ରାଜାଘର ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିର ସିଂହଦ୍ଵାର ରଥ ଉପରେ ସୁନାବେଶରେ ଝଲସି ଉଠିଲେ ଶ୍ରୀଜୀଉ

ଛତ୍ରପୁର : ସୁନାବେଶରେ ଝଲସି ଉଠିଲେ ଶ୍ରୀ ଜୀଉ । ଛତ୍ରପୁର ସହରର ତାଡେପଲ୍ଲୀ ସାହିସ୍ଥ ରାଜାଘର ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିର ପକ୍ଷରୁ ରଥ ଉପରେ ଶ୍ରୀଜୀଉ ଙ୍କ ସୁନାବେଶ ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ପାରମ୍ପରୀକରୀତିରେ ମହାପ୍ରଭୁ ଶ୍ରୀ ଜଗନ୍ନାଥ, ବଳଭଦ୍ର ଓ ଦେବୀ ସୁଭଦ୍ରା, ସୁଦର୍ଶନ…

ରାଜ୍ୟ ସରକାର ସମ୍ବିଧାନକୁ ହତ୍ୟା କରୁଛି : ଏମଏଏସଏମ

ବୈକୁଣ୍ଠ ପ୍ରଧାନଙ୍କୁ ନ୍ୟାୟ ମିଳୁ ବ୍ରହ୍ମପୁର : ସମସ୍ତଙ୍କୁ ସମାନ ଓ ଯଥାର୍ଥ ନ୍ୟାୟ ପ୍ରଦାନ ବ୍ୟବସ୍ଥା, ଏଏସଓ ବୈକୁଣ୍ଠ ପ୍ରଧାନଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ, ଲଳିତ କୁମାରକୁ ତୁରନ୍ତ ଗିରିଫ,ଡ୍ୟୁଟିରେ ଥିବା ସରକାରୀ କର୍ମଚାରୀଙ୍କୁ ମାଡ଼ ମାରିବା, ଛେପ ପକାଇ ଜୋତା ଚଟେଇବା, ଜୀବନରେ…

ପୁଣି ଟ୍ରେନ ଦୁର୍ଘଟଣା: ୧୨ ବଗି ଲାଇନଚ୍ୟୁତ, ୪ ମୃତ

ନୂଆଦିଲ୍ଲୀ : ପୁଣି ଗୋଟିଏ ବଡ଼ଧରଣର ଟ୍ରେନ ଦୁର୍ଘଟଣା। ଲାଇନଚ୍ୟୁତ ହୋଇଛି ଚଣ୍ଡିଗଡ଼-ଦିବ୍ରୁଗଡ଼ ଏକ୍ସପ୍ରେସ। ଏହି ଏକ୍ସପ୍ରେସର ମୋଟ ୧୨ଟି ବଗି ଲାଇନଚ୍ୟୁତ ହୋଇଛି। ଏହା ମଧ୍ୟରେ ୪ ଏସି ବଗି ରହିଛି। ବର୍ତ୍ତମାନ ସୁଦ୍ଧା ଏଥିରେ ୪ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଗୁରୁତର…

‘ଭିତର ରତ୍ନଭଣ୍ଡାରରେ ସୁଡ଼ଙ୍ଗ ଅଛି କି ନାହିଁ ଲେଜର ସ୍କାନିଂ ପରେ ଜଣାପଡ଼ିବ’

ପୁରୀ : ପୂର୍ବ ନିର୍ଦ୍ଧାରିତ ଶୁଭ ମୁହୂର୍ତ୍ତରେ ଆଜି ଖୋଲାଯାଇଛି ଭିତର ରତ୍ନଭଣ୍ଡାର। ରତ୍ନ ଭଣ୍ଡାରର ତଦାରଖ କମିଟି ଅଧ୍ୟକ୍ଷ ବିଶ୍ୱନାଥ ରଥ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସମେତ ୧୧ ଜଣିଆ ଅଧିକୃତ ଟିମ୍ ଭିତର ରତ୍ନଭଣ୍ଡାର ଭିତରକୁ ଯାଇଛନ୍ତି। ଏଥିସହ ଗଜପତି ମହାରାଜ ମଧ୍ୟ ଭିତର…

ଏସ୍‌ସିବି ହାଉସ୍‌ ସର୍ଜନ-ନର୍ସିଂ ସଂଘ ବିବାଦ ତୁଟିଲା: ଆନ୍ଦୋଳନରୁ ଓହରିଲେ ହାଉସ୍‌ ସର୍ଜନ

କଟକ: କଟକ ବଡ଼ଡାକ୍ତରଖାନାରେ ହାଉସ୍‌ସର୍ଜନ ଓ ନର୍ସିଂ ସଂଘ ମଧ୍ୟରେ ତିନି ଦିନ ହେଲା ଲାଗି ରହିଥିବା ବିବାଦର ଆଜି ସମାଧାନ ହୋଇଛି। ଆଜି ହାଉସ୍‌ ସର୍ଜନମାନେ କାର୍ଯ୍ୟବନ୍ଦ ଆନ୍ଦୋଳନରୁ ଓହରି ଯାଇଛନ୍ତି। ଅନ୍ୟପଟେ ଗୁରୁବାରଠାରୁ ଅଲ ଓଡିଶା କର୍ମଚାରୀ ସଂଘ ପକ୍ଷରୁ ହୋଇଥିବା କଳାବ୍ୟାଜ୍‌…

ଧର୍ମଶାଳାରେ ଖଣି ବିଭାଗର ବଡ଼ ରେଡ୍

ଭୁବନେଶ୍ୱର,୧୮ା୭: ଓଡ଼ିଶା ଖଣି ବିଭାଗ ଯାଜପୁର ଜିଲାର ଧର୍ମଶାଳା ଅଞ୍ଚଳରେ ଥିବା ଖଣି ଏବଂ ପଥର ଖଣି ଉପରେ ବ୍ୟାପକ ଚଢାଉ କରିଛି। ଲୁଣିବାର, ଚଢେଇଧରା ଏବଂ ଡଙ୍କାରୀ ଖଣି ଅଞ୍ଚଳରେ ଏହି ଚଢ଼ାଉ କରାଯାଇଥିଲା। ପୂର୍ବ ବିଜେଡି ସରକାର ସମୟରେ ଖଣି କାରବାରରେ ଅନିୟମିତତା ହୋଇଥିବା ଧର୍ମଶାଳା…

ବ୍ୟାଙ୍କ ମ୍ୟାନେଜର ଓ ଲୋନ୍‌ ଅଫିସରଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା ମୋଟଙ୍ଗା ଥାନା ଚିନ୍ତାପୋଖରୀ ଛକ ନିକଟରେ ୫୫ ନମ୍ବର ଜାତୀୟ ରାଜପଥରେ ଏକ ବାଇକ୍‌ ଉପରେ ଟ୍ରକ୍‌ଟିଏ ଚଢ଼ିଯିବାରୁ ୨ ଜଣ ବ୍ୟାଙ୍କ ଅଧିକାରୀଙ୍କ ମୃତ୍ୟୁ ଘଟିଛି।ମୃତକ ଦ୍ୱୟ ହେଉଛନ୍ତି ସୁବ୍ରତ ମହାପାତ୍ର ଓ ପିନୁ ଧଳ। ସୁବ୍ରତ ମହାପାତ୍ର ଏଚ୍‌ଡିଏଫ୍‌ସି…

କଂଗ୍ରେସ ସହ ମେଣ୍ଟ କରିବ ବିଜେଡି ! ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଆରମ୍ଭ

ନୂଆଦିଲ୍ଲୀ,୧୮।୭: ଲୋକ ସଭାରେ ୨୪୨ଟି ଆସନ ଜିତିଥିବା ଭାଜପା ହୁଏତ ନୀତୀଶ କୁମାର, ଚନ୍ଦ୍ରବାବୁ ନାଇଡୁ ଏବଂ ଚିରାଗ ପାଶୱାନଙ୍କ ଭଳି ସହଯୋଗୀମାନଙ୍କ ସହାୟତାରେ ସଂଖ୍ୟାଗରିଷ୍ଠତା ଅତିକ୍ରମ କରିଥାଇପାରେ, କିନ୍ତୁ ରାଜ୍ୟ ସଭାରେ ଭାଜପାର ସଂଖ୍ୟାଗରିଷ୍ଠତା ନାହିଁ। ଏପରିକି ଏନଡିଏ ସହିତ ଭାଜପା…

ସିଏମଓରୁ ହଟିଲେ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ, ଏବେ ଏହି ବିଭାଗର ଦାୟିତ୍ୱରେ ରହିବେ

ଭୁବନେଶ୍ୱର,୧୮।୭: ସିଏମଓରୁ ହଟିଲେ ଆଇଏଏସ ରୁପାରୋଶନ ସାହୁ। ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଥିବା ରୁପାରୋଶନଙ୍କ ବଦଳି ହୋଇଛି। ତାଙ୍କୁ ଏସସି/ଏସଟି ଉନ୍ନୟନ ବିଭାଗ କମିଶନର ତଥା ସଚିବ ଭାବେ ନିଯୁକ୍ତ କରାଯାଇଛି। ପୂର୍ବରୁ ରୁପା ଏହି ବିଭାଗର ଅତିରିକ୍ତ ଦାୟିତ୍ୱ ତୁଲାଉଥିଲେ।…

କମିସନରରେଟ୍‌ ପୁଲିସ ହାତରେ ତାମିଲନାଡୁ ଲୁଟେରା ଗ୍ୟାଙ୍ଗ୍‌: ୪ ଅଭିଯୁକ୍ତ ଗିରଫ

ଭୁବନେଶ୍ବର: ରାଜଧାନୀରୁ ତାମିଲନାଡୁର ଏକ ଲୁଟେରା ଗ୍ୟାଙ୍ଗ୍ ଗିରଫ। ଏହି ତୀରଛି ଗ୍ୟାଙ୍ଗ୍ ରାଜଧାନୀର ଗଳି କନ୍ଦିରେ ବୁଲୁଥିଲେ ଏବଂ କାର କାଚ ଭାଙ୍ଗି ଲୁଟ୍ କରୁଥିଲେ । ମୋଟ୍ ଚାରି ଜଣଙ୍କୁ ପୁଲିସ ଗିରଫ କରିଛି। ୪ଟି ଲାପଟପ ଓ ୨୫ଟି ମୋବାଇଲ ଜବତ ହୋଇଛି। କାର କାଚ ଭାଙ୍ଗି ଲୁଟ୍ କରିବା…