ନୂଆପଡାରେ ଶରତ ପଟ୍ଟନାୟକଙ୍କ ସହ ପାରାଦ୍ବୀପରେ ହାରିଲେ ଗୀତାଞ୍ଜଳି ରାଉତରାୟ

ନୂଆପଡା/ପାରାଦ୍ବୀପ: ନୂଆପଡାରେ କାମ ଦେଲାନି ହାତ | ଏଠାରୁ ନିର୍ବାଚନ ଲଢ଼ୁଥିବା ପିସିସି ସଭାପତି ଶରତ ପଟ୍ଟନାୟକ ପରାସ୍ତ ହୋଇଛନ୍ତି | ବଡ କଥା ହେଉଛି ଯେ ସେ ସ୍ୱାଧୀନ ପ୍ରାର୍ଥୀଙ୍କଠାରୁ ବି କମ ଭୋଟ ପାଇଛନ୍ତି | ମିଳିଥିବା ସୂଚନା ମୁତାବକ ଏଠାରୁ ବିଜେଡିର ରାଜେନ୍ଦ୍ର ଢୋଲକିଆ ୬୧୮୨୨ ଭୋଟ

ରାଜ୍ୟର ୧୨ଜଣ ମନ୍ତ୍ରୀ ପରାଜିତ

ଭୁବନେଶ୍ୱର : ଚଳିତ ନିର୍ବାଚନରେ ରାଜ୍ୟର ୧୨ଜଣ ମନ୍ତ୍ରୀ ପରାଜିତ ହୋଇଛନ୍ତି । ବିଜେପିର ସମସ୍ତ ନବାଗତ(କେବେବି ବିଧାୟକ କି ସାଂସଦ ହୋଇନାହାନ୍ତି)ଙ୍କଠୁ ଏହି ମନ୍ତ୍ରୀମାନେ ପରାଜିତ ହୋଇଛନ୍ତି । ୧୧ଜଣ ମନ୍ତ୍ରୀ ନିଜେ ଲଢ଼ୁଥିବାବେଳେ ଜଣେ ମନ୍ତ୍ରୀ ଉଷା ଦେବୀ ତାଙ୍କର ପୁଅ ଚିନ୍ମୟାନନ୍ଦ

କଟକ-ବାରବାଟୀ କଂଗ୍ରେସ ପ୍ରାର୍ଥୀନୀ ସୋଫିଆ ଫିର୍ଦ୍ଦୋସ ବିଜୟୀ

କଟକ: ବାପାଙ୍କ ଗଡରେ ବିଜୟୀ ହେଲେ ଝିଅ ସୋଫିଆ । କଟକ-ବାରବାଟୀ ବିଧାନସଭା ଗାଦି ହାତେଇଲେ କଂଗ୍ରେସ ପ୍ରାର୍ଥୀନୀ ସୋଫିଆ ଫିର୍ଦ୍ଦୋସ । ବିପକ୍ଷରେ ଲଢୁଥିବା ବିଜେପି ପ୍ରାର୍ଥୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ ୭, ୯୭୪ ଭୋଟ ବ୍ୟବଧାନରେ ହରାଇଛନ୍ତି ସୋଫିଆ । ଦିନେ ବାପାଙ୍କର ଗଡ ଥିଲା ।

ନୟାଗଡ ବିଜେଡି ପ୍ରାର୍ଥୀ ଅରୁଣ ସାହୁଙ୍କ ବିଜୟ

ନୟାଗଡ: ନୟାଗଡର ନିଜର ବଜାୟ ଜାରି ରଖିଲା ବିଜେଡି । ବିଜେଡି ପ୍ରାର୍ଥୀ ଅରୁଣ ସାହୁ ନୟାଗଡରେ ବିଜୟଲାଭ କରିଛନ୍ତି । ୮୧,୪୭୦ ଭୋଟ ପାଇ ସେ ବିଜେପି ପ୍ରର୍ଥୀ ପ୍ରତ୍ୟୁଷା ରାଜେଶ୍ୱରୀ ସିଂଙ୍କୁ ପରାସ୍ତ କରିଛନ୍ତି। ତେବେ ସେଠାରେ ଦୁହିଁଙ୍କ ମଧ୍ୟରେ କଡା ଟକ୍କର ଦେଖିବାକୁ ମିଳିଥିବା ବେଳେ

ବାରାଣସୀରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜୟୀ, ଗାନ୍ଧିନଗରରୁ ଅମିତ ଶାହଙ୍କ ରେକର୍ଡ ବିଜୟ

ଉତ୍ତର ପ୍ରଦେଶର ବାରାଣସୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜୟୀ । ୨୦୧୪ ଓ ୨୦୧୯ରେ ମୋଦି ଏହି ଆସନରୁ ଏକତରଫା ଭାବେ ବିଜୟୀ ହୋଇଥିଲେ । କିନ୍ତୁ ଏଥର ତାଙ୍କୁ କଂଗ୍ରେସର ଅଜୟ ରାୟ କଡ଼ା ଟକ୍କର ଦେଇଥିଲେ । ମୋଦି ପ୍ରାୟ ଦେଢ ଲକ୍ଷ ବ୍ୟବଧାନରେ ଜିତିଛନ୍ତି । ମୋଦିଙ୍କୁ ୬,୧୨,୯୭୦

ଖୋର୍ଦ୍ଧା ଆସନରୁ ବିଜୟୀ ହେଲେ ପ୍ରଶାନ୍ତ ଜଗଦ୍ଦେବ

ଖୋର୍ଦ୍ଧା: ଖୋର୍ଦ୍ଧାରୁ ଜିତିଲେ ବିଜେପି ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ । ସେ ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର କୁମାର ସାହୁଙ୍କୁ ପରାସ୍ତ କରି ବିଜୟୀ ହେଇଛନ୍ତି । ରାଜେନ୍ଦ୍ର କୁମାରଙ୍କୁ ୮ ହଜାର ୫୯୮ ଭୋଟରେ ପରାସ୍ତ କରିଛନ୍ତି ପ୍ରଶାନ୍ତ । ପ୍ରଶାନ୍ତ ଜଗଦ୍ଦେବ ୮୦ ହଜାର ୫୬୪ ଭୋଟ

ମାଲକାନଗିରି ଜିଲ୍ଲାରେ ବିଜେଡି ଦୁର୍ଗର ପତନ : ଦୁଇ ନିର୍ବାଚନ ମଣ୍ଡଳୀରେ ବିଜୟୀ ହେଲେ ବିଜେପି ଓ କଂଗ୍ରେସ

ମାଲକାନଗିରି : ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ଏବଂ ମାଲକାନଗିରି ବିଧାନସଭା ନିର୍ବାଚନ ଫଳାଫଳ ଘୋଷଣା ହୋଇଯାଇଛି l ମାଲକାନଗିରି ବିଧାନସଭା ନିର୍ବାଚନୀ ମଣ୍ଡଳୀ ରେ ଭାରତୀୟ ଜନତା ପାର୍ଟର ପ୍ରାର୍ଥୀ ନରସିଂହ ମାଡକାମୀ ବିଜୟ ଲାଭ କରିଥିବା ବେଳେ ଚିତ୍ରକୋଣ୍ଡା ନିର୍ବାଚନୀ

ଫୁଲବାଣୀରେ ବାଜି ମାରିଲା ବିଜେପି

କନ୍ଧମାଳ: ଓଡିଶା ବିଧାନସଭା ନିର୍ବାଚନ ଶେଷ ପରେ ଆଜି ଭୋଟ ଗଣତି ଜାରି ରହିଛି  । ଏହାରି ଭିତରେ ଫୁଲବାଣୀର ବିଜେପି  ପ୍ରାର୍ଥୀ ଉମାଚରଣ ମଲ୍ଲିକ ବିଜୟୀ ହୋଇଛନ୍ତି । ଚଳିତ ନିର୍ବାଚନରେ  ହାରି ଯାଇଛନ୍ତି ବିଜେଡିର ଅନେକ ହେଭି ୱେଟ୍ । ବିଜେଡିର ଜୟଶ୍ରୀ କହଁରଙ୍କୁ ହରାଇ ଉମାଚରଣ ମଲ୍ଲିକ

ସମ୍ବଲପୁର ଲୋକସଭା ଆସନରୁ ବିଜୟୀ ହେଲେ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର: ସମ୍ବଲପୁର ଆଲୋକସଭା ଆସନରୁ ବିଜୟୀ ହୋଇଛନ୍ତି ବିଜେପି ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ । ୧ ଲକ୍ଷ ୧୨ ହଜାର ୯୮୪ ଭୋଟ୍ ବ୍ୟବଧାନରେ ପ୍ରଣବ ପ୍ରକାଶ ଦାସଙ୍କୁ ହରାଇ ବିଜୟ ହୋଇଛନ୍ତି ଧର୍ମେନ୍ଦ୍ର । ଧର୍ମେନ୍ଦ୍ର ପ୍ରଧାନଙ୍କୁ ମୋଟ ୫ ଲକ୍ଷ ୫୩ ହଜାର ୭୭୭ ଭୋଟ ମିଳିଥିବା ବେଳେ

ନିମାପଡ଼ାରେ ଜିତିଲେ ବିଜେପି ପ୍ରାର୍ଥୀ ପ୍ରଭାତୀ ପରିଡା

ନିମାପଡା: ଶେଷରେ ବିଜେଡି ସୁପ୍ରିମୋଙ୍କ ସବୁ ରଣନୀତି ନିମାପଡ଼ାରେ ଫେଲ ମାରିଲା | ମୋଦୀଙ୍କ ହାୱା ସହ ସମୀର ଦାଶଙ୍କୁ ଅଣଦେଖା ବିଜେଡି ପାଇଁ ଘାତକ ସାବ୍ୟସ୍ତ ହୋଇଛି | ସେହିପରି ସୁର ରାଉତରାୟଙ୍କ ପୁଅ ସିଦ୍ଧାର୍ଥ ରାଉତରାୟଙ୍କୁ ବି ପରାଜୟର ସମ୍ମୁଖୀନ ହେବାକୁ ପଡିଛି | ମିଳିଥିବା ସୂଚନା