ମୋଦିଙ୍କ ପରମାତ୍ମା ବୟାନକୁ କଟାକ୍ଷ କଲେ, ସମ୍ବିତ ପାତ୍ରଙ୍କ କଥା ଉଠାଇଲେ ମମତା

କୋଲକତା : ନିର୍ଦ୍ଦିଷ୍ଟ କାରଣ ପାଇଁ ପରମାତ୍ମା ପୃଥିବୀଙ୍କୁ ତାଙ୍କୁ ପଠାଇଛନ୍ତି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଇଥିବା ବୟାନ ଚର୍ଚ୍ଚାର ବିଷୟ ପାଲଟିଛି। ମୋଦିଙ୍କ ଏପରି ବୟାନକୁ ଆଜି କଡ଼ା ଭାଷାରେ ସମାଲୋଚନା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ସେ

ଓଡ଼ିଶାର ରାଜନୀତିରେ ଏଥର ନୂଆ ଦେଖିବାକୁ ମିଳିବ: ପ୍ରଧାନମନ୍ତ୍ରୀ

କେନ୍ଦ୍ରାପଡ଼ା/ଭୁବନେଶ୍ବର: ଓଡ଼ିଶାରେ ପ୍ରଚୁର ପରିମାଣରେ ପାଣି ଅଛି। କିନ୍ତୁ ଚାଷୀଙ୍କ ଜମିକୁ ଏହି ପାଣି ପହଞ୍ଚିପାରୁ ନାହିଁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନିର୍ବାଚନ ପ୍ରଚାର ବେଳେ ବୁଧବାର ଦିନ ଏହା କହିଛନ୍ତି। କେନ୍ଦ୍ରାପଡ଼ାରେ ଭାରତୀୟ ଜନତା ପାର୍ଟି (ବିଜେପି) ଦ୍ବାରା

ମୟୂରଭଞ୍ଜ ସଂସଦୀୟ କ୍ଷେତ୍ରରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ କ୍ୟାମ୍ପେନ

ବାଙ୍ଗିରିପୋଷି : ମୟୂରଭଞ୍ଜ ସଂସଦୀୟ କ୍ଷେତ୍ରରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ କ୍ୟାମ୍ପେନ । ନିର୍ବାଚନୀ ସଭାରୁ ବିରୋଧୀଙ୍କୁ ଟାର୍ଗେଟ । କହିଛନ୍ତି, ବିରୋଧୀ ନେତାମାନେ ଆସୁଛନ୍ତି, ସେମାନେ ଭାବୁଛନ୍ତି ଆଦିବାସୀ ଭାଇଭଉଣୀମାନେ କାହିଁକି ନବୀନ ବାବୁଙ୍କୁ ଏତେ ଭଲ ପାଉଛନ୍ତି ।

ଶ୍ରୀକ୍ଷେତ୍ରରେ ଆଜି ଭଉଁରୀ ତିଥିରେ ଶେଷ ହେଲା ଚକ ଅଖ ଡେରା ନୀତି

ପୁରୀ: ଆଜି ରଥ ଖଳାରେ ସମ୍ପାଦିତ ହୋଇଛି ଚକାଡେରା ନୀତି । ପରମ୍ପରା ଅନୁଯାୟୀ ଆଜି ଶ୍ରୀମନ୍ଦିରରେ ସକାଳ ଧୂପ ସରିବା ପରେ ଏକ ପଟୁଆରରେ ଆଜ୍ଞାମାଳ ଶ୍ରୀନଅରକୁ ଅଣାଯାଇଥିଲା । ଏହାପରେ ବିଶ୍ୱକର୍ମା ମହାରଣାଙ୍କ ନିର୍ଦ୍ଦେଶକ୍ରମେ ଭୋଇ ସେବାୟତମାନେ ୩ ରଥର ଅଖରେ ୨ଟି ଲେଖାଏଁ ଚକକୁ ସଂଯୋଗ କରି

ଓଡ଼ିଶାରେ ୨୫ ବର୍ଷର ବିଜେଡି ସରକାରର ଶାସନରେ ପୂର୍ଣ୍ଣଛେଦ ପଡ଼ିବ: ମୋଦୀ

ବାରିପଦା: ଓଡ଼ିଶାରେ ୨୫ ବର୍ଷର ବିଜେଡି ସରକାରର ଶାସନରେ ପୂର୍ଣ୍ଣଛେଦ ପଡ଼ିବ। ଜୁନ୍ ୧୦ରେ ବିଜେପିର ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କରିବେ। ଏଥିଲାଗି ମୁଁ ଆପଣମାନଙ୍କୁ ନିମନ୍ତ୍ରଣ ଦେବାକୁ ଆସିଛି। ଆଜି ଓଡ଼ିଶା କହୁଛି, ଓଡ଼ିଶାର ମୁଖ୍ୟମନ୍ତ୍ରୀ ଜଣେ ଓଡ଼ିଆ ମୁଖ୍ୟମନ୍ତ୍ରୀ ହେବେ। ଦୁଇ ଥର

କଂଗ୍ରେସ ଓ ଆପ୍‌ର ମେଣ୍ଟ ସ୍ଥାୟୀ ନୁହେଁ ବୋଲି କହିଲେ କେଜ୍ରିୱାଲ

ଚଳିତ ଲୋକସଭା ନିର୍ବାଚନରେ ଦିଲ୍ଲୀର କ୍ଷମତାସୀନ ଆପ୍‌ ଓ ଦେଶର ପ୍ରମୁଖ ବିରୋଧୀ ଦଳ କଂଗ୍ରେସ ମେଣ୍ଟ କରିଛନ୍ତି। ପଞ୍ଜାବରେ ଉଭୟ ଦଳ ଅଲଗା ଅଲଗା ନିର୍ବାଚନ ଲଢ଼ୁଥିଲେ ହେଁ ଦିଲ୍ଲୀରେ ମେଣ୍ଟ କରି ଲୋକସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଦେଇଛନ୍ତି। ତେବେ ଏହି ମେଣ୍ଟ ଚୀରସ୍ଥାୟୀ ନୁହେଁ ଓ

ସମ୍ବିଧାନ ଓ ଲୋକତନ୍ତ୍ର ପାଇଁ ବିପଦ ବିଜେପି: ଖଡଗେ

ବାଲେଶ୍ୱର: ବାଲେଶ୍ୱରରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜ୍ଜୁନ ଖଡଗେଙ୍କ ପ୍ରଚାର । ଦଳୀୟ କର୍ମୀଙ୍କ ପାଇଁ ପ୍ରଚାର କରିବା ସହ ବିଜେପିକୁ ଟାର୍ଗେଟ କରିଛନ୍ତି ଖଡଗେ । ସେ ବିଶାଳ ଜନସଭାକୁ ସମ୍ବୋଧନ କରିବା ସମୟରେ କହିଛନ୍ତି ଯେ, ଦେଶରେ ବହୁ ମାତ୍ରାରେ ଗରିବ ବୃଦ୍ଧି ପାଇବାରେ ଲାଗିଛି ଆଉ ଏହା

ଯୁବବର୍ଗ ମୋ ଅସମ୍ମାନର ଉଚିତ ଜବାବ ୧ ତାରିଖରେ ଭୋଟରେ ଦେବେ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବାହାରୁ ନେତାମାନେ ଆସି ମୋତେ ବ୍ୟକ୍ତିଗତ ଭାବେ ଆଟାକ କରୁଛନ୍ତି । କଟୁ କଥା କହୁଛନ୍ତି । ଆପଣ ଭଲଭାବେ ଜାଣନ୍ତି ମୁଁ କାହାକୁ କେବେ ଅସମ୍ମାନ କରେନାହିଁ । କଟୁ କଥା କୁହେ ନାହିଁ । ଆପଣମାନେ ବିଶେଷକରି ମାଆମାନେ, ଯୁବବର୍ଗ ଏ ଅସମ୍ମାନର ଉଚିତ ଜବାବ ୧ ତାରିଖରେ ଭୋଟରେ ଦେବେ । ସାଢ଼େ ୪

ନବୀନ ବାବୁଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ପଛରେ କିଛି ଷଡ଼ଯନ୍ତ୍ର ହେଉନି ତ..? : ପ୍ରଧାନମନ୍ତ୍ରୀ ମୋଦୀ

ବାରିପଦା: ବର୍ଷେ ହେବ ନବୀନ ବାବୁଙ୍କ ସ୍ୱାସ୍ଥ୍ୟାବସ୍ଥା ଏତେ ଖରାପ କେମିତି ହେଲା? ନବୀନଙ୍କ ସହ ଅତି ଘନିଷ୍ଠ ଥିବା ଲୋକ କହୁଛନ୍ତି, ନବୀନ ଏବେ ନିଜେ କିଛି କରିପାରୁନାହାନ୍ତି। ନବୀନ ବାବୁଙ୍କ ସ୍ୱାସ୍ଥ୍ୟବସ୍ଥା ଖରାପ ପଛରେ କିଛି ଷଡ଼ଯନ୍ତ୍ର ହୋଇଥାଇପାରେ ବୋଲି ତାଙ୍କ ଘନିଷ୍ଠ କହୁଛନ୍ତି।

ଓଡିଶା ବିଜେପିର ୱାଶିଂ ମେସିନରେ ସ୍ୱଚ୍ଛ ହେଉଛନ୍ତି ବିଜେଡିରୁ ବହିଷ୍କୃତ ନେତା: ବିଜେଡି

ଭୁବନେଶ୍ୱର: ବିଜେପି ଉପରେ ବର୍ଷିଛନ୍ତି ବିଜେଡି ସାଂସଦ ତଥା ବିଜେଡି ମୁଖପାତ୍ର ଡ. ସସ୍ମିତ ପାତ୍ର । ଆଜି ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଡ. ପାତ୍ର, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡା ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା, ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଓ ବ୍ରହ୍ମପୁର