ପୋଷ୍ଟାଲ ବାଲଟ ହୋମ ଭୋଟିଙ୍ଗରେ ନିଜ ପସନ୍ଦର ନେତାଙ୍କୁ ଦେଲେ ଭୋଟ ଦେଲେ ବୟସ୍କ ନାଗରିକ

ହିଞ୍ଜିଳିକାଟୁ : ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୨୦ ତାରିଖରେ ଆସିକା ଲୋକ ସଭା ଆସନ ଏବଂ ଏହା ଅଧୀନ ୭ଟି ବିଧାନସଭା ଆସନ ପାଇଁ ମତଦାନ ଅନୁଷ୍ଠିତ ହେବ। ନିର୍ବାଚନ ସମୟରେ ମତଦାନରେ ପୋଷ୍ଟାଲ ବାଲାଟ ମହତ୍ତ୍ବପୂର୍ଣ୍ଣ ଦାୟିତ୍ୱ ନିର୍ବାହ କରେ ।ତେବେ ନିର୍ବାଚନ ଦାୟିତ୍ୱରେ ରହିଥିବା ସରକାରୀ

ଆଗାମୀ ୪୮ ଘଣ୍ଟା ପରେ ପୁଣି ରାଜ୍ୟରେ ବୃଦ୍ଧି ପାଇବ ତାପମାତ୍ରା

ଭୁବନେଶ୍ବର: ଆଗାମୀ ୪୮ ଘଣ୍ଟା ପରେ ପୁଣି ବଢିବ ତାତି। ଏନେଇ ପାଣିପାଗ କେନ୍ଦ୍ର ଭୁବନେଶ୍ୱରର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ୪୮ ଘଣ୍ଟା ପରେ ରାଜ୍ୟରେ ୨ରୁ ୪ ଡିଗ୍ରି ତାପମାତ୍ରା ବଢିବା ନେଇ ଆକଳନ କରାଯାଇଛି। ଗତ ୨୪ ଘଣ୍ଟାରେ ସର୍ବାଧିକ ବର୍ଷା ୬୪

ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୧୪।୫: ମଇଦାନରେ ଶକ୍ତି ପ୍ରଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୧୬ତାରିଖରେ ରାଜଧାନୀ ଦେଖିବ ବିଜେଡି ସୁପ୍ରିମୋଙ୍କ ଶକ୍ତି ପ୍ରଦର୍ଶନ। କାରଣ ଗୁରୁବାର ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିବେ ମୁଖ୍ୟମନ୍ତ୍ରୀ । ରୋଡ ଶୋ’ ପାଇଁ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛି

ଭୁବନେଶ୍ବର: ଦ୍ଵିତୀୟ ପର୍ଯ୍ୟାୟ ବିଧାନସଭା ଆସନ ପାଇଁ ଆସିଲା ଏଡିଆର୍ ରିପୋର୍ଟ। ଓଡ଼ିଶାରେ ଦ୍ଵିତୀୟ ପର୍ଯ୍ୟାୟରେ ୨୬୫ ଜଣ ପ୍ରାର୍ଥୀ ନିର୍ବାଚନ ଲଢ଼ିବେ। ୨୬୫ ପ୍ରାର୍ଥୀ ମଧ୍ୟରୁ ୮୭ ଜଣଙ୍କ ନାଁରେ ରହିଛି ଅପରାଧିକ ମାମଲା। ୭୦ ଜଣଙ୍କ ନାଁ ରେ ରହିଛି ସାଙ୍ଘାତିକ ଅପରାଧିକ ମାମଲା। ୫ ଜଣଙ୍କ

କାଲି କଟକରେ ରୋଡ୍‌ ଶୋ’ କରିବେ ଅମିତ ଶାହ

କଟକ : ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ଦିନ ୧୨ଟା ୩୦ ମିନିଟରେ ଶାହ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ବିମାନବନ୍ଦରରୁ ସ୍ୱତନ୍ତ୍ର ବିମାନ ଯୋଗେ ସୋରଡ଼ା ଯିବେ। ସେଠାରେ ଦଳୀୟ ନିର୍ବାଚନୀ କାର୍ଯ୍ୟକ୍ରମରେ ଯୋଗ ଦେବେ ଶାହ। ପରେ ଅପରାହ୍ନ ୩ଟା ୩୦ ମିନିଟରେ

ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ବିଜେଡି ୨୪ଟି ବିଧାନସଭା ଆସନରେ ବିଜୟୀ ହେବ: ୫ଟି ଅଧ୍ୟକ୍ଷ

ଭୁବନେଶ୍ବର: ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ କିଏ ଜିତିବ କେତେ ଆସନ , ଏନେଇ ୫ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ନିଜର ମତ ରଖିଛନ୍ତି। ସେ କହିଛନ୍ତି ବିଜେଡି ୨୪ଟି ଆସନରେ ବିଜୟୀ ହେବ।ଏଣେ ବିଜେଡି ମୁଖପାତ୍ର ସ୍ଵୟଂ ପ୍ରକାଶ ମହାପାତ୍ର କହିଛନ୍ତି, ୨୦୧୯ ପରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର

ପ୍ରଦୀପ ପାଣିଗ୍ରାହୀ ଗୁରୁତର; ଏମ୍ସ ସ୍ଥାନାନ୍ତର

ଭୁବନେଶ୍ବର: ବିରୋଧୀଙ୍କ ଆକ୍ରମଣରେ ଆହତ ହୋଇଥିବା ବ୍ରହ୍ମପୁର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଭୁବନେଶ୍ୱର ଏମ୍ସ ସ୍ଥାନାନ୍ତର କରାଯାଇଛି। ପ୍ରଦୀପଙ୍କ ପଞ୍ଜରା ହାଡରେ ଆଘାତ ଲାଗିଥିବା ସୂଚନା ମିଳିଛି। ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁରରୁ ଏମସରେ ଭର୍ତ୍ତି

ପ୍ରଥମ ପର୍ଯ୍ୟାୟରେ ସମସ୍ତ ୪ଟି ଲୋକସଭା ଜିତିବା ନେଇ ବିଜେପି ରାଜ୍ୟ ନିର୍ବାଚନ ପ୍ରଭାରୀଙ୍କ ଦମ୍ଭୋକ୍ତି

ଭୁବନେଶ୍ବର: ପ୍ରଥମ ପର୍ଯ୍ୟାୟରେ ସମସ୍ତ ୪ଟି ଲୋକସଭା ଜିତିବା ସହ ୨୮ ବିଧାନସଭା ଆସନରୁ ୧୮ଟି ବିଧାନସଭା ଜିତିବା ନେଇ ବିଜେପି ଦମ୍ଭୋକ୍ତି କରିଛି। ଆଗକୁ ରାଜ୍ୟରେ ବିଜେପି ସରକାର କରିବା ସହ ୧୬ଟି ଲୋକସଭା ଆସନ ବିଜେପି ଜିତିବ ବୋଲି କହିଛନ୍ତି ବିଜେପି ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟପାଲ

ନିର୍ବାଚନ ଡ୍ୟୁଟି ସାରି ଫେରୁଥିଲେ ପୋଲିଂ କର୍ମଚାରୀ, ମାଡ଼ିଗଲା ବସ୍‌

ମାଲକାନଗିରି : ନିର୍ବାଚନ ଡ୍ୟୁଟି ସାରି ଫେରୁଥିବା ବେଳେ ଜଣେ ପୋଲିଂ କର୍ମଚାରୀଙ୍କ ଉପରେ ମାଡ଼ିଗଲା ବସ୍‌। ମାଲକାନଗିରି ଜିଲ୍ଲା ମାଥିଲି ଥାନା ଅନ୍ତର୍ଗତ ତମୁଗୋଡ଼ା ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତ ପୋଲିଂ କର୍ମଚାରୀ ଜଣଙ୍କ ହେଉଛନ୍ତି ଖଇରପୁଟ ଏମ୍‌. ବନ୍ଧଗୁଡାର ଇନ୍ଦ୍ରଜିତ କିର୍ସାନୀ।

ସ୍କୁଟି ସହ ବାଇକ୍‌ ମୁହାଁମୁହିଁ: ୨ ଜଣଙ୍କର ମୃତ୍ୟୁ, ୩ ଗୁରୁତର

କେନ୍ଦୁଝର: ୨୦୦ ନମ୍ବର ଜାତୀୟ ରାଜପଥ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ବାଇକ ସହିତ ସ୍କୁଟି ମୁହାଁମୁହିଁ ଧକ୍କା ହୋଇଛି। ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଛନ୍ତି। ୩ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ଗୋପାଳପୁର ଗ୍ରାମର ଯଦୁ ମୁଣ୍ଡା ଓ ତଣ୍ଡ ଡୁମୁରିଆ ଗାଁର ମିତ୍ରଭାନୁ