Sign in
Sign in
Recover your password.
A password will be e-mailed to you.
ବଢୁଛି ଅସ୍ୱାଭାବିକ ମୃତ୍ୟୁ ସଂଖ୍ୟା; ଦିନକରେ ସୁନ୍ଦରଗଡ଼ ଜିଲ୍ଲାରେ ଗଲାଣି ୧୬ ଜୀବନ!
ରାଉରେକଲା : ରାଜ୍ୟରେ ବଢ଼ିବାରେ ଲାଗିଛି ଅସ୍ୱାଭାବିକ ମୃତ୍ୟୁ ସଂଖ୍ୟା। ସୁନ୍ଦରଗଡ଼ ଜିଲ୍ଲାରେ ଗତକାଲି ଗୋଟିଏ ଦିନରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ରାଉରକେଲା RGHରେ ଚିକିତ୍ସାଧୀନ ଅବସ୍ଥାରେ ୧୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲା ଡାକ୍ତରଖାନାରେ ୪ ଜଣଙ୍କର!-->…
ପ୍ରଫେସର ଶ୍ୟାମସୁନ୍ଦର ପଟ୍ଟନାୟକ ଓଏସ୍ଓୟୁର କୁଳପତି
ଭୁବନେଶ୍ବର: ସମ୍ବଲପୁରସ୍ଥିତ ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ବବିଦ୍ୟାଳୟ(ଓଏସ୍ଓୟୁ)ର ନୂତନ କୁଳପତି ଭାବେ ପ୍ରଫେସର ଶ୍ୟାମସୁନ୍ଦର ପଟ୍ଟନାୟକ ଆଜି ନିଯୁକ୍ତ ହୋଇଛନ୍ତି। ଓଏସ୍ଓୟୁ ଆଇନ ୨୦୧୪ ଅନୁଯାୟୀ ରାଜ୍ୟପାଳ ରଘୁବର ଦାସ ଆଜି ତାଙ୍କୁ ୩ ବର୍ଷ ପାଇଁ ନିଯୁକ୍ତି ଦେଇଛନ୍ତି। କାର୍ଯ୍ୟରେ!-->…
ଶେଷ ପର୍ଯ୍ୟୟ ମତଦାନ: ପୋଲିଂ କର୍ମଚାରୀ-ମତଦାତାଙ୍କୁ ଅସ୍ତବ୍ୟସ୍ତ କରିପାରେ ଅସହ୍ୟ ତାତି, ଗୁଳୁଗୁଳି
ଭୁବନେଶ୍ବର: ରାଜ୍ୟରେ ଜାରି ରହିଥିବା ଅସହ୍ୟ ତାତି ଓ ଗ୍ରୀଷ୍ମପ୍ରବାହ ଭିତରେ ଶନିବାର ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ମତଦାନ ହେବ। ରାଜ୍ୟରେ ଅଂଶୁଘାତର ଆତଙ୍କ ଖେଳିଯାଇଥିଲା ବେଳେ ଭୋଟ ପାଇଁ ଗ୍ରୀଷ୍ମ ପ୍ରବାହ ବଡ ଚ୍ୟାଲେଞ୍ଜ ହୋଇପାରେ ବୋଲି ପୂର୍ବାନୁମାନ କରାଯାଉଛି। ଭୋଟ୍ ପରିଚାଳନା!-->…
୮୦ ଲକ୍ଷ ଟଙ୍କାର କାର୍ ପାଇଁ ପତ୍ନୀଙ୍କୁ ପିଟି ପିଟି ମାରିଦେଲେ, ସ୍ୱାମୀ ଅଟକ
ନୟାଗଡ଼ : ୮୦ ଲକ୍ଷ ଟଙ୍କାର କାର୍ କିଣିବାକୁ ମନ ବଳାଇଲେ ଜ୍ୱାଇଁ। ଏଥିପାଇଁ ଶ୍ୱଶୁରଙ୍କଠାରୁ ଟଙ୍କା ଆଣିବାକୁ ପତ୍ନୀଙ୍କ ଉପରେ ପକାଉଥିଲେ ଚାପ । ମାତ୍ର ଟଙ୍କା ନ ମିଳିବାରୁ ପାଲଟିଗଲେ ରାକ୍ଷାସ । ଆଉ ଶିକ୍ଷୟିତ୍ରୀ ପତ୍ନୀଙ୍କୁ ପିଟି ପିଟି ମାରିଦେଲେ। ଏହାକୁ ଆତ୍ମହତ୍ୟାର ରୂପ ଦେବାକୁ!-->…
ସରିଲା ବାହାର ଚନ୍ଦନ ଯାତ୍ରା, ଶ୍ରୀମନ୍ଦିରରେ ଭିତର ଚନ୍ଦନଯାତ୍ରା ଆରମ୍ଭ
ପୁରୀ : ଶ୍ରୀମନ୍ଦିରରେ ଆଜି ଠାରୁ ମହାପ୍ରଭୁଙ୍କ ୨୧ଦିନ ବ୍ୟାପୀ ଭିତର ଚନ୍ଦନ ଯାତ୍ରା ଆରମ୍ଭ ହୋଇଛି। ଏହା ଦେବସ୍ନାନ ପୂର୍ଣ୍ଣମୀ ପୂର୍ବଦିନ ପର୍ଯ୍ୟନ୍ତ ଚାଲିବ। ଆସନ୍ତା ରବିବାର ଜ୍ୟେଷ୍ଠ କୃଷ୍ଣ ଏକଦଶୀରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଜଳକ୍ରୀଡ଼ା କରିବେ।ବୈଶାଖ ଶୁକ୍ଳ ତୃତୀୟା ବା!-->…
ଟୁଙ୍ଗୁରୁ ଭୋଳ ସମେତ ୧୧ ଗିରଫ, କୋଟିଏରୁ ଅଧିକ ଟଙ୍କାର ପାଇପ ଚୋରି କରିଥିଲେ
ଭୁବନେଶ୍ବର : RWSSର ପାଣି ପାଇପ ଚୋରି କରି ରାଜ୍ୟ ବାହାରକୁ ଚାଲାଣ କରୁଥିବା ଏକ ବଡ଼ ରାକେଟକୁ ଧରିଛି ଭୁବନେଶ୍ୱର ପୁଲିସ୍। ଏହି ରାକେଟର ୧୧ ଜଣ ସଦସ୍ୟଙ୍କୁ ଗିରଫ କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରେ ଅଛନ୍ତି ଆଲୋକ ଭୋଳ ଓରଫ ଟୁଙ୍ଗୁରୁ ଭୋଳ, ଯିଏ ପ୍ରାୟ ଦୁଇ ବର୍ଷ ତଳେ ସୋଶାଲ ମିଡିଆରେ!-->…
ପୁଲିସକୁ ଆକ୍ରମଣ ଘଟଣାରେ ୨୨ ମହିଳାଙ୍କ ସମେତ ୩୮ ଗିରଫ
ବାରିପଦା : ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ବେଳପାଳ ଗାଁରେ ପୁଲିସକୁ ଆକ୍ରମଣ ଘଟଣାରେ ୩୮ ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କ ମଧ୍ୟରେ ୨୨ ଜଣ ମହିଳା ଅଛନ୍ତି।ଜମି ବିବାଦକୁ ନେଇ ଗତକାଲି ବେଳପାଳ ଗାଁରେ ଜଣେ ବ୍ୟକ୍ତି ଙ୍କୁ ଆକ୍ରମଣ ହୋଇଥିଲା। ଏହା ପରେ ଉତ୍ତ୍ୟକ୍ତ ଲୋକେ ଆକ୍ରମଣ!-->…
ଖରାରେ କାମ କରାଇଲେ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ହେବ: ଏସଆରସି
ଭୁବନେଶ୍ବର: ଗ୍ରୀଷ୍ମପ୍ରବାହ ସମୟରେ ସବୁଠୁ ସତର୍କ ରହିବାର ସମୟ ହେଉଛି ପୂର୍ବାହ୍ନ ୧୧ଟାରୁ ଅପରାହ୍ଣ ୩ଟା। ଏହି ସମୟ ଭିତରେ ସତର୍କ ରହିଲେ ଅଂଶୁଘାତରୁ ବର୍ତ୍ତି ପାରିବା। ଏନେଇ ସୂଚନା ଦେଇଛନ୍ତି ଏସଆରସି ସତ୍ୟବ୍ରତ ସାହୁ। ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ଖରାରେ କାମ କରାଇବା ମନା। ଖରାରେ!-->…
ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଖାରଜ
ଖୋର୍ଦ୍ଧା: ଇଭିଏମ୍ ଭଙ୍ଗାରୁଜା ଅଭିଯୋଗ ମାମଲାରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଖରାଜ ହୋଇଛି। ଖୋର୍ଦ୍ଧା ଦ୍ବିତୀୟ ଅତିରିକ୍ତ ଜିଲ୍ଲା ଦୌରାଜଜ କୋର୍ଟ ଶୁକ୍ରବାର ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି।ଆଜି ଏଡିଜେ-୨ କୋର୍ଟରେ!-->…
ପୁରୀ ବାଣ ବିସ୍ଫୋରଣ ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ୨ ମୃତ, ମୃତକଙ୍କ ସଂଖ୍ୟା ୬କୁ ବୃଦ୍ଧି
ଭୁବନେଶ୍ବର/ପୁରୀ: ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଭଉଁରି ନିତି ଚାଲୁଥିବା ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱତନ୍ତ୍ର ରିଲିଫ କମିସନର (ଏସ୍ଆର୍ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଶୁକ୍ରବାର ଏହି ସୂଚନା ଦେଇଛନ୍ତି। ଏଥି ସହିତ ବାଣ!-->…