Sign in
Sign in
Recover your password.
A password will be e-mailed to you.
ରାଉରକେଲାରେ ନିର୍ବାଚନୀ ସଭା: କେନ୍ଦ୍ର ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ
ରାଉରକେଲା: ରାଉରକେଲା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେକ୍ଟର-୧୩ ମେଳଣ ପଡ଼ିଆରେ ନିର୍ବାଚନୀ ସଭାରେ ଉଦ୍ବୋଧନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଭୁବନେଶ୍ବରରୁ ସ୍ବତନ୍ତ୍ର ବିମାନରେ ବାହାରି ପୂର୍ବାହ୍ନ ସାଢ଼େ ୧୧ଟାରେ ରାଉରକେଲାରେ ବିମାନବନ୍ଦରରେ ପହଞ୍ଚି ସେଠାରୁ ସିଧାସଳଖ!-->…
୧୭ ତାରିଖରେ ଓଡ଼ିଶା ଆସିବେ ହେମା
ଭୁବନେଶ୍ୱର,୧୫ା୫: ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ବେଶ୍ ସରଗରମ ହୋଇପଡ଼ିଛି। କେନ୍ଦ୍ରରୁ ଓଡ଼ିଶାକୁ ଭାଜପାର ହେଭିଓ୍ବେଟ୍ ନେତା ଘନଘନ ପ୍ରଚାରରେ ଆସୁଛନ୍ତି। ବଲିଉଡ୍ ଅଭିନେତ୍ରୀ ତଥା ଏମ୍ପି ହେମାମାଳିନୀ ମଧ୍ୟ ଓଡ଼ିଶା ଆସିବେ। ଆସନ୍ତା ୧୭ ତାରିଖରେ ହେମାମାଳିନୀ ଓଡ଼ିଶାର!-->…
ଦୁବାଇ-ଇଟାଲୀକୁ ଆମ୍ବ ରପ୍ତାନି କଲା ଓଡ଼ିଶା
ଢେଙ୍କାନାଳ,୧୫ା୫: ଜିଲାରେ ଜଳବାୟୁ ଏବଂ ଜୈବିକ ପଦ୍ଧତି ଆମ୍ବ ଚାଷ ନିମନ୍ତେ ଅତ୍ୟନ୍ତ ଉପାଦେୟ ହେଉଥିବାରୁ ଏହାର ନିଆରା ସ୍ୱାଦ ପାଇଁ ଦେଶ, ରାଜ୍ୟ ଓ ରାଜ୍ୟ ବାହାରେ ନିଜର ସ୍ୱତନ୍ତ୍ର ଚାହିଦା ସୃଷ୍ଟି କରିପାରିଛି। ଢେଙ୍କାନାଳରେ ପ୍ରତିଷ୍ଠିତ ୧୦ କୋଟି ଟଙ୍କା ବ୍ୟୟରେ ମ୍ୟାଙ୍ଗୋ ହବ୍!-->…
କେନ୍ଦୁଝରରେ ସିରିଜ୍ ଦୁର୍ଘଟଣା: ୫ ଜଣଙ୍କର ମୃତ୍ୟୁ
କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ରିମୁଳି ବାଇପାସ୍ରେ ଆଜି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସିରିଜ୍ ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନଙ୍କର ପରିଚୟ ମିଳି ନାହିଁ।ସୂଚନା ଅନୁସାରେ କେନ୍ଦୁଝରରୁ ବଡ଼ବିଲ କାର୍ ଯୋଗେ ଫେରିବା ବେଳେ ଚମ୍ପୁଆ ଥାନା ରିମୁଳି!-->…
ବିଜେପିରେ ଯୋଗଦେଲେ ଶତାଧିକ ବିଜେଡି କର୍ମୀ
ବୀରମହାରାଜପୁର: ଓଡ଼ିଶାରେ ସାଧାରଣ ନିର୍ବାଚନର ଦ୍ବତୀୟ ପର୍ଯ୍ୟାୟ ପାଇଁ ମତଦାନ ତାରିଖର ୪ ଦିନ ପୂର୍ବରୁ ସୁବର୍ଣ୍ଣପୁର ଜିଲ୍ଲା ବିଜେଡିକୁ ଆଉ ଏକ ଧକ୍କା ଲାଗିଛି। ଉଲୁଣ୍ଡା ବ୍ଲକର କାଦୋଦର ଗାଁରେ ଶତାଧିକ କର୍ମୀ ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର!-->…
ପଞ୍ଚମ ଓ ଷଷ୍ଠ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କଲେ ନିର୍ବାଚନ ଆୟୋଗ
ନୂଆଦିଲ୍ଲୀ : ପଞ୍ଚମ ଓ ଷଷ୍ଠ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ନିର୍ବାଚନ ଆୟୋଗ। ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର, ନିର୍ବାଚନ କମିଶନର ଜ୍ଞାନେଶ କୁମାର ଏବଂ ସୁଖବୀର ସିଂ ସାନ୍ଧୁ ଭିଡିଓ କନଫରେନ୍ସିଂ ଜରିଆରେ ଲୋକସଭା ନିର୍ବାଚନ ୨୦୨୪ର ପଞ୍ଚମ!-->…
କଟକରେ ଅମିତ ଶାହଙ୍କ ରୋଡ଼ ଶୋ
ଭୁବନେଶ୍ବର/କଟକ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ବୁଧବାର ସନ୍ଧ୍ୟାରେ ଐତିହାସିକ କଟକ ସହରରେ ରୋଡ ସୋ’ କରିଛନ୍ତି। କେନ୍ଦ୍ରମନ୍ତ୍ରୀଙ୍କ ଏହି ରୋଡ୍ ଶୋ’ ମୁଖ୍ୟ ରାସ୍ତାରେ ନୁହେଁ, ବରଂ ଗଳିକନ୍ଦିରେ ଆୟୋଜନ ହୋଇଛି। ଗୋପବନ୍ଧୁ ବାଗ ଠାରୁ ଆରମ୍ଭ ହୋଇ ବକ୍ସିବଜାର, ତିନିକୋଣିଆ!-->…
ଜିଲ୍ଲାର ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ବ୍ୟବହୃତ ହେବ ୧୧୪୩ ବୁଥ୍ ର ଓ୍ବେବକାଷ୍ଟିଂ
ଛତ୍ରପୁର : ଗଞ୍ଜାମ ଜିଲ୍ଲାର ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ଆସନ୍ତା ୨୦ ତାରିଖ ଦିନ ଅନୁଷ୍ଠିତ ହେବାକୁ ଯାଉଛି । ଅବାଧ, ମୁକ୍ତ ଓ ନିରପେକ୍ଷ ମତଦାନ ଯେପରି ହେବ ସେଥି ସକାଶେ ସଦାସର୍ବଦା ପ୍ରୟାସ ଚାଲୁ ରହିଛି । ୧୯-ଆସ୍କା ଲୋକସଭା ସହିତ ସମସ୍ତ ୮ ଗୋଟି ବିଧାନସଭାର ନିର୍ବାଚନ ନିମନ୍ତେ!-->…
ବିଜେଡି ନେତା ରାଧାମୋହନଙ୍କ ସାଂସଦ ଓ ବିଧାୟକଙ୍କ ପାଇଁ ଭୋଟ ଭିକ୍ଷା
ଫୁଲବାଣୀ: ବିଜେଡି ସାଂସଦ ପ୍ରାର୍ଥୀ ଡଃ ଅଚ୍ୟୁତ ସାମନ୍ତ ଓ ଫୁଲବାଣୀ ବିଧାନସଭା ନିର୍ବାଚନ ମଣ୍ଡଳୀ ବିଧାୟିକା ପ୍ରାର୍ଥୀନୀ ଶ୍ରୀମତୀ ଜୟଶ୍ରୀ କହଁରଙ୍କୁ ଶଙ୍ଖ ଚିହ୍ନରେ ବିପୁଳ ସଂଖ୍ୟାରେ ଭୋଟ ଦେଇଜୟଯୁକ୍ତ କରିବା ପାଇଁ ନିକଟରେ ବିଜେଡିରେ ଯୋଗ ଦେଇଥିବା ସମାଜସେବୀ, ତଥା ସଂଗଠକ, ରାଧା ମୋହନ!-->…
ସିବିଏସଇ ପରୀକ୍ଷାରେ ୯୭% ରଖି ଫୁଲବାଣୀ ଟପର ପ୍ରିୟଦର୍ଶିନୀ
ଫୁଲବାଣୀ : ଦିନକୁ ଦଶ ରୁ ବାର ଘଣ୍ଟା ଅକ୍ଲାନ୍ତ ପରିଶ୍ରମ ବଳରେ ସିବିଏସଇ ପରୀକ୍ଷାରେ ପବ୍ଲିକ ସ୍କୁଲ ଫୁଲବାଣୀର ଛାତ୍ରୀ ପ୍ରିୟଦର୍ଶିନୀ ବେହେରା ୯୭% ରଖି ବିଦ୍ୟାଳୟ ସହିତ ଜିଲ୍ଲାରେ ଟପର ହୋଇଛନ୍ତି l କନ୍ଧମାଳ ଜିଲ୍ଲା ଫୁଲବାଣୀ ସଦର ମହକୁମାର ନାରାୟଣୀ ରୋଡ ନିକଟସ୍ଥ ସିବିଏସର ପ୍ଲବିକ!-->…