ରାଜଧାନୀର ବାର୍ ମାଲିକଙ୍କୁ ଚେତାବନୀ, ବିଳମ୍ବିତ ରାତି ଯାଏଁ ଖୋଲା ରହିଲେ ହେବ ଲାଇସେନ୍ସ ରଦ୍ଦ

ଭୁବନେଶ୍ୱର : ବାର୍ ମାଲିକଙ୍କୁ ଅବକାରୀ ବିଭାଗର ଚେତାବନୀ । ନିୟମ ଉଲ୍ଲଂଘନ କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ । ଦରକାର ପଡ଼ିଲେ ଲାଇସେନ୍ସ ରଦ୍ଦ କରିବାକୁ ବି ପଛାଇବ ନାହିଁ । ଅବକାରୀ ବିଭାଗ। ଏଭଳି ଚେତାବନୀ ଦେଇଛି ରାଜ୍ୟ ଅବକାରୀ ବିଭାଗ। ଭୁବନେଶ୍ୱର ବାର୍ ଗୁଡ଼ିକ ନିୟମ ଉଲଂଘନ…

ରଥ ଉପରେ ମୋବାଇଲ ନିଷେଧ

ପୁରୀ: ଏଣିକି ରଥ ଉପରକୁ ଯିବ ନାହିଁ ମୋବାଇଲ । ସେବାୟତ ହୁଅନ୍ତୁ କି ଦଇତାପତି, କେହି ବି ନିଜ ସହିତ ରଥ ଉପରକୁ ମୋବାଇଲ ନେଇ ଯାଇପାରିବେ ନାହିଁ । ସେବାୟତଙ୍କୁ ତାଗିତ୍ କରି ଏମିତି କିଛି କଡା ନିର୍ଦ୍ଦେଶ ଦେଇଛନ୍ତି ନୂଆ କରି ନିଯୁକ୍ତ ହୋଇଥିବା ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ…

ଭେଟିବା ପାଇଁ ଆଧାର କାର୍ଡ ଧରି ଆସିବାକୁ କହିଲେ କଙ୍ଗନା ରାଣାୱତ

ନବନିର୍ବାଚିତ ବିଜେପି ସାଂସଦ ତଥା ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କ ଅଡ଼ୁଆ ବଢ଼ିଛି। ସେ ନିଜ ଲୋକସଭା ନିର୍ବାଚନ ମଣ୍ଡଳୀ ହିମାଚଳ ପ୍ରଦେଶର ମଣ୍ଡିର ଲୋକମାନଙ୍କ ଆଗରେ ଆଧାର କାର୍ଡ ସର୍ତ୍ତ ରଖିଛନ୍ତି। ନିର୍ବାଚନ ମଣ୍ଡଳୀର ଯଦି କେହି ତାଙ୍କୁ ଭେଟିବାକୁ ଚାହୁଁଛନ୍ତି, ତା’ହେଲେ…

ପ୍ରାକ୍ ବଜେଟ୍ ପରାମର୍ଶ ବୈଠକରେ ମୁଖ୍ୟମନ୍ତ୍ରୀ, କହିଲେ- ଜନତାଙ୍କ ମତାମତକୁ ଦୃଷ୍ଟିରେ ରଖି କରାଯାଇଛି ବଜେଟ 

ଭୁବନେଶ୍ୱର : ଲୋକସେବା ଭବନ କନଭେନସନ ସେଣ୍ଟରରେ ଶେଷ ହୋଇଛି ପ୍ରାକ ବଜେଟ ପରାମର୍ଶ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଥିଲା । ପ୍ରାକ ବଜେଟ ଶେଷ ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟାରେ କହିଛନ୍ତି ସାଧାରଣ ଜନତାଙ୍କ ମତାମତକୁ…

ସାଙ୍ଗ ଘରୁ ସାଙ୍ଗର ଝୁଲନ୍ତା ମୃତଦେହ ଉଦ୍ଧାର

ସୁବର୍ଣ୍ଣପୁର: ସୋନପୁର ସହରର ପଟାଭାଡି ପଡାରେ ଜଣେ କଲେଜ ଛାତ୍ରଙ୍କ ଆତ୍ମହତ୍ୟା। ଛାତ୍ର ଜଣକ ବିନିକା ବ୍ଲକ କଣ୍ଟାପାଲି ଗାଁର ହୋଇଥିବା ବେଳେ ସେ ସୋନପୁର ରାଜ କଲେଜର ଯୁକ୍ତ ତିନି ଶେଷ ବର୍ଷର ଛାତ୍ର ବୋଲି ଜଣାପଡିଛି। ସେ ହେଉଛନ୍ତି କଣ୍ଟାପାଲି ଗାଁର ଋତୁରାଜ ସା। ସୂଚନା ଅନୁସାରେ…

ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ୨ IPSଙ୍କ ନାଁରେ ହତ୍ୟା ଉଦ୍ୟମ ମାମଲା ରୁଜୁ

ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ୱାଇଏସଆର କଂଗ୍ରେସର ମୁଖ୍ୟ ଜଗନ ମୋହନ ରେଡ୍ଡୀ ଓ ଅନ୍ୟ ୪ ଜଣଙ୍କ ବିରୋଧରେ ରୁଜୁ ହୋଇଛି ହତ୍ୟା ଉଦ୍ୟମ ମାମଲା। ଗୁଣ୍ଟୁର ଜିଲ୍ଲା ନଗରାମପାଲେମ ପୁଲିସ୍‌ ପକ୍ଷରୁ ଏପରି ମାମଲା ରୁଜୁ କରାଯାଇଛି। ଜଗନଙ୍କ ବ୍ୟତୀତ ପୂର୍ବତନ ପୁଲିସ୍‌…

ବାଣପୁରରେ ଫୁଟିଲା ବୋମା, ଜଣେ ମୃତ

ବାଲୁଗାଁ : ବାଣପୁରରେ ଫୁଟିଲା ବୋମା, ଜଣେ ମୃତ ଓ ୨ ଗୁରୁତର । ପାରିବାରିକ କଳହରୁ ବୋମାମାଡ଼ । ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ସାହସପୁରର ଶାନ୍ତି ନଗରରେ ବାପା ଓ ପୁଅ କଳହରୁ ବୋମା ମାଡ଼ ! ହୋଇଛି । ବୋମା ମାଡ଼ରେ ! ମୃତକ ଜଣକ ହେଲେ ସଠିଆ ରାଉତରାୟଙ୍କ ସାନପୁଅ ଦିବ୍ୟସିଂହ…

ଝୁଲନ୍ତା ଅବସ୍ଥାରେ ଏସସିଓଙ୍କ ମୃତଦେହ ଉଦ୍ଧାର

ଯାଜପୁର: ଝୁଲନ୍ତା ଅବସ୍ଥାରେ ଏସସିଓଙ୍କ ମୃତଦେହ ଉଦ୍ଧାର। ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିସରରୁ ଏସସିଓ (SCO) ସୁରେଶ ମଲ୍ଲିକଙ୍କ ମୃତଦେହ ଉଦ୍ଧାର ହୋଇଛି। ବରୀ ବ୍ଲକ ଦାୟିତ୍ବରେ ଥିଲେ ସୁରେଶ। ତାଙ୍କ ଘର କେନ୍ଦ୍ରାପଡ଼ା ଜିଲ୍ଲା ଅହମ୍ମଦପୁର ଅଞ୍ଚଳରେ ଥିବା ସୂଚନା…

୨୫ ଯାଏ ବିଚାର ବିଭାଗୀୟ ହାଜତକୁ ଗଲେ କେଜ୍ରିୱାଲ

ଇଡି କେସ୍‌ରେ ଅନ୍ତରୀଣ ଜାମିନ ପାଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ସିବିଆଇ ମାମଲାରେ ଝଟକା ଲାଗିଛି। ଆଜି ଦିଲ୍ଲୀର ରାଉଜ ଆଭିନ୍ୟୁ କୋର୍ଟ କେଜ୍ରିୱାଲଙ୍କ ବିଚାର ବିଭାଗୀୟ ହାଜତ ଅବଧିକୁ ୨୫ ଯାଏ ବୃଦ୍ଧି କରିଛନ୍ତି। ଅବକାରୀ ନୀତି ଦୁର୍ନୀତି ମାମଲାରେ ସିବିଆଇ…

କାଲିଠୁ ବଢ଼ିବ ବର୍ଷା, ୧୪ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସମ୍ଭାବନା

ଭୁବନେଶ୍ୱର : କାଲିଠୁ ବଢ଼ିବ ବର୍ଷା । ୧୪ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟର ସମ୍ଭାବନା ରହିଛି । ଏହାର ପ୍ରଭାବରେ ବଢିବ ବର୍ଷାର ପରିମାଣ । ରାଜ୍ୟରେ କାଁ ଭାଁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗିରହିଛି । ଆଜି ଉପକୂଳ ଓଡ଼ିଶାର କିଛି କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି…