Sign in
Sign in
Recover your password.
A password will be e-mailed to you.
ବ୍ରାହ୍ମଣୀରେ ଭାସିଗଲେ ୩ ସାଙ୍ଗ, ଜଣେ ମୃତ, ୨ ନିଖୋଜ
ତାଳଚେର : ବ୍ରାହ୍ମଣୀ ନଦୀରେ ଭାସିଗଲେ ୩ ସାଙ୍ଗ । ଜଣେ ମୃତ, ଦୁଇ ନିଖୋଜ । ତାଳଚେର ବ୍ରାହ୍ମଣୀ ନଦୀରେ ଅଘଟଣ ଘଟିଛି । ତାଳଚେର ବ୍ରାହ୍ମଣୀ ନଦୀରେ ଗାଧେଇବା ବେଳେ ବୁଡ଼ି ଗଲେ ତିନି ଜଣ ସାଙ୍ଗ l ଜଣେ ଉଦ୍ଧାର ଦୁଇ ଜଣ ନିଖୋଜ ଥିବା!-->…
ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ (SIR) ସଚେତନତା ଧର୍ମୀ କାର୍ଯ୍ୟକ୍ରମ ଅନୁଷ୍ଠିତ
ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ (Special Intensive Revision - SIR) ପ୍ରକ୍ରିୟାକୁ ନେଇ ଏକ ବୃହତ ସଚେତନତା ସଭା ସ୍ଥାନୀୟ ଟାଉନ ହଲ ପରିସର ରେ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଏହି!-->…
ପ୍ରତିକୁଳ ପାଗ ଯୋଗୁ ପୁରୀରେ ଜରୁରୀ ଅବତରଣ କଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର
ଭୁବନେଶ୍ୱର : ରାଜ୍ୟରେ ଜାରି ରହିଥିବା ଭୟଙ୍କର କାଳବୈଶାଖୀ ବର୍ଷା ଓ ପବନ ଯୋଗୁଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହେଲିକପ୍ଟର ସୋମବାର ଅପରାହ୍ନରେ ଭୁବନେଶ୍ୱରରେ ଅବତରଣ କରି ନପାରି ଶେଷ ମୁହୂର୍ତ୍ତରେ ପୁରୀ ଅଭିମୁଖେ ଯାତ୍ରା କରିଥିଲା ଏବଂ ସେଠାରେ ଏହାର ଅପ୍ରତ୍ୟାଶିତ!-->…
ଶିଶୁ ସାହିତ୍ୟିକ ଡ଼କ୍ଟର ବିଜୟ ଚନ୍ଦ୍ର ମହାରଣା ସମ୍ବର୍ଦ୍ଧିତ
ବ୍ରହ୍ମପୁର : ବରିଷ୍ଠ ଶିଶୁସାହିତ୍ୟିକ, ପ୍ରାକ୍ତନ ପ୍ରଧାନଶିକ୍ଷକ, ସଂଗଠକ ତଥା ଉତ୍କଳିକା ସାହିତ୍ୟ ଅନୁଷ୍ଠାନ ର ସଂପାଦକ ଡ଼କ୍ଟର ବିଜୟ ଚନ୍ଦ୍ର ମହାରଣା ଙ୍କୁ ମା ତାରିଣୀ ପୀଠ ଘଟଗାଁ ଠାରେ ସାମଗ୍ରିକ ସାହିତ୍ୟ ସାଧନା ନିମନ୍ତେ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି l ସଂଯୋଗୀ ସାହିତ୍ୟ ସଂସଦ!-->…
ଗାଁରେ ଖଟ ଓ ନଖ ଦର୍ପଣରେ ଚୋର ସଜାଇ ବୃଦ୍ଧାଙ୍କୁ ମାଡ଼ ଅଭିଯୋଗ
ନୟାଗଡ଼, ୦୮/୦୬(ନିସର୍ତ୍ତ ) : ଏବେବି ଲୋକଙ୍କ ମନରୁ ଦୂର ହୋଇନି ଅନ୍ଧ ବିଶ୍ଵାସ ଗାଁରେ ଚାଲିଛି କଙ୍ଗାରୁ କୋର୍ଟ। ଚୋର ଧରିବା ପାଇଁ ପୋଲିସ ପ୍ରଶାସନର ସାହାଯ୍ୟ ନନେଇ ଗାଁରେ ଖଟ ବୁଲାଇ ଓ ଗୁଣିଆକୁ ଡାକି ନଖ ଦର୍ପଣ କରାଯାଇଥିଲା।ଏବଂ ଏଥି ସହିତ ବୃଦ୍ଧାଙ୍କୁ ଚୋର ସଜାଇ ମାଡ଼ ମାରି ଥିବା!-->…
ପ୍ରକାଶ ପାଇଲା ଓଜେଇଇ ୨୦୨୬ ପରୀକ୍ଷା ଫଳ, ଚଳିତ ମାସ ତୃତୀୟ ସପ୍ତାହରୁ କାଉନସେଲିଂ
ଭୁବନେଶ୍ବର : ପ୍ରକାଶ ପାଇଲା ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ୨୦୨୬ର ଫଳାଫଳ । ଚଳିତ ବର୍ଷ ମୋଟ ୧ ଲକ୍ଷ୍ୟ ୦୩ ହଜାର ୪୩୪ ଜଣ ପରୀକ୍ଷାର୍ଥୀ ପଞ୍ଜୀକୃତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୯୨ ହଜାର ୬୨୮ ଜଣ ପରୀକ୍ଷା ଦେଇଛନ୍ତି । ମୋଟ ୮୯.୫୫ ପ୍ରତିଶତ ପରୀକ୍ଷାର୍ଥୀ କମ୍ପ୍ୟୁଟର ଭିତ୍ତିକ!-->…
ରାଜଧାନୀରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ
ଭୁବନେଶ୍ୱର: ରାଜଧାନୀରେ ଚାଞ୍ଚଲ୍ୟ । ଧଉଳି ଅଞ୍ଚଳରେ ଯୁବତୀଙ୍କୁ ଦୁଷ୍କର୍ମ । ହଷ୍ଟେଲରୁ ନେଇ ହୋଟେଲରେ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଅଭିଯୋଗ ଆଧାରରେ ତଦନ୍ତ କରୁଛି ଧଉଳି ଥାନା ପୋଲିସ । ପୀଡ଼ିତା ଜଣକ ହଷ୍ଟେଲରେ ରହୁଥିଲେ । ଗତକାଲି କୌଣସି କାରଣରରୁ ହୋଟେଲକୁ ଡାକିଥିଲେ!-->…
ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ
ପଦ୍ମପୁର: ଶିକ୍ଷକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ । ମେଲଛାମୁଣ୍ଡା ଥାନା ଅର୍ନ୍ତଗତ ଘେଁସ ଠାରେ ରାଜରାସ୍ତା ଜନଗହଳିପୂର୍ଣ୍ଣ ସ୍ଥାନରେ ଜଣେ ଶିକ୍ଷକଙ୍କୁ ମାରଣାସ୍ତ୍ରରେ ହାଣିଲେ ଦୁର୍ବୃତ୍ତ । ଲହୁଲୁହାଣ ଆକ୍ରମଣ କରି ମୋଟରସାଇକେଲ ରେ ଫେରାର୍ ମାରିଲେ ଦୁର୍ବୃତ୍ତ । ପଦ୍ମପୁର!-->…
ବିସ୍କୁଟରେ ବିଷ ଦେଇ ବୋହୂକୁ ହତ୍ୟା ଉଦ୍ୟମ ଅଭିଯୋଗ
ସୋର: ବିସ୍କୁଟରେ ବିଷଦେଇ ବୋହୂକୁ ହତ୍ୟା ଉଦ୍ୟମ । ପରିବାର ଲୋକଙ୍କ ସାଂଘାତିକ ଅଭିଯୋଗ । ବିସ୍କୁଟରେ ବିଷଦେଇ ବୋହୂକୁ ହତ୍ୟା କରିବାକୁ ଚାହୁଁଥିଲେ ଶାଶୂ ଘର ଲୋକ । ମହିଳାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଭଦ୍ରକ ମେଡିକାଲରେ ଭର୍ତ୍ତି । ଶୋଇବା ଘର ତାଲା ଭାଙ୍ଗି ମହିଳାଙ୍କୁ!-->…
ବାଇକ ଚେନ୍ କ୍ରାଙ୍କରେ ପିଟି ପିଟି ମାଆ-ଝିଅଙ୍କୁ ବୀଭତ୍ସ ହତ୍ୟା
ଭୁବନେଶ୍ୱର: ସମ୍ବଲପୁରରୁ ଆସିଛି ବଡ଼ ଅଘଟଣ। ମାଆ ଝିଅଙ୍କୁ କରାଯାଇଛି ବୀଭତ୍ସ ହତ୍ୟା । ବାଇକ ଚେନ୍ କ୍ରାଙ୍କରେ ପିଟି ପିଟି ମାରିଦେଲେ ଦୁର୍ବୃତ୍ତ । ସମ୍ବଲପୁର ଶାସନ ଥାନା ଅନ୍ତର୍ଗତ ଗିରିପାଲି ଅଞ୍ଚଳରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ । ଗରମ ଯୋଗୁଁ ଉଭୟ ମାଆ ଓ ଝିଅ ଘର ଅଗଣାରେ!-->…