Sign in
Sign in
Recover your password.
A password will be e-mailed to you.
ରାଏବଗା ପୋଲିସ ପକ୍ଷରୁ ଚଢ଼ାଉ,ବାଲି ମାଫିଆ ଆତଙ୍କିତ…!
ଚାରି ଗିରଫ ସହ ଗାଡ଼ି ଜବତ କଲା ପୋଲିସ...
ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲା : ଅପରାଧିକ ମାମଲା ରୁଜ୍ଜୁ କଲା ସିବିଆଇ
ନୂଆଦିଲ୍ଲୀ: ନିଟ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲାରେ ଶିକ୍ଷା ମନ୍ତ୍ରଣାଳୟର ଅଭିଯୋଗ ପରେ ସିବିଆଇ ରବିବାର (ଜୁନ୍ ୨୩) ଏକ ଫୌଜଦାରୀ ମାମଲା ରୁଜୁ କରିଛି। ସିବିଆଇ ଆଇପିସି ଧାରା ୪୨୦ (ଠକେଇ) ଏବଂ ୧୨୦ ବି (ଷଡ଼ଯନ୍ତ୍ର) ଅନୁଯାୟୀ ଏଫଆଇଆର ରୁଜୁ କରିଛି। ମିଳିଥିବା ସୂଚନା ଅନୁଯାୟୀ,!-->…
ଆସନ୍ତାକାଲିଠୁ ସ୍ୱାଭାବିକ୍ ହେବ ସ୍କୁଲ୍
ଭୁବନେଶ୍ୱର : ଆସନ୍ତାକାଲି ଠାରୁ ସ୍ଵାଭାବିକ ହେବ ସ୍କୁଲ୍ । ରାଜ୍ୟରେ ପାଗ ଅନୁକୂଳ ରହିଥିବାରୁ ସମସ୍ତ ସ୍କୁଲ ସ୍ୱାଭାବିକ୍ ହେବା ନେଇ ନିଷ୍ପତ୍ତି ନିଆଯାଇଛି । ଏନେଇ ଗତ ଗୁରୁବାର ସରକାରଙ୍କ ତରଫରୁ ପ୍ରକାଶ ପାଇଥିଲା ଚିଠି ।
ଏହା ସହ ଗଣିତ ଶିକ୍ଷାକୁ ନେଇ ବ୍ଲକ ସ୍ତରୀୟ ଦିଆଯିବ!-->!-->!-->…
ସାରା ରାଜ୍ୟକୁ ଛୁଇଁଲା ମୌସୁମୀ, ୨୬ ତାରିଖରୁ ବଢ଼ିବ ବର୍ଷାର ପରିମାଣ
ଭୁବନେଶ୍ବର: ରାଜ୍ୟର ୩୦ଟି ଜିଲ୍ଲାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପହଞ୍ଚିଛି। ମୌସୁମୀ ବାୟୁ ପ୍ରଭାବରେ ଆଜି ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।
ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ସ୍ୱାଭାବିକ!-->!-->!-->…
ସୁପ୍ରିମକୋର୍ଟ ଗଲେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ
ଟ୍ରାଏଲ କୋର୍ଟ ଜାମିନ ଦେଇଥିଲେ। କିନ୍ତୁ ହାଇକୋର୍ଟ ଏହା ଉପରେ ଅସ୍ଥାୟୀ ଭାବେ ରୋକ ଲଗାଇ ଦେଇଥିଲେ। ଏବେ ହାଇକୋର୍ଟଙ୍କ ବିରୋଧରେ ସୁପ୍ରିମକୋର୍ଟ ଯାଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ସେ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ପାଇଁ ନିବେଦନ କରିଛନ୍ତି। ହାଇକୋର୍ଟ ଜାମିନ!-->…
କାଳି ମାଡ଼ ପ୍ରସଙ୍ଗରେ ଛଅ ବର୍ଷ ପାଇଁ ବହିଷ୍କାର ହେଲେ ୫ କଂଗ୍ରେସ କର୍ମକର୍ତ୍ତା
ଭୁବନେଶ୍ୱର: ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼ ଘଟଣାରେ କାର୍ଯ୍ୟାନୁଷ୍ଠାନ । ଦଳର ୫ ଜଣ ନେତାଙ୍କୁ ଛଅ ବର୍ଷ ପାଇଁ କଂଗ୍ରେସରୁ ବହିଷ୍କୃତ କରାଯାଇଛି । ବହିଷ୍କୃତ କଂଗ୍ରେସ ନେତାମାନେ ହେଲେ ପିସିସି ସାଧାରଣ ସଂପାଦକ ପ୍ରକାଶ ମିଶ୍ର, ମହିଳା କଂଗ୍ରେସର ସାଧାରଣ ସଂପାଦକ!-->…
ଜିଦରୁ ଓହରିଲେ ଘରୋଇ ବସ ସଂଘ, ସ୍ବାଭାବିକ ହେବ ବାରିପଦାରେ ବସ୍ ଚଳାଚଳ
ବାରିପଦା: ଜିଦରୁ ଓହରିଲେ ଘରୋଇ ବସ ସଂଘ । ୩ ଦିନ ଧରି ବାରିପଦାରେ ବସ ଚଳାଚଳ ବନ୍ଦ ରହିଥିବା ବେଳେ ଆଜି ସନ୍ଧ୍ୟାରୁ ହେବ ସ୍ବାଭାବିକ । ଘରୋଇ ବସ ଚଳାଚଳକୁ ନେଇ ଶୁକ୍ରବାର ରାତିରେ ବାରିପଦା ବସଷ୍ଟାଣ୍ଡରେ ସୃଷ୍ଟି ହୋଇଥିବା ଉତ୍ତେଜନା ଯୋଗୁଁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିଲେ!-->…
ଏନ୍କାଉଣ୍ଟର୍ରେ ୨ ଆତଙ୍କବାଦୀ ସଫା, LOC ନିକଟରୁ ମିଳିଲା ମୃତଦେହ
ନୂଆଦିଲ୍ଲୀ : ଏନ୍କାଉଣ୍ଟରରେ ଟଳିଲେ ଦୁଇ ଆତଙ୍କବାଦୀ। ଜମ୍ମୁ କଶ୍ମୀର ବାରାମୁଲା ଜିଲ୍ଲାର ଉରି ସେକ୍ଟରରେ ଆତଙ୍କବାଦୀ ଅନୁପ୍ରବେଶ ଉଦ୍ୟମକୁ ପଣ୍ଡ କରିଛି ସୁରକ୍ଷା ବାହିନୀ। ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଦୀର୍ଘ ଘଣ୍ଟାର ଗୁଳିବିନିମୟ ପରେ ଦୁଇ ଜଣ ଆତଙ୍କବାଦୀ ନିହାତ!-->…
୧୦୦ ଦିନ ମଧ୍ୟରେ କାର୍ଯ୍ୟକାରୀ ହେବ ସୁଭଦ୍ରା ଯୋଜନା, ମହିଳାଙ୍କୁ ମିଳିବ ୫୦ ହଜାର ଟଙ୍କା
ଭୁବନେଶ୍ୱର : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ବୟାନ୍ । ରାଜ୍ୟରେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବା ନେଇ ବଡ଼ ବୟାନ୍ ରଖିଛନ୍ତି । ସେ କହିଛନ୍ତି,ସୁଭଦ୍ରା ଯୋଜନା କ୍ୟାବିନେଟ ମୋହର ବାଜିବା ପରେ ଡ୍ରାଫ୍ଟିଂ ଷ୍ଟେଜରେ ଅଛି । ୧୦୦ ଦିନ ମଧ୍ୟରେ ନିଶ୍ଚିତ ଭାବେ!-->…
ତାରିଣୀ ମନ୍ଦିରର ଉନ୍ନତି ପାଇଁ ୫୦ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
କେନ୍ଦୁଝର: ଘଟଗାଁ ତାରିଣୀ ମନ୍ଦିରର ସୌନ୍ଦର୍ଯ୍ୟକରଣ ପାଇଁ ୫୦ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମା’ ତାରିଣୀଙ୍କୁ ଦର୍ଶନ କରି ତାଙ୍କ ଆଶିଷ ନେବା ପରେ କିଛି ଏମିତି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ପୂର୍ବରୁ ତାରିଣୀ ମନ୍ଦିରରେ ୫୦ କୋଟିର କାମ ଚାଲିଥିବା ବେଳେ ଆଉ ୫୦!-->…