୍ରାଚ୍ୟରେ ଭୟଙ୍କର ପରିସ୍ଥିତି : ଇସ୍ରାଏଲରେ ଥିବା ଭାରତୀୟଙ୍କୁ ସତର୍କ ରହିବାକୁ ପରାମର୍ଶ

ନୂଆଦିଲ୍ଲୀ : ମଧ୍ୟପ୍ରାଚ୍ୟରେ ପରିସ୍ଥିତି ଅଶାନ୍ତ ହେବାରେ ଲାଗିଛି । ହମାସ ଏବଂ ହିଜବୁଲ ସର୍ବୋଚ୍ଚ ନେତାଙ୍କ ମୃତ୍ୟୁ ପରେ ଇରାନ ଏବଂ ଏହାର ସମର୍ଥିତ ଗୋଷ୍ଠୀ ଇସ୍ରାଏଲ ଉପରେ ଡାଇରେକ୍ଟ ଆଟାକ୍ କରିବାକୁ ପ୍ରସ୍ତୁତି ଚଳାଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଲେବାନନ ଏବଂ ଇସ୍ରାଏଲରେ ରହୁଥିବା…

୩୫ ଘଣ୍ଟା ଧରି ଟନେଲରେ ଫସି ରହିବା ପରେ ଉଦ୍ଧାର ହେଲେ ୪ ଶ୍ରମିକ, ଏବେ ବି ୪୭ ନିଖୋଜ

ସିମଲା : ଦୀର୍ଘ ୩୫ ଘଣ୍ଟାରୁ ଅଧିକ ସମୟ ଧରି ଜୀବନମରଣ ସହ ଟନେଲ ମଧ୍ୟରେ ସଂଘର୍ଷ କରୁଥିବା ହିମାଚଳ ପ୍ରଦେଶର ମଲାନା ହାଇଡ୍ରୋ ବିଜୁଳି ପ୍ରକଳ୍ପର ୪ ଜଣ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ଏମାନେ ଡ୍ୟାମର ଟନେଲ ମଧ୍ୟରେ ଫସି ରହିଥିଲେ।ହିମାଚଳ ପ୍ରଦେଶରେ ବାଦଲ ଫଟା ବର୍ଷା ପରେ ସୃଷ୍ଟି…

ପରୀକ୍ଷାରେ ଜାଲିଆତି, ଘର ଭଡ଼ା ବୃଦ୍ଧିକୁ ଦାୟୀ କରି ଆତ୍ମହତ୍ୟା କଲେ UPSC ଆଶାୟୀ

ନୂଆଦିଲ୍ଲୀ : ଦିଲ୍ଲୀର ଏକ ଆଇଏଏସ କୋଚିଂ ସେଣ୍ଟରରେ ତିନି ଜଣ ଛାତ୍ରଛାତ୍ରୀଙ୍କ ମୃତ୍ୟୁର କିଛି ଦିନ ପରେ ଆଉ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ରାଜେନ୍ଦ୍ର ନଗର ସ୍ଥିତ ଏକ ହଷ୍ଟେଲରେ ଜଣେ UPSC ଆଶାୟୀ ଆତ୍ମହତ୍ୟା କରିଛନ୍ତି।ସୂଚନା ଅନୁସାରେ, ମୃତ ଛାତ୍ରୀ ଜଣକ ହେଉଛନ୍ତି ମହାରାଷ୍ଟ୍ରର…

ଅର୍ପଣ ଚାଉଳର ସଦୁପଯୋଗ କରାଯିବ, ଶ୍ରୀମନ୍ଦିର ପରିଚାଳନା କମିଟିର ନିଷ୍ପତ୍ତି ପରେ ନିଆଯିବ ପଦକ୍ଷେପ: ପୃଥ୍ୱୀରାଜ…

ଭୁବନେଶ୍ବର: ଜଗନ୍ନାଥ ପ୍ରେମୀ ଦେଇଥିବା ‘ଅର୍ପଣ ଚାଉଳ’ ଖତ ଖାଉଥିବା ଖବର ଗଣମାଧ୍ୟମରେ ପ୍ରସାରିତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ସେ କହିଛନ୍ତି, ଭକ୍ତଙ୍କ ଭାବାବେଗକୁ ଦୃଷ୍ଟିରେ ରଖି ସେ ଚାଉଳର ସଦୁପଯୋଗ କେମତି ହେବ, ସେନେଇ ପଦକ୍ଷେପ ନିଆଯିବ…

ଏଏମ୍ ପ୍ରସାଦ ସିଆରପିଏଫ ସ୍ୱତନ୍ତ୍ର ଡିଜି, ଅରୁଣ ଷଡ଼ଙ୍ଗୀଙ୍କୁ ସ୍ଥାୟୀ ଡିଜି ପାଇଁ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ବର : ରାଜ୍ୟ ଜେଲ୍ ବିଭାଗ ଡିଜି ୧୯୮୯ ବ୍ୟାଚ୍ ଆଇପିଏସ୍ ଅମ୍ରିତ ମୋହନ ପ୍ରସାଦଙ୍କୁ ସିଆରପିଏଫ ସ୍ପେଶାଲ ଡିଜି ଭାବେ ନିଯୁକ୍ତି ମିଳିଛି। ଏପଟେ ରାଜ୍ୟ ସରକାର ୧୯୯୦ ବ୍ୟାଚ୍ ଆଇପିଏସ୍ ଅରୁଣ ଷଡ଼ଙ୍ଗୀଙ୍କୁ ସ୍ଥାୟୀ ପୁଲିସ ଡିଜି(ପୁଲିସ ଫୋର୍ସ ମୁଖ୍ୟ) କରିବା ପାଇଁ ପ୍ରକ୍ରିୟା ଆରମ୍ଭ…

ପ୍ରଭୁ ରାମଙ୍କର କୌଣସି ଅସ୍ତିତ୍ବ ନଥିଲା: ଷ୍ଟାଲିନଙ୍କ ମନ୍ତ୍ରୀ

ଚେନ୍ନାଇ: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କ ମନ୍ତ୍ରୀ ଏସ.ଏସ୍ ଶିବଶଙ୍କର ପ୍ରଭୁ ରାମଙ୍କୁ ନେଇ ଦେଇଥିବା ବୟାନକୁ ନେଇ ବିବାଦ ଦେଖାଦେଇଛି | ସେ କହିଥିଲେ ଯେ ରାମଙ୍କ ଅସ୍ତିତ୍ୱର କୌଣସି ଐତିହାସିକ ପ୍ରମାଣ ନାହିଁ | ଏନେଇ ତାମିଲନାଡୁ ବିଜେପି ମୁଖ୍ୟ କେ ଅନ୍ନାମଲାଇ ଡିଏମକେ…

କେନ୍ଦ୍ର ପେଟ୍ରୋଲିୟମ୍‌ ମନ୍ତ୍ରୀଙ୍କୁ ଭେଟିଲେ କନ୍ଧମାଳ ସାଂସଦ…

ଫୁଲବାଣୀ :୦୩/୦୮: କେନ୍ଦ୍ର ପେଟ୍ରୋଲିୟମ୍‌ ମନ୍ତ୍ରୀ ହରଦୀପ୍‌ ସିଂହ ପୁରୀଙ୍କୁ ସାକ୍ଷାତ କରିଛନ୍ତି କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ । ବିଶେଷ କରି କନ୍ଧମାଳ ଜିଲାରେ ୨୦ଟି ନୂତନ ପେଟ୍ରୋଲ ପମ୍ପ ସ୍ଥାପନ ସହିତ ସହରାଞ୍ଚଳ ଏବଂ ଉପସହରାଞ୍ଚଳରେ ଜୈବିକ ଇନ୍ଧନ ଓ ସିଏନଜି…

ଆସିକା ବିଇଓ କାର୍ଯ୍ୟାଳୟ ସମ୍ମୁଖରେ ଛାତ୍ର ଛାତ୍ରୀ ପରେ ଗ୍ରାମବାସୀ ଓ ଅଭିଭାବକ ବସିଲେ ଧାରଣା ରେ…

ଏବେ ଏହି ଧାରଣା ଜିଲ୍ଲା ତଥା ରାଜଧାନୀ କୁ ନେବା ପାଇଁ ସଜ ବାଜ…….! ଵ୍ରହ୍ମପୁର : ୩- ୮ ଆସିକା ରେ ଦୀର୍ଘ ତିନିଦିନ ହେଲା ବିଦ୍ୟାଳୟର ଛାତ୍ର ଛାତ୍ରୀ ଆସିକା ବ୍ଳକ ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବା ପରେ ଏବେ ଗ୍ରାମ ବାସୀ ଓ ଅଭିଭାବକ ମାନେ ବି ସାମିଲ ହେଲେ ।…

ଜିଲ୍ଲାସ୍ତରୀୟ ଡେଙ୍ଗୁ ନିରାକରଣ ମାସ ପାଳନ ଓ ଅନ୍ତଃ ବିଭାଗୀୟ ଏକାଭିମୁଖୀ ବୈଠକ…

ନବରଙ୍ଗପୁର:ତା ୨-୮ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସଭା ଗୃହରେ ଆଜି ଜିଲ୍ଲାପାଳ ଡଃ କମଳ ଲୋଚନ ମିଶ୍ର ଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଡେଙ୍ଗୁ ନିରାକରଣ ମାସ ପାଳନ ଓ ଅନ୍ତଃ ବିଭାଗୀୟ ଏକାଭିମୁଖୀ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଡେଙ୍ଗୁ ମ୍ଯାଲେରିଆ ଜ୍ଵର…

ଯନ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାକୁ କଂଗ୍ରେସ ପାର୍ଟିର ତୀବ୍ର ନିନ୍ଦା, ତେନ୍ତୁଳିଖୁଣ୍ଟି ବନ୍ଦ ଓ ଥାନା ଘେରାଉର…

ତେନ୍ତୁଳିଖୁଣ୍ଟି : ତେନ୍ତୁଳିଖୁଣ୍ଟି ବ୍ଲକରେ କାର୍ଯ୍ୟରତ ଯନ୍ତ୍ରୀମାନଙ୍କୁ ବାରମ୍ବାର ଆକ୍ରମଣ ଘଟଣାକୁ କଂଗ୍ରେସ ତୀବ୍ର ନିନ୍ଦା କରିଛି | ଗତକାଲି ବ୍ଲକରେ କାର୍ଯ୍ୟରତ ଯନ୍ତ୍ରୀ ବ୍ରଜ ବିହାରୀ ମହାକୁଡ଼ଙ୍କୁ କିଛି ଯୁବକ ମାଡ଼ ମାରି ଲହୁ ଲୁହାଣ କରିଛନ୍ତି | ଏହାକୁ ତେନ୍ତୁଳିଖୁଣ୍ଟି…