Sign in
Sign in
Recover your password.
A password will be e-mailed to you.
ଲାଞ୍ଚ ନେଇ ଧରାପଡ଼ିଲେ ପଟ୍ଟାମୁଣ୍ଡାଇ ତହସିଲ୍ର କିରାଣି
ପଟ୍ଟାମୁଣ୍ଡାଇ :ଭିଜିଲାନ୍ସ ଜାଲରେ ପଟ୍ଟାମୁଣ୍ଡାଇ ତହସିଲ କାର୍ଯ୍ୟାଳୟର ବଡ଼ବାବୁ ଜନ୍ ଉଇଲିୟମ ବରାଳ। ଜମି ବିଭାଜନ ସମ୍ବନ୍ଧୀୟ କେସ୍ ରେକର୍ଡର ସାର୍ଟିଫାଏ ନକଲ କପି ଦେବା ପାଇଁ ଜଣେ ବ୍ୟକ୍ତିଙ୍କ ନିକଟରୁ ୧୦ ହଜାର ଲାଞ୍ଚ ନେବା ବେଳେ ବଡ଼ବାବୁ ଜନ୍ ଉଇଲିୟମ ବରାଳଙ୍କ ମାଡ଼ି ବସିଲା!-->…
ସାମ୍ବାଦିକାଙ୍କ ଉପରକୁ କୁକୁର ଛାଡ଼ିବା ଘଟଣା: ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ କ୍ୱାର୍ଟସରେ ପୁଣି ପୁଲିସ୍
ଭୁବନେଶ୍ବର: ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ କ୍ୱାର୍ଟସରେ ପୁଣି କ୍ୟାପିଟାଲ ଥାନା ପୁଲିସ୍। ସାମ୍ବାଦିକାଙ୍କ ଉପରକୁ କୁକୁର ଛାଡ଼ିବା ନେଇ ଧମକ ଦେବା ଅଭିଯୋଗରେ କ୍ୟାପିଟାଲ ଥାନାରେ ଏତଲା ହୋଇଥିଲା। ପୁଲିସ ଏବେ ଏହି ମାମଲାରେ ତଦନ୍ତ କରିବାକୁ ଆସି ଦ୍ୱିତୀୟ ଥର!-->…
ଜୁଲାଇ ୧ରୁ ସାଧାଣଣ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ପହିଲାରୁ ମୁଖ୍ୟମନ୍ତ୍ରୀ ଶୁଣିବେ ଅଭିଯୋଗ । ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ । ଜୁଲାଇ ୧ରୁ ୟୁନଟି-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ । ସକାଳ ୧୧ଟାରୁ ଅଭିଯୋଗ ଶଣାଣି କରିବେ ମୁଖ୍ୟମନ୍ତ୍ରୀ ।!-->…
ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲା; ୧୪ ଦିନ ନ୍ୟାୟିକ ହେପାଜତକୁ ଗଲେ କେଜ୍ରିୱାଲ
ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଗିରଫ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ୧୪ ଦିନ ନ୍ୟାୟିକ ହେପାଜତକୁ ପଠାଯାଇଛି। CBI ତାଙ୍କୁ ୧୪ ଦିନ ପାଇଁ ନ୍ୟାୟିକ ହେପାଜତକୁ ନେଇଛି। ତଦନ୍ତ ଏବଂ ନ୍ୟାୟର ସ୍ୱାର୍ଥ ପାଇଁ କେଜ୍ରିୱାଲଙ୍କୁ ରିମାଣ୍ଡରେ ନିଆଯାଇଥିବା କହିଛି!-->…
ରାଜଘାଟରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର : ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କେଭି ସିଂଦେଓ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ରାଜଘାଟ ଯାଇ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ‘ସଦୈବ ଅଟଳ’ରେ ଅଟଳ ବିହାରୀ ବାଜପେୟୀଙ୍କୁ ମଧ୍ୟ!-->…
ଟିକରପଡ଼ା ମହାନଦୀ କୂଳରୁ ୮ ବର୍ଷର ନାବାଳକକୁ ଘୋଷାଡିନେଲା କୁମ୍ଭୀର
ଅନୁଗୋଳ: ଅନୁଗୋଳ ଜିଲ୍ଲା ଟିକରପଡ଼ା ଘାଟ ସାହି ଅଞ୍ଚଳରରେ ଦେଖିବାକୁ ମିଳିଛି ଶୋକାକକୂଳ ପରିବେଶ । ମହାନଦୀ କୂଳରୁ ୮ ବର୍ଷର ନାବାଳକକୁ ଘୋଷାଡିନେଲା କୁମ୍ଭୀର । ମୃତ ନାବାଳକର ଘର ଟିକରପଡ଼ା ଘାଟ ସାହି ଅଞ୍ଚଳରରେ ବୋଲି ଜଣାଯାଇଛି ।
ଖବର ମୁତାବକ, ପିଲାଟି ଆଜି ଟିକରପଡା ମହାନଦୀ କୂଳରେ!-->!-->!-->…
ବିହାର ପାଇଁ ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ଦାବି କଲା ନୀତୀଶ କୁମାରଙ୍କ ଜେଡିୟୁ
ବିଜେପି ନେତୃତ୍ୱାଧୀନ ଏନଡିଏର ସହଯୋଗୀ ଜେଡିୟୁ ପୁଣିଥରେ ବିହାର ପାଇଁ ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା କିମ୍ବା ସ୍ୱତନ୍ତ୍ର ଆର୍ଥିକ ପ୍ୟାକେଜ ଘୋଷଣା କରିବାକୁ ଦାବି କରିଛି। ବର୍ତ୍ତମାନ କେନ୍ଦ୍ରରେ କ୍ଷମତାସୀନ ଏନଡିଏର ସହଯୋଗୀ ଦଳ ହେଉଛି ନୀତୀଶ କୁମାରଙ୍କ ଜେଡିୟୁ।
ଆଜି ଜେଡିୟୁର ଜାତୀୟ!-->!-->!-->…
ବଦଳିବ ‘ଲକ୍ଷ୍ମୀ’ ବସର ନାଁ, ହେବ ‘ମୁଖ୍ୟମନ୍ତ୍ରୀ ବସ ସେବା’
ଭୁବନେଶ୍ବର: ହଟିବ ଲକ୍ଷ୍ମୀ ବସର ନାଁ । ଲେଖା ହେବ ‘ମୁଖ୍ୟମନ୍ତ୍ରୀ ବସ ସେବା’ । ଲକ୍ଷ୍ମୀ ବସ୍ ଭବିଷ୍ୟତ ନେଇ ଆଜି ସ୍ପଷ୍ଟ କରିଛନ୍ତି ପରିବହନ ମନ୍ତ୍ରୀ ବିଭୁତି ଜେନା । ଲକ୍ଷ୍ମୀ ବସ୍ ନାଁ ବଦଳାଇ ଏହାକୁ ମୁଖ୍ୟମନ୍ତ୍ରୀ ବସ୍ ସେବା କରାଯିବ ବୋଲି କହିଛନ୍ତି ମନ୍ତ୍ରୀ ।!-->…
ସଞ୍ଜୟ ଝା ହେଲେ ଜେଡିୟୁର କାର୍ଯ୍ୟକାରୀ ସଭାପତି
ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଦଳ ଜେଡିୟୁର କାର୍ଯ୍ୟକାରୀ ସଭାପତି ଭାବେ ନିଯୁକ୍ତି ପାଇଛନ୍ତି ରାଜ୍ୟସଭା ସାଂସଦ ସଞ୍ଜୟ ଝା। ଆଜି ବସିଥିବା ଦଳର ଜାତୀୟ କାର୍ଯ୍ୟକାରିଣୀ ବୈଠକରେ ଏପରି ନିଷ୍ପତ୍ତି ନିଆଯାଇଛି।
ବର୍ତ୍ତମାନ ଦେଶ ତଥା ରାଜ୍ୟରେ ସୃଷ୍ଟି ହୋଇଥିବା ରାଜନୀତିକ ସ୍ଥିତି!-->!-->!-->…
ଚଢ଼ା ଦରରେ ଜିନିଷ ବିକ୍ରି କଲେ ବନ୍ଧା ହେବେ ବ୍ୟବସାୟୀ : ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
ଭୁବନେଶ୍ୱର : ବେଲଗାମ ପରିବା ଦର । କଞ୍ଚା ପରିବା ସହ ଆଳୁ ଦର ବି ନିୟନ୍ତ୍ରଣ ବାହାରେ । ଦୀର୍ଘ ଦିନ ଧରି ପିରବା ଦର ଖସିବାର ନାଁ ଧରୁନି । ଯାହାକି ସାଧାରଣ ଲୋକଟିଏ ପାଇଁ ଚିନ୍ତାର କାରଣ ପାଲଟିଛି । ଏହାରି ଭିତରେ ଦରଦାମ ବୃଦ୍ଧି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଖାଦ୍ୟ ଯୋଗାଣ ଓ!-->…