ସାଲୁଙ୍କି ଗାଡି ଦୁର୍ଘଟଣା ଗ୍ରସ୍ତ ୪ ମୃତ, ଅନେକ ଆହାତ…

ଫୁଲବାଣୀ : ମୁନିଗୁଡ଼ାରୁ ଫୁଲବାଣୀ ଅଭିମୁଖେ ଆସୁଥିବା ସାଲୁଙ୍କି ଗାଡି ଦୁର୍ଘଟଣା ଗ୍ରସ୍ତ ୪ ମୃତ ଅନେକ ଆହାତ ହୋଇଥିବା ସୂଚନା l ଘଟଣା ସ୍ଥଳରେ ପୋଲିସ ଓ ଦମକଳ ବାହିନୀ ଉପସ୍ଥିତ ଉଦ୍ଧାର କାର୍ଯ୍ୟ ଜାରି ରହିଛି l ପ୍ରାପ୍ତ ସୂଚନା ଯାହା ରହିଚି ଯାତ୍ରୀବାହୀ ବସ ସାଲୁଙ୍କି ମୁନିଗୁଡ଼ାରୁ ୫୦

ଗୁଣ୍ଡା କ୍ରିମିନାଲକୁ ସମର୍ଥନ କରୁଛି ବିଜେପି: ସସ୍ମିତ ପାତ୍ର

ଭୁବନେଶ୍ୱର: ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ ନାମକ ଜଣେ ଗୁଣ୍ଡାଙ୍କୁ କିଛି ଦିନ ତଳେ ଗିରଫ କରାଯାଇଥିଲା । ଗିରଫ ହେବା ପରେ ଆଜି ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀ ଏବଂ କିଛି ଗଣମାଧ୍ୟମ ତାଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିବା ପାଇଁ ପ୍ରତିଯୋଗିତା ଆରମ୍ଭ କରିଦେଇଛନ୍ତି

ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ

ଭୁବନେଶ୍ୱର : ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ । ଆଦର୍ଶ ଆଚରଣ ବିଧି ଓ ଆଇନ ଉଲ୍ଲଙ୍ଘନକାରୀ ପୋଷ୍ଟ ହଟାଯାଇଛି । ଓଡ଼ିଶା ପୋଲିସର ସୋସିଆଲ ମିଡିଆ ମନିଟରିଂ ସେଲ୍ ପୋଷ୍ଟ ହଟାଇଛି । ଅପମାନଜନକ, ଘୃଣାତ୍ମକ, ହିଂସା ଉଦ୍ରେକକାରୀ ପୋଷ୍ଟ ହଟାଯାଇଛି । ୨୦୨୪ ନିର୍ବାଚନ ସମ୍ପର୍କିତ

ପ୍ରଚାର ପରେ ୨୪ ଘଣ୍ଟା ଧ୍ୟାନରେ ବସିବେ ମୋଦି

ଦେଶରେ ଚାଲିଥିବା ସାଧାରଣ ନିର୍ବାଚନ ଏବେ ଶେଷ ପର୍ଯ୍ୟାୟରେ। ଆସନ୍ତା ୧ ତାରିଖରେ ଶେଷ ପର୍ଯ୍ୟାୟ ଭୋଟିଂ ହେବ। ଏହାପରେ ଜୁନ ୪ରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ। ୭ ପର୍ଯ୍ୟାୟରେ ଦେଶର ୫୪୩ ଲୋକସଭା ଓ କିଛି ରାଜ୍ୟର ବିଧାନସଭା ଆସନ ମତଦାନ ହେଉଛି। ଏଥିପାଇଁ ସବୁ ଦଳର ଷ୍ଟାର

ଯୁବକଙ୍କୁ ଆକ୍ରମଣ ସହ ପରିବାର ଲୋକଙ୍କୁ ଗାଳିଗୁଲଜ କରି ବନ୍ଧା ହେଲେ ଦୁଇ ଅଭିଯୁକ୍ତ

ଭୁବନେଶ୍ବର: ଯୁବକଙ୍କୁ ଆକ୍ରମଣ କରିବା ସହ ତାଙ୍କ ଘରେ ପଶି ଗାଳିଗୁଲଜ କରିବା ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ବାନ୍ଧିଲା ନୟାପଲ୍ଲୀ ଥାନା ପୋଲିସ । ଗିରଫ ଦୁଇ ଅଭିଯୁକ୍ତ ହେଲେ ଈଶ୍ବର ଦାସ ଓରଫ ଅପୁ (32) ଓ ମୁନା ଦାସ (26) । ସେମାନଙ୍କ ନିକଟରୁ ଅପରାଧିକ କାର୍ଯ୍ୟରେ ବ୍ୟବହୃତ ଲୁହା ଛଡ଼କୁ

ବଡ଼ଚଣା ଓ ଓଡ଼ିଶାବାସୀଙ୍କ ସ୍ୱାଭିମାନ ସହ ଧୋକା କରିଛି ବିଜେଡି: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଯାଜପୁର: ଯାଜପୁର ଜିଲ୍ଲା ବଡ଼ଚଣାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଶାଳ ଜନସଭାକୁ ସମ୍ବୋଧିତ କରି ବିଜେଡି ସରକାରକୁ ଟାର୍ଗେଟ କରିଛନ୍ତି। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଅମର ଶତପଥୀଙ୍କ ସହ ବିଜେଡି ଧୋକା କରିଛି। ଏହାସହ ବଡ଼ଚଣା ଓ ଓଡ଼ିଶାବାସୀଙ୍କ ସ୍ୱାଭିମାନ ସହ ଧୋକା କରିଛି

୬ଷ୍ଠ ଥର ମୁଖ୍ୟମନ୍ତ୍ରୀ କରିବେ ଶପଥ ଗ୍ରହଣ; ମିଳିବ ମା’ଙ୍କୁ ପେନସନ, ପିଲାଙ୍କୁ ବୃତ୍ତି

ଜଳେଶ୍ବର: ଚାଲିଛି ଛକାପଞ୍ଝା । ବିରୋଧୀ ଶାସକଙ୍କ ନାଁ ନେଇ ଶାସକ ବିରୋଧୀଙ୍କ ନାଁ ନେଇ । ଉଠୁଛି ପଡୁଛି ପ୍ରଚାର ମଇଦାନ । ଆରୋପ, ପ୍ରତ୍ୟାରୋପ ଆଉ ପ୍ରତିଶ୍ରୁତି, ଏହାରି ଉପରେ ବିଭିନ୍ନ ଦଳ ଭୋଟ ଅପିଲ୍ କରୁଛନ୍ତି । ଏହି କ୍ରମରେ ଆଜି ଜଳେଶ୍ବରରେ ହୁଙ୍କାର ଭରିଛନ୍ତି ବିଜେଡି ନେତା ଭିକେ

ହିଞ୍ଜିଳି ପୋଲିସକୁ ସଫଳତା, ୨ ଅଖା ଚୋରା ଦେଶୀ ମଦ ଜବତ, ବାଇକ ସହ ବେପାରୀ ଗିରଫ

ହିଞ୍ଜିଳିକାଟୁ ୨୭/୦୫ ହିଞ୍ଜିଳିକାଟୁ ଅଞ୍ଚଳରେ ଦିନକୁ ଦିନ ବଢିବାରେ ଲାଗିଛି ଚୋରା ମଦ କାରବାର । ପୋଲିସ ଆଖିରେ ଧୂଳି ଦେଇ ଦିନ ଦୀପହରେ ଚାଲିଛି ଖୁଲମ ଖୋଲା ମଦ ବେପାର । ଏନେଇ ବୁରୁପଡା ପଞ୍ଚାୟତ ପୋଡଙ୍ଗି ଗ୍ରାମର ଶ୍ୟାମଳାଇ ବିଦ୍ୟାଳୟ ରୋଡ ପୋଖରୀ ନିକଟରେ ଥୁବା ସରକାରୀ ପାଣି ଟାଙ୍କିର

ଆସାମ ଓ ମିଜୋରାମରେ ବାତ୍ୟା ରେମାଲ ପ୍ରଭାବ; ୨୪ ମୃତ, ୭ ନିଖୋଜ

ବାତ୍ୟା ରେମାଲ ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ଲ୍ୟାଣ୍ଡଫଲ୍ କରିଥିଲେ ମଧ୍ୟ ଏହାର ପ୍ରଭାବ ଆସାମ ଓ ମିଜୋରାମ ପଡିଛି। ବାତ୍ୟା ପ୍ରଭାବରେ ଲଗାଣ ବର୍ଷା କାରଣରୁ ଏହି ଦୁଇ ରାଜ୍ୟରେ ଜୀବନହାନୀ ସହ କ୍ଷୟକ୍ଷତି ଘଟିଛି। ସୂଚନା ଅନୁସାରେ, ଗତ ୨୪ ଘଣ୍ଟା ମଧ୍ୟରେ ମିଜୋରାମ ଏବଂ ଆସାମରେ

ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଭାବେ ଦାୟିତ୍ୱ ଗ୍ରହଣ କଲେ ପରମେଶ୍ୱର ଫୁଙ୍କୱାଲ

ଭୁବନେଶ୍ବର: ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଭାବେ ଆଇଆରଏମଏସ, ପରମେଶ୍ୱର ଫୁଙ୍କୱାଲ ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ଆଇଆଇଟି କାନପୁରର ପୂର୍ବତନ ଛାତ୍ର ଏବଂ ଭାରତୀୟ ରେଳବାଇ ଇଞ୍ଜିନିୟର୍ସ ସେବା (ଆଇଆରଏସଇ) ୧୯୮୮ ବ୍ୟାଚ୍ ଅଧିକାରୀ ଅଟନ୍ତି । ଦୀର୍ଘ ଦଶନ୍ଧିର ଉଲ୍ଲେଖନୀୟ କ୍ୟାରିୟର ସହ