ଦିବ୍ୟ ସ୍ନାନ କଲେ ଚତୁର୍ଦ୍ଧା ମୂରତି

ପୁରୀ: ୧୦୮ ଗରା ସୁବାସିତ ଜଳରେ ଚତୁର୍ଦ୍ଧା ମୂରତି ଦିବ୍ୟ ସ୍ନାନ କରିଛନ୍ତି। ଜ୍ୟେଷ୍ଠ ମାସ ଶୁକ୍ଲପକ୍ଷ ପୂର୍ଣ୍ଣିମା ତିଥିରେ ଆଜି ଶ୍ରୀକ୍ଷେତ୍ରରେ ହେଉଛି ମହାପ୍ରଭୁଙ୍କ ଦିବ୍ୟସ୍ନାନ। ଆଜି ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ…

ଜଳ ସମ୍ପଦ ବିଭାଗର ସମସ୍ତ ବିଳମ୍ବିତ ପ୍ରକଳ୍ପକୁ ତୁରନ୍ତ ଶେଷ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଜଳସେଚନ ବିଭାଗର ସମୀକ୍ଷା କରିବା ପରେ ବିଭାଗୀୟ ସଚିବ ଅନୁ ଗର୍ଗ ପ୍ରତିକ୍ରିୟା ଦେଇ କହିଛନ୍ତି, ବନ୍ୟାକୁ ନେଇ ବିଭାଗ କେତେ ପ୍ରସ୍ତୁତ ସେ ନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୀକ୍ଷା କରିଛନ୍ତି। ଦୁର୍ବଳ ନଦୀ ବନ୍ଧ ଗୁଡ଼ିକ ଅଧିକ ସୁଦୃଢ କରିବା ଓ…

ଜନ୍ମମାଟିକୁ ଆସୁଛନ୍ତି ମୁଖ୍ୟମନ୍ତ୍ରୀ; ସଜେଇ ହେଉଛି ଗାଁ

କେନ୍ଦୁଝର : ଜନ୍ମମାଟିକୁ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେଥିପାଇଁ ସଜେଇ ହେଉଛି ଗାଁ। ନିର୍ବାଚନ ପରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଆସୁଥିବାରୁ ଗାଁ ଲୋକଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ସେଥିପାଇଁ ଗାଁର ରାସ୍ତାଘାଟ ମରାମତି ଓ ପରିଷ୍କାର ପରିଚ୍ଛନ୍ନ କରୁଛନ୍ତି।…

ଆଗାମୀ ୩ରୁ ୪ ଦିନ ମଧ୍ୟରେ ସମ୍ପୂର୍ଣ୍ଣ ଓଡ଼ିଶାକୁ ଛୁଇଁବ ମୌସୁମୀ

ଭୁବନେଶ୍ବର: ଗତ ୨୪ ଘଣ୍ଟାରେ ବୌଦ୍ଧ ରେ ସର୍ବାଧିକ ୧୦.୮ ସେମି ବର୍ଷା ରେକର୍ଡ କରାଯାଇଛି। ସେହିଭଳି ୮ ସହରରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ଆଗାମୀ ୫ ଦିନ ଯାଏଁ ଲାଗି ରହିବ ବର୍ଷା ଘଡଘଡି। ଆସନ୍ତା ୨୪ ଘଣ୍ଟାରେ ବିଜୁଳି ଘଡ଼ଘଟି ସହ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର…

ହାତୀ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ: ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିର ସ୍ନାନବେଦିରେ ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ସ୍ନାନଯାତ୍ରା। ରତ୍ନବେଦୀରୁ ସ୍ନାନବେଦୀକୁ ଆସି ସୁନା କୂଅର ୧୦୮ ସୁବାସିତ ଜଳରେ ସ୍ନାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ରୀତିନୀତି ଅନୁସାରେ ୧୦୮ ଗରା…

ପ୍ରାକ-ବଜେଟ୍ ପରାମର୍ଶ ବୈଠକ: ସମ୍ବଲପୁରରେ ଏମ୍ସ-୨ ସହ ସୁଭଦ୍ରା ଯୋଜନା ପାଇଁ ଆର୍ଥିକ ସହାୟତା ମାଗିଲେ ରାଜ୍ୟ ଅର୍ଥ…

ନୂଆଦିଲ୍ଲୀ: ଆଜି କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରାକ-ବଜେଟ୍ ପରାମର୍ଶ ବୈଠକରେ ଓଡିଶାର ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓ ଯୋଗ ଦେଇଥିଲେ । ଆଗାମୀ କେନ୍ଦ୍ର ବଜେଟ୍, ୨୦୨୪-୨୫ ପାଇଁ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ଅର୍ଥମନ୍ତ୍ରୀଙ୍କ…

ବିଭିନ୍ନ ନିଗମରେ ନିଯୁକ୍ତି ପାଇଥିବା ଅଧ୍ୟକ୍ଷମାନଙ୍କୁ ଦାୟିତ୍ଵରୁ ଅବ୍ୟାହତି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଭିନ୍ନ ନିଗମରେ ନିଯୁକ୍ତି ପାଇଥିବା ଅଧ୍ୟକ୍ଷମାନଙ୍କୁ ଦାୟିତ୍ଵରୁ ଅବ୍ୟାହତି ଦେଲେ ମୁଖ୍ୟମନ୍ତ୍ରୀ | ରାଜ୍ୟର ବିଭିନ୍ନ ସରକାରୀ ନିଗମରେ ପୂର୍ବ ସରକାରଙ୍କ ସମୟରେ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତି ଦିଆଯାଇଥିଲା। ଏହି ଅଧ୍ୟକ୍ଷମାନଙ୍କ ଯୋଗୁଁ ନିଗମଗୁଡ଼ିକର ପରିଚାଳନାରେ କୌଣସି…

ତାମିଲନାଡୁରେ ବିଷାକ୍ତ ମଦ ପିଇ ୫୩ ମୃତ, ରାଜ୍ୟର ଡିଏମକେ ସରକାରଙ୍କୁ ଦାୟୀ କଲା ବିଜେପି

କଲ୍ଲାକୁରିଚି: ତାମିଲନାଡୁର କଲ୍ଲାକୁରିଚି ଜିଲ୍ଲାରେ ବେଆଇନ ଦେଶୀ ମଦ ପିଇ ପ୍ରାଣ ହରାଇଥିବା ଲୋକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶନିବାର ପୁଲିସଠାରୁ ମିଳିଥିବା ସଦ୍ୟତମ ରିପୋର୍ଟ ଅନୁଯାୟୀ, ଦେଶୀ ମଦ ପିଇ ଅସୁସ୍ଥ ହୋଇଥିବା ୧୪୦ ଜଣଙ୍କ ଅବସ୍ଥା ଏବେ ବି ସ୍ଥିର ଥିବା ବେଳେ ମୃତ୍ୟୁ ସଂଖ୍ୟା…

ଭିଡ଼ ହିଂସା ପାଇଁ ଆଇନ ଆଣ :ମୌଲାନା ମଦନି

ନୂଆଦିଲ୍ଲୀ: ଛତିଶଗଡ଼ ଓ ଆଲିଗଡ଼ରେ ଘଟିଥିବା ମବ୍ ଲିଞ୍ଚିଂ (ଭିଡ଼ ହିଂସା) ଘଟଣାକୁ ନେଇ ଜମିୟତ ଉଲେମା-ଏ-ହିନ୍ଦର ସଭାପତି ମୌଲାନା ଅରଶଦ ମଦନି ଗଭୀର ଦୁଃଖ ଓ ତୀବ୍ର କ୍ରୋଧ ପ୍ରକାଶ କରିଛନ୍ତି। ଚଳିତ ଲୋକସଭା ନିର୍ବାଚନରେ ଦେଶର ଅଧିକାଂଶ ଲୋକ ସାମ୍ପ୍ରଦାୟିକତା ଓ ଘୃଣାର ରାଜନୀତିକୁ…

ପଦୋନ୍ନତି ଚାହୁଁନୁ, ଆମର ୱାର୍କ ଫ୍ରମ୍ ହୋମ୍ ଆବଶ୍ୟକ

ୱାଶିଂଟନ: କରୋନା ସମୟରେ, ଯେତେବେଳେ ଲକ୍ ଡାଉନ୍ ହୋଇଥିଲା ସେତେବେଳେ ଦୁନିଆର ପ୍ରାୟ ସମସ୍ତ କମ୍ପାନୀ ନିଜ କର୍ମଚାରୀଙ୍କୁ ଘରୁ କାମ କରିବାର(ୱାର୍କ ଫ୍ରମ୍ ହୋମ୍) ସୁବିଧା ଦେଇଥିଲେ। କରୋନା ଅବଧି ପରେ ଘରୁ କାମର ସୁବିଧା ସମାପ୍ତ ହୋଇଥିଲା। କିନ୍ତୁ ସେତେବେଳକୁ କର୍ମଚାରୀମାନେ ୱାର୍କ…