Sign in
Sign in
Recover your password.
A password will be e-mailed to you.
ବଦଳି କଲେ ରାଜ୍ୟ ସରକାର, ପୁଲିସ ଆଇଜି ଆଶିଷ ସିଂ ହେଲେ ଗୃହ ବିଭାଗ ଓଏସଡି
ଭୁବନେଶ୍ବର : ରାଜ୍ୟର ବରିଷ୍ଠ ଆଇପିଏସ ଅଧିକାରୀ ଆଇଜି ଆଶିଷ ସିଂଙ୍କୁ ଗୃହ ବିଭାଗର ଅଫିସର ଅନ ସ୍ପେଶାଲ ଡ୍ୟୁଟି ଭାବେ ବଦଳି କରାଯାଇଛି। ସେ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱରେ ଥିଲେ। ଗତକାଲି ଆଇଏଏସ ସ୍ତରରେ ବଡ ଧରଣର ଅଦଳ ବଦଳ ହେବା ପରେ ଆଜି ଆଇଜି ଆଶିଷ ସିଂଙ୍କ ବଦଳି!-->…
ଧନ୍ଦାମୂଳକ ଶିକ୍ଷା ପାଇଁ କାଉନସେଲିଂ କାର୍ଯ୍ୟକ୍ରମ, ଜୁଲାଇ ୨୦ ପର୍ଯ୍ୟନ୍ତ ନାମଲେଖା
ଲାଞ୍ଜିଗଡ: ଆଦିବାସୀ ଓ ଆଦିମ ଜନଜାତି ଶ୍ରେଣୀର ଛାତ୍ରଛାତ୍ରୀଙ୍କ ସମେତ ଅନ୍ୟାନ୍ୟ ବର୍ଗର ଛାତ୍ରଛାତ୍ରୀମାନଙ୍କ ଧନ୍ଦାମୂଳକ ଶିକ୍ଷାର ସ୍ବପ୍ନକୁ ସାକାର କରିବା ପାଇଁ ସରକାରଙ୍କ ଦ୍ୱାରା ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଏହିକ୍ରମରେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା, ଜୁନାଗଡ଼ ଓ!-->…
‘୧୪ରେ ରତ୍ନଭଣ୍ଡାର ଖୋଲାଯିବା ପ୍ରାୟତଃ ସ୍ପଷ୍ଟ, କେବଳ SOPକୁ ତର୍ଜମା କରାଯିବ’
ଭୁବନେଶ୍ବର : ‘ଜୁଲାଇ ୧୪ ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରାୟତଃ ସ୍ପଷ୍ଟ। କେବଳ ପରିଚାଳନା କମିଟି ଯେଉଁ ଏସଓପି ସୁପାରିଶ କରିଛି ତାର ବିଭିନ୍ନ ଦିଗକୁ ଯାଞ୍ଚ କରାଯିବ। ନୀତିକାନ୍ତି ସହ ଖାପ ଖୁଆଇ ସବୁ ଦିଗକୁ ସୁବିଧା ହେବା ଭଳି ନିଷ୍ପତ୍ତି ନିଆଯିବ।’ ଆଜି ଏପରି ସୂଚନା!-->…
କେନ୍ଦ୍ରୀୟ ଜିଏସ୍ଟି ସୁପରିଣ୍ଟେଣ୍ଡେଣ୍ଟ୍ଙ୍କୁ କୋର୍ଟ ଚାଲାଣ…
ବ୍ରହ୍ମପୁର: ଲାଞ୍ଚ ଗ୍ରହଣ ବେଳେ ଗିରଫ ହୋଇଥିବା କେନ୍ଦ୍ରୀୟ ଜିଏସ୍ଟି ସୁପରିଣ୍ଟେଣ୍ଡେଣ୍ଟ୍ ମନୋଜ କୁମାର ସୁବୁଦ୍ଧିଙ୍କୁ ଭୁବନେଶ୍ବରସ୍ଥିତ ସ୍ବତନ୍ତ୍ର ସିସିଆଇ କୋର୍ଟ ଚାଲାଣ କରାଯାଇଛି। ଗତକାଲି ଅନନ୍ତନଗରସ୍ଥିତ କେନ୍ଦ୍ରୀୟ ଜିଏସ୍ଟି ଅଫିସରେ ସିବିଆଇର ଏକ ଟିମ୍ ଚଢ଼ଉ କରିଥିଲା।!-->…
ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ଉଷା ପାଢ଼ୀ
ଭୁବନେଶ୍ଵର: ଆଇଏଏସ୍ ଅଧିକାରିଣୀ ଉଷା ପାଢ଼ୀ ଗୃହ ନିର୍ମାଣ ଓ ନଗର ଉନ୍ନୟନ (ଏଚ୍ ଆଣ୍ଡୟୁଡି) ବିଭାଗର ପ୍ରମୁଖ ସଚିବ ଭାବେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ୱ ଗ୍ରହଣ କରିବା ପରେ ବିଭାଗୀୟ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରି ଏହାର ଭବିଷ୍ୟତ ପାଇଁ ନିଜର ଦୃଷ୍ଟିକୋଣ ନେଇ ଆଲୋଚନା!-->…
ନାବାଳିକାକୁ ନିର୍ଯାତନା ମାମଲା: ଅଭିନେତ୍ରୀଙ୍କ ବିରୋଧରେ ମାମଲା ରୁଜୁ କଲେ ରାଜ୍ୟ ଶିଶୁ ସୁରକ୍ଷା ଅଧିକାର କମିସନ
କଟକ: ଜଣେ ନାବାଳିକାକୁ ନିର୍ଯାତନା ଦିଆଯିବା ପ୍ରସଂଗ ଓଡ଼ିଆ ସିନେ ଅଭିନେତ୍ରୀ ରିୟା ଦେ’ଙ୍କ ବିରୋଧରେ ରାଜ୍ୟ ଶିଶୁ ସୁରକ୍ଷା ଅଧିକାର କମିସନ ନିଜ ଆଡୁ ମାମଲା ରୁଜୁ କରିଛନ୍ତି। ଶିଶୁ ସୁରକ୍ଷା ଅଧିକାର କମିସନ ଭୁବନେଶ୍ବର ଡିସିପିଙ୍କୁ ନୋଟିସ୍ କରିଛନ୍ତି। ଡିସିପିଙ୍କ ସମେତ ଖୋର୍ଦ୍ଧା!-->…
ରାଜ୍ୟରେ କାୟା ମେଲାଉଛି ଡେଙ୍ଗୁ, ୪୮୮ ପଜିଟିଭ ଚିହ୍ନଟ
ଭୁବନେଶ୍ବର : ରାଜ୍ୟରେ ଏବେ ବଢୁଛି ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ସୁଦ୍ଧା ୪୮୮ ଜଣ ଡେଙ୍ଗୁ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଯାଏଁ ମୋଟ ୩୫ ହଜାର ୪୭୦ ଟେଷ୍ଟିଂ ହୋଇଛି। ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୧୩୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଗତକାଲି ୩୩ ଜଣ ଡେଙ୍ଗୁ ପଜିଟିଭ ଚିହ୍ନଟ!-->…
ଶ୍ରୀକ୍ଷେତ୍ରରେ ପହଣ୍ଡି ଅଘଟଣ ଘଟଣା : ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ ପଟ୍ଟନାୟକ…
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଶ୍ରୀକ୍ଷେତ୍ରରେ ପହଣ୍ଡି ଅଘଟଣକୁ ନେଇ ସେ ଚିଠି ଲେଖିଛନ୍ତି। ନବୀନ ଚିଠିରେ ଲେଖିଛନ୍ତି, ପହଣ୍ଡି ଅଘଟଣ ସାରା ବିଶ୍ୱର ଜଗନ୍ନାଥ ପ୍ରେମୀଙ୍କୁ ବ୍ୟଥିତ କରିଛି। ମୁଁ ମଧ୍ୟ ଏହି!-->…
ନଦୀବନ୍ଧରୁ ପ୍ରାଚୀନ ଜୈନ ମୂର୍ତ୍ତି ଉଦ୍ଧାର
ଭଦ୍ରକ : ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀର ମୁଢ଼ାପଦା ଗାଁ ବୈତରଣୀ ନଦୀବନ୍ଧରୁ ପ୍ରାଚୀନ ଜୈନ ମୂର୍ତ୍ତି ଉଦ୍ଧାର ହୋଇଛି। ଆଜି କିଛି ଲୋକ ନଦୀପଠାକୁ ଯାଉଥିବା ବେଳେ ମୂର୍ତ୍ତି ଗୁଡ଼ିକୁ ଅଧା ପୋତା ଅବସ୍ଥାରେ ଥିବା ଦେଖିବାକୁ ପାଇଥିଲେ। ଲୋକେ ସ୍ଥାନୀୟ ଗବେଷକ ବିଶ୍ୱମ୍ବର ରାଉତଙ୍କୁ ସୂଚନା!-->…
୪ ଗ୍ରାମବାସୀଙ୍କୁ ଅପହରଣ କଲେ ନକ୍ସଲ; ପ୍ରଜାକୋର୍ଟରେ ଜଣକୁ ନିର୍ମମ ଭାବେ ହତ୍ୟା
ଭୁବନେଶ୍ୱର //ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲାରେ ନକ୍ସଲ ଏବେ ରକ୍ତମୁଖା ହୋଇଛନ୍ତି। ଲଗାତାର ସୁକମା ଜିଲ୍ଲାର ଦୁର୍ଗମ ନକ୍ସଲ ପ୍ରବଣ ଗ୍ରାମର ଲୋକଙ୍କୁ ଟାର୍ଗେଟ କରୁଛନ୍ତି। ପୁଲିସ ଏବଂ ସୁରକ୍ଷାକର୍ମୀ ତରଫରୁ ନକ୍ସଲ କ୍ୟାମ୍ପଗୁଡିକରେ ଚଢାଉ ହେବା ସହ ନକ୍ସଲଙ୍କୁ ଖୋଜିଖୋଜି!-->…