Sign in
Sign in
Recover your password.
A password will be e-mailed to you.
ରଥଯାତ୍ରା ପାଇଁ ହେଲା ନୀତି ନିର୍ଘଣ୍ଟ, ୧ଟା ୧୦ରେ ପହଣ୍ଡି, ୫ଟାରେ ରଥଟଣା
ପୁରୀ: ରଥାଯାତ୍ରା ପାଇଁ ଶେଷ ହୋଇଛି ନୀତି ସବକମିଟି ଓ ଛତିଶାନିଯୋଗର ଯୁଗ୍ମ ଗୁରୁତ୍ୱପୂର୍ଣ୍ଣ ବୈଠକ । ବୈଠକରେ ରଥଯାତ୍ରାରୁ ନୀଳାଦ୍ରିବିଜେ ପର୍ଯ୍ୟନ୍ତ ନୀତିନିର୍ଘଣ୍ଟ ଚୂଡାନ୍ତ ହୋଇଛି । ଜୁଲାଇ ୭ ତାରିଖରେ ଅନୁଷ୍ଠିତ ରଥଯାତ୍ରାରେ ଅପରାହ୍ନ ୫ଟାରେ ରଥଟଣା ହେବ ବୋଲି ନୀତିନିର୍ଘଣ୍ଟ!-->…
ଛତ୍ରପୁର ଷ୍ଟାଇଲବଜାର ପକ୍ଷରୁ ଶିଶୁ ପ୍ରତିଭା କାର୍ଯ୍ୟକ୍ରମ
ଛତ୍ରପୁର : ଛତ୍ରପୁର ମେନ୍ ରୋଡ଼ରେ ଅବସ୍ଥାପିତ ଷ୍ଟାଇଲବଜାର ଆନୁକୂଲ୍ୟରେ ଏକ ଶିଶୁ ପ୍ରତିଭା କାର୍ଯକ୍ରମ ଫେସିଅନ୍-ସୋ ଅନୁଷ୍ଠିତ ହୋଇଥିଲା ।ଏଥିରେ ଛତ୍ରପୁର ସହରାଞ୍ଚଳ ର ପ୍ରାୟ ଶତାଧିକ ଶିଶୁ ଏହି ପ୍ରତିଭା କାର୍ଯ୍ୟକ୍ରମରେ ଯୋଗଦେଇ ନିଜ ନିଜ ର ରଙ୍ଗାରଙ୍ଗ ନୃତ୍ୟ ସଙ୍ଗୀତ ଧୂନ୍ ର ତାଳେ!-->…
ଜନ୍ମମାଟି ରାଇକଳାକୁ ଯାଇ ମା’ ଙ୍କ ହାତରୁ ପଖାଳ ଖାଇଲେ ମୁଖ୍ୟମନ୍ତ୍ରୀ
ଗତକାଲିଠାରୁ ଦୁଇ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତରେ ଯାଇଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ତାଙ୍କ ଜନ୍ମମାଟି ରାଇକଳାକୁ ଯାଇଥିଲେ। ମୁଖ୍ୟମନ୍ତ୍ରୀ ହେବା ପରେ ସେ ପ୍ରଥମ ଥର ପାଇଁ ନିଜ ଗାଁକୁ ଯାଇଥିଲେ। ଗାଁରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ କରିଥିଲେ!-->…
ଜୁନ ୨୫କୁ କଳା ଦିବସ ଭାବେ ପାଳନ କରିବ ବିଜେପି
ଭୁବନେଶ୍ବର: ଜୁନ ୨୫କୁ କଳା ଦିବସ ଭାବେ ପାଳନ କରିବ ବିଜେପି। ଏହି ଦିନ ସାରା ଦେଶରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଥିଲେ ଇନ୍ଦିରା ଗାନ୍ଧୀ। ଏହା ସହ ଦଳ ଅଭିଯୋଗ କରିଛି ଗଣତନ୍ତ୍ର ଏବଂ ଭାରତର ସମ୍ବିଧାନ କଂଗ୍ରେସ ସମୟରେ ସର୍ବାଧିକ କ୍ଷତିଗ୍ରସ୍ତ ଏବଂ ଅପମାନିତ ହୋଇଛି। ଜୁନ ୨୫ରେ!-->…
କେଜ୍ରିୱାଲଙ୍କ କେସ୍ରେ ସୁପ୍ରିମକୋର୍ଟଙ୍କ ବଡ଼ ବୟାନ: ଯଦି ହାଇକୋର୍ଟ ଭୁଲ କଲେ, ତା’ହେଲେ ଆମେ କାହିଁକି ରିପିଟ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଆବେଦନର ଶୁଣାଣି କରିବା ବେଳେ ବଡ଼ ବୟାନ ଦେଇଛନ୍ତି ସୁପ୍ରିମକୋର୍ଟ। ଯଦି ହାଇକୋର୍ଟ ଭୁଲ କଲେ, ତା’ହେଲେ ଆମେ କାହିଁକି ରିପିଟ କରିବୁ ବୋଲି ଶୁଣାଣି ବେଳେ କେଜ୍ରିୱାଲଙ୍କ ଓକିଲଙ୍କୁ ପ୍ରଶ୍ନ କରିଛନ୍ତି ସର୍ବୋଚ୍ଚ ଅଦାଲତ।
ଅବକାରୀ ନୀତି!-->!-->!-->…
ବ୍ଲକ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ, ଜଳିଗଲା ଗୁରୁତ୍ବପୂର୍ଣ୍ଣ ଫାଇଲ
ବୌଦ୍ଧ: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ । ନିଆଁ ଲାଗି ଜଳିଗଲା ବହୁ ଗୁରୁତ୍ବପୂର୍ଣ୍ଣ କାଗଜ ପତ୍ର । ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି ଅଗ୍ନିଶମ ବାହିନୀ ।
ଖବର ମୁତାବକ, ହରଭଙ୍ଗା ବ୍ଲକ କାର୍ଯ୍ୟାଳୟର ବିପିସି ବିଭାଗରେ କୌଣସି କାରଣରୁ ନିଆଁ!-->!-->!-->…
ଆମରଣ ଅନଶନରେ ବସିଥିବା ମନ୍ତ୍ରୀ ଆତିଶୀଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା
ହରିୟାଣା ସରକାର ଦିଲ୍ଲୀ ଭାଗ ପାଣି ଛାଡ଼ିବା ଦାବିରେ ଆମରଣ ଅନଶନ କରୁଥିବା ଦିଲ୍ଲୀ ମନ୍ତ୍ରୀ ଆତିଶୀଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଛି। ସେ ଆରମ୍ଭ କରିଥିବା ଅନଶନ ଆଜି ୪ର୍ଥ ଦିନରେ ପହଞ୍ଚିଛି।
ଆଜି ୪ର୍ଥ ଦିନରେ ଲୋକ ନାୟକ ଜୟ ପ୍ରକାଶ ନାରାୟଣ (ଏଲଏନଜେପି) ହସ୍ପିଟାଲର ଡାକ୍ତରମାନେ!-->!-->!-->…
ଭାରତର ବିଭିନ୍ନ ତୀର୍ଥକ୍ଷେତ୍ରକୁ ଓଡିଶାରୁ ଗଡିବ ବସ
ଭୁବନେଶ୍ୱର: ରଥଯାତ୍ରା ପାଇଁ ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ ବସ୍ । କେବଳ ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ଏଥିସହିତ ବଦଳିପାରେ ଲକ୍ଷ୍ମୀ ବସର ନାଁ । ଓଡିଶା ରାଜ୍ୟ ସଡ଼କ ପରିବହନ ନିଗମର ପ୍ରଥମ ବୈଠକରେ ରିଭ୍ୟୁ କରି ଏହି ସୂଚନା!-->…
ଆସନ୍ତା ୨୬ରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ବଢ଼ିବ ବର୍ଷାର ପରିମାଣ
ଭୁବନେଶ୍ବର: ବଙ୍ଗୋପସାଗରରେ ଆସନ୍ତା ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟରେ ୨୬ ରୁ ବର୍ଷାର ପରିମାଣ ବଢିବ । ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଭାଗର ନିର୍ଦ୍ଦେଶିକା ମନୋରମା ମହାନ୍ତି ।
ପାଣିପାଗ ବିଭାଗର ସୂଚନା ମୁତାବକ, ଘୂର୍ଣ୍ଣିବଳୟ ଯୋଗୁଁ!-->!-->!-->…
ଜେପି ନଡ୍ଡା ରାଜ୍ୟସଭା ନେତା ନିର୍ବାଚିତ
ବିଜେପି ସଭାପତି ତଥା କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା ହେଲେ ରାଜ୍ୟସଭା ନେତା। ଆଜି ସଂସଦର ଉପର ଗୃହର ନେତା ଭାବେ ଜେପି ନଡ୍ଡାଙ୍କୁ ନିର୍ବାଚିତ କରାଯାଇଛି।
ବିଜେପି ସରକାରର ତୃତୀୟ ପାଳିର କ୍ୟାବିନେଟରେ ନଡ୍ଡାଙ୍କୁ ମନ୍ତ୍ରୀ ପଦ ମିଳିଛି। ଚଳିତ ମାସ ପ୍ରାରମ୍ଭରେ!-->!-->!-->…