ଗୋୱେଲ ପରୀକ୍ଷାରେ ଦୁଇ ଗୋଲ୍ଡ ପାଇଲେ ଦେବ…

ଫୁଲବାଣୀ : କନ୍ଧମାଳ ଜିଲ୍ଲାର କାର୍ମେଲ ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ ପଢୁଥିବା ଏଲ କେଜି ଶ୍ରେଣିର ଛାତ୍ର ଦେବ ନାରାୟଣ ପଟ୍ଟନାୟକ ଗୋୱେଲର ଗଣିତ ଓ ଇଂରାଜୀ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଦୁଇ ଗୋଲ୍ଡ ପାଇ ବିଦ୍ୟାଳୟକୁ ଗୌରବ ଆଣିଛନ୍ତି l ତାଙ୍କ ମା ସୋନୁ ପଟ୍ଟନାୟକ ଜଣେ ଉଚ୍ଚ ଶିକ୍ଷିତା ସହ…

ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘର ସୌଜନ୍ୟ ମୂଳକ ସାକ୍ଷାତ…

ଉମରକୋଟ ( ୨୭ /୬/୨୦୨୪ ) ନବରଙ୍ଗପୁର ନିର୍ବାଚନ ମଣ୍ଡଳୀର ନବ ନିର୍ବାଚିତ ଯୁବ ବିଧାୟକ ଶ୍ରୀଯୁକ୍ତ ଗୌରୀ ଶଙ୍କର ମାଝୀଙ୍କୁ ନବରଙ୍ଗପୁରଠାରେ ଜିଲ୍ଲା ଓଷ୍ଟା (ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ) ତରଫରୁ ସୌଜନ୍ୟ ମୂଳକ ସାକ୍ଷାତ କରିବା ସହିତ ପୁଷ୍ପଗୁଚ୍ଛ ଓ ଉପଢୌକନ ପ୍ରଦାନ ପୂର୍ବକ…

ଏଏନ୍ଏମଙ୍କୁ ଦୁର୍ବ୍ୟବହାର ସହ ଜାତିଆଣ ଆକ୍ଷେପ ଅଭିଯୋଗ : ବିପିଏମଙ୍କ ବିରୋଧରେ ଥାନାରେ ଏତଲା

ବାଲିଗୁଡା : ଏଏନ୍ଏମ୍ ଙ୍କୁ ବିପିଏମଙ୍କ ଦୁର୍ବ୍ୟବହାର ଅଭିଯୋଗ । ଏନେଇ କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ସମ୍ପୃକ୍ତ ଏଏନ୍ଏମ୍ । ଅଭିଯୋଗ ପ୍ରକାରେ କୋଟଗଡ଼ ଥାନା କେସ୍ ନଂ ୮୬/୨୦୨୪ ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି କୋଟଗଡ଼ ପୋଲିସ୍ । ଘଟଣା…

ଆଦିବାସୀ ହଷ୍ଟେଲ ଛାତ୍ରୀଙ୍କ ଅଚାନକ ମୃତ୍ୟୁ

ବାଲିଗୁଡ଼ା : ସ୍କୁଲକୁ ଯାଇଥିଲେ ପାଠ ପଢ଼ିବାକୁ, ହେଲେ ଘରକୁ ଫେରିଲା ଝିଅର ମର ଶରୀର। ଏଭଳି ଦୁଃଖଦ ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍ ଅନ୍ତର୍ଗତ ବୁଡ୍ରୁକିଆ ଆଶ୍ରମ ବିଦ୍ୟାଳୟରେ । ସୂଚନା ପ୍ରକାରେ ବୁଡ୍ରୁକିଆ ଆଶ୍ରମ ବିଦ୍ୟାଳୟର ଛାତ୍ରାବାସରେ ରହି ତୃତୀୟ ଶ୍ରେଣୀରେ ପାଠ…

ଜୀବିକା ସୁରକ୍ଷା ମଞ୍ଚ ପକ୍ଷରୁ ସ୍ଵତନ୍ତ୍ର ମହିଳା ଗ୍ରାମ ସଭା

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକରେ କାର୍ଯ୍ୟ କରୁଥିବା ଜୀବିକା ସୁରକ୍ଷା ମଞ୍ଚ ପକ୍ଷରୁ ବ୍ଲକର ମହିଳାଙ୍କୁ ନେଇ ଦୁଇଟି ସ୍ଥାନରେ ସ୍ଵତନ୍ତ୍ର ଗ୍ରାମ ସଭା ଅନୁଷ୍ଠିତ ହୋଇ ଥିଲା। ଉକ୍ତ କାର୍ଯ୍ୟକ୍ରମ ବ୍ଲକର ସାରଙ୍ଗଗଡ଼ ପଞ୍ଚାୟତର ଦାସିଗୁଡା ଓ…

ବାଇକରେ ଷ୍ଟଣ୍ଟ ହେଲା କାଳ : ଆମ୍ବୁଲାନ୍ସ-ବାଇକ ମୁହାଁମୁହିଁ ଧକ୍କା, ଜଣେ ଯୁବକ ମୃତ

ବାଲିଗୁଡା : କନ୍ଧମାଳ ଜିଲ୍ଲାର ତୁମୁଡିବନ୍ଧ ନେତାଜୀ ସୁବାଷ ବୋଷ ଜୁନିୟର ମହାବିଦ୍ୟାଳୟ ନିକଟରେ ଜଣେ ଯୁବକ ନିଜ କେଟିଏମ ବାଇକ ରେ ଷ୍ଟଣ୍ଟ କରି ଦୃତ ଗତିରେ ବାଇକ ଚଳାଇବା ହେଲା କାଳ । ଏକ ଘରୋଇ ଆମ୍ବୁଲାନ୍ସ ଶବ ଧରି ଯାଉଥିବା ବେଳେ ମୁହାଁ ମୁହିଁ ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ବାଇକ…

ଚୈତନ୍ୟ ଦେବୀ ମଣ୍ଡପରେ ଚେତନ ଲୀଳା ଅଭିନୀତ !

ଛତ୍ରପୁର : ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ଵବିଦ୍ୟାଳୟ ଛତ୍ରପୁର ଶାଖା ଶାନ୍ତି ଅନୁଭୂତି ଭବନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଛତ୍ରପୁର ଷ୍ଟାଡିୟମ୍ ପରିସରରେ ଚୈତନ୍ୟ ଦେବୀ ମଣ୍ଡପରେ ଚେତନ ଲୀଳା ଅଭିନୀତ କାର୍ଯ୍ୟକ୍ରମର ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ ହୋଇଯାଇଛି ।…

ରଥଯାତ୍ରା ନିମନ୍ତେ ପ୍ରସ୍ତୁତି ବୈଠକ

ହିଞ୍ଜିଳିକାଟୁ ୨୬/୬ : ଜଗନ୍ନାଥ ମହାପ୍ରଭୁଙ୍କ ପବିତ୍ର ଶ୍ରୀ ଗୁଣ୍ଡିଚା ଏବଂ ବାହୁଡା଼ ଯାତ୍ରା ଉପଲକ୍ଷେ ହିଞ୍ଜିଳିକାଟୁ ପୌରପରିଷଦ ସଭା ଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ହିଞ୍ଜିଳିକାଟୁ ପୌରପରିଷଦ ଅଧ୍ୟକ୍ଷ ସୁବାସ ପଲେଈ ବୈଠକରେ ଅଧକ୍ଷତା କରିଥିଲେ। ଆସନ୍ତା…

ଓଲଟିଲା ଧାନ ବୋଝେଇ ଟ୍ରକ, ୩ ଆହତ

ହିଞ୍ଜିଳିକାଟୁ : ବୁଧବାର ଅପରାହ୍ନରେ ହିଞ୍ଜିଳି ଥାନା ତଥା ୫୯ ନଂ ଜାତୀୟ ରାଜପଥ ଶ୍ୟାମଳାଇ ଛକ ନିକଟରେ ଭାରସାମ୍ୟ ହରାଇ ଏକ ଧାନ ବୋଝେଇ ଟ୍ରକ (ଏପି୦୫ ଡବ୍ଳ୍ୟୁ ୨୨୪୪) ରାସ୍ତା ପ୍ବାର୍ଶ୍ବକୁ ଓଲଟି ପଡିଛି ।‌ ଦୁର୍ଘଟଣାରେ ୩ ଜଣ ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି। ଦୁର୍ଘଟଣା ପରେ ଘଟଣା…

ବ୍ଲକ୍ ସ୍ତରୀୟ “ଜିଜ୍ଞାସା” ଆଧାରିତ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଆନୁକୁଲ୍ୟରେ ଗତ ୨୪ ତାରିଖ ଠାରୁ ୨୬ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଚାଲିଥିବା ଶ୍ରୀ ସତ୍ୟ ସାଇ ଉଚ୍ଚ ବିଦ୍ୟାଳୟ ପରିସରରେ ଆକାଂକ୍ଷା ପାଠ୍ୟକ୍ରମ "ଜିଜ୍ଞାସା" ଆଧାରିତ ଶିକ୍ଷକ ପ୍ରଶିକ୍ଷଣ ଶିବିରର ଉଦଯାପନୀ ଦିବସ ଅନୁଷ୍ଠିତ…