Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ସଚିବ ପଦରୁ ଇସ୍ତଫା ଦେଲେ ମନୋଜ କୁମାର ମିଶ୍ର
ଭୁବନେଶ୍ଵର: ଇଲେକ୍ଟ୍ରୋନିକ୍ସସ ଓ ଆଇଟି ବିଭାଗର ପ୍ରମୁଖ ଶାସନ ସଚିବ ପଦରୁ ଇସ୍ତଫା ଦେଲେ ମନୋଜ କୁମାର ମିଶ୍ର । ଇସ୍ତଫା ଗୃହିତ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସୂଚନା ମିଳିଛି।
୨୦୦୦ ବ୍ୟାଚର ଆଇଆରଟିଏସ ଅଫିସର ମନୋଜ କୁମାର ମିଶ୍ର ଦୀର୍ଘ ଦିନ ଧରି ଆଇଟି ବିଭାଗର ପ୍ରମୁଖ ଶାସନ!-->!-->!-->…
ସ୍ବାମୀଙ୍କର ଦୀର୍ଘାୟୁ, ସ୍ବାସ୍ଥ୍ୟ ଓ ନିରାମୟ ଜୀବନ ଲାଗି ପାଳନ କଲେ ସାବିତ୍ରୀ ବ୍ରତ
ବ୍ରହ୍ମପୁର : ଆଜି ପ୍ରତ୍ୟେକ ସଧବା ନାରୀ ମାନେ ନିଜ ନିଜ ସ୍ବାମୀଙ୍କର ସୁନ୍ଦର ସ୍ବାସ୍ଥ୍ୟ ଓ ନିରାମୟ ଦୀର୍ଘାୟୁ ଜୀବନ ଲାଗି ସାବିତ୍ରୀ ବ୍ରତ ପାଳନ କରିଥିବା ଦେଖିବାକୁ ମିଳିଛି। ଉକ୍ତ ପୂଜା କେତେକ ଘରେ କରୁ ଥିବା ବେଳେ ଆଉ କେତେକ ଜଗନ୍ନାଥ ମନ୍ଦିରରେ ପୂଜା କରୁଥିବା ଦେଖିବାକୁ ମିଳିଛି!-->…
‘ସବୁ ପାଇଁ ଦାୟୀ ନବୀନ, ପରମୁଣ୍ଡରେ ଦୋଷ ଦେଇ ଖସିପାରିବେନି’
ଭୁବନେଶ୍ବର: ‘ନବୀନଙ୍କ ପରାଜୟ ପାଇଁ ଦାୟୀ ନିଜେ ନବୀନ, ପରମୁଣ୍ଡରେ ଦୋଷ ଦେଇ ଖସିପାରିବେନି’, ଓଡିଶା ଗଡ ବିଜେପି ହାତକୁ ଗଲାପରେ କିଛି ଏମିତି କହି ନବୀନଙ୍କ ଉପରେ ବର୍ଷିଛନ୍ତି ନବନିର୍ବାଚିତ ବିଜେପି ସାଂସଦ ପ୍ରତାପ ଷଡଙ୍ଗୀ ।
ରାଜ୍ୟ ରାଜନୀତିରେ ସବୁ କିଛି ଓଲଟପାଲଟ ହୋଇଯାଇଛି । ଯାହା!-->!-->!-->…
ପରାଜିତ ପ୍ରାର୍ଥୀଙ୍କୁ ନେଇ ନବୀନ ନିବାସରେ ସମୀକ୍ଷା ବୈଠକ
ଭୁବନେଶ୍ବର: ସାଧାରଣ ନିର୍ବାଚନ-୨୦୨୪ରେ ବିଜୁ ଜନତା ଦଳ (ବିଜେଡି)ର ବିପର୍ଯ୍ୟୟ ପରେ ଗୁରୁବାର ପରାଜିତ ପ୍ରାର୍ଥିମାନଂଙ୍କୁ ନେଇ ନବୀନ ନିବାସରେ ସମୀକ୍ଷା ବୈଠକ ହୋଇଛି। ଏହି ବୈଠକରେ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଫୁଲବାଣୀ ବିଧାନସଭା ଆସନରୁ ପ୍ରାର୍ଥୀ ଜୟଶ୍ରୀ କହଁରଙ୍କ ସହିତ!-->…
ବାଲେଶ୍ୱର ଓ ଭଦ୍ରକ ବାସୁଦେବପୁରରେ ଶୁଭିଲା ପ୍ରଚଣ୍ଡ ଶବ୍ଦ, ଲୋକେ ଆତଙ୍କିତ
ବାଲେଶ୍ବର:ବାଲେଶ୍ବର ଓ ଭଦ୍ରକ ବାସୁଦେବପୁରରେ ଶୁଭିଲା ପ୍ରଚଣ୍ଡ ଶବ୍ଦ । ୧ ମିନିଟରେ ୨ରୁ ୩ ଥର ଶୁଭିଲା ପ୍ରଚଣ୍ଡ ଶବ୍ଦ, ଲୋକେ ଆତଙ୍କିତ । ତେବେ ପାଖରେ ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟି ଥିବାରୁ, ଗୋଳାବାରୁଦ ପରୀକ୍ଷଣ ହେଉଥିବା ଲୋକମାନେ ଅନୁମାନ କରୁଛନ୍ତି ।
ଏହାର କାରଣ କଣ!-->!-->!-->…
ବରିଷ୍ଠଙ୍କୁ ଦୁରେଇ ରଖିବା ବଡ କାରଣ: ଶଶିଭୂଷଣ
ଭୁବନେଶ୍ବର: ଚଳିତ ନିର୍ବାଚନରେ ବିଜେଡି ବିପର୍ଯ୍ୟୟର ସାମ୍ନା କରିଛି । ଦୀର୍ଘ ୨୪ ବର୍ଷ ପରେ ସରିଛି ନବୀନ ଯୁଗ । ୨୪ ବର୍ଷର ଶାସନ ଭିତରେ ଦେଶରେ ଅପ୍ରତିଦ୍ୱନ୍ଦ୍ୱୀ ଓ ଅପରାଜେୟ ନେତା ପାଲଟିଥିଲେ ନବୀନ ପଟ୍ଟନାୟକ । ଓଡିଶା ବିଧାନସଭା ନିର୍ବାଚନର ଫଳାଫଳ ପରେ ସମସ୍ତଙ୍କ ମନରେ ଗୋଟିଏ!-->…
ମୋଦି ୩.୦ ସରକାର: ସହଯୋଗୀଙ୍କୁ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରୀ ପଦ ଦେବାକୁ ନାରାଜ ବିଜେପି!
ଏନଡିଏ ମେଣ୍ଟରେ ଚନ୍ଦ୍ରବାବୁ ନାଇଡୁଙ୍କ ଟିଡିପି ଓ ନୀତୀଶ କୁମାରଙ୍କ ଜେଡିୟୁର ଗୁରୁତ୍ୱ ବଢ଼ି ଯାଇଛି। ବିଜେପିକୁ ଏକାକୀ ସରକାର ଗଠନ କରିବାକୁ ମ୍ୟାଜିକ ନମ୍ବର ମିଳି ନଥିବାରୁ ଏହି ଦୁଲ ଦଳର ଆବଶ୍ୟକତା ରହିଛି।
ଏହାକୁ ଦୃଷ୍ଟିରେ ରଖି ଉଭୟ ଦଳ କେନ୍ଦ୍ର କ୍ୟାବିନେଟର ବଡ଼ବଡ଼ ମନ୍ତ୍ରଣାଳୟ!-->!-->!-->…
ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା
ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ବଡ଼ଗଡ଼ ଥାନା ଅଧୀନ ଧରାକୋଟ ବ୍ଲକ ଶୁଣ୍ଢିପଲ୍ଲୀ ଗାଁରେ ଜଣେ ଯୁବକଙ୍କୁ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ଯୁବକଙ୍କ ନାଁ ମିଟୁ ବିଷୋୟୀ।
ଅଭିଯୋଗ ଅନୁଯାୟୀ, ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗତକାଲି!-->!-->!-->…
ସିଏମଓରୁ ଇସ୍ତଫା ଦେଲେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା
ଭୁବନେଶ୍ବର: ବିଜେଡି ଧରାଶାୟୀ ହେବା ପରେ ବୁଧବାର ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ନବୀନ ପଟ୍ଟନାୟକ । ଗତକାଲି ତାଙ୍କର ଇସ୍ତଫା ପରେ ଆଜି ମୁଖ୍ୟମନ୍ତ୍ରୀଙ୍କ ଦୁଇ ଜଣ ପରାମର୍ଶଦାତା ନିଜ ପଦରୁ ଇସ୍ତଫା ଦେଇଛନ୍ତି ।
ସେ ହେଉଛନ୍ତି ଆର୍.!-->!-->!-->…
ରାଜ୍ୟପାଳଙ୍କୁ ଭେଟି ନିର୍ବାଚନ ଫଳାଫଳ ସମ୍ପର୍କରେ ଅବଗତ କରାଇଲେ ନିର୍ବାଚନ ଅଧିକାରୀ
ଭୁବନେଶ୍ବର: ଆଜି ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟି ରାଜ୍ୟରେ ହୋଇଥିବା ସାଧାରଣ ନିର୍ବାଚନ ଫଳାଫଳ ସମ୍ପର୍କରେ ରାଜ୍ୟପାଳଙ୍କୁ ଅବଗତ କରାଇଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ । ମଧ୍ୟାହ୍ନ ୧ଟା ସମୟରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିଜ ଟିମ୍ ସହ ରାଜଭବନ ଯାଇ!-->…