କଂଗ୍ରେସ ‘ଶେହଜାଦା’ ଆମ ରାଜା-ମହାରାଜାଙ୍କୁ ଅପମାନିତ କରିଛନ୍ତି: ପ୍ରଧାନମନ୍ତ୍ରୀ ମୋଦି

ନିର୍ବାଚନୀ ପ୍ରଚାରରେ ପୁଣି ରାହୁଲ ଗାନ୍ଧିଙ୍କୁ ଟାର୍ଗେଟ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାହୁଲ ଗାନ୍ଧିଙ୍କ ପୂର୍ବର ଏକ ଟିପ୍ପଣୀକୁ ଦୋହରାଇ ମୋଦି କହିଛନ୍ତି, "କଂଗ୍ରେସର ଶେହଜାଦା(ରାଜକୁମାର) ହିନ୍ଦୁ ରାଜା-ମହାରାଜାମାନଙ୍କୁ ଅପମାନିତ କରିଛନ୍ତି। କିନ୍ତୁ ଔରଙ୍ଗଜେବଙ୍କ

ସତ୍ୟଭାମାପୁରରେ ମଧୁବାବୁଙ୍କ ଜନ୍ମପୀଠ ବୁଲି ଦେଖିଲେ ରାହୁଲ ଗାନ୍ଧୀ

ଭୁବନେଶ୍ବର:ଓଡିଶାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ । ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଥିଲେ ରାହୁଲ। ଏଠାରୁ ସିଧାସଳଖ ଉତ୍କଳ ଗୌରବ ମଧସୁଦନ ଦାସଙ୍କ ଜନ୍ମପୀଠ ସତ୍ୟଭାମାପୁର ଯାଇଥିଲେ । ଏକ ସ୍ବତନ୍ତ୍ର ହେଲିକାପ୍ଟର ଯୋଗେ ସତ୍ୟଭାମାପୁରରେ

ପୁରୀରେ ଝାଡ଼ାବାନ୍ତି ଆତଙ୍କ: ୩ ମୃତ, ଶତାଧିକ ଆକ୍ରାନ୍ତ

ପୁରୀ: ପୁରୀ ସହରର ବିଭିନ୍ନ ଅଞ୍ଚଳରେ ବ୍ୟାପୁଛି ଝାଡ଼ାବାନ୍ତି । ଆଉ କିଛି ମାସ ପରେ ପୁରୀ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା । ବାଲିସାହି, ରେଡକ୍ରସ୍‌ ରୋଡ୍‌ ସହ ବିଭିନ୍ନ ଅଞ୍ଚଳରେ ଏକାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ କାଲି ଝାଡ଼ାବାନ୍ତି ରେ ଆକ୍ରାନ୍ତ ହୋଇ ୨ ଜଣ ଆଖି ବୁଜି ସାରିଥିବା

ଅଶ୍ଳୀଳ ଭିଡିଓ ମାମଲା: ଦେଶ ଛାଡ଼ି ପଳାଇଲେ ଦେବଗୌଡାଙ୍କ ନାତି!

ଦେଶ ଛାଡ଼ି ପଳାଇଲେ ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌ ଡି ଦେବଗୌଡାଙ୍କ ନାତି ତଥା ଜନତା ଦଳ (ସେକ୍ୟୁଲାର) ସାଂସଦ ପ୍ରଜ୍ୱଳ ରେଭାନ୍ନା। ତାଙ୍କ ଅଶ୍ଳୀଳ ଭିଡିଓ କ୍ଲିପ୍ ମାମଲାର ତଦନ୍ତ ପାଇଁ କର୍ଣ୍ଣାଟକ ସରକାର ଏସଆଇଟି ଗଠନ କରିବାକୁ ନିଷ୍ପତ୍ତି ନିର୍ଦ୍ଦେଶ ଦେବାର ଦିନକ ପରେ ସେ ଦେଶ ଛାଡି

ଟ୍ରକକୁ ଧକ୍କା ଦେଲା ବସ୍ : ଡ୍ରାଇଭର ଓ ହେଲପର ମୃତ

ସୁବର୍ଣ୍ଣପୁର: ଟ୍ରକକୁ ଧକ୍କାଦେଲା ବସ୍, ଡ୍ରାଇଭର ଓ ହେଲ୍ପର ମୃତ । ତେବେ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡିଛି । ମୃତକ ଦ୍ୱୟ ହେଲେ ଡ୍ରାଇଭର ଡମ୍ବରୁଧର ସ୍ୱାଇଁ (୫୩)ଏବଂ ହେଲପର ଶିବ୍ରମ ଗୌଡ଼ (୩୨) । ବଲାଙ୍ଗୀର- ସୋନପୁର ୫୭ନମ୍ବର ଜତୀୟ ରାଜପଥ ହରଡ଼ଖୋଲ ନିକଟରେ ଘଟିଛି ଏହି

ମେ ୬ରୁ ଓଜେଇଇ, ୱେବସାଇଟରେ ଉପଲବ୍ଧ ହେଲା ଆଡମିଟ୍ କାର୍ଡ

ଭୁବନେଶ୍ଵର: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)-୨୦୨୪ ଆସନ୍ତା ମେ’୬ ତାରିଖରୁ ଆରମ୍ଭ ହେବ । ଏହି ପରୀକ୍ଷା ସମ୍ପୂର୍ଣ୍ଣ ସିବିଟି (କମ୍ପ୍ୟୁଟର ବେସ ଟେଷ୍ଟ) ମୋଡରେ କରାଯିବ । ଏଥିପାଇଁ ଆରମ୍ଭ ହୋଇଛି ଆଡମିଟ୍ କାର୍ଡ ଡାଉନଲୋଡ ପ୍ରକ୍ରିୟା । ଛାତ୍ରଛାତ୍ରୀମାନେ ତାଙ୍କ ଆଡମିଟ୍

ଆପର ନିର୍ବାଚନୀ ପ୍ରଚାର ଗୀତ ଉପରେ ରୋକ୍ ଲଗାଇଲେ ECI 

ନିର୍ବାଚନ ଆୟୋଗ (ECI) ଆମ୍ ଆଦମୀ ପାର୍ଟିର ପ୍ରଚାର ସଂଗୀତ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଦଳ ପକ୍ଷରୁ ରିଲିଜ୍ ହୋଇଥିବା 'ଜେଲ୍ କେ ଜୱାବ ମେଁ ହମ୍ ଭୋଟ୍ ଦେଙ୍ଗେ' ଗୀତ ଉପରେ କଟକଣା ଲଗାଯାଇଥିବା ଆପ୍ ନେତ୍ରୀ ଆତିଶୀ ମାର୍ଲେନା ସାମ୍ବାଦିକ ସମ୍ମିଳନୀ ଯୋଗେ ସୂଚନା ଦେଇଛନ୍ତି। ଏକ

ଭୁବନେଶ୍ୱରରେ ବ୍ଲକିଂ ଚେକିଂ ବେଳେ ଜବତ ହେଲା ୩ ଲକ୍ଷ ୬୦ ହଜାର ଟଙ୍କା

ଭୁବନେଶ୍ୱର : ଭୁବନେଶ୍ୱରରେ ବ୍ଲକିଂ ଚେକିଂ ବେଳେ ୩ ଲକ୍ଷ ୬୦ ହଜାର ଟଙ୍କା ଜବତ । ଗତକାଲି ଚନ୍ଦ୍ରଶେଖରପୁର ଅଞ୍ଚଳରୁ ରାତି ପ୍ରାୟ ୨ଟା ବେଳେ କାରର ଡିକିରୁ ଟଙ୍କା ମିଳିଛି । ଏହାର ସନ୍ତୋଷଜନକ ଉତ୍ତର ଦେଇ ପାରିନଥିଲେ କାର ଚାଳକ। ଏପଟେ ମଦ ପିଇ ଗାଡ଼ି ଚାଳନା ବେଳେ ୬୦ଟି ଗାଡ଼ି ଓ

ଭୁଶୁଡ଼ିଲା ପୁରୀ ରେଳଷ୍ଟେସନରେ ନିର୍ମାଣାଧୀନ ଛାତ, ୪ ଶ୍ରମିକ ଆହାତ

ପୁରୀ: ପୁରୀରେ ନିର୍ମାଣଧୀନ ଛାତ ଭୁଶୁଡିପଡିଲା  ।ପୁରୀ ରେଲଓ୍ବେ  ଷ୍ଟେସନରେ ନିର୍ମାଣଧୀନ କୋଠା ଛାତ ଭୁଶୁଡିପଡିଲା । ଘଟଣାସ୍ଥଳରୁ ୪ ଶ୍ରମିକଙ୍କୁ ଆହାତ ଅମସ୍ଥାରେ ଉଦ୍ଧାର କରାଯାଇଛି । ଉଦ୍ଧାର ହୋଇଥିବା ୪ ଶ୍ରମିକଙ୍କୁ ପୁରୀ ବଡ ମଡେକାଲରେ ଭର୍ତ୍ତି କରାଯାଇଛି। ନବନିର୍ମିତ କୋଠାର ଛାତ

ଫୁଲବାଣୀ ଓକିଲସଙ୍ଘ ପକ୍ଷରୁ ଓକିଲ ଦିବସ ପାଳିତ…

ଫୁଲବାଣୀ : ଏପ୍ରିଲ ୨୮ ଆଜି ଓକିଲ ଦିବସ ଓଡ଼ିଶାର ପ୍ରଥମ ବାରିଷ୍ଟର ତଥା ପ୍ରଥମ ସ୍ନାତକ ମଧୁସୁଦନ ଦାସଙ୍କ ଜନ୍ମତିଥି (ଜୟନ୍ତୀ)ରେ ପାଳିତ ଏକ ବିଶେଷ ଦିବସ ଯାହା ମଧୁବାବୁଙ୍କୁ ସମ୍ମାନ ଜଣାଇ ପାଳନ କରାଯାଇଥାଏ । ମଧୁବାବୁଙ୍କ ଜୀବନ ଚରିତ ଉତ୍କଳର ଅର୍ଦ୍ଧଶତାବ୍ଦୀର ଇତିହାସ । ସେ ହିଁ