Sign in
Sign in
Recover your password.
A password will be e-mailed to you.
ଦଳାଚକଟାରେ ୧୨୧ ମୃତ୍ୟୁ ଘଟଣା; ସତସଙ୍ଗ କରୁଥିବା ବାବାଙ୍କ ନାଁରେ ଅଛି ଦୁଷ୍କର୍ମ ମାମଲା
ଏକ ସତସଙ୍ଗରେ ଦଳାଚକଟା ହୋଇ ଶତାଧିକ ଲୋକଙ୍କ ମୃତ୍ୟୁ ଘଟିବା ଯେତିକି ଦୁଃଖଦ ନୁହେଁ, ତାଠୁ ଅଧିକ ଚିନ୍ତାର କାରଣ ପାଲଟିଛି। ଜଣେ ଆତ୍ମଘୋଷିତ ବାବାଙ୍କ ପାଦଧୂଳି ପାଇଁ ଏତେ ସଂଖ୍ୟକ ଲୋକେ ଦଳାଚକଟା ହୋଇ ଚାଲିଯିବା ନିଶ୍ଚିତ ରୂପେ ହାସ୍ୟାସ୍ପଦ।
ସେ ଯାହାବି ହେଉ, ସତସଙ୍ଗର ଆୟୋଜନ!-->!-->!-->…
ମନ୍ତ୍ରୀମାନଙ୍କୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ
ଭୁବନେଶ୍ବର: ମନ୍ତ୍ରୀମାନଙ୍କୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଚାଲିଛି ଗୁରୁତ୍ବପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ ରାଜ୍ୟ ଅତିଥି ଭବନରେ ଏହି ବୈଠକ ଜାରି ରହିଛି। ବୈଠକରେ ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ସମେତ ଅଧିକାଂଶ!-->…
‘ମୋ’ ବସ୍ର ନାମ ବଦଳି ହୋଇପାରେ ‘ଆମ’ ବସ୍
ଭୁବନେଶ୍ବର:‘ମୋ’ ବସର ନାମ ବଦଳି ହୋଇପାରେ ‘ଆମ’ ବସ୍। ଆବଶ୍ୟକ ପଡ଼ିଲେ ଏହା ଉପରେ ଆଲୋଚନା ହେବ ବୋଲି କହିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର। ସେ କହିଛନ୍ତି, ‘ମୋ’ର ଅର୍ଥ ହେଉଛି ଅହଂ ଭାବ, ତେଣୁ ଆମେ ହେଲେ ଭଲ ହେବ। ‘ମୋ’ ବସ ସେବା ଲୋକମାନଙ୍କୁ ସୁବିଧା!-->…
ଋଣ ସୁଝିବା ପାଇଁ ଟଙ୍କା ନଦେବାରୁ ବାପାଙ୍କୁ ହତ୍ୟା କଲା ପ୍ରଫେସର ପୁଅ: ଡିସିପି
ଭୁବନେଶ୍ୱର: ଋଣ ସୁଝିବା ପାଇଁ ଟଙ୍କା ନଦେବାରୁ ନାରକୀୟ କାଣ୍ଡ । ବାପାଙ୍କୁ ହତ୍ୟା କଲା ପ୍ରଫେସର ପୁଅ । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଡିସିପି ପ୍ରତୀକ ସିଂ। ଋଣ ଟଙ୍କା ସୁଝିବାକୁ ବାପାଙ୍କ ସହ ପୁଅର ଗଣ୍ଡଗୋଳ ହୋଇଥିଲା ପୁଅ ମାଗିଥିବା ଟଙ୍କା ନଦେବାରୁ ହତ୍ୟା କରାଯାଇଛି।!-->…
ଜଷ୍ଟିସ ବି.ଆର. ଷଡ଼ଙ୍ଗୀ ଝାଡ଼ଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତ
ନୂଆଦିଲ୍ଲୀ: ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ ଡ. ବି.ଆର. ଷଡ଼ଙ୍ଗୀଙ୍କୁ ଝାଡ଼ଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦିଆଯାଇଛି। ଗତ ବର୍ଷ ଡିସେମ୍ବର ୨୭ରେ ସୁପ୍ରିମକୋର୍ଟ କଲେଜିୟମ ଦ୍ୱାରା କରାଯାଇଥିବା ଏକ ସୁପାରିଶ ଆଧାରରେ ଏହି ନିଯୁକ୍ତି ଦିଆଯାଇଛି।ଆଇନ ଏବଂ ନ୍ୟାୟ!-->…
ରଥଯାତ୍ରାରେ ବଡ଼ଦାଣ୍ଡରେ ଷ୍ଟଲ ପ୍ରସଙ୍ଗରେ ମିଳିଲା ସର୍ତ୍ତମୂଳକ ଅନୁମତି
ପୁରୀ; ରଥଯାତ୍ରାରେ ବଡ଼ଦାଣ୍ଡରେ ଷ୍ଟଲ ପ୍ରସଙ୍ଗରେ ମିଳିଲା ସର୍ତ୍ତମୂଳକ ଅନୁମତି। ବ୍ୟବସାୟ ନୁହେଁ ବରଂ ଜନସେବା ପାଇଁ ଷ୍ଟଲ୍ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ। ସତ୍ୟପାଠ କଡ଼ାକଡ଼ି ପାଳନ କରିବାକୁ ମ୍ୟୁନିସିପାଲଟିକୁ ନିର୍ଦ୍ଦେଶ ଦେଇଛନ୍ତି ମାନ୍ୟବର ହାଇକୋର୍ଟ। ତେବେ ପୂର୍ବରୁ ଏନେଇ!-->…
ସଂସଦରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ; ଗରିବୀ ଦୂରିକରଣରେ ଆଗାମୀ ୫ ବର୍ଷ ନିର୍ଣ୍ଣାୟକ ହେବ
ଗତକାଲି ଲୋକସଭା ପରେ ଆଜି ରାଜ୍ୟସଭାରେ ନିଜର ବକ୍ତବ୍ୟ ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଷ୍ଟ୍ରପତିଙ୍କ ଭାଷଣରେ ଧନ୍ୟବାଦ ଦେବା ଅବସରରେ ପ୍ରଧାନମନ୍ତ୍ରୀ ନିଜର ବକ୍ତବ୍ୟ ରଖିଛନ୍ତି। ଏହି ସମୟରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ମଧ୍ୟରେ ବିଭିନ୍ନ ପ୍ରସଙ୍ଗ!-->…
ଖୁବଶୀଘ୍ର ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି, ଗଣମାଧ୍ୟମରେ ଯେଉଁ ତାରିଖ ଘୋଷଣା ହେଉଛି ତାହା ଗୁଜବ: ଆଇନ ମନ୍ତ୍ରୀ
ଭୁବନେଶ୍ୱର: ରତ୍ନ ଭଣ୍ଡାର ଖୋଲିବା ତାରିଖ ଘୋଷଣାକୁ ନେଇ ଆଇନ ମନ୍ତ୍ରୀଙ୍କ ମନ୍ତବ୍ୟ। ସର୍ବୋଚ୍ଚସ୍ତରରେ ଆଲୋଚନା ସରିଛି, ଆଜି କାଲି ଭିତରେ ନିଷ୍ପତ୍ତି ହେବ। ରତ୍ନଭଣ୍ଡାର ନିଶ୍ଚିତ ଖୋଲିବ। ଖୁବଶୀଘ୍ର ମୋଡାଲିଟି ପ୍ରସ୍ତୁତ ହେବ। ଏନେଇ ଏକ ବୈଠକ ହେବ। ବୈଠକ ପରେ ତାରିଖ ଘୋଷଣା ହେବ।!-->…
ବିଜେପିର ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ିଙ୍କ ଅକାଳ ବିୟୋଗ
ଭୁବନେଶ୍ବର/ମାଲକାନଗିରି: ମାଲକାନଗିରିର ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ୀ ଆଉ ନାହାନ୍ତି। ଭୁବନେଶ୍ବରରେ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ୫୧ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଯାଇଛି।
ସୂଚନା ଅନୁସାରେ ଆଦିତ୍ୟ ମାଢ଼ୀଙ୍କ ସ୍ବାସ୍ଥ୍ୟ ଜନିତ ସମସ୍ୟା ଯୋଗୁଁ ଏକ!-->!-->!-->…
ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି, ୩୮ ମୃତ
ଉବୁଟୁବୁ ଆସାମ। ଜୁଆଡ଼େ ଚାହିଁବ ସିଆଡ଼େ କେବଳ ପାଣ ଆଉ ପାଣି। ପ୍ରବଳ ବର୍ଷା ଯୋଗୁ ଏଠାରେ ଭୟଙ୍କର ବନ୍ୟା ପରିସ୍ଥିତି ଉପୁଜିଛି। ବନ୍ୟା ଯୋଗୁ ବର୍ତ୍ତମାନ ସୁଦ୍ଧା ୩୮ ଜଣଙ୍କ ଜୀବନ ଗଲାଣି।
ଉତ୍ତର-ପୂର୍ବାଞ୍ଚଳ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ଏଥିପାଇଁ ସେଠାରେ!-->!-->!-->…