Sign in
Sign in
Recover your password.
A password will be e-mailed to you.
ଥାନା ଭିତରେ ସାପ ଖେଳାଇବା ଘଟଣା: ସାପଧରାଳିଙ୍କ ମୃତ୍ୟୁ ପରେ ତଦନ୍ତ ନିର୍ଦ୍ଦେଶ ଦେଲେ ପିସିସିଏଫ୍
ଭୁବନେଶ୍ବର: ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜପୁର ଥାନା ଭିତରେ ସୋମବାର ଦିନ ଜଣେ ସାପଧରାଳିଙ୍କ ମୃତ୍ୟୁ ଘଟଣାରେ ପିସିସିଏଫ୍ ବନ୍ୟପ୍ରାଣୀ ସୁଶାନ୍ତ ନନ୍ଦ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ସାପ ଧରି ଜଂଗଲରେ ନଛାଡି ଥାନା ପରିସରକୁ କାହିଁକି ଆସିଥିଲେ ସେ ନେଇ ତଦନ୍ତ ହେବ ବୋଲି କହିଛନ୍ତି।!-->…
ଯୁକ୍ତ ୩ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କଟ୍ଅଫ୍ ମାର୍କ ପ୍ରକାଶିତ: ରେଭେନ୍ସା ଆଗରେ
ଭୁବନେଶ୍ବର: ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଆଜି ଯୁକ୍ତ ୩ରେ ନାମ ଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କଟ୍ଅଫ୍ ମାର୍କ ପ୍ରକାଶିତ ହୋଇଛି। କଳା, ବିଜ୍ଞାନ ଓ ବାଣିଜ୍ୟରେ ରେଭେନ୍ସା ବିଶ୍ବବିଦ୍ୟାଳୟ କଟ୍ଅଫ୍ ଆଗରେ ରହିଛି।କଳାରେ ରେଭେନ୍ସା ବିଶ୍ବବିଦ୍ୟାଳୟର କଟ୍-ଅଫ୍ ୮୯.୬୭% (ଭୂଗୋଳ),!-->…
ମାଆ ପିଇଲେ ବିଷ,ଏବଂ ୪ ବର୍ଷର ପୁଅକୁ ବି ପିଆଇ ଦେଲେ…
ବାରିପଦା : ମାଆ ନିଜେ ବିଷ ପିଇଲେ। ଆଉ ନିଜର ୪ ବର୍ଷର ପୁଅକୁ ବିଷ ପିଆଇ ଦେଲେ। ଉଭୟ ମେଡ଼ିକାଲ୍ ବେଡ୍ରେ ଜୀବନ ସହ ସଂଘର୍ଷ କରୁଛନ୍ତି। ତେବେ କ’ଣ ପାଇଁ ବିଷ ପିଇଲେ, ତାହା ଜଣାପଡ଼ି ନାହିଁ। ମୟୂରଭଞ୍ଜ ଜିଲ୍ଲାରୁ ଆସିଛି ଏପରି ଦୁଃଖଦ ଖବର।ଉଦଳା ଥାନା ନାବରା କଲୋନୀରେ ବାସ କରନ୍ତି ଆଲୋକ!-->…
ଆକ୍ସନ ମୁଡ୍ରେ ବିଏମସି; ମାସକରେ ମୁକୁଳା ଡ୍ରେନରେ ପଡ଼ିବ ସ୍ଲାବ୍
ଭୁବନେଶ୍ବର : ଭୁବନେଶ୍ୱର ସ୍ଥିତ ୟୁନିଟ୍-୩ ମସଜିଦ୍ କଲୋନୀରେ ଡ୍ରେନ ପାଣିରେ ଭାସି ଜଣେ ନାବାଳକର ମୃତ୍ୟୁ ପରେ ଆକ୍ସନ ମୁଡ୍କୁ ଆସିଛି ଭୁବନେଶ୍ୱର ମହାନଗର ନିଗମ( ବିଏମସି)। ରାଜଧାନୀରେ ଥିବା ମୁକୁଳା ଡ୍ରେନ ଉପରେ ମାସକ ଭିତରେ ସ୍ଲାବ ପଡ଼ିବ ବୋଲି ସୂଚନା ଦେଇଛନ୍ତି ବିଏମସି କମିଶନର!-->…
ବନ୍ଦ ରହିବ ମହାପ୍ରଭୁଙ୍କ ନବଯୌବନ ଦର୍ଶନ
ପୁରୀ : ନୀତିକାନ୍ତି ଶୃଙ୍ଖଳିତ କରିବା ପାଇଁ ମହାପ୍ରଭୁଙ୍କ ନବଯୌବନ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁମାନେ ପ୍ରବେଶ କରିପାରିବେ ନାହିଁ। ପହଣ୍ଡି ଟିକେଟ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ସମୟ କମ୍ ଥିବାରୁ ଭିଡ଼ ନିୟନ୍ତ୍ରଣ ପାଇଁ ଶ୍ରୀମନ୍ଦିର ପରିଚାଳନା କମିଟିରେ ଆଜି!-->…
ଟ୍ୱିନ ସିଟି ହେବ ଟ୍ରିପଲ୍ ସିଟି
ଭୁବନେଶ୍ବର : ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ନୂଆ ପରିକଳ୍ପନା। ଟ୍ୱିନ ସିଟି ହେବ ଟ୍ରିପଲ୍ ସିଟି। ଦ୍ୱୈତ ନଗରୀ କଟକ-ଭୁବନେଶ୍ୱର ସହ ଯୋଡ଼ି ହେବ ପୁରୀ। ବଢ଼ିବ ସହରର ଆକାର। ଏହା ଦ୍ୱାରା ଗମନାଗମନ ସୁବିଧା ସହ ଅର୍ଥନୈତିକ ଅଭିବୃଦ୍ଧି ହେବ। ଆଜି ବିଭାଗ ପକ୍ଷରୁ ଆୟୋଜିତ ସମୀକ୍ଷା!-->…
ମନୋଜ ଆହୁଜା ପରବର୍ତ୍ତୀ ମୁଖ୍ୟ ସଚିବ, ପ୍ରଶାସନିକ ନବକଳେବର ଖୁବଶୀଘ୍ର !
ଭୁବନେଶ୍ବର : ୧୯୯୦ ବ୍ୟାଚ୍ ଆଇଏଏସ୍ ମନୋଜ ଆହୁଜା ରାଜ୍ୟର ପରବର୍ତ୍ତୀ ମୁଖ୍ୟ ସଚିବ ହୋଇପାରନ୍ତି । ଆଜି କେନ୍ଦ୍ର ସରକାର ତାଙ୍କୁ ନିଜ ଗୃହ କ୍ୟାଡ଼ର ଓଡ଼ିଶାକୁ ଫେରାଇ ଦେବାପରେ ଏଭଳି ସମ୍ଭାବନା ସୃଷ୍ଟି ହୋଇଛି । ରାଜ୍ୟର ପ୍ରଥମ ବିଜେପି ସରକାର ଶ୍ରୀ ଆହୁଜାଙ୍କୁ ଓଡ଼ିଶା ଫେରାଇବା ପାଇଁ!-->…
ଡିଏଲ୍ଏସ୍ ପଦ୍ଧତିର ଜନକ ଫ୍ରାଙ୍କ ଡକୱର୍ଥଙ୍କ ପରଲୋକ
ଲଣ୍ଡନ: କ୍ରିକେଟ୍ରେ ବର୍ଷା ପରେ ମ୍ୟାଚର ଫଳାଫଳ ପାଇବା ପାଇଁ ଡକୱର୍ଥ-ଲୁଇସ୍-ଷ୍ଟର୍ନ ପଦ୍ଧତି ବ୍ୟବହୃତ ହୁଏ । ଏହି ନିୟମର ସୃଷ୍ଟିକର୍ତ୍ତାମାନଙ୍କ ମଧ୍ୟରୁ ଫ୍ରାଙ୍କ ଡକୱର୍ଥଙ୍କର ଦେହାନ୍ତ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା।ସେ, ତାଙ୍କ ସାଥୀ ଟନି ଲୁଇସଙ୍କ ସହ,!-->…
ଆରମ୍ଭ ହେଲା ୯୬ ହଜାର କୋଟିର ୫ଜି ସ୍ପେକ୍ଟ୍ରମ୍ ନିଲାମ
ନୂଆଦିଲ୍ଲୀ: ୫ଜି ସ୍ପେକ୍ଟ୍ରମ ନିଲାମ ପୁଣି ଥରେ ଆରମ୍ଭ ହୋଇଛି। ଏଥର ସରକାର ୯୬ ହଜାର କୋଟି ଟଙ୍କାର ସ୍ପେକ୍ଟ୍ରମ୍ ନିଲାମ ପାଇଁ ରଖିଛନ୍ତି। ଏହା ପୂର୍ବରୁ ୨୦୨୨ରେ ହୋଇଥିବା ୫ଜି ସ୍ପେକ୍ଟ୍ରମ ନିଲାମରେ ସରକାର ୧.୫ ଲକ୍ଷ କୋଟି ଟଙ୍କା ଆୟ କରିଥିଲେ। ଏଥର ମଧ୍ୟ ସ୍ପେକ୍ଟ୍ରମ୍ ନିଲାମରୁ ସରକାର!-->…
କେରଳ ହେବ କେରଳମ୍: ରାଜ୍ୟ ବିଧାନସଭାରେ ପ୍ରସ୍ତାବ ପାରିତ, କେନ୍ଦ୍ର ଗୃହମନ୍ତ୍ରଣାଳୟ ନେବେ ପଦକ୍ଷେପ
ଥିରୁଭାନନ୍ତପୁରମ୍: କେରଳ ବିଧାନସଭା ସୋମବାର ରାଜ୍ୟର ନାମ ପରିବର୍ତ୍ତନ ପାଇଁ ଏକ ପ୍ରସ୍ତାବ ପାରିତ କରିଛି। ଏହି ପ୍ରସ୍ତାବକୁ ବିରୋଧୀଙ୍କ ସମର୍ଥନ ମଧ୍ୟ ମିଳିଛି। କଂଗ୍ରେସ ନେତୃତ୍ୱାଧୀନ ୟୁଡିଏଫ ଏହି ପ୍ରସ୍ତାବକୁ ସମ୍ପୂର୍ଣ୍ଣ ସମର୍ଥନ କରିଛି। ସୋମବାର ଦିନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ!-->…