ରାଜ୍ୟର ସବୁ ବ୍ଲକରେ ଶୀତଳ ଭଣ୍ଡାର ପ୍ରତିଷ୍ଠା ହେବ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ୱର: ରାଜ୍ୟର ସବୁ ବ୍ଲକରେ ଶୀତଳ ଭଣ୍ଡାର ପ୍ରତିଷ୍ଠା ହେବ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ମନ୍ତ୍ରୀ କହିଛନ୍ତି, ବିଜେପିର ସଂକଳ୍ପପତ୍ର ଅନୁଯାୟୀ ପ୍ରତି ବ୍ଲକରେ ଶୀତଳ ଭଣ୍ଡାର ଖୋଲାଯିବ। ମୁଖ୍ୟମନ୍ତ୍ରୀ ବି ଏହାଉପରେ…

ଡିପଥେରିଆ-ଜଣ୍ଡିସ ରୋକିବା ପାଇଁ ଅତିରିକ୍ତ ସ୍ୱାସ୍ଥ୍ୟ ସୁବିଧା ଯୋଗାଇ ଦିଆଯିବ: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ମାଡିଲାଣି ଡିପଥେରିଆ, ଜଣ୍ଡିସ ଓ ଜାପାନିଜ ଏନସେଫାଲାଇଟିସ ରୋଗ । ଯାହାକି ଚିନ୍ତାର ବିଷୟ ପାଲଟିଛି। ରାଜ୍ୟର ଅନେକ ଜିଲ୍ଲାରେ ଏହି ରୋଗ ମାଡିଥିବା ବେଳେ ଅନେକଙ୍କ ଜୀବନ ଗଲାଣି । ଫଳରେ ଶିଶୁଙ୍କ ସ୍ବାସ୍ଥ୍ୟ ସୁରକ୍ଷା ନେଇ ସ୍ବାସ୍ଥ୍ୟ ବିଭା ଏବେ ଚିନ୍ତାରେ ପଡିଛି।…

ଶପଥ ନେଲେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନିଟ୍‌ ପରୀକ୍ଷାରେ ବ୍ୟାପକ ଅନିୟମିତତା ଅଭିଯୋଗ ପୂରା ଦେଶରେ ଝଡ଼ ସୃଷ୍ଟି କରିଛି। ବିରୋଧୀ ଏହାକୁ ପ୍ରସଙ୍ଗ କରି କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କରୁଛନ୍ତି। ଏହାରି ଭିତରେ ଆଜି ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ଲୋକସଭାରେ ସାଂସଦ ଭାବେ ଶପଥ ଗ୍ରହଣ କରିଛନ୍ତି। ସେ ଶପଥ ପାଇଁ…

ବିଜେଡି ସୁପ୍ରିମୋଙ୍କ ଅଧ୍ୟକ୍ଷତାରେ ସାଂସଦଙ୍କ ବୈଠକ, ରାଜ୍ୟସଭାରେ ଓଡ଼ିଶାର ସ୍ବାର୍ଥ ପାଇଁ ଲଢେଇ ଜାରି ରହିବ

ଭୁବନେଶ୍ୱର : ଓଡ଼ିଶାର ସ୍ବାର୍ଥ ପାଇଁ ଲଢେଇ ଜାରି ରହିବ । ଓଡ଼ିଶା ସ୍ବାର୍ଥ ସମ୍ବଳିତ ପ୍ରସଙ୍ଗ ଗୃହରେ ଉଠାଇବୁ । ଓଡ଼ିଶାର ସ୍ବାର୍ଥକୁ ଅଣଦେଖା କଲେ ସ୍ବର ଉତ୍ତୋଳନ କରିବୁ । ରାଜ୍ୟସଭାରେ ପ୍ରତିଟି ପ୍ରସଙ୍ଗକୁ ଶାଣିତ ଭାବେ ଉଠାଇବ ବିଜେଡି । ନବୀନ ନିବାସରେ ବିଜେଡି ବିଜେଡି…

ନିଟ୍ ପେପର ଲିକ୍ ବିଜେପି ଜାଣିଶୁଣି କରିଛି: ଅଖିଳେଶ ଯାଦବ

ନୂଆଦିଲ୍ଲୀ: ଏସପି ନେତା ତଥା ପୂର୍ବତନ ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ବିଜେପି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଅଖିଳେଶ ଯାଦବ କହିଛନ୍ତି ଜାଣିଶୁଣି ପେପର୍ ଲିକ୍ ହେଉଛି। ଏହା ହେଉଛି ବିଜେପି ସରକାରଙ୍କ କାର୍ଯ୍ୟକାରିତାର ପ୍ରମାଣ। ଯଦି ଆମେ ଇତିହାସକୁ…

‘ଶ୍ରୀମନ୍ଦିର ରତ୍ନଭଣ୍ଡାର ନିଶ୍ଚିତ ଖୋଲାଯିବ, ଆରମ୍ଭ ହୋଇଛି ପ୍ରକ୍ରିୟା’

ଭୁବନେଶ୍ବର: ଖୁବଶୀଘ୍ର ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଖୋଲାଯାଇ ଗଣତି ମଣତି କରାଯିବ । ଏଥିପାଇଁ ଯାହା ପ୍ରକ୍ରିୟା ରହିଛି ତାହା ଆରମ୍ଭ ହୋଇଯାଇଛି ବୋଲି କହିଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ତେବେ ଏହାକୁ କେଉଁ ଦିନ ଖୋଲାଯିବ ସେନେଇ ବିଭାଗ ପକ୍ଷରୁ ଜଣାଇ ଦିଆଯିବ । ରତ୍ନଭଣ୍ଡାରରେ…

କୌଣସି ଶକ୍ତି ସମ୍ବିଧାନକୁ ଛୁଇଁ ପାରିବନି: ରାହୁଲ ଗାନ୍ଧି

କଂଗ୍ରେସ ନେତା ରାହୁଲ ଗାନ୍ଧି ସମୋବାର ଅଭିଯୋଗ କରିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସମ୍ବିଧାନ ଉପରେ ଆକ୍ରମଣ କରୁଛନ୍ତି। ହେଲେ ଏହାକୁ ବିରୋଧୀ ମେଣ୍ଟ ଇଣ୍ଡିଆ କେବେ ହେଲେ ଗ୍ରହଣ କରିବ ନାହିଁ। କୌଣସି ଶକ୍ତି ଭାରତର ସମ୍ବିଧାନକୁ ସ୍ପର୍ଶ…

ବାଲେଶ୍ଵର ସହରରେ ସୁଧୁରୁଛି ସ୍ଥିତି, ମିଳିଲା ମୋବାଇଲ-ଇଣ୍ଟରନେଟ୍ ସେବା

ବାଲେଶ୍ଵର : ବାଲେଶ୍ଵର ସହରରେ ଧୀରେ ଧୀରେ ସ୍ବାଭାବିକ ହେଉଛି ସ୍ଥିତି । ୮ ଦିନ ପରେ ସହରରେ ସହରରେ ମିଳିଲା ମୋବାଇଲ ଇଣ୍ଟରନେଟ୍ ସେବା । ସେପଟେ ସକାଳୁଆ ସ୍କୁଲ, କଲେଜ ଓ ଅଙ୍ଗନବାଡି କେନ୍ଦ୍ର ଆଜି ଖୋଲିଛି । ଆଜି ମଧ୍ୟରାତ୍ର ଯାଏ କର୍ଫ୍ୟୁ ବଳବତ୍ତର ରହିଛି । କର୍ଫ୍ୟୁ କଟକଣା ବି…

ନାରାୟଣପାଟଣାରେ କୌଣସି ଅଜଣା ରୋଗ ନୁହେଁ ତାହା ହାଡ଼ଫୁଟି, କୌଣସି ମୃତ୍ୟୁ ନାହିଁ: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: କୋରାପୁଟ ଜିଲ୍ଲା ନାରାୟଣପାଟଣାରେ କୌଣସି ଅଜଣା ରୋଗ ନୁହେଁ ବରଂ ଯାହା ଫଟୋ ଆସିଛି, ତାହା ହାଡ଼ଫୁଟି ବା ପାଣି ବସନ୍ତ ହୋଇଛି। ଏଠାରେ କୌଣସି ମୃତ୍ୟୁ ହୋଇନାହିଁ। ଏପରି ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର। ଗତକିଛି ଦିନ ହେବ ରାଜ୍ୟରେ…

୫-ଟି ସ୍କୁଲରେ ଦୁର୍ନୀତି ହୋଇଥିଲେ କାର୍ଯ୍ୟାନୁଷ୍ଠାନ ହେବ: ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

ଭୁବନେଶ୍ୱର: ରାଜ୍ୟରେ ନୂଆ ସରକାର ଗଠନ ହେବା ପରେ ଆକ୍ସନ ମୁଡରେ ବିଭିନ୍ନ ବିଭାଗୀୟ ମନ୍ତ୍ରୀ। ବର୍ତ୍ତମାନ ଗଣଶିକ୍ଷା ମନ୍ତ୍ରୀ ୫-ଟି ଅଧୀନରେ ଥିବା ରାଜ୍ୟର ବହୁ ସ୍କୁଲରେ ହୋଇଥିବା ରୂପାନ୍ତରଣ କାର୍ଯ୍ୟରେ ଦୁର୍ନୀତି ହୋଇଛି ନା ନାହିଁ ତାହାର ତଦନ୍ତ କରିବାକୁ କହିଛନ୍ତି। ରାଜ୍ୟ ବିଦ୍ୟାଳୟ…