Sign in
Sign in
Recover your password.
A password will be e-mailed to you.
‘ଡବଲ୍ ଇଞ୍ଜିନ’ ସରକାରରେ ଓଡ଼ିଶାର ବିକାଶ ପ୍ରକ୍ରିୟା ଅଗ୍ରସର ହେଉଛି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦ୍ର ଏବଂ ରାଜ୍ୟର 'ଡବଲ୍ ଇଞ୍ଜିନ' ସରକାରର ମିଳିତ ସମନ୍ୱୟ ବଳରେ ଓଡ଼ିଶାର ବିକାଶ ପ୍ରକ୍ରିୟା ଏକ ପ୍ରଭାବଶାଳୀ ଗତି ଦେଇ ଅଗ୍ରସର ହେଉଛି। ଯୋଗାଯୋଗ, ଶିଳ୍ପ, ଭିତ୍ତିଭୂମି, କୃଷି, ନାରୀ ସଶକ୍ତୀକରଣ ଏବଂ ସାମାଜିକ ସୁରକ୍ଷା କ୍ଷେତ୍ରରେ!-->…
ବାଲିଗୁଡ଼ାରେ ୩ ଅନ୍ତଃରାଜ୍ୟ ଗଞ୍ଜେଇ ଚୋରା ଚାଲାଣ କାରୀ ଗିରଫ : ଗଞ୍ଜେଇ ସହ ଟୟୋଟା କାର ଜବତ
ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ପୋଲିସ ୫୯ ନଂ.ଜାତୀୟ ରାଜପଥ ସୀତାପଡ଼ି ଗ୍ରାମ ନିକଟରେ ମଙ୍ଗଳବାର ପାଟ୍ରୋଲିଂ କରୁଥିବା ସମୟରେ ଏକ ଟୟୋଟା କାରକୁ ଅଟକାଇ ତଲାସି କରିବା ସମୟରେ ସେଥିରୁ ୨୩ କିଲୋଗ୍ରାମ ଗଞ୍ଜେଇ ଜବତ କରାଯାଇଛି।ଏହି କାର ରେ ବିହାର ଅଭିମୁଖେ ଗଞ୍ଜେଇ ଚାଲାଣ!-->…
ରାଜସୁନାଖଳାରେ ଶ୍ରୀ ଜଗନ୍ନାଥଙ୍କ ସ୍ନାନ ପୂର୍ଣ୍ଣିମା ଓ ଶ୍ରୀଗୁଣ୍ଡିଚା ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ
ନୟାଗଡ଼ ,୮/୦୬(ନିସର୍ତ୍ତ) : ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ରାଜସୁନାଖଳାସ୍ଥିତ ଶ୍ରୀ ଶ୍ରୀ ଜଗନ୍ନାଥ ଜିୟୁ ବହୁବିଧ ଉନ୍ନୟନ ପରିଷଦ ଟ୍ରଷ୍ଟ ଦ୍ବାରା ପରିଚାଳିତ ଶ୍ରୀ ଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ସମ୍ପାଦକ ଜଗନ କୁମାର ନାୟକଙ୍କ ଆବାହକତ୍ୱରେ ସୋମବାର ଦିନ ଶ୍ରୀଜଗନ୍ନାଥ!-->…
ଆଇଟିଡିଏ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍ ରୁ ୭୦୩ ଗ୍ରାମ୍ ସୁନା ଠାବ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରାଙ୍କ ପଞ୍ଚମ ଲକର୍ କୁ ଓଡିଶା ଭିଜିଲାନ୍ସ ଟିମ ସୋମବାର ଖୋଲିଛି। ସେଥିରୁ ୭୦୩ ଗ୍ରାମ୍ ସୁନା ଠାବ ହୋଇଛି। ଏଯାଏ ମୋଟ୍ ୧୨୫୫ ଗ୍ରାମ୍ ସୁନା ମିଳିଛି। କୁବେର!-->…
ଚିତ୍ରକୋଣ୍ଡା ବଡ଼ପଦରରେ ‘ଜେ କେ କ୍ରିକେଟ ଟୁର୍ଣ୍ଣାମେଣ୍ଟ’ ଉଦଯାପିତ: ଆରଏସସି-୧୨ ଦଳ ଚମ୍ପିୟାନ
ଚିତ୍ରକୋଣ୍ଡା (ମାଲକାନଗିରି): ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ବଡ଼ପଦର ପଞ୍ଚାୟତରେ ଯୁବ କ୍ରିକେଟ କମିଟି ଆନୁକୂଲ୍ୟରେ ଆୟୋଜିତ ହୋଇଥିବା 'ଜେ କେ କ୍ରିକେଟ ଟୁର୍ଣ୍ଣାମେଣ୍ଟ-୨୦୨୬' ଗତକାଲି ସଫଳତାର ସହ ଉଦଯାପିତ ହୋଇଯାଇଛି। ଦୀର୍ଘ ଏକ ସପ୍ତାହ ଧରି ଶାନ୍ତିଶୃଙ୍ଖଳାର ସହ!-->…
ସେମିଳିଗୁଡାରେ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ
କୋରାପୁଟ : ଆଜି କୋରାପୁଟର ସେମିଳିଗୁଡା ଠାରେ ଜ଼ିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଛି। ଜ଼ିଲ୍ଲାପାଳ ମନୋଜ ସତ୍ଯୱାନ ମହାଜନ ଉପସ୍ଥିତି ରହି ଜନଶୁଣାଣୀ କରିଥିଲେ। ଶିବିରରେ ମୋଟ 36 ଗୋଟି ଅଭିଯୋଗର ଶୁଣାଣି ହୋଇଥିଲା, ଯେଉଁଥିରେ 25ଟି ଗୋଷ୍ଠୀଗତ ଓ 11ଟି ବ୍ୟକ୍ତିଗତ!-->!-->!-->…
ଆନ୍ତଃରାଜ୍ୟ ଜୁଆ ରାକେଟର ପର୍ଦ୍ଦାଫାସ କଲା ରାଉରକେଲା ପୋଲିସ: ୨୮ ଲକ୍ଷରୁ ଅଧିକ ନଗଦ ଟଙ୍କା ସହ ବିପୁଳ ସୁନା-ରୂପା ଜବତ
ରାଉରକେଲା: ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଅଞ୍ଚଳରେ ଚାଲିଥିବା ଏକ ବଡ଼ ଧରଣର ଆନ୍ତଃରାଜ୍ୟ ଜୁଆ ରାକେଟର ପର୍ଦ୍ଦାଫାସ କରିଛି ରାଉରକେଲା ପୋଲିସ। ସେକ୍ଟର-୧୫ ଥାନା ଅନ୍ତର୍ଗତ ଲୁଆକେରା ଗାଁରେ ପୋଲିସ ପକ୍ଷରୁ ଏହି ଚଢ଼ାଉ କରାଯାଇଛି।
ଏହି ସ୍ୱତନ୍ତ୍ର ଅପରେସନ ସମୟରେ ପୋଲିସକୁ!-->!-->!-->!-->!-->…
କୋରୁକୋଣ୍ଡା ଗ୍ରାମ ପଞ୍ଚାୟତରେ ମିଳିତ ଜନ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ : ଜିଲ୍ଲାପାଳଙ୍କ ସମେତ ବରିଷ୍ଠ…
ମାଲକାନଗିରି : ଜନସାଧାରଣଙ୍କ ଦୀର୍ଘଦିନର ସମସ୍ୟା ଗୁଡ଼ିକର ସମାଧାନ ଏବଂ ପ୍ରଶାସନିକ ସେବାକୁ ଲୋକଙ୍କ ନିକଟତର କରିବା ଉଦ୍ଦେଶ୍ୟରେ କୋରୁକୋଣ୍ଡା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଏକ ସ୍ୱତନ୍ତ୍ର ମିଳିତ ଜନ ଅଭିଯୋଗ ଶୁଣାଣୀ ଶିବିର ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି।!-->!-->!-->…
ଦୁର୍ଘଟଣା ଘଟି ବସରେ ଲାଗିଲା ନିଆଁ ; ଜଳିଗଲେ ୨୧ ଯାତ୍ରୀ
ବାଗଦାଦ : ଦକ୍ଷିଣ ଇରାକର ନାସିରିଆ ସହର ନିକଟରେ ବଡ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ଯାତ୍ରୀବାହୀ ବସ୍ ଓଲଟି ପଡ଼ିବା ପରେ ନିଆଁ ଲାଗି ଯିବାରୁ ପ୍ରାୟ ୨୧ ଜଣ ଯାତ୍ରୀ ଜୀବନ୍ତ ଦଗ୍ଧ ହୋଇଛନ୍ତି। ୧୯ ଜଣ ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ପୁଲିସ ଅଧିକାରୀଙ୍କ ଅନୁଯାୟୀ, ଅତି ଦ୍ରୁତ!-->…
ବିଶାଖା ଷ୍ଟିଲ୍ ପ୍ଲାଣ୍ଟରେ ଭୟଙ୍କର ଅଗ୍ନିକାଣ୍ତ : ୯ ଶ୍ରମିକ ଜୀବନ୍ତ ଦଗ୍ଧ, ଅନେକ ଆହତ
ବିଶାଖାପଟ୍ଟଣମ : ବିଶାଖାପଟ୍ଟଣମ ସ୍ଥିତ ବିଶାଖା ଷ୍ଟିଲ୍ ପ୍ଲାଣ୍ଟର SMS-2 (Steel Melting Shop-2) ବିଭାଗରେ ସୋମବାର ଏକ ଭୟାବହ ଔଦ୍ୟୋଗିକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୮ ଜଣ ଶ୍ରମିକଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଅନ୍ୟ ଶ୍ରମିକ ଗୁରୁତର ଭାବେ ଆହତ ହୋଇଛନ୍ତି। ଏହି ଘଟଣା!-->…