ଦିଲ୍ଲୀ ଏୟାରପୋର୍ଟରୁ ଧରା ପଡ଼ିଲେ ନକଲି ପାଇଲଟ

ନିଜକୁ ପାଇଲଟ୍‌ର ପରିଚୟ ଦେଇ ଦିଲ୍ଲୀର ଇନ୍ଦିରା ଗାନ୍ଧି ଅନ୍ତର୍ଜାତୀୟ ଏୟାରପୋର୍ଟରେ ବୁଲୁଥିବା ଜଣେ ୨୪ ବର୍ଷୀୟ ଯୁବକଙ୍କୁ ଗିରଫ କରି ଅର୍ଦ୍ଧସମାରିକ ବାହିନୀ। ନକଲି ପାଇଲଟ ଜଣଙ୍କ ହେଉଛନ୍ତି ସଙ୍ଗୀତ ସିଂହ। ତାଙ୍କ ଘର ଉତ୍ତର ପ୍ରଦେଶର ଗୌତମ ବୁଦ୍ଧ ନଗରରେ। ସେ ପାଇଲଟ ୟୁନିଫର୍ମ

ବିଜେପିରେ ମିଶିଲେ ବିଧାୟକ ପର୍ଶୁରାମ ଧଡା

ଭୁବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଜେଡି ଛାଡିଥିବା ସୋର ବିଧାୟକ ପର୍ଶୁରାମ ଧଡା ବିଜିପିରେ ଯୋଗଦେଇଛନ୍ତି । ସେ ନିଜର ବହୁ ନେତା ଓ କର୍ମୀଙ୍କ ସହ ଆନୁଷ୍ଠାନିକଭାବେ ଦଳରେ ସାମିଲ ହୋଇଛନ୍ତି । ଦଳରେ ସାମିଲ ହେବାପରେ ପର୍ଶୁରାମ

‘ମୁଁ ପୂର୍ବ ଜନ୍ମରେ ପଶ୍ଚିମବଙ୍ଗରେ ଜନ୍ମ ହୋଇଥିଲି’

‘ପଶ୍ଚିମବଙ୍ଗବାସୀଙ୍କ ଏତେ ଭଲ ପାଇବା ଦେଖି ମୋ’ ହୃଦୟ ତରଳି ଯାଉଛି। କାରଣ ଏତେ ଭଲ ପାଇବା ମୁଁ କେବେ ମୋ’ ଜୀବନରେ ପାଇନି। ଏପରି ଲାଗୁଛି ଯେପରି ପୂର୍ବ ଜନ୍ମରେ ମୁଁ ପଶ୍ଚିମ ବଙ୍ଗରେ ଜନ୍ମ ହୋଇଥିଲି, ନଚେତ ଆସନ୍ତା ଜନ୍ମରେ ପଶ୍ଚିମବଙ୍ଗର କେଉଁ ମା’ କୋଳରେ ଜନ୍ମ ହେବି। ’ ଆଜି ସାଧାରଣ

ଉମରକୋଟ ଗସ୍ତବେଳେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲେ ନିର୍ବାଚନ ଅଧିକାରୀ

ନବରଙ୍ଗପୁର: ନିର୍ବାଚନ ପ୍ରଚାର ପାଇଁ ଉମରକୋଟ ଯାଇଥିବା ବେଳେ ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ନିବାର୍ଚନ ଅଧିକାରୀ । ହେଲେ ଯାଞ୍ଚ ସମୟରେ କିଛି ମିଳିନଥିବା ସୂଚନା ରହିଛି । ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହେଲିକପ୍ଟର ମଧ୍ୟ ଯାଞ୍ଚ

ଏପ୍ରିଲ ୨୮ରେ ରାହୁଲ ଗାନ୍ଧୀଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ବର: ସାଧାରଣ ନିର୍ବାଚନ-୨୦୨୪ ପାଇଁ ଉଭୟ ଭାରତୀୟ ଜନତା ପାର୍ଟି (ବିଜେପି) ଓ ବିଜୁ ଜନତା ଦଳ (ବିଜେଡି) ନିର୍ବାଚନ ପ୍ରଚାର ଆରମ୍ଭ କରିସାରିଛନ୍ତି। କଂଗ୍ରେସ ମଧ୍ୟ ଖୁବ ଶୀଘ୍ର ରାଜ୍ୟରେ ନିର୍ବାଚନୀ ପ୍ରଚାର ଆରମ୍ଭ କରବାକୁ ଯାଉଛି। ଓଡ଼ିଶାରେ ନିର୍ବାଚନ ପ୍ରଚାର କରିବା ପାଇଁ ଲୋକସଭା

ସାଧାରଣ ନିର୍ବାଚନ ୨୦୨୪: ବରଗଡରେ ନାମାଙ୍କନ ଭରିଲେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀ

ବରଗଡ଼: ସାଧାରଣ ନିର୍ବାଚନ ପାଇଁ ଆଜି ଗେଜେଟ୍ ବିଜ୍ଞପ୍ତି ପ୍ରକାଶ ପାଇଛି । ବରଗଡ଼ ଲୋକସଭା ଏବଂ ପଦ୍ମପୁର, ବିଜେପୁର, ବରଗଡ଼ ଅତାବିରା ଏବଂ ଭଟଲି ବିଧାନସଭା ଆସନ ପାଇଁ ଆଜି ଅର୍ଥାତ୍ ୨୬ ଏପ୍ରିଲ ରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ସେହିପରି ମେ’ ମାସ ୩ ତାରିଖ

ହଠାତ୍ ହୁତୁ ହୁତୁ ହୋଇ ଜଳିଗଲା ଯାତ୍ରୀବାହୀ ବସ୍, ଅଳ୍ପକେ ବଞ୍ଚିଲେ ୪୦ ଯାତ୍ରୀ

ଢେଙ୍କାନାଳ: ବସ୍‌ରେ ହଠାତ୍‌ ଲାଗିଲା ନିଆଁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ । ଏଭଳି ଅଘଟଣ ଘଟିଛି ଢେଙ୍କାନାଳ ଜିଲ୍ଲାର ୫୫ ନମ୍ବର ଜାତୀୟ ରାଜପଥରେ । ଏଥିରେ କେହି ମୃତାହତ ହୋଇ ନ ଥିବା ଜଣାପଡିଛି । ଖବର ମୁତାବକ, ଅନୁଗୁଳ ରୁ ଭୁବନେଶ୍ୱର ଯାଉଥିବା ପ୍ରିୟାଂଶି ନାମକ ବସ୍‌ ଆଜି ଢେଙ୍କାନାଳ

ପୁଲିସ ଅଧିକାରୀଙ୍କ ନାମରେ ସିଇଓଙ୍କ ନିକଟରେ ଫେରାଦ ହେଲେ ଗ୍ରାମବାସୀ

ଭୁବନେଶ୍ବର: କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଏସ୍‌ଡିପିଓଙ୍କ ନାମରେ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ)ଙ୍କ ନିକଟରେ ଫେରାଦ ହେଲେ ରାମଚନ୍ଦ୍ରପୁର ସାଳଦେଇ ଗ୍ରାମର ବାସିନ୍ଦା। ଗ୍ରାମବାସୀ ଏସ୍‌ଡିପିଓ ପ୍ରଶାନ୍ତ ବେହେରାଙ୍କନାମରେ ଅଭିଯୋଗ ଆଣିଛନ୍ତି। ସୂଚନା ଅନୁସାରେ ମଲ୍ଲି ଜେନା ନାମକ

ଉମରକୋଟ ଓ ଝରିଗାଁରେ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର

ନବରଙ୍ଗପୁର: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକସଭା ନିର୍ବାଚନ ମଣ୍ଡଳୀର ଉମରକୋଟ ଓ ଝରିଆଁରେ ନିର୍ବାଚନ ପ୍ରଚାର ଆରମ୍ଭ କରି ଦଳର ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କୁ ବିପୁଳ ପରିମାଣର ଭୋଟଦେଇ

ଜେଇଇ ମେନରେ ଓଡ଼ିଶାର ପ୍ରଥମ ସ୍ଥାନରେ ଅନ୍ବେଶ ଶୁଭମ ପ୍ରଧାନ

ଭୁବନେଶ୍ୱର: ଡିଏଭି ଚନ୍ଦ୍ରଶେଖରପୁରର ଅନ୍ବେଶ ଶୁଭମ ପ୍ରଧାନ ୨୦୨୪ ଯୁଗ୍ମ ପ୍ରବେଶିକା ପରୀକ୍ଷା (ମେନ୍) ସେସନ-୨ରେ ଉଲ୍ଲେଖନୀୟ ୯୯.୯୯୭୧୬୪୩ ପ୍ରତିଶତ ହାସଲ କରିଛନ୍ତି। ଯିଏକି ଓଡ଼ିଶାର ଶ୍ରେଷ୍ଠ ପ୍ରଦର୍ଶନକାରୀ ଭାବେ ଉଭା ହୋଇଛନ୍ତି। ନିରନ୍ତର ଶିକ୍ଷାଗତ ସଫଳତା ହାସଲ କରିଥିବା ଅନ୍ବେଶ