ରାଉଲକେଲା ଷ୍ଟିଲ୍ ପ୍ଲାଣ୍ଟରେ ଗ୍ୟାସ ଲିକ୍: ୮ ଜଣ ଗୁରୁତର

ରାଉଲକେଲା: ରାଉଲକେଲା ଷ୍ଟିଲ୍ ପ୍ଲାଣ୍ଟରେ ଘଟିଛି ବଡ ଅଘଟଣ । ପ୍ଲାଣ୍ଟରେ ବିଷାକ୍ତ ଗ୍ୟାସ୍‌ ଲିକ୍‌ କାରଣରୁ ୮ ଜଣ ଶ୍ରମିକ ଗୁରୁତର ହୋଇଥିବା ସୂଚନା ମିଳିଛି । ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟରେ ୫ନଂ ବ୍ଲାଷ୍ଟ ଫର୍ଣ୍ଣେସରେ  ଶ୍ରମିକମାନେ କାମ କରୁଥିବା ସମୟରେ ଷ୍ଟିଲ୍‌ ପ୍ଲାଣ୍ଟର ୫ନଂ…

ମାନହାନୀ କେସ୍‌: ୫୦ ଲକ୍ଷ ଟଙ୍କାର କ୍ଷତିପୂରଣ ପାଇଁ ଟିଏମସି ସାଂସଦଙ୍କୁ ନିର୍ଦ୍ଦେଶ

ଟିଏମସିର ରାଜ୍ୟସଭା ସାଂସଦ ସାକେତ ଗୋଖଲେଙ୍କୁ ବଡ଼ ଝଟକା ଦେଇଛନ୍ତି ଦିଲ୍ଲୀ ହାଇକୋର୍ଟ। ତାଙ୍କ ବିରୋଧରେ ରୁଜୁ ହୋଇଥିବା ମାନହାନୀ କେସ୍‌ରେ ଆବେଦନକାରୀଙ୍କ ବିଜୟ ହୋଇଛି। ଏଥିପାଇଁ ହାଇକୋର୍ଟ ସାଂସଦ ସାକେତଙ୍କୁ ୫୦ ଲକ୍ଷ ଟଙ୍କାର କ୍ଷତିପୂରଣ ଆବେଦନକାରୀ ଲକ୍ଷ୍ମୀ ପୁରୀଙ୍କୁ ଦେବା ପାଇଁ…

ହତ୍ୟା ପରେ କଟା ମୁଣ୍ଡ ଧରି ଗାଁରେ ବୁଲିଲା  ନାତି

ବଣେଇ : ସୁନ୍ଦରଗଡ଼ ଜିଲ୍ଲା ବଣେଇ ଉପଖଣ୍ଡର କେ ବଲାଙ୍ଗ ଥାନା ପୁରୁଣା ପାଣି ଗାଁରେ ଘଟି ଯାଇଛି ବୀଭତ୍ସ ହତ୍ୟାକାଣ୍ଡ ଅଜାକୁ ଟାଙ୍ଗିଆରେ ହାଣି ହତ୍ୟା କଲା ନାତି । ହତ୍ୟା ପରେ କଟା ମୁଣ୍ଡ ଧରି ବୁଲିଲା ଗାଁରେ ଅଭିଯୁକ୍ତ ନାତି। କେ ବଲାଙ୍ଗ ପୋଲିସ ସୂଚନା ପାଇ ଶବକୁ ଜବତ…

ଭାରତୀୟ ନ୍ୟାୟ ସଂହିତାରେ ଭୁବନେଶ୍ବରରେ ରୁଜ୍ଜୁ ହେଲା ପ୍ରଥମ ମାମଲା

ଭୁବନେଶ୍ବର: ଆଜି ଦେଶରେ ଲାଗୁ ହୋଇଛି ତିନି ନୂଆ ଆଇନ ଭାରତୀୟ ନ୍ୟାୟ ସଂହିତା(ବିଏନଏସ), ଭାରତୀୟ ନାଗରିକ ସୁରକ୍ଷା ସଂହିତା(ବିଏନଏସଏସ) ଏବଂ ଭାରତୀୟ ସାକ୍ଷ୍ୟ ଅଧିନିୟମ(ବିଏସଏ) ଲାଗୁ ହୋଇଯାଇଛି । ଲାଗୁ ହେଉ ହେଉ ଦିଲ୍ଲୀରେ ଏନେଇ ପ୍ରଥମ ମାମଲା ରୁଜ୍ଜୁ ହୋଇଥିବା ବେଳେ ଭୁବନେଶ୍ବରରେ ମଧ୍ୟ…

ସଂସଦରେ ରାହୁଲ ଗାନ୍ଧି ଓ ପ୍ରଧାନମନ୍ତ୍ରୀ ମୋଦିଙ୍କ ମଧ୍ୟରେ କଥା କଟାକଟି

ନୂଆଦିଲ୍ଲୀ : ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ସଂସଦରେ କଥା କଟାକଟି ଦେଖିବାକୁ ମିଳିଛି। ଆଜି ଲୋକସଭାରେ ରାହୁଲ ଗାନ୍ଧି ଭାଷଣ ଦେଉଥିବା ବେଳେ ଏପରି ଦୃଶ୍ୟ ଦେଖିବାକୁ ମିଳିଥିଲା। ବିଜେପିର ଜୟ ଶ୍ରୀରାମ ନାରାକୁ କାଉଣ୍ଟର କରିବା…

ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

ଛତ୍ରପୁର : ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟର ନିକ୍ଷେପକ ରବି ନାରାୟଣ ରାଉତରାୟ ଆଜି କର୍ମକ୍ଷେତ୍ରରୁ ଅବସର ଗ୍ରହଣ କରିଛନ୍ତି । ସେ ପୂର୍ବରୁ ମାଲକାନଗିରି, ପାଲଲହଡା,ଭଞ୍ଜନଗରରେ ଅପରେଟର୍ ଭାବେ କାର୍ଯ୍ୟକରି ସୁନାମ ଅର୍ଜନ କରିଥିଲେ । ସେ ଜଣେ ମେଳାପୀ, ଅମାୟିକ ଓ…

ନିଖିଳ ଉତ୍କଳ ଚତୁର୍ଥଶ୍ରେଣୀ ସରକାରୀ କର୍ମଚାରୀ ଛତ୍ରପୁର ସବ୍‌ଡିଭିଜନ ସଂଘର ଉପଦେଷ୍ଟାଙ୍କ ଅବସରକାଳୀନ ସମ୍ବର୍ଦ୍ଧନା…

ଛତ୍ରପୁର : ଗଞ୍ଜାମ ଜିଲ୍ଲା ନିଖିଳ ଉତ୍କଳ ଚରୁର୍ଥ ଶ୍ରେଣୀ ସରକାରୀ କର୍ମଚାରୀ ଛତ୍ରପୁର ସବ୍ ଡ଼ିଭିଜନ ସଂଘର ଉପଦେଷ୍ଟା ତାରିଣୀ ଚରଣ ରଥଙ୍କ ଅବସର କାଳୀନ ସମ୍ବର୍ଧନା କାର୍ଯ୍ୟକ୍ରମ ସଂଘର ସଭାପତି ପ୍ରମୋଦ ଚନ୍ଦ୍ର ଦାଶ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି, ପ୍ରଥମେ ଜାତୀୟ ସଙ୍ଗୀତ ଗାନ…

ଆଜି ଅଣସର ଦଶମୀ, ଦଇତାପତି ସେବାୟତଙ୍କ ଗୁପ୍ତ ଉପଚାର

ପୁରୀ :ଆଜି ଅଣସର ଦଶମୀ । ଚକାବିଜେ କରିବେ ଶ୍ରୀଜୀଉ । ଅଣସର ତାଟି ଭିତରେ ଦଇତାପତି ସେବାୟତଙ୍କ ଗୁପ୍ତ ଉପଚାର ପରେ ଶ୍ରୀବିଗ୍ରହଙ୍କ ଶରୀରରୁ ତାତି ଓହ୍ଲାଇଥିବା ବେଳେ ଆଜି ଶୟନ ଅବସ୍ଥାରୁ ଉଠି  ଚକା ଉପରେ ବିଜେ କରିବେ ମହାପ୍ରଭୁ । ଅନ୍ୟପଟେ ଶ୍ରୀବିଗ୍ରହଙ୍କ ସମ୍ପୂର୍ଣ୍ଣ ସୁସ୍ଥତା ପାଇଁ…

ମୃତ ସ୍ତ୍ରୀକୁ ଡାକ୍ତରଖାନାରେ ଛାଡ଼ି ସ୍ବାମୀ ଫେରାର

ସୁବର୍ଣ୍ଣପୁର: ମୃତ ସ୍ତ୍ରୀକୁ ଡାକ୍ତରଖାନାରେ ଛାଡ଼ି ସ୍ବାମୀ ଫେରାର। ସୁବର୍ଣ୍ଣପୁର ଡୁଙ୍ଗୁରିପାଲି ଥାନା ପିପିଲିପାଲି ଗାଁର ସୁଦାମ ବାଗ ଗତକାଲି ରାତିରେ ଏଭଳି ଘଟଣା ଘଟିଛି। ଗତକାଲି ରାତିରେ ସ୍ତ୍ରୀ ଘରୁ ବାହାରି ସୌଚାଳୟକୁ ଯିବାବେଳେ ବାରଣ୍ଡାରେ ହଠାତ ପଡ଼ିଯାଇଥିଲେ। ଫଳରେ ଅଚେତ୍…

ଚୈତନ୍ୟ ଦେବୀ ମଣ୍ଡପରେ ଭଗବାନ କୃଷ୍ଣଙ୍କ ଜୀବନ୍ତ ଲୀଳା !

ଛତ୍ରପୁର : ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ଵବିଦ୍ୟାଳୟ ଛତ୍ରପୁର ଶାଖା ଶାନ୍ତି ଅନୁଭୂତି ଭବନ କେନ୍ଦ୍ର ପକ୍ଷରୁ ରବିବାର ସନ୍ଧ୍ୟାରେ ଛତ୍ରପୁର ଷ୍ଟାଡିୟମ୍ ପରିସରରେ ଚୈତନ୍ୟ ଦେବୀ ମଣ୍ଡପରେ ଚେତନ ଲୀଳା କାର୍ଯ୍ୟକ୍ରମର ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ ହୋଇଯାଇଛି । ଠାକୁରାଣୀ…