Sign in
Sign in
Recover your password.
A password will be e-mailed to you.
ଅନ୍ତର୍ଜାତୀୟ ନିଷିଦ୍ଧ ନିଶ୍ଚେତକ ନିଶା ଦ୍ରବ୍ୟର ଅପବ୍ୟବହାର ଓ ଚୋରା ଚାଲାଣ ବିରୁଦ୍ଧ ଦିବସ ପାଳିତ
ମାଲକାନଗିରି : ବୁଧବାର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସାମାଜିକ ସୁରକ୍ଷା ଏବଂ ଅବକାରୀ ବିଭାଗର ମିଳିତ ଆନୁକୂଲ୍ୟରେ ଅନ୍ତର୍ଜାତୀୟ ନିଷିଦ୍ଧ ନିଶ୍ଚେତକ ନିଶା ଦ୍ରବ୍ୟର ଅପବ୍ୟବହାର ଓ ଚୋରା ଚାଲାଣ ବିରୁଦ୍ଧ ଦିବସ ପାଳିତ ହୋଇ ଯାଇଛି । ଏହି ଅବସରରେ ସ୍ଥାନୀୟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରୁ!-->…
ସମ୍ବାଦିକାଙ୍କ ଉପରକୁ କୁକୁର ଛାଡି ଆକ୍ରମଣର ନିନ୍ଦା
ରାୟଗଡ଼ା : ଅର୍ଗସରେ କାର୍ଯ୍ୟରତ ମହିଳା ସମ୍ବାଦିକା ଙ୍କ ଉପରକୁ କୁକୁର ଛାଡି ଆକ୍ରମଣ କଲେ ବିଜେଡିର ପୂର୍ବତନ ବିଧାୟକ ରଘୁନନ୍ଦନ ଦାସ ଏବଂ ତାଙ୍କ ପରିବାର ଲୋକ | ତତ ସହିତ ଅର୍ଗସ ଭିଡିଓ ଜର୍ଣ୍ଣାଲିଷ୍ଟଙ୍କ ଉପରେ ରଘୁନନ୍ଦନ ଓ ତାଙ୍କ ଲୋକ କଲେ ଆକ୍ରମଣ | ଏହି ଆକ୍ରମଣ ଘଟଣାର ପ୍ରତିବାଦ!-->…
ସୀମାନ୍ତରେ ପୁଲିସକର୍ମୀ ହତ୍ୟାରେ ସାମିଲ ମିଲିସିଆ କମାଣ୍ଡର ଗିରଫ
ମାଲକାନଗିରି : ଛତିଶଗଡର ସୁକମା ଜିଲ୍ଲାର ଗାଦିରାସ ଥାନା ଅଂଚଳରେ ଜଣେ ପୁଲିସକର୍ମୀଙ୍କ ହତ୍ୟାରେ ଜଡିତ ଥିବା ମାଓବାଦୀଙ୍କୁ ସୁରକ୍ଷାକର୍ମୀମାନେ ଘେରାବନ୍ଦୀ କରି ଗିରଫ କରିଥିବା ଜଣାପଡିଛି l ସୂଚନା ଅନୁଯାଇ ସୁକମା ଜିଲ୍ଲା ଗାଦିରାସ ଥାନା ଅଂଚଳରେ ଜୁନ 3ତାରିଖରେ ଏକ ମେଳା ଚାଲିଥିବା ସମୟରେ!-->…
ଦୁର୍ଘଟଣାରେ ମୃତ ୩ ଜଣ ଯୁବକଙ୍କ ପରିବାରକୁ ସମଵେଦନା ଜଣାଇଲେ ଓ ଆର୍ଥୀକ ସହାୟତା ପଠାଇଲେ ସାଂସଦ ଵୈଜୟନ୍ତ
ରାଜନଗର : କେନ୍ଦ୍ରାପଡା ଜିଲ୍ଲା ରାଜନଗର ଵ୍ଲକର ମହୁଲିଆ, କାନଫୁଲିଆ ଓ ପରିପାଙ୍ଗରା ଗ୍ରାମର ସୁନାକର ଦାସ, ଲିପୁନା ସୂତାର ଓ ସିଦ୍ଧାର୍ଥ ଶଣ୍ଢ ଗତ ୨୨ ତାରିଖରେ ବାଇକ୍ ରେ ଯାଉଥିବା ବେଳେ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇ ଘଟଣା ସ୍ଥଳରେ ୩ଜଣ ଯୁବକଙ୍କର ମୃତ୍ୟୁ ଘଟିଥିଲା । ଖବର ପାଇ!-->…
ପ୍ୟାରିସ ଅଲିମ୍ପିକ୍ସ ୨୦୨୪ ହକି ଇଣ୍ଡିଆ ପୁରୁଷ ଦଳ ଘୋଷଣା: ଓଡ଼ିଆ ଖେଳାଳି ଅମିତ ରୋହିଦାସ ସାମିଲ
ନୂଆଦିଲ୍ଲୀ : ଆଗାମୀ ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ପୁରୁଷ ହକି ଦଳ ଘୋଷଣା କରାଯାଇଛି। ଏହି ତାଲିକାରେ ୫ ଜଣ ଡେବ୍ୟୁାଣ୍ଟ ରହିଛନ୍ତି। ଦଳର ନେତୃତ୍ବ ହରମାନପ୍ରୀତ୍ ସିଂ ନେବେ। ଉପଅଧିନାୟକ ଭାବରେ ହାର୍ଦ୍ଦିକ ସିଂଙ୍କୁ ଦଳର ସାମିଲ କରାଯାଇଛି। ଅଲମ୍ପିକ୍ସ ଦଳରେ ଅମିତ ରୋହିଦାସ!-->…
ମୃତ ନାବାଳିକାକୁ ମେଡିକାଲ୍ରେ ଛାଡ଼ି ଦୁର୍ବୃତ୍ତ ଫେରାର
କୋରାପୁଟ: ମୃତ ନାବାଳିକାକୁ ମେଡିକାଲ୍ରେ ଛାଡ଼ି ଦୁର୍ବୃତ୍ତ ଫେରାର। ଘଟଣାଟି ହେଉଛି କୋରାପୁଟ ଜିଲ୍ଲା ସୁନାବେଡ଼ା ମେଡିକାଲରେ। ନାବାଳିକାଙ୍କ ମୃତଦେହକୁ ନେଇ ଆଜି ମେଡିକାଲ୍ କତୃପକ୍ଷ ଚିନ୍ତାରେ ପଡ଼ିଛନ୍ତି। ମୃତ ଶିଶୁ ପଟାଙ୍ଗି ଥାନା କୁନ୍ଦୁଲି ଅଞ୍ଚଳର ବୋଲି ପୁଲିସ କହିଛି।!-->…
କୃଷ୍ଣ ଗଡତିଆ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମନ୍ତ୍ରୀମଣ୍ଡଳ ଗଠନ
ବୀରମିତ୍ରପୁର : ସୁନ୍ଦରଗଡ଼ ଜିଲ୍ଲାର କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ କୃଷ୍ଣ ଗଡତିଆ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମନ୍ତ୍ରୀମଣ୍ଡଳ ଗଠନ ହୋଇଯାଇଛି |ଆଜି ପ୍ରଧାନ ଶିକ୍ଷକ ଶ୍ରୀ ବିଭୀଷଣ ତନ୍ତୀଙ୍କ ଅଧ୍ୟକ୍ଷତାରେ ଶିକ୍ଷକ ଓ ଛାତ୍ରଛାତ୍ରୀଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା |!-->…
ବଜ୍ରପାତରେ ୩ ମୃତ ; ୪ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ବରଗଡ: ବଜ୍ରପାତରେ ଚାଲିଗଲା ୩ ଜଣଙ୍କ ଜୀବନ। ୨ ଜଣ ଗୁରୁତର। ଗୁରୁତର ୨ ଜଣଙ୍କୁ ପଦ୍ମପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣା ଘଟିଛି ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଦେୱାନଡ଼ିହି ଗ୍ରାମରେ ।
ସୂଚନା ଅନୁସାରେ, ପ୍ରବଳ ବର୍ଷା କାରଣରୁ ୫ ଜଣ ବ୍ୟକ୍ତି ଏକ ବରଗଛ ତଳେ ଠିଆ ହୋଇଥିଲେ!-->!-->!-->…
ଗିରଫ ପରେ ୩ଦିନିଆ ସିବିଆଇ ରିମାଣ୍ଡରେ ଗଲେ କେଜ୍ରିୱାଲ
ନୂଆଦିଲ୍ଲୀ: ମଦ ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ବୁଧବାର ସେଣ୍ଟ୍ରାଲ୍ ବ୍ୟୁରୋ ଅଫ୍ ଇନ୍ଭେଷ୍ଟିଗେସନ୍ (ସିବିଆଇ) ଗିରଫ କରିଥିଲା । ଦିଲ୍ଲୀ ହାଇକୋର୍ଟ ତାଙ୍କ ଜାମିନ ଉପରେ ରୋକ ଲଗାଇବା ନେଇ ସୁପ୍ରିମ୍କୋର୍ଟରେ ଚ୍ୟାଲେଞ୍ଜ କରିଥିଲେ କେଜ୍ରିୱାଲ୍।!-->…
ସାମ୍ବାଦିକାଙ୍କ ଉପରକୁ ଆକ୍ରମଣର ଦୃଢ ନିନ୍ଦା କଲା ଏସୟୁଜେ : ପୂର୍ବତନ ମନ୍ତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି
ବ୍ରହ୍ମପୁର : ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ ସରକାରୀ ବାସଭବନ ରେ କିଛି ଖବର ସଂଗ୍ରହ କରିବାକୁ ଯାଇଥିବା ମହିଳା ସାମ୍ବାଦିକ ଓ କ୍ୟାମେରାମ୍ୟନ୍ ଙ୍କ ଉପରେ ଆକ୍ରମଣ କରିବା ଅଭିଯୋଗ ହୋଇଛି। ବିଶେଷ କରି ଅର୍ଗସ ଟିଭିର ଜଣେ କାର୍ଯ୍ୟରତ ମହିଳା ସାମ୍ବାଦିକ ଙ୍କୁ କୁକୁର ଲଗାଇ ହତ୍ୟା!-->!-->!-->…