ହୀରାକୁଦର ଦୁଇଟି ଗେଟ୍‌ ବନ୍ଦ, ୧୮ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରରୁ ରବିବାର ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଥିଲା। କିନ୍ତୁ ଏବେ ସ୍ଥିତି ନିୟନ୍ତ୍ରଣାଧୀନ ଥିବାରୁ ୨ଟି ଗେଟ୍‌କୁ ବନ୍ଦ କରି ଦିଆଯାଇଛି। ଏବେ ହୀରାକୁଦ ଡ୍ୟାମର ୧୮ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ହୀରାକୁଦର ଦୁଇଟି ଗେଟ୍‌ ବନ୍ଦ…

କୋଚିଂ ସେଣ୍ଟର ପାଇଁ ନୂଆ ଆଇନ୍‌ ଆଣିବେ ଦିଲ୍ଲୀ ସରକାର

ଆଗକୁ କୋଚିଂ ସେଣ୍ଟର ପାଇଁ ଆସିବ ନୂଆ ଆଇନ୍‌। କୋଚିଂ ସେଣ୍ଟରଗୁଡ଼ିକୁ ନିୟନ୍ତ୍ରଣ କରିବା ପାଇଁ ଦିଲ୍ଲୀ ସରକାର ଏକ ନୂତନ ଆଇନ ଆଣିବେ। ଦିଲ୍ଲୀର ରାୟସ କୋଚିଂ ସେଣ୍ଟର ବେସ୍‌ମେଣ୍ଟରେ ପାଣି ପଶି ୩ ଜଣ ୟୁପିଏସସି ଆଶାୟୀଙ୍କ ମୃତ୍ୟୁ ପରେ ଦିଲ୍ଲୀ ସରକାର ଏଭଳି କିଛି ନିଷ୍ପତ୍ତି ନେଇଛନ୍ତି…

୧୬ ଲକ୍ଷରୁ ଅଧିକ ଭୂତ ରାସନକାର୍ଡଧାରୀ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ୧୬ଲକ୍ଷ ୨୭ହଜାର ୯୩୨ ଭୂତ ରାସନ କାର୍ଡଧାରୀ ରହିଛନ୍ତି । ଆଜି ଏନେଇ ବିଧାନସଭାରେ ଉତ୍ତର ରଖିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ବିଧାୟକ ଦୁର୍ଗା ପ୍ରସାଦ ନାୟକଙ୍କ ପ୍ରଶ୍ନରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉତ୍ତର ଦେଇ ଏହି ସୂଚନା ଦେଇଛନ୍ତି। …

କାଳିଆ ବାଲିଛକରେ ଓଲଟିଲା ପାଣି ଟ୍ୟାଙ୍କର

ଛତ୍ରପୁର : ଚମାଖଣ୍ଡି ଥାନା ଅନ୍ତର୍ଗତ କାଳିଆବାଲି ଛକରେ ବୁଧବାର ପୂର୍ବାହ୍ନରେ ଓଲଟିଲା ପାଣି ଟ୍ୟାଙ୍କର l ମିଳିଥିବା ସୂଚନା ମୁତାବକ ଏକ ନମ୍ବର ବିଭିନ ପାଣି ଟ୍ୟାଙ୍କର ଟି ବ୍ରହ୍ମପୁର ରୁ ଛତ୍ରପୁର ଅଭିମୁଖେ ଆସୁଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱକୁ ଓଲଟି ପଡିଛି l ଘଟଣା…

ୱାୟନାଡ଼ ଭୂସ୍ଖଳନ: ଓଡ଼ିଆ ଡାକ୍ତର ବିଷ୍ଣୁପ୍ରସାଦ ଚିନ୍ନାରାଙ୍କ ମୃତ୍ୟୁ, ଏବେ ବି ଆଉ ଜଣେ ନିଖୋଜ

ଭୁବନେଶ୍ୱର : ୱାୟନାଡ଼ ଭୂସ୍ଖଳନରେ ଜଣେ ଓଡ଼ିଆ ଡାକ୍ତର ମୃତ । ଚୌଦ୍ବାରର ଡାକ୍ତର ବିଷ୍ଣୁ ପ୍ରସାଦ ଚିନାରାଙ୍କ ମୃତଦେହ ଉଦ୍ଧାର । ଏବେ ବି ନିଖୋଜ ଅଛନ୍ତି ଡାକ୍ତର ସ୍ୱାଧୀନ ପଣ୍ଡା । ଡାକ୍ତର ବିଷ୍ଣୁପ୍ରସାଦଙ୍କ ପତ୍ନୀ ପ୍ରିୟଦର୍ଶିନୀ ପାଲ ଓ ବାନ୍ଧବୀ ସ୍ଵୀକୃତି ମହାପାତ୍ରଙ୍କୁ…

ବ୍ରିଜ ଉପରେ ସ୍କୁଟି ମିଳିବା ଘଟଣା: ମିଳିଲା ଆରୋହୀଙ୍କ ପରିଚୟ, ଖୋଜୁଛି ଅଗ୍ନିଶମ ବାହିନୀ

କଟକ: ତ୍ରିଶୁଳିଆ ସୁବାଷ ସେତୁ ଉପରେ ଅଜଣା ସ୍କୁଟି ଥିବା ନେଇ ବଢୁଛି ସସ୍‌ପେନ୍ସ। ଭୋରରୁ ବ୍ରିଜ ଉପରେ ଚାବି ଲାଗିଥିବା ଅବସ୍ଥାରେ ଏକ ନାଲି ରଙ୍ଗର ସ୍କୁଟି ଥୁଆ ହୋଇଛି। ଏହି ସ୍କୁଟି ପାଖରେ ଏକ ଚପଲ ରହିଛି। ଯାହାକୁ ନେଇ ସନ୍ଦେହ ବଢିଛି। କେହି ଗାଡି ରଖି ନଦୀକୁ ଡେଇଁ ଆତ୍ମହତ୍ୟା କରିଥିବା…

UPSCର ନୂଆ ଚେୟାର୍‌ମ୍ୟାନ୍‌ ପ୍ରୀତି ସୁଦାନ

ୟୁନିୟନ ପବ୍ଲିକ ସର୍ଭିସ କମିଶନ ତଥା ୟୁପିଏସ୍‌ସିର ନୂଆ ଅଧ୍ୟକ୍ଷ ହେଲେ ପ୍ରୀତି ସୁଦାନ। ଆନ୍ଧ୍ର ପ୍ରଦେଶ କ୍ୟାଡରର ୧୯୮୩ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ ପ୍ରୀତି ସୁଦାନ UPSCର ନୂତନ ଅଧ୍ୟକ୍ଷ ଭାବରେ ନିଯୁକ୍ତ ହୋଇଛନ୍ତି। ସେ ଅଗଷ୍ଟ ୧ରୁ ଦାୟିତ୍ୱ ଗ୍ରହଣ କରିବେ। ସୂଚନାଯୋଗ୍ୟ, ପୂର୍ବତନ…

ଆସନ୍ତାକାଲିଠାରୁ ଖୋଲିବ ଭିତରକନିକା

କେନ୍ଦ୍ରାପଡ଼ା: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅଗଷ୍ଟ ୧ତାରିଖରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। ପ୍ରତିବର୍ଷ ପରି ଚଳିତ ବର୍ଷ ମେ’ ୧ରୁ ଜୁଲାଇ ୩୧ ଯାଏ କୁମ୍ଭୀର ପ୍ରଜନନ ପାଇଁ ଭିତରକନିକାରେ ପର୍ଯ୍ୟଟକଙ୍କ ପ୍ରବେଶ ବନ୍ଦ ରଖାଯାଇଥିଲା। ତେବେ ଅଗଷ୍ଟ ୧ରୁ ଏହା ଖୋଲି‍‍‍ବ।…

ଛତ୍ରପୁର ରୋଟାରୀ କ୍ଲବ୍‌ର ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ

ଛତ୍ରପୁର : ଛତ୍ରପୁର ରୋଟାରୀ କ୍ଲବ୍‌ର ପ୍ରତିଷ୍ଠା ଦିବସ କ୍ଲବ୍‌ର ସଭାପତି ରୋଟାରୀଆନ୍ ଡ. ବିମଳ ପ୍ରସାଦ ସାହୁଙ୍କ ଅଧ୍ୟକ୍ଷତାରେ ମହାସମାରୋହ ରେ ପାଳିତ ହୋଇଯାଇଛି । ଏହି ପ୍ରତିଷ୍ଠା ଦିବସରେ ରୋଟାରୀ ଆସିଷ୍ଟାଣ୍ଟ ଗଭର୍ଣ୍ଣର ଭି. ଅଜୟ କୁମାର ମୁଖ୍ୟଅତିଥି ଭାବେ ଯୋଗଦେଇ କ୍ଲବ୍‌ର ସମସ୍ତ…