Sign in
Sign in
Recover your password.
A password will be e-mailed to you.
ସାମୁହିକ ସ୍ୱାସ୍ଥ୍ୟ ଓ ରକ୍ତ ପରୀକ୍ଷା ଶିବିର
ଫୁଲବାଣୀ : ସ୍ୱେଛାସେବୀ ଅନୁଷ୍ଠାନ ସ୍ୱାତୀ, ଜିଲ୍ଲା ସ୍ୱାସ୍ଥ୍ୟସମିତି, କନ୍ଧମାଳ ଓ ରାଜ୍ୟ ଏଡସ୍ ନିୟନ୍ତ୍ରଣ ସମିତର ମିଳିତ ସହଯୋଗରେ ଏକ ସାମୁହିକ ସ୍ୱାସ୍ଥ୍ୟ ଓ ରକ୍ତ ପରୀକ୍ଷା ଶିବିର ସ୍ଥାନୀୟ ବିଶିପଡା ସଦର ଥାନା କାର୍ଯ୍ୟାଳୟ ଠାରେ ଆୟୋଜିତ ହୋଇଯାଇଛି । ଅନୁଷ୍ଠାନ ମାଧ୍ୟମରେ!-->…
ମା’ ନାରାୟଣୀ ଠାକୁରାଣୀଙ୍କ ୨୬ତମ ଯାତ୍ରାର ସମୀକ୍ଷା ବୈଠକ
ଫୁଲବାଣୀ : କନ୍ଧମାଳ ଜିଲ୍ଲାର ବିଗତ ଦିନରେ ଅନୁଷ୍ଠିତ ହୋଇଥିବା ମ” ନାରାୟଣୀ ଠାକୁରାଣୀଙ୍କ ୨୬ ତମ ଯାତ୍ରାର ସମୀକ୍ଷା ବୈଠକ ଆଜି ସ୍ଥାନୀୟ ଗାନ୍ଧୀ ସ୍ମୃତି ଭବନ ଠାରେ ସଭାପତି ପି ସୁଧାଂଶୁ ସେନାପତିଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି l ଏହି ବୈଠକରେ ଯାତ୍ରା ପରିଚାଳନା କମିଟିର!-->…
ଗଞ୍ଜାମ ଜିଲ୍ଲା ବ୍ୟାଙ୍କ ପରାମର୍ଶଦାତା କମିଟି ବୈଠକ
ଛତ୍ରପୁର : ଛତ୍ରପୁରସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଗଂଜାମ ଜିଲ୍ଲା ବ୍ୟାଙ୍କ ସମୂହ ପକ୍ଷରୁ ଅର୍ଥ ପରାମର୍ଶଦାତା କମିଟି ବୈଠକ ଗଂଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଆସିକା ବିଧାୟକ ସରୋଜ କୁମାର ପାଢୀ ଯୋଗଦେଇ ବ୍ୟାଙ୍କ ମାନଙ୍କ!-->…
ରାସ୍ତା ନିର୍ମାଣ ପାଇଁ ଗଛକଟା : ବନ ବିଭାଗର ନୀରବତାକୁ ସନ୍ଦେହ କରୁଛନ୍ତି ଅଞ୍ଚଳବାସୀ
ମାଲକାନଗିରି : ମାଲକାନଗିରି ଜିଲ୍ଲା ବିକାଶ କାର୍ଯ୍ୟ ତ୍ବରାନ୍ବିତ କରିବା ପାଇଁ ବ୍ୟାପକ ରାସ୍ତା କାର୍ଯ୍ୟ ଚାଲୁରହିଥିବା ବେଳେ ପଡିଆ ବ୍ଲକ ମାଟେରୁ ପଞ୍ଚାୟତ ଅନ୍ତର୍ଗତ ତେଗଡାପଲ୍ଲୀ ଗ୍ରାମ ଠାରୁ ବାଟେନବାଡା ଗ୍ରାମ ପର୍ଯ୍ୟନ୍ତ ନିର୍ମାଣ ହୋଇଥିବା ରାସ୍ତା ପାଇଁ ବେଆଇନ ଭାବେ ଶହ ଶହ ଗଛ!-->…
ମାଲକାନଗିରିରେ ରଥଯାତ୍ରା ଆୟୋଜନ ନେଇ ପ୍ରସ୍ତୁତି ବୈଠକ
ମାଲକାନଗିରି : ମାଲକାନଗିରି ସଦର ମହକୁମାଠାରେ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ୨୦୨୪ ମସିହାର ପବିତ୍ର ରଥ ଯାତ୍ରା ପାଳନ ନିମନ୍ତେ ଜିଲ୍ଲା ପରିଷଦ କାର୍ଯ୍ୟ।ଳୟର ସମ୍ମିଳନୀ କକ୍ଷରେ ଅପରାହ୍ନ ୪.୦୦ ଘଟିକା ସମୟରେ ଜିଲ୍ଲାପାଳ, ସଚିନ ପାୱାରଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ!-->…
ଚୈତନ୍ୟ ଦେବୀ ମଣ୍ଡପରେ ଚେତନ ଲୀଳା ଅଭିନୀତ
ଛତ୍ରପୁର : ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ଵବିଦ୍ୟାଳୟ ଛତ୍ରପୁର ଶାଖା ଶାନ୍ତି ଅନୁଭୂତି ଭବନ କେନ୍ଦ୍ର ପକ୍ଷରୁ ବୁଧବାର ସନ୍ଧ୍ୟାରେ ଛତ୍ରପୁର ଷ୍ଟାଡିୟମ୍ ପରିସରରେ ଚୈତନ୍ୟ ଦେବୀ ମଣ୍ଡପରେ ଚେତନ ଲୀଳା ଅଭିନୀତ କାର୍ଯ୍ୟକ୍ରମର ଆନୁଷ୍ଠାନିକ ଭାବେ ଉଦ୍ଘାଟନ ହୋଇଯାଇଛି । ଏହି!-->…
ପ୍ରେସକ୍ଳବ ପକ୍ଷରୁ ନବ ନିର୍ବାଚିତ ଫୁଲବାଣୀ ବିଧାୟକ ସମ୍ବର୍ଦ୍ଧିତ
ଫୁଲବାଣୀ : କନ୍ଧମାଳ ଜିଲ୍ଲା ପ୍ରେସ କ୍ଲବ ଫୁଲବାଣୀ ପକ୍ଷରୁ ନବ ନିର୍ବାଚିତ ଫୁଲବାଣୀ ବିଧାୟକ ଉମା ଚରଣ ମଲ୍ଲିକଙ୍କୁ ପୁଷ୍ପଗୁଛ ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା l ଆଲୋଚନାରେ,ବରିଷ୍ଠ ସାମ୍ବାଦିକ ଡ଼ଃ ଅରୂପ ଜେନା ଓ ସମ୍ପାଦକ ବୀରେନ୍ଦ୍ର ସୁବୁଦ୍ଧି ମୁସ୍କlନ ସ୍ଵାର ପ୍ରମୁଖ!-->…
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ବଦଳି ପାରେ ବ୍ୟବସ୍ଥା
ପୁରୀ : ୮ ଶହ ବର୍ଷ ତଳର ଶ୍ରୀମନ୍ଦିର। ଏବେ ମଧ୍ୟ ସେହି ସମାନ ସ୍ଥାନ, ସେହି ସମାନ ବ୍ୟବସ୍ଥା। ହେଲେ ଏପଟେ ଦିନକୁ ଦିନ ବଢ଼ୁଛି ଭକ୍ତଙ୍କ ସଂଖ୍ୟା। ଏପରିସ୍ଥଳେ ଶ୍ରୀମନ୍ଦିରକୁ ଆସୁଥିବା ଭକ୍ତଟିଏ କେମିତି କରିବ ଅନାୟସରେ ଦର୍ଶନ? ଏ ସମ୍ପର୍କରେ ଓଟିଭିକୁ ସାକ୍ଷାତକାର ଦେଇ ପୁରୀ ଗଜପତି ମହାରାଜ!-->…
ସନ୍ଦେହରେ ପୁଲିସ ଡିଜିଙ୍କ ଭୂମିକା: ସାଜିଛନ୍ତି ଆଶିଷ ସିଂଙ୍କ ସୁରକ୍ଷାଦାତା, ଗୃହ ବିଭାଗ ମାଗିଲା ରିପୋର୍ଟ
ଭୁବନେଶ୍ବର : ସନ୍ଦେହରେ ପୁଲିସ ଡିଜି ଅରୁଣ ଷଡ଼ଙ୍ଗୀଙ୍କ ଭୂମିକା। ଏପର୍ଯ୍ୟନ୍ତ ବିଜେଡି ପ୍ରେମରୁ ମୁକୁଳି ପାରୁନାହାନ୍ତି। ଯେଉଁଥିପାଇଁ ବିଜେଡିର ଭଡ଼ାଟିଆ ଗୁଣ୍ଡା ସାଜି ରାଜନୀତିକ ବ୍ୟକ୍ତିମାନଙ୍କୁ ଧମକଚମକ ଦେଉଥିବାର ଅଭିଯୋଗ ଥିବା ଆଇପିଏସ ଅଫିସର ଆଶୀଷ କୁମାର ସିଂଙ୍କ ସୁରକ୍ଷାଦାତା!-->…
ସରକାର କିଣିଲେନି, ବେପାରୀ ନେଉନାହାନ୍ତି: ଚିନ୍ତାରେ ଚିନାବାଦାମ ଚାଷୀ
ବାଲିକୁଦା: ବଡ଼ଚଣା ବ୍ଲକ ବିରୂପା ଗେଙ୍ଗୁଟି ଓ କେଲୁଅ ଅବବାହିକାର ଚିନାବାଦାମ ଚାଷୀ ଏବେ ଚିନ୍ତାରେ। କାରଣ ସେମାନଙ୍କ ଉତ୍ପାଦିତ ଚିନାବାଦାମ ଏବେ ଘରେ ଭାଡ଼ିରେ ଥାକ ମରାଯାଇଛି। ସରକାର କିଣୁନାହାନ୍ତି କି କିଣିବାକୁ ବେପାରୀ ମଧ୍ୟ ନାହାନ୍ତି। ଦର ଏତେ ନୀଚ୍ଚା ଯେ ବିକିଲେ କ୍ଷତି ହିଁ!-->…