ରାଜଧାନୀରେ ଅଢେଇ ବର୍ଷର ଶିଶୁକନ୍ୟାଙ୍କୁ ଦୁଷ୍କର୍ମ, ଅଭିଯୁକ୍ତ ଗିରଫ

ଭୁବନେଶ୍ବର: ରାଜଧାନୀରେ ଲଜ୍ଜା । ଅଢେଇ ବର୍ଷର ନାବାଳିକା ଝିଅଙ୍କୁ ଦୁଷ୍କର୍ମ । ଦୁଷ୍କର୍ମ କରି ଫରାର ହେଲା ଅଭିଯୁକ୍ତ । କାବୁ କଲା କମିସନରେଟ୍ ପୋଲିସ୍ । ତେବେ ଜଟଣୀ ଅଞ୍ଚଳରେ ଏଭଳି ନିନ୍ଦନୀୟ ଘଟଣା ଘଟିଥିବା ବେଳେ ଏନେଇ ପରିବାର ପକ୍ଷରୁ ଏୟାରଫିଲ୍ଡ ଥାନାରେ ଅଭିଯୋଗ ହୋଇ ମାମଲା…

ଏଥର ରଥଯାତ୍ରାରେ ଭକ୍ତଙ୍କ ଗଣତି ହେବ: ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

ପୁରୀ: ଏଥର ରଥଯାତ୍ରାରେ ଭକ୍ତଙ୍କ ଗଣତି ହେବ । ଏନେଇ ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଭକ୍ତ କେଉଁ ପଟରୁ ରଥଯାତ୍ରା ଦେଖିବା ପାଇଁ ପୁରୀ ଆସିବେ ସେନେଇ ଗଣନା ହେବ । ଏହା ପ୍ରଥମ କରି ରଥଯାତ୍ରାରେ ଆରମ୍ଭ ହୋଇଛି ବୋଲି କହିଛନ୍ତି ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତି ପରିଡା ।…

ବିଷାକ୍ତ ଛତୁ ଖାଇ ୧୦ ଅସୁସ୍ଥ, ୪ ଗୁରୁତର

ନୂଆପଡ଼ା: ବିଷାକ୍ତ ଛତୁ ଖାଇ ୧୦ ଅସୁସ୍ଥ। ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ କିରିକିଟା ଗ୍ରାମରେ ଏହି ଘଟଣା ଘଟିଛି। କିରିକିଟା ଗାଁରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୧୦ ଜଣ ଅସୁସ୍ଥ ଥିବା ବେଳେ ସେମାନଙ୍କ ମଧ୍ୟରୁ ୪ ଜଣ ଗୁରୁତର ଅଛନ୍ତି। ସମସ୍ତ ଅସୁସ୍ଥଙ୍କୁ ନୂଆପଡ଼ା ମୁଖ୍ୟ…

ସତ୍‌ସଙ୍ଗରେ ଦଳାଚକଟା: ମୃତ୍ୟୁ ସଂଖ୍ୟା ୧୦୦ ଟପିଲା

ଲକ୍ଷ୍ନୌ: ଉତ୍ତରପ୍ରଦେଶର ହାଥରସରେ ମଙ୍ଗଳବାର ଏକ ବଡ଼ ଦୁର୍ଘଟଣା ଘଟିଛି। ରତିଭାନପୁର ଗ୍ରାମରେ ଭୋଲେ ବାବାଙ୍କ ସତ୍‌ସଙ୍ଗର ଉଦ୍‌ଯାପନୀ ସମାରୋହରେ ଶ୍ରଦ୍ଧାଳୁଙ୍କ ମଧ୍ୟରେ ହଠାତ୍ ଦଳାଚକଟା ଆରମ୍ଭ ହୋଇଥିଲା। ଏହି ଦୁର୍ଘଟଣାରେ ୧୦୦ରୁ ଅଧିକ ଜଣଙ୍କର ମୃତ୍ୟୁ ହୋଇଥିବା ଏଟା ସିଏମଓ ଉମେଶ…

ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୀ: ରଥଯାତ୍ରା ପାଇଁ ୨ ଦିନ ସରକାରୀ ଛୁଟି । ବିରଳ ତିଥି ଅନୁଯାୟୀ ଏଥର ରଥଯାତ୍ରା ଦୁଇଦିନ ପଡୁଥିବାରୁ ଉକ୍ତ ଦୁଇଦିନକୁ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମଙ୍ଗଳବାର ପୁରୀରେ ରଥଯାତ୍ରା ସମୀକ୍ଷା ବୈଠକରେ କିଛି ଏମିତି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏନେଇ…

କେବଳ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବ : ଗଜପତି ମହାରାଜା

ପୁରୀ: କେବଳ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବ । ଏ ନେଇ ଆଲୋଚନା ହୋଇ ସାରିଛି । ରଥଯାତ୍ରା ସମୟରେ ରତ୍ନଭଣ୍ଡାର ଖୋଲିବାକୁ ଅନୁମତି ମଗା ଯାଇଛି । ଏହା କହିଛନ୍ତି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ । ଭିତର ରତ୍ନଭଣ୍ଡାରର ମରାମତି ଆବଶ୍ୟକ । ତେବେ…

ରାଜ୍ୟରେ ଖୋଲିବ ବନ୍ଦ ହୋଇପଡିଥିବା ସ୍କୁଲ୍

ଭୁବନେଶ୍ବର: ରାଜ୍ୟରେ ଖୋଲିପାରେ ବନ୍ଦ ହୋଇପଡିଥିବ ସ୍କୁଲ୍ । ବିଜେଡି ସରକାର ବନ୍ଦ କରି ଦେଇଥିବା ଅନେକ ସ୍କୁଲ ଗୁଡିକ ଖୋଲି ପାରନ୍ତି ବିଜେପି ସରକାର । ଏମିତି କିଛି ଯୋଜନା ଚାଲିଛି ବୋଲି ମନ୍ତବ୍ୟ ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଏନେଇ ମନ୍ତ୍ରୀ…

ରାହୁଲଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ: ଲୋକସଭା ବାଚସ୍ପତିଙ୍କୁ ବାଂସୁରୀ ସ୍ୱରାଜଙ୍କ ନୋଟିସ୍

ନୂଆଦିଲ୍ଲୀ: ବିଜେପି ସାଂସଦ ତଥା ସ୍ୱର୍ଗତ କେନ୍ଦ୍ର ମନ୍ତ୍ରୀ ସୁଷମା ସ୍ୱରାଜଙ୍କ ଝିଅ ବାଂସୁରୀ ସ୍ୱରାଜ ମଙ୍ଗଳବାର ଲୋକସଭାରେ ବିରୋଧୀଦଳର ନେତା ତଥା କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କ ଦ୍ୱାରା ଜୁଲାଇ ୧ ସୋମବାରରେ ଦିଆ ଯାଇଥିବା ଭାଷଣ ବିରୋଧରେ ଏକ ନୋଟିସ ଉପସ୍ଥାପନ କରିଛନ୍ତି। ସେ…

ସବୁଜରୁ ଗେରୁଆ ହେଲା ‘ଲକ୍ଷ୍ମୀ’ ବସ୍

ଢେଙ୍କାନାଳ: ବଦଳିଯାଇଛନ୍ତି ସରକାର । ଏବେ ବଦଳାଚାଲିଛି ପୂର୍ବତନ ସରକାର ଦେଇଆସୁଥିବା ସମସ୍ତ ଯୋଜନାର ରୂପରଙ୍ଗ । ସେଇ ପୁରୁଣା ସେବା ହେଲେ ନୂଆ ଢଙ୍ଗରେ ଜନତାଙ୍କୁ ଭେଟିଦେବେ ନୂଆ ସରକାର । ଏଥିପାଇଁ ବଦଳା ଚାଲିଛି ରଙ୍ଗ । ଯାହା ସବୁଜ ଥିଲା ତାହା ଏବେ ଗେରୁଆ କରାଯାଉଛି । ଏମିତି କିଛି…

ଚଳିତ ରଥଯାତ୍ରା ସମୟରେ ପୁରୀକୁ ଜଗିବେ ୧୮୦ ପ୍ଲାଟୁନ ପୁଲିସ

ଆସନ୍ତା ୭ ତାରିଖରେ ଅନୁଷ୍ଠିତ ହେବ ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରା। ଏଥି ନିମନ୍ତେ ବ୍ୟାପକ ପ୍ରସ୍ତୁତି ଚାଲିଥିବା ବେଳେ ଘନ ଘନ ସମୀକ୍ଷା ବୈଠକ ଅନୁଷ୍ଠିତ ହେଉଛି। ଚଳିତ ରଥ ଯାତ୍ରା ସମୟରେ ବ୍ଲାଙ୍କେଟ୍ ସୁରକ୍ଷାରେ ରହିବ ଶ୍ରୀକ୍ଷେତ୍ର। ରଥଯାତ୍ରା ସୁରକ୍ଷାର ସମୀକ୍ଷା କରି ଏପରି…