Sign in
Sign in
Recover your password.
A password will be e-mailed to you.
ବିଜେପିରୁ ଇସ୍ତଫା ଦେଲେ ନୀତେଶ ଗଙ୍ଗଦେବ
ସମ୍ବଲପୁୁର: ସମ୍ବଲପୁର ସାଂସଦ ନୀତେଶ ଗଙ୍ଗଦେବ ବିଜେପିରୁ ଇସ୍ତଫା ଦେଇଛନ୍ତି। ଚଳିତଥର ତାଙ୍କ ଆସନରେ ଦଳ ପ୍ରାର୍ଥୀ ପରିବର୍ତ୍ତନ କରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପ୍ରାର୍ଥୀ କରିଛି। ନିକଟରେ ତାଙ୍କ ପତ୍ନୀ ଓ ପୁଅ ବିଜେଡିରେ ଯୋଗଦେଇଥିଲେ। ଏହାପରେ ସେ ବିଜେପିରୁ ଇସ୍ତଫା!-->…
ଆଜି ବାରିପଦାରେ ସର୍ବାଧିକ ୪୪.୮ ଡିଗ୍ରୀ ସେଲ୍ସିୟସ ତାପମାତ୍ରା ରେକର୍ଡ
ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ଆଜି ବାରିପଦାରେ ସର୍ବାଧିକ ୪୪.୮ ଡିଗ୍ରୀ ସେଲ୍ସିୟସ ତାପମାତ୍ରା ରେକର୍ଡ କରାଯାଇଛି | ବଡ କଥା ଯେ ୩୨ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି | ବାରିପଦାରେ ସର୍ବାଧିକ ୪୪.୮ ଡିଗ୍ରୀ, ଅନୁଗୁଳରେ ୪୪.୩ଡିଗ୍ରୀ,!-->…
ଆତଙ୍କୀ ପନ୍ନୁ ମାମଲା: ଭାରତୀୟ ଅଧିକାରୀଙ୍କ ନାଁ ପ୍ରକାଶ କଲା ଆମେରିକା ମିଡିଆ
ଖଲିସ୍ତାନୀ ଆତଙ୍କବାଦୀ ଗୁରପନ୍ତ ସିଂହ ପନ୍ନୁକୁ ଆମେରିକା ମାଟିରେ ହତ୍ୟା ପାଇଁ ହୋଇଥିବା ଉଦ୍ୟମ ପଛରେ ଭାରତୀୟ ଗୁଇନ୍ଦା ସଂସ୍ଥା ର’ର ଜଣେ ପୂର୍ବତନ ଅଧିକାରୀ ସାମିଲ ଥିଲେ।
ସେ ଜଣେ ହିଟ୍ ମ୍ୟାନଙ୍କୁ ଏଥିପାଇଁ ସୁପାରି ଦେଇଥିଲେ। ଉକ୍ତ ଅଧିକାରୀ ଜଣଙ୍କ ହେଲେ ବିକ୍ରମ ଯାଦବ। ଆଜି!-->!-->!-->…
ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ: ଅଂଶୁଘାତରେ ଗଲା ଆଉ ଜଣଙ୍କ ଜୀବନ
ଭୁବନେଶ୍ବର: ଆଜି ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଲାଗି ରହିଛି। ହଡଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ଲୋକେ । ଗତ କିଛି ଦିନ ହେବ ରାଜ୍ୟରେ ପାରଦ ଉପରମୁହାଁ । ଆଜି ଦିନ ୧୧ ଟା ୩୦ ସୁଦ୍ଧା ୪୦ ଡିଗ୍ରୀ ଉପରେ ୩ ସହର । ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ଆଜି କଟକ ସହରକୁ!-->…
ଚୀନ ପ୍ରଶାସନିକ ଅଧିକାରୀଙ୍କୁ ଭେଟିଲେ ଏଲନ ମସ୍କ
ଭାରତ ଗସ୍ତ ବାତିଲ ମଧ୍ୟରେ ଚୀନ ଯାତ୍ରା କରିଛନ୍ତି ବିଶ୍ୱର ଅରବପତି ତଥା ଟେସଲା ସିଇଓ ଏଲନ ମସ୍କ। ଗତକାଲି ସେ ଅଚାନକ ବେଜିଂରେ ପହଞ୍ଚି ପ୍ରିମିୟର (ଚୀନ୍ ସରକାରର ସର୍ବୋଚ୍ଚ ପ୍ରଶାସନିକ ଅଧିକାରୀ) ଲି କିଆଙ୍ଗଙ୍କୁ ଭେଟିଛନ୍ତି। ଏନେଇ ଚୀନ ଗଣମାଧ୍ୟମରେ ପ୍ରକାଶିତ ଖବରରୁ ସୂଚନା ମିଳିଛି।
!-->!-->!-->…
ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀନୀ ବର୍ଷା ସିଂ ବରିହା
ବରଗଡ: ପଦ୍ମପୁର ନିର୍ବାଚନମଣ୍ଡଳୀରୁ ନାମାଙ୍କନ ଭରିଲେ ବିଜେଡି ପ୍ରାର୍ଥୀନୀ ବର୍ଷା ସିଂ ବରିହା । ଆଜି ଏକ ବିଶାଳ ଶୋଭାଯାତ୍ରାରେ ଆସି ଉପଜିଲ୍ଲାପାଳ କାର୍ଯ୍ୟାଳୟ ଠାରେ ଉପଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଫିସରଙ୍କ ଠାରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।
ତେବେ ଆଜି ସକାଳେ ବିଧାୟିକା!-->!-->!-->…
ଶାହଙ୍କ ଫେକ୍ ଭିଡିଓ ମାମଲାରେ ମୁଖ୍ୟମନ୍ତ୍ରୀଙ୍କୁ ସମନ
ନିକଟରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଏକ ଫେକ୍ ଭିଡିଓ ସୋଶାଲ ମିଡିଆରେ ଭାଇରାଲ ହୋଇଥିଲା। ଏହି ମାମଲାର ଏବେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀଙ୍କୁ ଦିଲ୍ଲୀ ପୁଲିସ ସମନ କରିଛି। ଆସନ୍ତା ମେ' ୧ ତାରିଖରେ ତାଙ୍କୁ ପଚରାଉଚରା କରିବା ପାଇଁ ଡକାଯାଇଛି। ତେଲଙ୍ଗାନା!-->…
କଂଗ୍ରେସରୁ ଇସ୍ତଫା ଦେଲେ ଦୁଲାଲ ପ୍ରଧାନ
ସମ୍ବଲପୁର: କଂଗ୍ରେସ ପକ୍ଷରୁ ସମ୍ବଲପୁର ଲୋକସଭା କ୍ଷେତ୍ରରେ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ନଗେନ୍ଦ୍ର ପ୍ରଧାନଙ୍କୁ ପ୍ରାର୍ଥୀ କରାଯାଇଛି। କଂଗ୍ରେସ ଟିକେଟ ଦେଇ ଫେରାଇ ନେବାକୁ ନେଇ ଅସନ୍ତୁଷ୍ଟ ଥିବା ଦୁଲାଲ ଚନ୍ଦ୍ର ପ୍ରଧାନ ଦଳ ଛାଡ଼ିଛନ୍ତି। ସେ ନିଜର ଇସ୍ତଫାପତ୍ର ଏଆଇସିସି!-->…
ମୋଦି ବିରୋଧୀ ଆବେଦନକୁ ଖାରଜ କଲେ ହାଇକୋର୍ଟ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ହୋଇଥିବା ଆବେଦନକୁ ଖାରଜ କଲେ ହାଇକୋର୍ଟ। ନିର୍ବାଚନର ଆଚରଣ ବିଧି ଉଲ୍ଲଙ୍ଘନ କରି ଭଗବାନ ଓ ଧାର୍ମିକ ସ୍ଥାନ ନାଁରେ ଭୋଟ୍ ମାଗୁଥିବା ନେଇ ତାଙ୍କ ବିରୋଧରେ ଅଭିଯୋଗ ହୋଇଥିଲା। ଏଥିପାଇଁ ୬ ବର୍ଷ ପାଇଁ ତାଙ୍କୁ ନିର୍ବାଚନରୁ ବ୍ୟାନ୍ କରିବା!-->…
କାରରୁ ଜବତ ହେଲା ୩୮୮ ଲିଟର ମଦ ସହ ୩୦ ହଜାର ନଗଦ ଟଙ୍କା, ୨ ଗିରଫ
କଳାହାଣ୍ଡି: ଅବାଧ ନିରପେକ୍ଷ ନିର୍ବାଚନ କରିବା ପାଇଁ ଜିଲ୍ଲା ପ୍ରଶାସନର ଜୋରଦାର ଚେଷ୍ଟା ଜାରି ରହିଛି। ଏଥିପାଇଁ ଜିଲ୍ଲାର ବିଭିନ୍ନ ଥାନା ଅଞ୍ଚଳରେ ନାକା ଲଗାଇ ଗାଡିମୋଟର ଯାଞ୍ଚ କରାଯାଉଛି। ଏହି ପରିପେକ୍ଷୀରେ ରବିବାର ଫ୍ଲାଇଙ୍ଗ ସ୍ପାଡ୍ ପକ୍ଷରୁ ଭବାନୀପାଟଣା ହିଲ ଟାଉନ ପାଖରେ!-->…