ସବୁ ଜିଲ୍ଲାରେ ଖୋଲିବ ପରିବା ମଣ୍ଡି: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ୱର: ଦରଦାମ ନିୟନ୍ତ୍ରଣ ପାଇଁ କରାଯିବ ପ୍ରୟାସ। ଏଥି ସହିତ ପ୍ରତି ଜିଲ୍ଲାରେ ଖୋଲିବ ପରିବା ମଣ୍ଡି। ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। କଟକ, ଭୁବନେଶ୍ୱର ସମେତ ସବୁ ଜିଲ୍ଲାରେ ଶୀଘ୍ର ପରିବା ମଣ୍ଡି ଖୋଲିବ। କୃଷକ ମଣ୍ଡିକୁ…

ବ୍ୟାନ ହେବ ଇମ୍ରାନ ଖାନଙ୍କ ପିଟିଆଇ!

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଅଡ଼ୁଆ ବଢ଼ିଛି। ତାଙ୍କ ଦଳ ପାକିସ୍ତାନ ତେହରିକ-ଇ-ଇନସାଫ(ପିଟିଆଇ) ଖୁବଶୀଘ୍ର ଦେଶରେ ବ୍ୟାନ ହେବାକୁ ଯାଉଛି। ଦେଶ ବିରୋଧୀ କାର୍ଯ୍ୟରେ ପିଟିଆଇ ଲିପ୍ତ ଥିବାରୁ ଏହାକୁ ପାକିସ୍ତାନରେ ଅସିଦ୍ଧ ଘୋଷଣା କରାଯିବ ବୋଲି ରିପୋର୍ଟ ପ୍ରକାଶ…

ରଥ ଉପରକୁ ଅଣସେବକ ଚଢିବା ଅଭିଯୋଗ, କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟ ପ୍ରଶାସକଙ୍କ ନିର୍ଦ୍ଦେଶ

ପୁରୀ : ରଥ ଉପରକୁ ଚଢିବା ନିଷେଧ ନେଇ ନିୟମ ଥିଲେ ମଧ୍ୟ ବାରମ୍ବାର ଏହାର ବ୍ୟତିକ୍ରମ ଘଟୁଛି । ଆଜି ବାହୁଡା ଯାତ୍ରାରେ ମା’ ସୁଭଦ୍ରାଙ୍କ ଦର୍ପଦଳନ ରଥ ଉପରକୁ ଚଢ଼ିଛନ୍ତି ଜଣେ ଅଣସେବାୟତ । ସେବାୟତ ବେଶରେ ରଥ ଉପରକୁ ଚଢ଼ିଥିଲେ ଏହି ଅଣସେବାୟତ ଜଣଙ୍କ । ଏହାଙ୍କ ଉପରେ ନଜର ପଡିବା ପରେ…

କେପି ଶର୍ମା ଓଲି ହେଲେ ନେପାଳର ପ୍ରଧାନମନ୍ତ୍ରୀ, ଶୁଭେଚ୍ଛା ଜଣାଇଲେ ମୋଦି

ନେପାଳର ପ୍ରଧାନମନ୍ତ୍ରୀ ଭାବେ ୪ର୍ଥ ଥର ପାଇଁ ଶପଥ ନେଇଛନ୍ତି କେପି ଶର୍ମା ଓଲି। ରାଷ୍ଟ୍ରପତି ପୌଡେଲ ତାଙ୍କୁ ଶୀତଳ ନିବାସରେ ପଦ ଓ ଗୋପନୀୟତାର ଶପଥ ପାଠ କରିଛନ୍ତି। କେପି ଶର୍ମା ଓଲି ପ୍ରଧାନମନ୍ତ୍ରୀ ହେବା ପରେ ତାଙ୍କୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି।…

କାନ୍ଥ ଭୁଶୁଡି ଜଣେ ମୃତ, ପାଚେରୀ କାନ୍ଥ ତଳେ ଚାପି ହୋଇଥିଲେ ମହିଳା

ନବରଙ୍ଗପୁର: କାନ୍ଥ ଭୁଶୁଡି ମହିଳା ମୃତ। ଏଭଳି ଅଘଟଣ ଘଟିଛି ନବରଙ୍ଗପୁର ଜିଲ୍ଲା ସଦର ମହାକୁମା ଚାମୁରିୟା ଗୁଡା ଅଞ୍ଚଳରେ। ମୃତ ମହିଳା ହେଲେ କୁସୁମା ଧାକଡ଼। ସ୍ୱାମୀ ଚନ୍ଦ୍ର ଧାକଡ଼। ସେ ସକାଳୁ ନିଜ ଘର ଚାରି ପାଖ ଝାଡୁ କରୁଥିବା ବେଳେ ଘର ପାଖର ଏକ ପାଚେରୀ କାନ୍ଥ ଭୁଶୁଡି ପଡିଲା। …

ମୋଦିଙ୍କୁ ଭେଟିଲେ ହେମନ୍ତ ସୋରେନ

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି ହେମନ୍ତ ସୋରେନ । ଆଜି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉଭୟ ନେତାଙ୍କ ମଧ୍ୟରେ ଔପଚାରିକ ସାକ୍ଷାତ,ଆଲୋଚନା ହୋଇଛି। ପ୍ରାୟ ୩ ବର୍ଷ ପରେ ଉଭୟ ନେତାଙ୍କ ମଧ୍ୟରେ ଏହା ପ୍ରଥମ…

ଡ୍ରାଇଭରର ଛୁରାମାଡ଼ରେ ପ୍ରେମୀଯୁଗଳଙ୍କ ମୃତ୍ୟୁ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ଥାନା ଅନ୍ତର୍ଗତ ତୁନମୁରା ପଞ୍ଚାୟତ କାଶୀପଡାରେ ଡବଲ ମର୍ଡର। ତ୍ରିକୋଣୀୟ ପ୍ରେମରୁ ଏହି ବୀଭତ୍ସ ହତ୍ୟାକାଣ୍ଡ ଘଟିଥିବା ଜଣାଯାଇଛି।ଡ୍ରାଇଭରର ଛୁରାମାଡ଼ରେ ଯୁବକ ଓ ଯୁବତୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ଜଣକ ରାଜଗାଙ୍ଗପୁର ଲାଞ୍ଜିବେର୍ଣ୍ଣ।…

ଘରୋଇ ନର୍ସିଂହୋମରେ ଅଗ୍ନିକାଣ୍ଡ, ଜଳିଲା ଆଇସିୟୁ ଡ୍ୟୁଟି ରୁମ

ବାରିପଦା: ପୁଣି ଏକ ଘରୋଇ ନର୍ସିଂହୋମରେ ଅଗ୍ନିକାଣ୍ଡ। ବାରିପଦାରେ ଘରୋଇ ହସ୍ପିଟାଲରେ ଅଗ୍ନିକାଣ୍ଡ। ଟାଉନ୍ ଥାନା ଅନ୍ତର୍ଗତ ସାଇ ହସ୍ପିଟାଲରେ ନିଆଁ ଲାଗିଛି। ଆଜି ଭୋର୍ ସମୟରେ ଦ୍ବିତୀୟ ମହଲାର ଆଇସିୟୁ (ICU) ଡ୍ୟୁଟି ରୁମରେ ନିଆଁ ଲାଗିଥିବା ସୂଚନା ରହିଛି। ଏସିରୁ ନିଆଁ ଲାଗିଥିବା…