୧ ଟଙ୍କାରେ ଜାଣନ୍ତୁ ପୂରା ବଜେଟର ହିସାବ

ନୂଆଦିଲ୍ଲୀ :ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ରେକର୍ଡ ୭ମ ଥର ପାଇଁ ଆଜି ବଜେଟ ଉପସ୍ଥାପନ କରିଛନ୍ତି। ପ୍ରାୟ ୧ ଘଣ୍ଟା ୩୦ ମିନିଟର ବଜେଟ ଭାଷଣରେ ସେ ସବୁ ବର୍ଗଙ୍କୁ ସନ୍ତୁଷ୍ଟ କରିବାକୁ ଚେଷ୍ଟା କରିଛନ୍ତି। ହେଲେ ଟିକସ ସ୍ଲାବରେ ପରିବର୍ତ୍ତନ ହୋଇନାହିଁ। ଦେଶବାସୀଙ୍କୁ ବିକଶିତ ଭାରତର…

ମୋଦି ସରକାରଙ୍କ ତୃତୀୟପାଳିର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ : ପରିମାଣ ୪୮,୨୦,୫୧୨ କୋଟି

ନୂଆଦିଲ୍ଲୀ : ଆଜି ଦେଶର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି। ସେ ଫେବୃଆରୀ ୧ରେ ୪୭,୬୫,୭୬୮ କୋଟି ଟଙ୍କାର କାମଚଳା ବଜେଟ ଉପସ୍ଥାପନ କରିଥିଲେ। ସାଧାରଣ ନିର୍ବାଚନ ପରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରାଯାଇଛି।…

ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

ମାଲକାନଗିରି, ୨୨।୭ : ଜାତୀୟ ପତାକା ଦିବସ ଅବସରରେ ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା । ମାଲକାନଗିରି ମହାବିଦ୍ୟାଳୟର ଏନସିସିର ଅଧିକାରୀ ଲେଫଟିନେଣ୍ଟ ସୁଶାନ୍ତ ମାଝିଙ୍କ ଉତ୍ତମ କାର୍ଯ୍ୟ କଳାପ ଯୋଗୁଁ ତାଙ୍କୁ ଏନସିସି ପକ୍ଷରୁ ଜୁନିୟର ୱାରେଣ୍ଟିୟର ଅଫିସର ଜ୍ଯୋତି ଶଙ୍କର ମିଶ୍ରଙ୍କ…

ପାଞ୍ଚ ଲକ୍ଷ ଇନାମୀ ମାଓବାଦୀର ଆତ୍ମସମର୍ପଣ

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ରାଜ୍ୟ ଛତିଶଗଡର ଦାନ୍ତେୱାଡା ଜିଲ୍ଲା ପୁଲିସ ନିକଟରେ ପାଞ୍ଚ ଲକ୍ଷ ଇନାମୀ ମାଓବାଦୀର ଆତ୍ମସମର୍ପଣ l ସୂଚନା ଅନୁଯାଇ ଛତିଶଗଡର ଦାନ୍ତେୱାଡା ଜିଲ୍ଲା ପୁଲିସ ଦ୍ୱାରା ଲୋନ ବାରଟୁ ଅଭିଯାନରେ ଭରସା କରି ପାଞ୍ଚ ଲକ୍ଷ ଇନାମୀ ମାଓବାଦି ଆତ୍ମସମର୍ପଣ…

ଟ୍ରାନ୍ସଫର୍ମର ଉପରେ ଗଛପଡି ବିଦ୍ୟୁତ ବିଭ୍ରାଟ, ୬ ଘଣ୍ଟା ପରିଶ୍ରମ ପରେ ଫେରିଲା ବିଜୁଳି

ମାଲକାନଗିରି : ମାଲକାନଗିରି ବିଗତ ୩ଦିନ ଧରି ଲଗାଣ ବର୍ଷା ଯୋଗୁଁ ସଦର ମହକୁମା ର ବିଭିନ୍ନ ଜାଗାରେ ଭୁସ୍କଲନ, ବସ୍ତିରେ ବନ୍ୟାଜଳ ପଶିବା ଭଳି ଘଟଣା ଯୋଗୁଁ ନାନା ଅସୁବିଧା ଉପୁଜିବା ସହ ପରିସ୍ଥିତି ଶୋଚନୀୟ ହୋଇପଡିଥିବା ବେଳେ ଆଜି ଅନ୍ୟଏକ ଘଟଣା ଘଟି ମାଲକାନଗିରି ସଦର ମହକୁମା ପି ଡବ୍ଲୁ…

ଆଜି ଶ୍ରାବଣ ମାସର ପ୍ରଥମ ସୋମବାର; ବିଭିନ୍ନ ଶୈବପୀଠରେ କାଉଡିଆଙ୍କ ଭିଡ଼

ବ୍ରହ୍ମପୁର : ଶ୍ରାବଣର ଆଜି ପ୍ରଥମ ସୋମବାର। ରାଜ୍ୟର ବିଭିନ୍ନ ଶୈବପୀଠ ମାନଙ୍କରେ ଜଳ ଅଭିଷେକ କରିଛନ୍ତି କାଉଡିଆ ମାନେ । ଶତାଧିକ ବୋଲବମ୍ ଭକ୍ତ ଦେବ ଦେବ ମହାଦେବଙ୍କୁ ଜଳାଭିଷେକ କରୁଛନ୍ତି। ବୋଲ୍ ବମ୍ ନାରାରେ କମ୍ପୁଛି ମନ୍ଦିର ପରିସର। ଅଧିକାଂଶ ପୀଠରେ ଗତକାଲିଠୁ ଅନେକ କାଉଡିଆ…

ନୂଆ ଏଜି ଭାବେ ଦାୟିିତ୍ୱ ନେଲେ ପୀତାମ୍ବର ଆଚାର୍ଯ୍ୟ

ଭୁବନେଶ୍ୱର: ନୂଆ ଆଡଭୋକେଟ ଜେନେରାଲ ଭାବେ ଦାୟିିତ୍ୱ ନେଲେ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ। ହାଇକୋର୍ଟ ସ୍ଥିତ କାର୍ଯ୍ୟାଳୟରେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ୱ ଗ୍ରହଣ ପରେ ସେ କହିଛନ୍ତି ଯେ ବିନା ପକ୍ଷପାଖିତା, ନିରପେକ୍ଷ ଭାବରେ ଦାୟିତ୍ୱ ତୁଲାଇବି।…

ଦୁଇ ଦିନ ମଧ୍ୟରେ ଭିତର ରତ୍ନଭଣ୍ଡାର ଯାଞ୍ଚ କରିବ ଏଏସଆଇ: ଆଇନ ମନ୍ତ୍ରୀ

ଭୁବନେଶ୍ୱର: ଆଗାମୀ ଦିନେ କିମ୍ବା ଦୁଇ ଦିନ ମଧ୍ୟରେ ପ୍ରତ୍ନତାତ୍ତ୍ୱିକ ସର୍ଭେ ଅଫ୍ ଇଣ୍ଡିଆ (ଏଏସଆଇ) ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରର ଭିତର ରତ୍ନ ଭଣ୍ଡାରର ଭିତର ଅଂଶକୁ ପୁଙ୍ଖାନୁପୁଙ୍ଖ ଯାଞ୍ଚ କରିବ। ଏନେଇ ସୋମବାର ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ତେବେ ସମସ୍ତ…

ବ୍ୟାପୁଛି ନିପା: ମୃତକଙ୍କ ସଂସ୍ପର୍ଶରେ ଆସିଥିବା ୬ ଜଣ ପଜିଟିଭ୍ ଚିହ୍ନଟ

କେରଳରେ ଚିନ୍ତା ବଢାଇ ଚାଲିଛି ନିପା ଭାଇରାସ୍। ପୁଣି ଛଅ ଜଣ ନିପା ଭାଇରସ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତମାନେ ଗତକାଲି ମୃତ୍ୟୁ ଘଟିଥିବା ନାବାଳକଙ୍କ ସଂସ୍ପର୍ଶରେ ଆସିଥିଲେ। ସୂଚନା ଅନୁସାରେ, କେରଳର ଜଣେ ୧୪ ବର୍ଷୀୟ ନାବାଳକ ନିପା ଭାଇରସରେ ଆକ୍ରାନ୍ତ ହୋଇ ପ୍ରାଣ…

ଆଗାମୀ ୫ ଦିନ ଯାଏଁ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଆସନ୍ତା ପାଞ୍ଚ ଦିନ ମଧ୍ୟରେ ଓଡିଶାର ଅନେକ ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ଆଗାମୀ ଏକ ସପ୍ତାହ ମଧ୍ୟରେ ଓଡିଶାର ଅଧିକାଂଶ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସାଙ୍ଗକୁ ବଜ୍ରପାତ ସମ୍ଭାବନା ରହିଥିବା ନେଇ…