ଉତ୍ତରାଖଣ୍ଡରେ ‘ପତଞ୍ଜଳି’ର ୧୪ଟି ପ୍ରଡକ୍ଟ ଲାଇସେନ୍ସ ରଦ୍ଦ

ସୁପ୍ରିମକୋର୍ଟରେ ପତଞ୍ଜଳି ବିଜ୍ଞାପନକୁ ନେଇ ମାମଲା ଚାଲିଥିବା ବେଳେ କମ୍ପାନୀର ଏକାଧିକ ପ୍ରଡକ୍ଟ ଉପରେ କାର୍ଯ୍ୟାନୁଷ୍ଠାନ ନେଇଛି ଉତ୍ତରାଖଣ୍ଡ। ରାଜ୍ୟ ସରକାର ୧୪ଟି ପତଞ୍ଜଳି ପ୍ରଡକ୍ଟ ଲାଇସେନ୍ସ ରଦ୍ଦ କରିଛନ୍ତି। ଦିବ୍ୟ ଫାର୍ମାସି ଏବଂ ପତଞ୍ଜଳି ଆୟୁର୍ବେଦ ଲିମିଟେଡ ଅଧିନରେ ଥିବା

ପ୍ରାକ୍ ମୌସୁମୀ ବାତ୍ୟା ମୁକାବିଲା ବୈଠକ

ଭୁବନେଶ୍ବର: ଆଜି ବସିବ ପ୍ରାକ୍ ମୌସୁମୀ ବାତ୍ୟା ମୁକାବିଲା ବୈଠକ। ଆଜି ଲୋକ ସେବା ଭବନରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ। ଏଥିରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁଙ୍କ ସମେତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଓ ରାଜ୍ୟର ବିଭିନ୍ନ

ମାଲକାନଗିରିରେ ଏନକାଉଣ୍ଟର, ଟଳିପଡ଼ିଲେ ୭ ମାଓବାଦୀ

ମାଲକାନଗିରି : ଟଳିପଡ଼ିଲେ ୭ ମାଓବାଦୀ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲ୍ଲାରେ ପୋଲିସ-ମାଓବାଦୀ ଗୁଳିବିନିମୟ । ପୋଲିସ ଏନକାଉଣ୍ଟରରେ ୭ ମାଓବାଦୀ ନିହତ । ଆବୁଝାମାଡ଼ ଜଙ୍ଗଲରେ ପୋଲିସର କୁମ୍ବିଙ୍ଗ ଅପରେସନ ବେଳେ ଏହି

ନାମାଙ୍କନପତ୍ର ଦାଖଲ କଲେ ପ୍ରଣବ ପ୍ରକାଶ ଦାସ

ସମ୍ବଲପୁର: ସମ୍ବଲପୁର ଲୋକସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ । ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା ପରେ ରିଟର୍ଣ୍ଣିଂ ଅଧିକାରୀଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି ପ୍ରଣବ । ନାମାଙ୍କନ ପୂର୍ବରୁ ମାଆ ସମଲେଶ୍ବରୀଙ୍କ ଦର୍ଶନ

ବିଜେଡି ବିଧାୟକଙ୍କ ରାଲିରେ ମାଡ଼ିଗଲା ଟ୍ରକ୍‌, ୩ ଗୁରୁତର

ବଡମ୍ବା: ବିଧାୟକ ପ୍ରାର୍ଥୀଙ୍କ ରାଲି ବେଳେ ମାଡିଗଲା ଟ୍ରକ୍‌ । ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ ଜଣଙ୍କର ଅବସ୍ଥା ଗୁରୁତ ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ସୂଚନା ଅନୁସାରେ, ବଡମ୍ବା ଟାଉନ ନିକଟରେ ମଙ୍ଗଳବାର ବିଜେଡି ବିଧାୟକ ଦେବୀ

ମେ’ ୨ ରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନାମାଙ୍କନ ଭରିବେ ନବୀନ

ଭୁବନେଶ୍ୱର: ଦୁଇଟି ଆସନରୁ ନିର୍ବାଚନ ଲଢୁଥିବା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମେ’ ୨ ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ଭରିବେ ।  ତେବେ ନବୀନଙ୍କ ଗସ୍ତ ଓ ନାମାଙ୍କନ ପତ୍ର ଦାଖଲ ନେଇ ଦଳ ପକ୍ଷରୁ ଜୋରଦାର ପ୍ରସ୍ତୁତି ହୋଇଛି । ତେବେ କଣ୍ଟାବାଞ୍ଜି

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରାର୍ଥୀପତ୍ର ଦାଖଲ….

ଛତ୍ରପୁର, ୩୦ / ୪ ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ବିଜେଡି ସୁପ୍ରିମୋଙ୍କ ପ୍ରାର୍ଥିପତ୍ର ଦାଖଲ ବେଳେ ବରିଷ୍ଠ

ଅଗ୍ନିକାଣ୍ଡରେ ଚାରି ପରିବାର ସର୍ବସ୍ୱାନ୍ତ

ବେଲଗୁଣ୍ଠା : ବେଲଗୁଣ୍ଠା ବ୍ଳକ ଇଙ୍ଗିନାଠି ପଞ୍ଚାୟତର ସାରିଆ ପଲ୍ଲୀ ଗ୍ରାମରେ ଅଗ୍ନିକାଣ୍ଡ ଘଟି ୪ ପରିବାର ସର୍ବସ୍ବାନ୍ତ ହୋଇଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁସାରେ,ଆଜି ଦିନ ଦୁଇଟା ବେଳେ ସାରିଆପଲ୍ଲୀ ବଡ଼ଦାଣ୍ଡ ସାହିର ବିଦ୍ୟାଧର ଲେଙ୍କାଙ୍କ ଘରେ କୌଣସି କାରଣରୁ ନିଆଁ

ଆସିକାରେ ଟାଟା ପାୱାର ଲୁଚକାଳୀ ଖେଳ ଲୋକେ ହଟହଟା

ବ୍ରହ୍ମପୁର : ଆସିକା ଗତ କିଛି ଦିନ ହେଲା ଦିନରେ ତାତି ବଢୁଥିବା ବେଳେ ଘନ ଘନ ବିଦ୍ୟୁତ କାଟ ହେଉଛି। ଆଜି ସନ୍ଧ୍ୟା ପାଞ୍ଚ ଘଣ୍ଟା ସମୟରେ ଅଚାନକ ବିଦ୍ୟୁତ ଫେଲ ହୋଇଥିଲା। ଦୀର୍ଘ ତିନି ଘଣ୍ଟା ପରେ ଆସିଥିଲା ଆଜି ଆସିକା ରେ ପାରଦ ୪୨ ଉପରେ ରହିଥିବା ବେଳେ ଟାଟା ପାୱାର ଦୀର୍ଘ ସମୟ ଧରି

ଫୁଲବାଣୀ ପୌରାଞ୍ଚଳରେ ଵିଜେଡିର ପ୍ରଚାର ଆରମ୍ଭ

ଫୁଲବାଣୀ :ଆଜି ଫୁଲବାଣୀ ପୌରାଞ୍ଚଳରେ ବିଜୁ ଜନତାଦଳ (ଵିଜେଡି)ର ନିର୍ବାଚନ ପ୍ରଚାର ଆରମ୍ଭ ହୋଇଛି। କନ୍ଧମାଳ ଲୋକସଭା ନିର୍ବାଚନ ମଣ୍ଡଳୀର ବିଜେଡ଼ି ସାଂସଦ ପ୍ରାର୍ଥୀ ଅଚ୍ୟୁତ ସାମନ୍ତ ଓ ଫୁଲବାଣୀ ବିଧାନସଭା ନିର୍ବାଚନମଣ୍ଡଳୀର ବିଧାୟକା ପ୍ରାର୍ଥୀ ଜୟଶ୍ରୀ କହଁର ଏକ ବିଶାଳ ଵାଇକ