Sign in
Sign in
Recover your password.
A password will be e-mailed to you.
” ଆରମ୍ଭ ଏବଂ ନବ ସୃଜନ ପ୍ରତିଯୋଗିତା” କର୍ମଶାଳା
ବାଲିଗୁଡା, ତା, ୨୨/୦୭: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ଯାଳୟ ପରିସରରେ +୩ ଛାତ୍ରଛାତ୍ରୀଙ୍କୁ ନେଇ ବୁଧବାର ଉଚ୍ଚ ଶିକ୍ଷା ବିଭାଗର ପ୍ରତ୍ଯକ୍ଷ ଅନୁଦାନରେ ଏକ ସଚେତନତା କାର୍ଯ୍ୟକ୍ରମ " ଆରମ୍ଭ ଏବଂ ନବ ସୃଜନ ପ୍ରତିଯୋଗିତା" କର୍ମଶାଳା (ଷ୍ଟାର୍ଟ ଅପ୍ ଏଣ୍ଡ ଇନୋଭେସନ)!-->…
ରେଳ ଯାତ୍ରୀଙ୍କୁ ସୁରକ୍ଷା ଦେବ AI ରୋବଟ, RPFରେ ସାମିଲ ହେଲା DSC ଅର୍ଜୁନ
ଭୁବନେଶ୍ବର : ଏଣିକି ଷ୍ଟେସନ ଜଗିବ RPFର ନୂଆ ରୋବୋଟିକ ଅଫିସର । ରେଲୱେ ପ୍ରୋଟେକ୍ସନ ଫୋର୍ସରେ ଯୋଡିହେଲା DSC ଅର୍ଜୁନ । ପୂର୍ବତଟ ରେଳ ପକ୍ଷରୁ ଆରମ୍ଭ ହୋଇଛି ଏଆଇ ରୋବଟ । ରେଳଯାତ୍ରୀଙ୍କ ସୁରକ୍ଷା ପାଇଁ ରୋବଟ ଜରିଆରେ ଅପରାଧିକ ଗତିବିଧି ଓ ଅଘଟଣ ଉପରେ ନଜର ରଖିବାକୁ ଆରମ୍ଭ ହୋଇଛି!-->…
ସେବା ମହୋତ୍ସବ ଉଦଯାପିତ : ମନମୋହିଲା ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ସହ ସାଂସ୍କୃତିକ କାର୍ଯ୍ୟକ୍ରମ
ନୟାଗଡ଼: ନୟାଗଡ଼ ଜିଲ୍ଲା ସେବା ଉତ୍ସବ ସମିତି ପକ୍ଷରୁ ଦଶମ ଜିଲ୍ଲା ବ୍ୟାପି ସେବା ମହୋତ୍ସବ କାର୍ଯ୍ୟକ୍ରମ ସୋମବାର ଉଦଯାପିତ ହୋଇଯାଇଛି । ଉଦଯାପନୀ ଦିବସରେ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ସହ ସାଂସ୍କୃତିକ କାର୍ଯ୍ୟକ୍ରମ ନୟାଗଡ଼ ସହରରେ ଦେଶତ୍ମାବୋଧର ନିଆରା ପରିବେଷ ସୃଷ୍ଟି କରିଥିଲା l!-->…
ଆହୁରି ୫ ଦିନ ବର୍ଷିବ, ୧୧ଟି ଜିଲ୍ଲାକୁ ସତର୍କ ସୂଚନା
ଭୁବନେଶ୍ୱର : ରାଜ୍ୟରେ ଆହୁରି ୫ ଦିନ ଯାଏ ବର୍ଷିବ । ଆସନ୍ତା ୨୪ରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଦୁଇ ଦୁଇଟି ଟ୍ରପ ଲାଇନ ପ୍ରଭାବରେ ରାଜ୍ୟରେ ଵର୍ଷା ଲାଗି ରହିଥିବା ବେଳେ ଏଯାଏ ଲଘୁଚାପ ନେଇ କୌଣସି ପୂର୍ବାନୁମାନ କରାଯାଇନାହିଁ । ଆଜି ପାଇଁ ପ୍ରବଳ ବର୍ଷା ସହ!-->…
ମାଲକାନଗିରି ଜିଲ୍ଲା ଭାଜପା କାର୍ଯ୍ୟାଳୟରେ ‘ମନ୍ କି ବାତ୍’ ଜିଲ୍ଲାସ୍ତରୀୟ କର୍ମଶାଳା ଅନୁଷ୍ଠିତ
ମାଲକାନଗିରି : ମାଲକାନଗିରି ଜିଲ୍ଲା ଭାରତୀୟ ଜନତା ପାର୍ଟି (ଭାଜପା) କାର୍ଯ୍ୟାଳୟ ପରିସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତିମାସର ଲୋକପ୍ରିୟ ରେଡିଓ କାର୍ଯ୍ୟକ୍ରମ ‘ମନ୍ କି ବାତ୍’ର ସଫଳ ଆୟୋଜନ ଓ ବ୍ୟାପକ ପ୍ରସାର ପାଇଁ ଏକ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କର୍ମଶାଳା ଅନୁଷ୍ଠିତ!-->…
ଶିକ୍ଷକ ନିଯୁକ୍ତି ଦାବିରେ ଡିଇଓ ଅଫିସ ଘେରିଲେ ଅଭିଭାବକ
କେନ୍ଦ୍ରାପଡା : ଶିକ୍ଷକ ଅଭାବ ଯୋଗୁଁ ଛାତ୍ରଛାତ୍ରୀଙ୍କ ପାଠପଢ଼ା ବାଧାପ୍ରାପ୍ତ ହେଉଥିବା ଅଭିଯୋଗ କରି ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଛନ୍ତି ଗ୍ରାମବାସୀ । ଶିକ୍ଷକ ନିଯୁକ୍ତି ଦାବିରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ!-->…
ଲଗାଣ ବର୍ଷା ପରେ ଜଳବନ୍ଦୀ ଜୀବନ କାଟୁଛନ୍ତି ଗ୍ରାମବାସୀ, ଘର ଭିତରେ ଆଣ୍ଠୁଏ ପାଣି
ଆଠଗଡ଼ : ଲଗାଣ ବର୍ଷା ପରେ ଆଠଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି)ର ୯ ନମ୍ବର ୱାର୍ଡ ବୀର କିଶୋରପୁର ଅଞ୍ଚଳରେ ଦେଖାଦେଇଛି ଜଳବନ୍ଦୀ ସମସ୍ୟା । ଘର ଭିତରେ ଲହଡ଼ି ଭାଙ୍ଗୁଛି ବର୍ଷା ପାଣି । ଲଗାଣ ବର୍ଷାରେ ଆଠଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ କିଶୋର!-->…
ବାହୁଡ଼ା ଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ପ୍ରସ୍ତୁତି ଜୋରଦାର : ମୁଖ୍ୟମନ୍ତ୍ରୀ ଡାକିଲେ ଗୁରୁତ୍ବପୂର୍ଣ୍ଣ ବୈଠକ
ଭୁବନେଶ୍ବର : ଶ୍ରୀକ୍ଷେତ୍ର ପୁରୀରେ ବାହୁଡ଼ା ଯାତ୍ରାକୁ ସୁରୁଖୁରୁରେ ଓ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ପାଇଁ ରାଜ୍ୟ ସରକାର ପକ୍ଷରୁ ପ୍ରସ୍ତୁତିକୁ ଆହୁରି ଜୋରଦାର କରାଯାଇଛି । ବାହୁଡ଼ା ଯାତ୍ରା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ!-->…
ଅଗଷ୍ଟ ୪ରେ ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଗଞ୍ଜାମ ଗସ୍ତ, ସଡ଼କ ପଥରେ ବ୍ରହ୍ମପୁରରୁ ତପ୍ତପାଣି ଯିବେ
ବ୍ରହ୍ମପୁର : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ଓ ୫ ତାରିଖରେ ଗଞ୍ଜାମ ଜିଲା ଗସ୍ତରେ ଆସିବା କାର୍ଯ୍ୟକ୍ରମ ଏକପ୍ରକାର ଚୂଡ଼ାନ୍ତ ହୋଇଛି। କାର୍ଯ୍ୟସୂଚୀ ସମ୍ପର୍କରେ ସବିଶେଷ ସୂଚନା ମିଳି ନ ଥିଲେ ସୁଦ୍ଧା ଆପାତତଃ ସ୍ଥିର ହୋଇଥିବା କାର୍ଯ୍ୟକ୍ରମ ଅନୁସାରେ ରାଷ୍ଟ୍ରପତି ଗଞ୍ଜାମ!-->…
ଦକ୍ଷିଣ ମୋଡ ନେଲେ ୩ ରଥ
ପୁରୀ : ନବଦିନାତ୍ମକ ଯାତ୍ରାରେ ଶ୍ରୀଜୀଉ। ଜନ୍ମବେଦିରେ ସରିଆସୁଛି ଲୀଳାଖେଳା। ଆଉ ଦିନକ ପରେ ବାହୁଡା ଯାତ୍ରା। ରତ୍ନବେଦିକୁ ଫେରିବେ ମହାପ୍ରଭୁ। ବାହୁଡା ପୂର୍ବରୁ ରଥ ଦକ୍ଷିଣ ମୋଡ ହୋଇଛି। ଆଜ୍ଞାମାଳ ବିଜେ ପରେ ଗତକାଲି ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଦକ୍ଷିଣ ମୋଡ ନେଇଥିବା ବେଳେ!-->…