ଶୃଙ୍ଖଳିତ ସ୍ନାନଯାତ୍ରା ନେଇ ବ୍ୟାପକ ପ୍ରସ୍ତୁତି: ମୁତୟନ ରହିବେ ୬୮ ପ୍ଲାଟୁନରୁ ଉର୍ଦ୍ଧ୍ବ ପୁଲିସ ଫୋର୍ସ

ପୁରୀ: ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣମୀ। ଶୃଙ୍ଖଳିତ ସ୍ନାନଯାତ୍ରା ନେଇ ପୁରୀ ଏସପି ପିନାକ ମିଶ୍ର ଗଣମାଧ୍ୟମକୁ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ନେଇ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସମୁଦାୟ ୪ ଜଣ ଏସପି ରାଙ୍କ୍ ର ଅଫିସର,୧୨…

ପେପର ଲିକ ସହ ପିଏଙ୍କ ଲିଙ୍କ ଅଭିଯୋଗ: ନୀରବତା ଭାଙ୍ଗିଲେ ତେଜସ୍ୱୀ ଯାଦବ

ଆରଜେଡି ନେତା ତେଜସ୍ୱୀ ଯାଦବଙ୍କ ପିଏ ପ୍ରୀତମ କୁମାରଙ୍କ ଲିଙ୍କ ନିଟ ପେପର ଲିକ ସହ ରହିଥିବା ଅଭିଯୋଗ ହୋଇଛି। ବିହାରର ଉପ ମୁଖ୍ୟମନ୍ତ୍ରୀ ବିଜୟ ସିହ୍ନା ଏପରି ଅଭିଯୋଗ ଆଣିବା ପରେ ତଦନ୍ତକାରୀ ସଂସ୍ଥା ମଧ୍ୟ ତେଜସ୍ୱୀଙ୍କ ପିଏ ପ୍ରୀତମ କୁମାରଙ୍କୁ ଜେରା କରିବ ବୋଲି କୁହାଯାଉଛି। …

ପୁଣି ଡରାଇଲାଣି ଜାପାନିଜ୍ ଏନସେଫାଲାଇଟିସ୍, ଅନୁଗୁଳରୁ ୪ ଆକ୍ରାନ୍ତ ଚିହ୍ନଟ

ଅନୁଗୁଳ: ଓଡ଼ିଶାରେ ପୁଣି ଜାପାନିଜ୍ ଏନ୍‌ସେଫାଲିଟିସ୍ (ଜେଇ) ଆତଙ୍କ ଦେଖା ଦେଇଛି । ଏହି ଜେଇ ରୋଗରେ ଅନୁଗୁଳ ଜିଲ୍ଲାରୁ ୪ ଜଣ ପୀଡ଼ିତ ଥିବା ଜଣାପଡ଼ିଛି । ଏ ନେଇ ସ୍ବାସ୍ଥ୍ୟ ବିଭାଗ ତନାଘନା ଆରମ୍ଭ କରିଛି । ଅନୁଗୁଳରେ କେଉଁ ପରିସ୍ଥିତିରେ ଜେଇ ବ୍ୟାପିଲା ଓ ଏହାର ପ୍ରକୃତ କାରଣ କ’ଣ…

କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼

ଭୁବନେଶ୍ବର: କେ‌ତେକ ଅସନ୍ତୁଷ୍ଟ କର୍ମୀ କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼ କରିଥିବା ଜଣାଯାଇଛି। ସେମାନେ ମୁହଁରେ ମୁଖା ପିନ୍ଧି ଆସି କାଳିମାଡ଼ କରିଥିବା ଭିଡିଓରେ ଦେଖିବାକୁ ମିଳିଛି। ଯୁବକମାନେ କାଳିମାଡ଼ କରିବା ସହ ପିସିସି ସଭାପତିଙ୍କ ବିରୋଧରେ ନାରାବାଜି…

କଲେଜ ଛାତରୁ ପଡି ଅଧ୍ୟାପିକା ମୃତ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ଅଘଟଣ । କଲେଜ ଛାତରୁ ପଡ଼ି କନିଷ୍ଠ ଅଧ୍ୟାପିକାଙ୍କ ମୃତ୍ୟୁ ଘଟିଛି । ମୃତ ଅଧ୍ୟାପିକା ଜଣଙ୍କ ହେଲେ ବର୍ଷା ମିଶ୍ର । ତମାଣ୍ଡୋ ଥାନା ଅନ୍ତର୍ଗତ ଏକ ଘରୋଇ ଇଞ୍ଜିନିୟରିଂ ୟୁନିଭର୍ସିଟିରେ କମ୍ପ୍ୟୁଟର ସାଇନସ୍ ବିଭାଗର…

NEET ବିବାଦ: ଅଭିଯୁକ୍ତଙ୍କ ସହ ବିହାର ଉପ ମୁଖ୍ୟମନ୍ତ୍ରୀ, ଭାଇରାଲ ହେଲା ଫଟୋ

ନିଟ୍‌ ପେପର ଲିକ ଘଟଣାରେ ଗିରଫ ହୋଇଥିବା ଅମିତ ଆନନ୍ଦଙ୍କ ସହ ବିହାରର ଉପ ମୁଖ୍ୟମନ୍ତ୍ରୀ ତଥା ବିଜେପି ନେତା ସମ୍ରାଟ ଚୌଧୁରୀଙ୍କ ଗୋଟିଏ ଫଟୋ ଭାଇରାଲ ହେବାରେ ଲାଗିଛି। ଏହି ଫଟୋକୁ ଶେୟାର କରି ଆରଜେଡି ଶାସକ (ବିଜେପି-ଜେଡିୟୁ) ଦଳକୁ ଟାର୍ଗେଟ କରିଛି। ଗତକାଲି ବିହାରର ଅନ୍ୟତମ ଉପ…

ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍, ୫୯ ଜଣ ରୋଗୀ ଚିହ୍ନଟ

ସମ୍ବଲପୁର : ଏକ ଦଶନ୍ଧି ପରେ ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍ । ଏହାକୁ ନେଇ ମହାନଗରବାସୀ ଚିନ୍ତାରେ ପଡ଼ିଛନ୍ତି । ସ୍ୱାସ୍ଥ୍ୟ ବିଭାଗ ସୂଚନା ଅନୁଯାୟୀ ବର୍ତ୍ତମାନ ସୁଦ୍ଧା ୫୯ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି । ଗତ କାଲି ପର୍ଯ୍ୟନ୍ତ ଏହି ସଂଖ୍ୟା ୪୯ ରହିଥିଲା ।…

ରାୟଗଡ଼ା ନୁହେଁ କଳାହାଣ୍ଡି ହେଉଛି ଡିପ୍‌ଥେରିଆ ସଂକ୍ରମଣର ଉତ୍ସ

ଭୁବନେଶ୍ବର: ଡିପ୍‌ଥେରିଆ ସଂକ୍ରମଣ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶିକାଙ୍କ ସୂଚନା । ‘ରାୟଗଡ଼ା ନୁହେଁ କଳାହାଣ୍ଡି ହେଉଛି ଡିପ୍‌ଥେରିଆ ସଂକ୍ରମଣର ଉତ୍ସ’ । କଳାହାଣ୍ଡି ଇନ୍ଦ୍ରାବତୀ ବୁଡ଼ି ଅଞ୍ଚଳରୁ ସଂକ୍ରମଣ ବ୍ୟାପିଥିବା କହିଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶିକା । ସୂଚନା…

ଯୋଗମୁଦ୍ରାରେ ଦେଶର ଯବାନ; ଜଳ ଓ ସ୍ଥଳ ଭାଗରେ କଲେ ଯୋଗାଭ୍ୟାସ

ଯୋଗମୁଦ୍ରାରେ ଯବାନ। ଦେଶ ସୁରକ୍ଷାର ଜାଗ୍ରତ ପ୍ରହରୀ ସାଜିଥିବା ଭାରତୀୟ ସେନା ପକ୍ଷରୁ ପାଳିତ ହୋଇଛି ଯୋଗ ଦିବସ। ଜଳ, ସ୍ଥଳ ଓ ଆକାଶମାର୍ଗରେ ଯୋଗାଭ୍ୟାସ। ଆଇଏନଏସ୍ ବିକ୍ରମାଦିତ୍ୟର ଏୟାରକ୍ରାଫ୍ଟ କ୍ୟାରିଅରରେ ଯୋଗ କରିଛନ୍ତି ସେନା ଅଧିକାରୀ ଓ କର୍ମଚାରୀ। ସେହିପରି ଜମ୍ମୁ କଶ୍ମୀର…

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ । ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ । ଭୁବନେଶ୍ବର ତମାଣ୍ଡୋରେ ଏକ ଘରୋଇ କଲେଜ ନିକଟରେ ହତ୍ୟାକାଣ୍ଡ ହୋଇଛି । ରାସ୍ତା କଡ଼ରୁ ରକ୍ତାକ୍ତ ମୃତଦେହ ଉଦ୍ଧାର କଲା ପୋଲିସ । ମୃତ ଘର ମାଲିକ ସୁଶାନ୍ତ ଶତପଥୀ । ପୋଲିସ…