Sign in
Sign in
Recover your password.
A password will be e-mailed to you.
୬ଟି ଭାରତୀୟ ଭାଷାକୁ ମିଳିଛି ଶାସ୍ତ୍ରୀୟ ମାନ୍ୟତା
ନୂଆଦିଲ୍ଲୀ : କେନ୍ଦ୍ର ସଂସସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ୍ କହିଛନ୍ତି, ୬ଟି ଭାରତୀୟ ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ଦିଆଯାଇଛି। ଲୋକସଭାରେ ଏକ ଲିଖିତ ଉତ୍ତରରେ ମନ୍ତ୍ରୀ ଶ୍ରୀ ଶେଖାୱତ୍ କହିଛନ୍ତି, ତାମିଲ୍, ସଂସ୍କୃତ, କନ୍ନଡ, ତେଲୁଗୁ, ମାଲାୟଲମ୍ ଏବଂ!-->…
ଆର୍ ସନ୍ଥଗୋପାଳନ ମୁଖ୍ୟ ନିର୍ବାଚନ ଅଧିକାରୀ ନିଯୁକ୍ତ
ଭୁବନେଶ୍ବର: ଆଇଏଏସ୍ ଅଫିସର ଆର୍ ସନ୍ଥଗୋପାଳନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ପଦବିରେ ନିଯୁକ୍ତି ପାଇଁଛନ୍ତି। ୨୦୦୧ ବ୍ୟାଚର ଏହି ଆଇଏଏସ୍ ଅଫିସରଙ୍କୁ ରାଜ୍ୟର ନୂଆ ନିର୍ବାଚନ କମିସନର ଭାବେ ନିଯୁକ୍ତ କରାଯାଇଛି । ଏନେଇ ଭାରତୀୟ ନିର୍ବାଚନ କମିସନ (ଇସିଆଇ) ପକ୍ଷରୁ ବିଜ୍ଞପ୍ତି!-->…
ଗାଁକୁ ରାସ୍ତା ନାହିଁ, ୩ କିଲୋମିଟର ବୁହାହେଲେ ଗର୍ଭବତୀ
କୋରାପୁଟ : ଜିଲ୍ଲାରେ ଥମୁନି ଜନନୀ ଯନ୍ତ୍ରଣା । ରାସ୍ତା ଖରାପ ଥିବାରୁ ଆସି ପାରିଲାନି ଆମ୍ବୁଲାନ୍ସ। ୩ କିଲୋମିଟର ବୁହାହେଲେ ଗର୍ଭବତୀ। କୋରାପୁଟ ଜିଲ୍ଲା ନାରାୟଣପାଟଣା ବ୍ଲକ ତଳଗୁମାଣ୍ଡି ପଞ୍ଚାୟତର ଡୋକରୀଘାଟି ଗାଁରେ ଦେଖିବାକୁ ମିଳିଛି ଏଭଳି ଘଟଣା।ଡୋକରୀଘାଟି ଗାଁର ରମେଶ ତାଡିଙ୍ଗିଙ୍କ!-->…
ଅନାସ୍ଥା ଭୋଟରେ ପଦବୀ ହରାଇଲେ ଫୁଲବାଣୀ ପୌର ପରିଷଦ ଅଧ୍ୟକ୍ଷା
ଫୁଲବାଣୀ: ଦୀର୍ଘ ଚାରି ମାସ ଧରି ଫୁଲବାଣୀ ପୌର ପରିଷଦ ଅଧ୍ୟକ୍ଷାଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବକୁ ନେଇ ଚାଲି ଥିବା ନାଟକର ଅନ୍ତ ଘଟିଛି। ଆଜି ପ୍ରସ୍ତାବ ଉପରେ ଅନୁଷ୍ଠିତ ମତଦାନରେ ପରାଜିତ ହୋଇଛନ୍ତି ଅଧ୍ୟକ୍ଷା ସ୍ମିତାରାଣୀ ମହାନ୍ତି। ୧୩ ଜଣ କାଉନସିଲରଙ୍କ ମଧ୍ୟରୁ ୧୧ ଜଣ!-->…
ନବୀନଙ୍କୁ ଗିରଫ କରିବାକୁ ସଂସଦୀୟ ବ୍ୟାପାର ମନ୍ତ୍ରୀଙ୍କ ଦାବି
ଭୁବନେଶ୍ବର : ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଗିରଫ କରିବାକୁ ବିଧାନସଭାରେ ଦାବି କରିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ। ରାଜ୍ୟପାଳଙ୍କ ଅଭିଭାଷଣ ବେଳେ ଗୃହ ଭିତରେ ବିଶୃଙ୍ଖଳା ସୃଷ୍ଟି କରିଥିବାରୁ ନବୀନଙ୍କୁ ଗିରଫ କରିବାକୁ ସେ ଦାବି କରିଛନ୍ତି। ବିରୋଧୀ ଦଳ ନେତା!-->…
ନକଲି ସସ୍ କାରଖାନା ଠାବ, ସସ୍ରେ ମିଶୁଛି ୟୁରିଆ ସାର !
ଭୁବନେଶ୍ବର : ରାସ୍ତା ପାର୍ଶ୍ୱରେ ଫାଷ୍ଟଫୁଡ୍ ଖାଇଲା ବେଳେ ଟିମାଟୋ ଓ ଚିଲି ସସ୍ ଖାଉଛନ୍ତି କି? ଏଥର ଖାଇବା ବେଳେ ଥରେ ନିଜର ସ୍ୱାସ୍ଥ୍ୟ କଥା ଚିନ୍ତା କରନ୍ତୁ। କାରଣ ଆଜି ରାଜଧାନୀ ଭୁବନେଶ୍ୱରରୁ ଠାବ ହୋଇଥିବା ଏକ ସସ୍ ଫ୍ୟାକ୍ଟ୍ରୀ ବିରୋଧରେ ଆସିଛି ସାଙ୍ଘାତିକ ଅଭିଯୋଗ। ୟୁରିଆ ସାର,!-->…
ବିନା ପଞ୍ଜୀକରଣରେ ଚାଲୁଥିବା ଗାଡ଼ି ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଷ୍ପତ୍ତି
ଭୁବନେଶ୍ୱର: ସଡ଼କ ଦୁର୍ଘଟଣା ହ୍ରାସ ଓ ଯାତ୍ରୀ ସୁରକ୍ଷା ଉପରେ ଗୁରୁତ୍ୱ ଦେଇ କଡ଼ାକଡ଼ି ନିୟମ ପାଳନ କରିବାକୁ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ନିର୍ଦ୍ଦେଶ ଦେଇଛନ୍ତିା ଏହି ନିର୍ଦ୍ଦେଶ କ୍ରମେ ରାଜ୍ୟ ପରିବହନ କମିସନର ଅମିତାଭ ଠାକୁର ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶାବଳୀ ଜାରି!-->…
ବଜେଟ୍ -୨୦୨୪: ମୋଦୀ-ନିର୍ମଳାଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ, ନବୀନ କହିଲେ ଓଡ଼ିଶା ପାଇଁ…
ଭୁବନେଶ୍ବର: ମୋଦୀ ସରକାରଙ୍କ ତୃତୀୟ ପାଳିର ପ୍ରଥମ ବଜେଟ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଶଂସା କରିଛନ୍ତି। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଶ୍ରୀ ମାଝୀ କହିଛନ୍ତି, ଚଳିତ ବଜେଟରେ ଓଡ଼ିଶାର ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ବିଶେଷ!-->…
ବାଚସ୍ପତିଙ୍କ ମାଇକ ଭାଙ୍ଗିଲେ ବିଜେଡି ବିଧାୟକ, ଗୃହ ମୁଲତବୀ
ଭୁବନେଶ୍ବର : ବିଧାନସଭାରେ ଅପରାହ୍ନରେ ପ୍ରବଳ ହଟ୍ଟଗୋଳ ଯୋଗୁଁ ଗୃହ କାଲିଯାଏଁ ମୁଲତବୀ ହୋଇଛି । ରାଜ୍ୟପାଳଙ୍କ ପୁଅ ମାମଲାରେ ବିରୋଧୀଙ୍କ ହୋହଲ୍ଲା ପରେ ଗୃହକୁ ଆସନ୍ତାକାଲି ଯାଏଁ ମୁଲତବୀ କରିଛନ୍ତି ବାଚସ୍ପତି । ଗୃହର ମଧ୍ୟଭାଗକୁ ଆସି ବିଜେଡି କଂଗ୍ରେସ ବିଧାୟକ ହୋହଲ୍ଲା କରିଥିଲେ ।!-->…
ଦାଦନ ଖଟିବାକୁ ଯାଇ ୧୯୭ ଜଣ ଶ୍ରମିକ ପ୍ରାଣ ହରାଇଛନ୍ତି
ଭୁବନେଶ୍ବର : ଗତ ୫ ବର୍ଷରେ ଓଡ଼ିଶାରୁ ବାହାର ରାଜ୍ୟକୁ କାମ କରିବାକୁ ଯାଇ ୧୯୭ ଜଣ ଶ୍ରମିକ ପ୍ରାଣ ହରାଇଛନ୍ତି। ସେହିପରି ବିଦେଶକୁ କାମ କରିବାକୁ ଯାଇ ୩୧ ଜଣଙ୍କ ଜୀବନ ଯାଇଛି। ତାମଧ୍ୟରୁ କେବଳ ୮ ଜଣଙ୍କ ମରଶରୀର ରାଜ୍ୟକୁ ଫେରିପାରିଛି। ବିଜେଡି ବିଧାୟକ ସନାତନ ମହାକୁଡଙ୍କ ଲିଖିତ ପ୍ରଶ୍ନରେ!-->…