ଜିଲ୍ଲାରେ ୯୯.୩୦ ପ୍ରତିଶତ ମତଦାତାଙ୍କୁ ପରିଗଣନା ଫର୍ମ ବିତରଣ….

ଉମରକୋଟ:- (୧୧/୦୬/୨୦୨୬) ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ଚାଲିଥିବା ସ୍ୱତନ୍ତ୍ର ସଘନ ସଂଶୋଧନ (SIR) କାର୍ଯ୍ୟକ୍ରମ ଅନ୍ତର୍ଗତ ନବରଙ୍ଗପୁର ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ୮,୫୨,୩୩୨ ଜଣ ମତଦାତାଙ୍କୁ ପରିଗଣନା ଫର୍ମ ବିତରଣ କରାଯାଇଛି। ଏହା ଜିଲ୍ଲାର ମୋଟ ମତଦାତାଙ୍କ ମଧ୍ୟରୁ ୯୯.୩୦

ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ…

ବାଲିଗୁଡା, ତା, ୧୧/୦୬ : କନ୍ଧମାଳ ଜିଲ୍ଲା ବାଲିଗୁଡା ରେ ଗଠନ ହେଲା ପାଇକ ଖଣ୍ଡାୟତ କୁଳ ସମାଜ l ବାଲିଗୁଡା ନୂଆସାହି ର ଅବସର ପ୍ରାପ୍ତ ଶିକ୍ଷକ ତଥା ଶିକ୍ଷାବିତ୍ ମୃତ୍ୟୁଞ୍ଜୟ ପ୍ରଧାନୀ ଙ୍କ ଆବାହନ କ୍ରମେ ବାଲିଗୁଡା ସହର ର ହନୁମାନ ମନ୍ଦିର ପ୍ରାଙ୍ଗଣ ରେ ସମାଜ ର ପଲ୍ଲୀ କମିଟି ଗଠନ ହୋଇ

ଅନାସ୍ଥା କାର୍ଯ୍ୟକାରୀ କରିବାକୁ ଜନପ୍ରତିନିଧିଙ୍କ ଧାରଣା…

ନୟାଗଡ: ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁଙ୍କ ବିରୋଧରେ ଆସିଥିବା ଅନାସ୍ଥା କାର୍ଯ୍ୟକାରୀ କରିବାକୁ ପ୍ରଶାସନ ଅବହେଳା କରୁଥିବାରୁ ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଧାରଣା ଦେଇଛନ୍ତି ଜନ ପ୍ରତିନିଧି । ଗତ ମେ ମାସ ୧୨ ତାରିଖରେ ବିଜେଡିରୁ ଇସ୍ତଫା ଦେଇ ମେ ମାସ ୧୫ ତାରିଖରେ

ମାଲକାନଗରି ମୁଣ୍ଡାଗୁଡ଼ା ଠାରେ ସ୍ୱତନ୍ତ୍ର କ୍ରିକେଟ୍ ଷ୍ଟାଡିୟମ୍ ପାଇଁ କ୍ରୀଡ଼ାମନ୍ତ୍ରୀଙ୍କୁ ବିଧାୟକଙ୍କ…

ମାଲକାନଗିରିର ଯୁବ କ୍ରିକେଟରଙ୍କ ସ୍ୱପ୍ନକୁ ମିଳିପାରେ ନୂଆ ପରିଚୟ… ମାଲକାନଗିରି, ୧୦/୬: ମାଲକାନଗିରି ଜିଲ୍ଲାର ଶହ ଶହ ଯୁବ କ୍ରିକେଟ୍ ଖେଳାଳିଙ୍କ ବହୁ ଦିନର ସ୍ୱପ୍ନ ଏବେ ସାକାର ହେବାର ଆଶା ଦେଖାଦେଇଛି। ମାଲକାନଗିରି ବିଧାନସଭା ସଦସ୍ୟ ଶ୍ରୀ ନରସିଂହ ମାଡକାମି କ୍ରୀଡ଼ା ଓ ଯୁବ

ବାଇକ ଚାଳକ ଙ୍କୁ ମାଡ ମାରି ଲୁଟ ଘଟଣା ରେ ୫ ଡ଼କାୟତ ଗିରଫ : ଲୁଟ୍ ସାମଗ୍ରୀ ଜବତ

ବାଲିଗୁଡ଼ା:ତା, ୧୦/୦୬ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଲା ବଡ଼ ସଫଳତା । ୫ ଡକାୟତ ଙ୍କୁ ବାନ୍ଧିଲା ବାଲିଗୁଡ଼ା ପୋଲିସ୍ ।ବାଲିଗୁଡ଼ା-ଖମଣଖୋଲ ରାସ୍ତା ଡାବୁଡାକା ଘାଟିରେ ହୋଇଥିଲା ଡ଼କାୟତି । ଜଣେ ବ୍ୟକ୍ତିଙ୍କୁ ମାଡମାରି ୨୦ ହଜାର ଟଙ୍କା, ବାଇକ୍ ଓ ମୋବାଇଲ୍ ଲୁଟି ନେଇଥିଲେ

ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଚିତ୍ରକୋଣ୍ଡା ବିଧାୟକ , କାଳ ବୈଶାଖୀ ପବନରେ ବିଧାୟକଙ୍କ ଗାଡି ଉପରେ ପଡ଼ିଲା…

ମାଲକାନଗିରି: ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ। ଆଜି ଚିତ୍ରକୋଣ୍ଡା ବ୍ଲକ ଦୋରାଗୁଡା ଅଞ୍ଚଳକୁ ଅପରାହ୍ଣ ସମୟରେ ବିଧାୟକ ଶ୍ରୀ ଖିଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଫେରିବା ବାଟରେ ଏଭଳି ଅଘଟଣର ଶିକାର ହୋଇଛନ୍ତି।

ସାଇବର ଠକେଇର ଶିକାର ହେଲେ ଏସଡିପିଓ, ବ୍ୟାଙ୍କ ଖାତାରୁ ପଳାଇଲା ୯୮ ହଜାର

ଭଦ୍ରକ : ସାଇବର ଠକେଇର ଶିକାର ହୋଇଛନ୍ତି ଭଦ୍ରକ ଜିଲ୍ଲା ଧାମନଗର ଏସଡିପିଓ ଅନିରୁଦ୍ଧ ମୁଦୁଲି। ତାଙ୍କ ବ୍ୟାଙ୍କ ଖାତାରୁ ସାଇବର ଠକମାନେ ୯୮ ହଜାର ୯୨୮ ଟଙ୍କା ଚଳୁ କରି ଦେଇଛନ୍ତି। ଏହି ଘଟଣା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।ଧାମନଗର ଏସଡିପିଓ ଅନିରୁଦ୍ଧ ମୁଦୁଲିଙ୍କର

ଏସ୍‌ଆଇଆର୍‌: ୧୨ ଦିନରେ ୯୪.୩୭% ଭୋଟରଙ୍କ ପାଖରେ ପହଞ୍ଚିଲା ଫର୍ମ

ଭୁବନେଶ୍ୱର: ଓଡ଼ିଶାରେ ଚାଲିଥିବା ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) କାର୍ଯ୍ୟକ୍ରମ ଦ୍ୱାଦଶ ଦିନରେ ବଡ଼ ସଫଳତା ହାସଲ କରିଛି। ରାଜ୍ୟରେ ଏପର୍ଯ୍ୟନ୍ତ ୯୪.୩୭ ପ୍ରତିଶତ ଭୋଟରଙ୍କ ନିକଟରେ ଗଣନା ଫର୍ମ ପହଞ୍ଚାଇବାରେ ବୁଥ୍‌ସ୍ତରୀୟ ଅଧିକାରୀମାନେ ସଫଳ ହୋଇଛନ୍ତି।

‘ଚୁକ୍ତି କରିବାରେ ବିଳମ୍ୱ କରିଦେଲ, ଏବେ ମୂଲ୍ୟ ଦେବାକୁ ପଡ଼ିବ’, ଆକ୍ରମଣ ପରେ ଇରାନକୁ ଟ୍ରମ୍ପଙ୍କ କଡ଼ା ଚେତାବନୀ

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ଉପରେ ଜୋରଦାର ଆକ୍ରମଣ କଥା କହିଛନ୍ତି । ଟ୍ରୁଥ୍ ସୋସିଆଲର ଏକ ପୋଷ୍ଟରେ ଟ୍ରମ୍ପ ଲେଖିଛନ୍ତି, ଇରାନର ମିଲିଟ୍ରୀ ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇସାରିଛି । ଏହାର ଅଧିକାଂଶ ଅଂଶ ଯେପରି କି ନୌସେନା ଏବଂ ବାୟୁ ସେନାର ଏବେ