Sign in
Sign in
Recover your password.
A password will be e-mailed to you.
ହେଲମେଟ ନପିନ୍ଧି ବାଇକ୍ ଚଳାଇଲେ ସ୍ବାସ୍ଥ୍ୟମନ୍ତ୍ରୀ, ଇସ୍ତଫା ଦାବି କଲା ବିଜେଡି
ଭୁବନେଶ୍ୱର: ହେଲମେଟ ନପିନ୍ଧି ବାଇକ ରାଲି କରି ଏବେ ଅଡ଼ୁଆରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ୍ ମହଲିଙ୍ଗ। ଉଠିଲା ଇସ୍ତଫା ଦାବି। ଗାଡି ଚଳାଇବା ବେଳେ ହେଲମେଟ ନପିନ୍ଧିବା କାର୍ଯ୍ୟକୁ ଆଇନ ଅମାନ୍ୟତାକୁ ପ୍ରୋତ୍ସାହିତ କରୁଥିବା ସାର୍ବଜନୀନ ଶୃଙ୍ଖଳାର ଉଲ୍ଲଂଘନ ବୋଲି ବର୍ଣ୍ଣନା କରି, ବିଜେଡି!-->…
ନର୍ଲା ବିଧାୟିକାଙ୍କ ସ୍ୱାମୀଙ୍କ ବିରୋଧରେ ତହସିଲଦାରଙ୍କୁ ହତ୍ୟା ଧମକ ଅଭିଯୋଗ, ଘରେ ପଶି ଛାନଭିନ କଲା ପୋଲିସ
ଭୁବନେଶ୍ବର: ବିଜେଡି ବିଧାୟିକାଙ୍କ ଘରେ ପୋଲିସ ରେଡ୍ ପରେ ତେଜିଲା ରାଜନୀତି । ନର୍ଲା ବିଧାୟିକା ମନୋରମା ମହାନ୍ତିଙ୍କ ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରେ କେସିଙ୍ଗା ପୋଲିସର ଚଢ଼ାଉ । ଚଢ଼ାଉକୁ ନେଇ ରାଜ୍ୟ ରାଜନୀତି ସରଗରମ । ତହସିଲଦାରଙ୍କୁ ଧମକ ଦେବା ଅଭିଯୋଗରେ ପୋଲିସ ଏହି!-->…
ନେତାନ୍ୟାହୁଙ୍କୁ ସମାଲୋଚନା କଲେ ଭାନ୍ସ
ୱାସିଂଟନ: ଇରାନ ଯୁଦ୍ଧକୁ ମାସେ ହୋଇଥିବାବେଳେ ଏହାର ଫଳାଫଳ ନେଇ କୌଣସି ସ୍ପଷ୍ଟତା ଦେଖାଯାଉନି। ଯୁଦ୍ଧ ଆରମ୍ଭରେ ଆମେରିକା ଓ ଇସ୍ରାଏଲ ଏହାକୁ ଯେତେ ସହଜ ମନେ କରୁଥିଲେ ବାସ୍ତବତା କିନ୍ତୁ ଭିନ୍ନ ରହିଛି। ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ ଓ ଇସ୍ରାଏଲ ପ୍ରଧାନମନ୍ତ୍ରୀ!-->…
ଉତ୍ତରପ୍ରଦେଶରେ ଜେୱାର ବିମାନବନ୍ଦରର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଉତ୍ତରପ୍ରଦେଶର ଗୌତମ ବୁଦ୍ଧ ନଗରର ଜେୱାରରେ ଥିବା ନୋଏଡା ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟ ଉଦଘାଟନ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ନୋଏଡା ଅନ୍ତର୍ଜାତୀୟ ବିମାନବନ୍ଦରର କର୍ଗେୋ ଟର୍ମିନାଲ ମଧ୍ୟ!-->…
ଇଣ୍ଡିଗୋ ବିମାନ ଇଞ୍ଜିନରେ ତ୍ରୁଟି: ଦିଲ୍ଲୀରେ କଲା ଜରୁରୀ ଅବତରଣ, ୧୬୧ ଯାତ୍ରୀ ସୁରକ୍ଷିତ
ନୂଆଦିଲ୍ଲୀ : ମଝି ଆକାଶରେ ଇଞ୍ଜିନ ତ୍ରୁଟି । ଇଣ୍ଡିଗୋ ବିମାନର ଏମରଜେନ୍ସି ଲ୍ୟାଣ୍ଡିଂ ହୋଇଛି । ଦିଲ୍ଲୀର ଇନ୍ଦିରା ଗାନ୍ଧି ଇଣ୍ଟରନ୍ୟାସନାଲ ବିମାନ ବନ୍ଦରରେ ଇଣ୍ଡିଗୋ 6E 579ର ଜରୁରୀ ଅବତରଣ କରିଛି । ୧୬୧ ଜଣ ଯାତ୍ରୀଙ୍କୁ ନେଇ ବିମାନଟି ଆନ୍ଧ୍ରପ୍ରଦେଶର!-->…
ଶେଷ ହୋଇଛି ଚଳିତ ବର୍ଷ ଗଞ୍ଜାମ ଓକିଲ ସଂଘ ନିର୍ବାଚନ…
ସଭାପତି ଭାବେ ସୀତାଂଶୁ ଶେଖର ପଣ୍ଡା ନିର୍ବାଚିତ ହୋଇଥିବା ବେଳେ ସମ୍ପାଦକ ଭାବେ ଜଗନ୍ନାଥ ମିଶ୍ର ନିର୍ବାଚିତ
ବ୍ରହ୍ମପୁର : ଆଜି ସକାଳ ୭.୩୦ ଘଣ୍ଟ ସମୟରୁ ଅପରାହ୍ନ ୩ ଟା ପର୍ଯ୍ୟନ୍ତ ହୋଇଥିଲା ମତଦାନ । ଚଳିତ ବର୍ଷ ମୋଟ ୧୭୬୩ ଜଣ ମତଦାତା ମଧ୍ୟରୁ ୧୫୩୪ ଜଣ ଆଇନଜୀବୀ ଆଜି ନିଜ ମତ!-->!-->!-->…
ଲଦାଖରେ ହିମସ୍ଖଳନ: ୭ ମୃତ, ୫ ଗୁରୁତର
ଲଦାଖ: ଲଦାଖରେ ବଡ ଧରଣର ହିମସ୍ଖଳନ। ଶ୍ରୀନଗର -ଲେହ ଜାତୀୟ ରାଜପଥରେ ଏକ ଭୟଙ୍କର ହିମସ୍ଖଳନ ହୋଇଛି । ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି । ଏବେ ବି ବରଫ ଭିତରେ ବହୁ ଗାଡି ଫସି ରହିଛି। ଉଦ୍ଧାର କାର୍ଯ୍ୟ ଏବେ ବି ଜାରି ରହିଥିବାରୁ!-->…
୨୩ଟି ଦେଶକୁ ମାଡ଼ିଲାଣି କରୋନା ଭୂତାଣୁର ନୂଆ ଭାରିଆଣ୍ଟ ‘ସିକାଡ଼ା’
ନୂଆଦିଲ୍ଲୀ: ପୁଣି ଫେରିଲା କରୋନା ଡର। ନୂଆ ଭାରିଆଣ୍ଟର ନାଁ ‘ସିକାଡ଼ା’। ପ୍ରଥମେ ଦକ୍ଷିଣ ଆଫ୍ରିକାରେ ଠାବ ହୋଇଥିଲା । ବର୍ତ୍ତମାନ ୨୩ଟି ଦେଶକୁ ମାଡ଼ିଗଲାଣି । ବୈଜ୍ଞାନିକ ଏହାର ନାଁ BA.3.2 ବା ‘ସିକାଡ଼ା ରଖିଛନ୍ତି । ଏହା ଓମିକ୍ରନ୍ ପରିବାରର ଏକ ଅଂଶ। ଏଥିରେ ଅନେକ ପରିବର୍ତ୍ତନ!-->…
ସାଉଦି US ଘାଟିକୁ ଇରାନର ଆକ୍ରମଣ, ୧୦ ସୈନ୍ୟ ଆହତ
ନୂଆଦିଲ୍ଲୀ: ସାଉଦି US ଘାଟିକୁ ଇରାନର ଆକ୍ରମଣ! । ସାଉଦି ଆରବର ‘ପ୍ରିନ୍ସ ସୁଲତାନ ଏୟାର ବେସ୍’ ଉପରେ ବଡ଼ ଧରଣର ମିସାଇଲ ଏବଂ ଡ୍ରୋନ ଆକ୍ରମଣ କରିଛି ଇରାନ । ଆକ୍ରମଣରେ ଅତିକମରେ ୧୦ ଜଣ ଆମେରିକୀୟ ସୈନ୍ୟ ଆହତ ହୋଇଛନ୍ତି, ଯେଉଁଥିରୁ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି ।!-->…
ନେପାଳର ପୂର୍ବତନ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ଗିରଫ
କାଠମାଣ୍ଡୁ: ନେପାଳର ପୂର୍ବତନ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲିଙ୍କୁ ଗିରଫ କରାଯାଇଛି। ପ୍ରଧାନମନ୍ତ୍ରୀ ହେବା ପରେ ବାଲେନ ଶାହ ଏହି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ଗଠନ କରିବା ପରେ ସେ ତୁରନ୍ତ ବିରୋଧୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛନ୍ତି। ପ୍ରଥମ!-->…