ବିଜେଡି ବିଧାୟକ ପ୍ରାର୍ଥୀଙ୍କ ଜନ୍ମଦିନ ଅବସରରେ ବୃକ୍ଷରୋପଣ

ଚିକିଟୀ : ଏହି ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ଶ୍ରୀଯୁକ୍ତ ଚିନ୍ମୟା ନନ୍ଦ ଶୀରୂପ ଦେଓ ଙ୍କ ୪୮ ତମ ଜନ୍ମ ଦିବସରେ ସ୍ଥାନୀୟ ବିଜେଡି କର୍ମୀଙ୍କ ଗହଣରେ ଧାନଘର ଛକ ଠାରୁ ଚିକିଟୀ ଗଡ଼ ମଧ୍ୟରେ ରାଜ୍ୟ ରାଜ ପଥ ପାର୍ଶ୍ୱରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଥିଲା।…

ଆସିକା ଆୟୁର୍ବେଦିକ ଫାର୍ମାସିରେ କର୍ମଚାରୀଙ୍କୁ ମିଳିନି ୦୭ ମାସର ଦରମା

ଆସିକା : ଆସିକା ଉତ୍କଳ ଆୟୁର୍ବେଦିକ ସମବାୟ ଫାର୍ମାସି ଲିଃ ରେ କାର୍ଯ୍ୟରତ କର୍ମଚାରୀମାନଙ୍କ ଗତ ଜାନୁୟାରୀ ମାସ ଠାରୁ ଅଦ୍ୟାବଧି ଦରମା ମିଳି ନାହିଁ ବୋଲି କାର୍ଯ୍ୟରତ ଶ୍ରମିକ ଠାରୁ ପ୍ରକାଶ l ଦକ୍ଷିଣ ଓଡିଶା ର ଗୋଟିଏ ମାତ୍ର ସୁନାମ ଧନ୍ୟ ଏହି ଉତ୍କଳ ଆୟୁର୍ବେଦିକ ଫlର୍ମାସୀ ଲିଃ ରେ ଗତ…

ଭାରତୀୟ ଜନତା ଯୁବମୋର୍ଚ୍ଚାର ପ୍ରସ୍ତୁତି ବୈଠକ

ଫୁଲବାଣୀ :ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନ କ୍ରମେ ଆଗାମୀ 26 ତାରିଖ ରେ ହେବାକୁ ଥିବା କାରଗିଲ ଦିବସ ପାଳନ କରିବାକୁ ଏକ ପ୍ରସ୍ତୁତି ବୈଠକ କନ୍ଧମାଳ ଭାରତୀୟ ଜନତା ଯୁବମୋର୍ଚ୍ଚା ର ସଭାପତି ମୁକ୍ତିକାନ୍ତ ମହାନ୍ତି ଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇ ଯାଇଛି l କିଭଳି ଭାବେ ଦୁଇ…

ସରକାରୀ ଜାଗାରେ ମରାଯାଇଥିବା ବୋର୍ଡ ରାତାରାତି ଉଭାନ, ନିରବଦ୍ରଷ୍ଟା ତହସିଲଦାର ଓ ଆରଆଇ

ଉମରକୋଟ /ରାଇଘର : ନବରଙ୍ଗପୁର ଜିଲ୍ଲାର ରାଇଘର ବ୍ଲକ କୋଦଭଟ୍ଟା ସାହିର ପୁରୁଣା ଥାନା ସମ୍ମୁଖରେ ଥିବା ଏକ ସରକାରୀ ଜାଗାକୁ ଜଣେ ବ୍ୟକ୍ତି ଜବର ଦଖଲ କରି ରଖିଥିବା ବେଳେ ଏହା ପ୍ଲଟିଙ୍ଗ କରି ବିକ୍ରୀ କରି ଆସୁଥିବା ବେଳେ କୋଦଭଟ୍ଟା ଗ୍ରାମବାସୀ ଏହାକୁ ବିରୋଧ କରି ୨୦୨୩ ମସିହାରେ ରାଇଘର…

୪ ବର୍ଷ ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୫ ବର୍ଷ ସଶ୍ରମ କାରାଦଣ୍ଡ ସହ ୬୦ ହଜାର ଜୋରିମାନା

ଫୁଲବାଣୀ : ଫାଷ୍ଟ ଟ୍ରାକର ବିଚାରପତି ରାଜେଶ ଦାଶ ଏକ ୪ ଵର୍ଷିଆ ନାବାଳିକା ଦୁଷ୍କର୍ମ ମାମଲାର ସାକ୍ଷୀ, ଡାକ୍ତରୀ ରିପୋର୍ଟ୍ ଆଧାରରେ ବିଚାର କରି ପବନ @ ହେମନ୍ତ ମଲ୍ଲିକ କୁ ଦୋଷୀ ସାବ୍ୟସ୍ତ କରି ୨୫ବର୍ଷ ସଶ୍ରମ କାରାଦଣ୍ଡ ସହ ୬୦ ହଜାର ଟଙ୍କା ଜୋରିମାନା ଆଦେଶ ଦେଇଛନ୍ତି। ଜୋରିମାନା…

୬ଟି ଭାରତୀୟ ଭାଷାକୁ ମିଳିଛି ଶାସ୍ତ୍ରୀୟ ମାନ୍ୟତା

ନୂଆଦିଲ୍ଲୀ : କେନ୍ଦ୍ର ସଂସସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ୍‌‌ କହିଛନ୍ତି, ୬ଟି ଭାରତୀୟ ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ଦିଆଯାଇଛି। ଲୋକସଭାରେ ଏକ ଲିଖିତ ଉତ୍ତରରେ ମନ୍ତ୍ରୀ ଶ୍ରୀ ଶେଖାୱତ୍‌‌ କହିଛନ୍ତି, ତାମିଲ୍‌‌, ସଂସ୍କୃତ, କନ୍ନଡ, ତେଲୁଗୁ, ମାଲାୟଲମ୍‌‌ ଏବଂ…

ଆର୍ ସନ୍ଥଗୋପାଳନ ମୁଖ୍ୟ ନିର୍ବାଚନ ଅଧିକାରୀ ନିଯୁକ୍ତ

ଭୁବନେଶ୍ବର: ଆଇଏଏସ୍ ଅଫିସର ଆର୍ ସନ୍ଥଗୋପାଳନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ପଦବିରେ ନିଯୁକ୍ତି ପାଇଁଛନ୍ତି। ୨୦୦୧ ବ୍ୟାଚର ଏହି ଆଇଏଏସ୍ ଅଫିସରଙ୍କୁ ରାଜ୍ୟର ନୂଆ ନିର୍ବାଚନ କମିସନର ଭାବେ ନିଯୁକ୍ତ କରାଯାଇଛି । ଏନେଇ ଭାରତୀୟ ନିର୍ବାଚନ କମିସନ (ଇସିଆଇ) ପକ୍ଷରୁ ବିଜ୍ଞପ୍ତି…

ଗାଁକୁ ରାସ୍ତା ନାହିଁ, ୩ କିଲୋମିଟର ବୁହାହେଲେ ଗର୍ଭବତୀ

କୋରାପୁଟ : ଜିଲ୍ଲାରେ ଥମୁନି ଜନନୀ ଯନ୍ତ୍ରଣା । ରାସ୍ତା ଖରାପ ଥିବାରୁ ଆସି ପାରିଲାନି ଆମ୍ବୁଲାନ୍ସ। ୩ କିଲୋମିଟର ବୁହାହେଲେ ଗର୍ଭବତୀ। କୋରାପୁଟ ଜିଲ୍ଲା ନାରାୟଣପାଟଣା ବ୍ଲକ ତଳଗୁମାଣ୍ଡି ପଞ୍ଚାୟତର ଡୋକରୀଘାଟି ଗାଁରେ ଦେଖିବାକୁ ମିଳିଛି ଏଭଳି ଘଟଣା।ଡୋକରୀଘାଟି ଗାଁର ରମେଶ ତାଡିଙ୍ଗିଙ୍କ…

ଅନାସ୍ଥା ଭୋଟରେ ପଦବୀ ହରାଇଲେ ଫୁଲବାଣୀ ପୌର ପରିଷଦ ଅଧ୍ୟକ୍ଷା

ଫୁଲବାଣୀ: ଦୀର୍ଘ ଚାରି ମାସ ଧରି ଫୁଲବାଣୀ ପୌର ପରିଷଦ ଅଧ୍ୟକ୍ଷାଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବକୁ ନେଇ ଚାଲି ଥିବା ନାଟକର ଅନ୍ତ ଘଟିଛି। ଆଜି ପ୍ରସ୍ତାବ ଉପରେ ଅନୁଷ୍ଠିତ ମତଦାନରେ ପରାଜିତ ହୋଇଛନ୍ତି ଅଧ୍ୟକ୍ଷା ସ୍ମିତାରାଣୀ ମହାନ୍ତି। ୧୩ ଜଣ କାଉନସିଲରଙ୍କ ମଧ୍ୟରୁ ୧୧ ଜଣ…

ନବୀନଙ୍କୁ ଗିରଫ କରିବାକୁ ସଂସଦୀୟ ବ୍ୟାପାର ମନ୍ତ୍ରୀଙ୍କ ଦାବି

ଭୁବନେଶ୍ବର : ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଗିରଫ କରିବାକୁ ବିଧାନସଭାରେ ଦାବି କରିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ। ରାଜ୍ୟପାଳଙ୍କ ଅଭିଭାଷଣ ବେଳେ ଗୃହ ଭିତରେ ବିଶୃଙ୍ଖଳା ସୃଷ୍ଟି କରିଥିବାରୁ ନବୀନଙ୍କୁ ଗିରଫ କରିବାକୁ ସେ ଦାବି କରିଛନ୍ତି। ବିରୋଧୀ ଦଳ ନେତା…