ଜଟଣୀ ବ୍ଲକ ସହକାରୀ ଯନ୍ତ୍ରୀ ନିବେଦିତା ମହାନ୍ତିଙ୍କୁ ଗିରଫ କଲା ଭିଜିଲାନ୍ସ

ଭୁବନେଶ୍ଵର: ଗିରଫ ହେଲେ ଖୋର୍ଦ୍ଧା ଜଟଣୀ ବ୍ଲକର ସହକାରୀ ଯନ୍ତ୍ରୀ ନିବେଦିତା ମହାନ୍ତି । ନିବେଦିତାଙ୍କୁ ଗିରଫ କରିଛି ଭିଜିଲାନ୍ସ । ଜଣେ ଠିକାଦାରଙ୍କ ଠାରୁ ୫୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଥିଲେ ନିବେଦିତା ମହାନ୍ତି । ସୂଚନା ଅନୁସାରେ, ଜଣେ ଠିକାଦାରଙ୍କ ଠାରୁ ପୁରୁଣା…

ୱାୟନାଡ ଭୂସ୍ଖଳନରେ ମୃତ୍ୟୁସଂଖ୍ୟା ୨୦୦ ପାର

କେରଳର ୱାୟନାଡରେ ହୋଇଥିବା ଭୟଙ୍କର ଭୂସ୍ଖଳନରେ ମୃତ୍ୟୁସଂଖ୍ୟା ୨୦୦ ପାର କରିଛି। ୱାୟନାଡର ମୁଣ୍ଡାକ୍କାଇ ଓ ଚୋରାରମାଲାରେ ଭୂସ୍ଖଳନ ପରେ ନଦୀ ଜଳ ଗାଁ ଭିତରେ ପଶି ମୃତ୍ୟୁର ତାଣ୍ଡବ ରଚିଛି। ବର୍ତ୍ତମାନ ସୁଦ୍ଧା ୱାୟନାଡରେ ସୃଷ୍ଟି ହୋଇଥିବା ଜଳ ପ୍ରଳୟରେ ମୃତ୍ୟୁସଂଖ୍ୟା ୨୦୫ ଛୁଇଁଥିବା…

ଶ୍ରୀମନ୍ଦିର ପରିଚାଳନା କମିଟିର ହେବ ନବକଳେବର

ପୁରୀ: ଏଇ ଅଗଷ୍ଟ ମାସରେ ଶ୍ରୀମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାଳ ଶେଷ ହେଉଛି। ଏଣୁ ଶ୍ରୀମନ୍ଦିର ପରିଚାଳନା କମିଟିର ହେବ ନବକଳେବର କରାଯିବା ନେଇ ଆଇନ ବିଭାଗ ପକ୍ଷରୁ କୁହାଯାଇଛି। ନୂଆ ପରିଚାଳନାରେ ସ୍ୱଚ୍ଛତା ଓ ନିରପେକ୍ଷତାକୁ ଗୁରୁତ୍ୱ ଦିଆଯିବ। ମହାପ୍ରଭୁଙ୍କ ସେବା ସହ ଅଧିକ…

କେନ୍ଦ୍ରର ବଡ଼ ଦାବି: ଭୂସ୍ଖଳନ ସମ୍ପର୍କରେ କେରଳକୁ ଆଗୁଆ କରାଯାଇଥିଲା ସତର୍କ

କେରଳର ୱାୟନାଡର ମୃତ୍ୟୁର ତାଣ୍ଡବ ଦେଖିବାକୁ ମିଳିଛି। ଭୂସ୍ଖଳନ ପରେ ସୃଷ୍ଟି ହୋଇଥିବା ଜଳ ପ୍ରଳୟ ୧୫୦ରୁ ଅଧିକ ଜୀବନ ନେଇ ସାରିଥିବା ବେଳେ ଏବେ ବି ୧୦୦ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ସେହିପରି ୨୦୦ରୁ ଅଧିକ ଲୋକ ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ଏକାଧିକ ଗାଁ ଅଚାନକ ବନ୍ୟା ପାଣି…

ବିପର୍ଯ୍ୟୟ ପରିଚାଳନା ପାଇଁ ନବୀନଙ୍କୁ ପ୍ରଶଂସା କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ନବୀନଙ୍କୁ ପୁଣି ପ୍ରଶଂସା । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଆଜି ରାଜ୍ୟସଭାରେ ବିପର୍ଯ୍ୟୟ ପରିଚାଳନା ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବେଶ ପ୍ରଶଂସା କରିଛନ୍ତି । ଆଜି ରାଜ୍ୟସଭାରେ କେରଳ ୱାୟନାଡ ବିପର୍ଯ୍ୟୟ ଘଟଣାରେ ଆଲୋଚନା ବେଳେ ନବୀନ ବାବୁଙ୍କ…

୫-ଟି ସ୍କୁଲ ରୂପାନ୍ତିକରଣରେ ଦୁର୍ନୀତି ହୋଇଥିଲେ କାର୍ଯ୍ୟାନୁଷ୍ଠାନ ହେବ

ଭୁବନେଶ୍ୱର: ବିଜେଡି ଶାସନ ସମୟରେ 5T ଯୋଜନା ମାଧ୍ୟମରେ କରାଯାଇଥିବା କାର୍ଯ୍ୟ ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି ଓଡିଶା ସରକାର। ଯୋଜନାରେ ଯଦି କୌଣସି ଦୁର୍ନୀତି ଜଣାପଡ଼େ ତେବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବୁଧବାର କହିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗୋଣ୍ଡ । …

ଉଦ୍ଧାରକାର୍ଯ୍ୟ ଚାଲିଥିବା ବେଳେ ସ୍ଥାନୀୟଲୋକେ ବଖାଣିଲେ ଲୋମଟାଙ୍କୁରା ଘଟଣା

ୱାୟନାଡ଼: କେରଳର ୱାୟନାଡ଼ରେ ହୋଇଥିବା ଶକ୍ତିଶାଳୀ ଭୂସ୍ଖଳନରେ ୫ଟି ଗାଁ ସଂପୂର୍ଣ୍ଣ ଧୋଇ ହୋଇଯାଇଛି। ଖବର ଲେଖାହେଲା ପର୍ଯ୍ୟନ୍ତ ମାଟି ଭିତରୁ ୧୫୬ ଜଣଙ୍କ ମୃତଦେହକୁ ଉଦ୍ଧାର କରାଯାଇଥିବା ବେଳେ ୧୮୦ ଜଣରୁ ଅଧିକ ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏଥିସହିତ…

ଯାତ୍ରୀ ଓ ରେଳବାଇର ସୁରକ୍ଷା ପାଇଁ ରେଳମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲା ସିପିଏମ୍…

କମାପଲ୍ଲୀ ଛକଠାରେ ବିକ୍ଷୋଭ ପ୍ରଦର୍ଶନ ବ୍ରହ୍ମପୁର : ଦେଶରେ ରେଳ ଦୁର୍ଘଟଣା ନିତିଦିନିଆ ଘଟଣାରେ ପରିଣତ ହୋଇଛି।ଗୋଟିଏ ଦିନରେ ଚକ୍ରଧର ପୁରରେ ପାସିଞ୍ଜେର ଓ ସମ୍ବଲପୁରରେ ମାଲବାହୀ ଟ୍ରେନ ଦୁର୍ଘଟଣା ଏବଂ ହୀରାଖଣ୍ଡ ଏକ୍ସପ୍ରେସରେ ଷଣ୍ଢ ବାଡେଇହେବା ଏହାର ଜ୍ୱଳନ୍ତ ଉଦାହରଣ।ଏହା…

ପ୍ରତିଷ୍ଠା ଉତ୍ସବ ଉପଲକ୍ଷେ ଖଲ୍ଲିକୋଟ ଏକକ ବିଶ୍ୱବିଦ୍ୟାଳୟରେ ରକ୍ତଦାନ ଶିବିର ଅନୁଷ୍ଠିତ

ବ୍ରହ୍ମପୁର : ଆଜି ପ୍ରତିଷ୍ଠା ଉଛବ ଉପଲକ୍ଷେ ଖଲ୍ଲିକୋଟ ଏକକ ବିଶ୍ୱବିଦ୍ୟାଳୟରେ ରକ୍ତଦାନ ଶିବିର ଅନୁଷ୍ଠିତ ହେହିଁଯାଇଛି l ଏହି ଅବସରରେ ବିଶ୍ୱବିଦ୍ୟାଳୟର ଜାତୀୟ ସେବା ଯୋଜନା, ଯୁବ ରେଡକ୍ରସ ଓ ସମ୍ବାଦ ଆମ ଓଡିଶା ଆନୁକୂଲ୍ୟରେ ଗଣେଶହଲ ଠାରେ ଆୟୋଜିତ ଏହି ରକ୍ତଦାନ ଶିବରରେ ସ୍ୱତକ ଓ…

ସଂସଦୀୟ ବ୍ୟାପାର ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବଙ୍କୁ ନେଇ ପ୍ରଶ୍ନ ଉଠାଇଲେ ପ୍ରମିଳା ମଲ୍ଲିକ

ଭୁବନେଶ୍ବର: ଶୂନ୍ୟକାଳରେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଶୂନ୍ୟକାଳରେ ସଙ୍ଗୀନ ଅଭିଯୋଗ ଉଠାଇଛନ୍ତି। ସଂସଦୀୟ ବ୍ୟାପାର ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବଙ୍କୁ ନେଇ ସରକାରଙ୍କୁ ଉଠାଇଲେ ପ୍ରଶ୍ନ। ସେ କହିଛନ୍ତି, ଜଣେ ଅଧିକାରୀଙ୍କ ବିରୋଧରେ ଭିଜିଲାନ୍ସ ମାମଲାର ତଦନ୍ତ…