ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଆଜିଠାରୁ ଏହି ଅଭିଯୋଗ ଶୁଣାଣୀ ଆରମ୍ଭ ହେବ।ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟା ଠାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ ସମସ୍ୟା ଶୁଣିବେ ଏବଂ ଅଭିଯୋଗ…

ଟଙ୍କା ପାଇଁ ମହିଳା ନିଜେ ରଚିଥିଲେ ନିଜ ଅପହରଣର କାହାଣୀ

ଭୁବନେଶ୍ୱର: ଭୁବନେଶ୍ବରରୁ ମହିଳାଙ୍କୁ ଅପହରଣ ମାମଲାର ପର୍ଦ୍ଦାଫାସ୍‌ କରିଛି ପୋଲିସ । ଟଙ୍କା ପାଇଁ ନିଜ ଅପହରଣର ନାଟକ ରଚିଥିଲେ ମହିଳା। ଭାଇଠାରୁ ୧ କୋଟି ଟଙ୍କା ଝଡ଼େଇବାକୁ କରାଯାଇଥିଲା ଅପହରଣର ନାଟକ । ଏହି ଅପହରଣ ନାଟକରେ ସଂପୃକ୍ତ ମହିଳାଙ୍କ ସହ ତାଙ୍କ ବନ୍ଧୁ ମଧ୍ୟ ସାମିଲ ଥିଲେ ।…

‘ଯୁବକଙ୍କ ପାଇଁ ନୂଆ ସୁଯୋଗ ଆଣିଛି ଯୋଗ ଅର୍ଥନୀତି ’

ଯୋଗ କଲା ସାରା ବିଶ୍ୱ । ଦେଶବ୍ୟାପୀ ପାଳିତ ହୋଇଛି ଦଶମ ଅନ୍ତର୍ଜାତୀୟ ଯୋଗ ଦିବସ। ଏଥରର ଥିମ୍ ରହିଛି 'ସ୍ୱୟଂ ଓ ସମାଜ ପାଇଁ ଯୋଗ'। ଏହି ଅବସରରେ ଶ୍ରୀନଗରରେ ଯୋଗ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଡାଲ୍ ହ୍ରଦ ନିକଟରେ ପ୍ରଥମେ ଏହି କାର୍ଯ୍ୟକ୍ରମ କରାଯିବା ନିମନ୍ତେ ସ୍ଥିର ହୋଇଥିଲା।…

ଯୋଗ ଦିବସରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ‘ପ୍ରତି ପଞ୍ଚାୟତରେ ଖୋଲିବ ଆରୋଗ୍ୟମ୍ ସେଣ୍ଟର’

ଭୁବନେଶ୍ୱର: ଆଜି ସମଗ୍ର ବିଶ୍ବରେ ପାଳନ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ । ଏହି ଅବସରରେ ରାଜ୍ୟର ବଲାଙ୍ଗୀର ଜିଲ୍ଲାର ଗାନ୍ଧୀ ଷ୍ଟାଡିୟମ ଠାରେ ମଧ୍ୟ ଯୋଗ ଦିବସ ପାଳନ ହୋଇଛି । ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଯୋଗଦେଇ ବଡ…

ଯୋଗ ନୂଆ ଓଡ଼ିଶା ଓ ସୁସ୍ଥ ଓଡ଼ିଶା ଗଠନରେ ସହାୟକ ହେବ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ବର: ବ୍ୟସ୍ତବହୁଳ ଜୀବନରେ ଯୋଗ କରିବା ଜରୁରୀ। ଯୋଗ ନୂଆ ଓଡ଼ିଶା ଓ ସୁସ୍ଥ ଓଡ଼ିଶା ଗଠନରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଆଜି କଳିଙ୍ଗ ଷ୍ଡାଡିଅମ୍ ପରିସରରେ ଆୟୋଜିତ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ଏକଥା କହିଛନ୍ତି। ଏଥର ଯୋଗ…

ଜିଲ୍ଲା ପ୍ରଶାସନ ତରଫରୁ ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ ଶୁଭାରମ୍ଭ…

ଫୁଲବାଣୀ : ରାଜ୍ୟ ଶ୍ରମ ଏବଂ କର୍ମଚାରୀ ବିମା ବିଭାଗ ତରଫରୁ ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ଓ ଜିଲ୍ଲା ପ୍ରଶାସନ ତରଫରୁ ଶିଶୁ ଶ୍ରମିକ ନିରାକରଣ ରଥକୁ ଅତିରିକ୍ତ ଜିଲ୍ଲାପାଳ, କନ୍ଧମାଳ ମହୋଦୟ ଶୁଭାରମ୍ଭ କରିଥିଲେ । ଶିଶୁ ଶ୍ରମିକ ନିରାକରଣ ସଚେତନତା ଉପଲକ୍ଷେ ଏକ ପଦଯାତ୍ରା ଜିଲ୍ଲାପାଳଙ୍କ…

ଶ୍ୟାମ ସୁନ୍ଦର ବିଦ୍ୟା ପୀଠ ରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ…

ପାତ୍ରପୁର, : ପାତ୍ରପୁର ବ୍ଲକ ର ସୁରଙ୍ଗୀ ଗ୍ରାମ ପଞ୍ଚାୟତ ଶ୍ରୀ ଶ୍ୟାମ ସୁନ୍ଦର ବିଦ୍ୟା ପୀଠ ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପ୍ରଧାନ ଶିକ୍ଷକ ଶ୍ରୀ ଜ୍ଞାନ ରଞ୍ଜନ ଟହଲଙ୍କ ଆନୁକୂଲ୍ୟରେ ପାଲିତ ହୋଇଯାଇଛି l ଯୋଗ ଏକ ସୁସ୍ଥ ଜୀବନ ଶୈଳୀ କାରଣ ଏହା ବ୍ୟକ୍ତିର ମାନସିକ,ଓ ଶାରୀରିକ ସନ୍ତୁଳନ…

ମାନସିକ ସ୍ୱାସ୍ଥ୍ୟ ସମ୍ପର୍କୀତ ଆଲୋଚନା ଚକ୍ର…

ଫୁଲବାଣୀ ; ମାନସିକ ଅସୁସ୍ଥତା ସମାଜ ଅଗ୍ରଗତି ରେ ଏକ ପ୍ରତିବନ୍ଧକ ହୋଇଥିବାରୁ ସରକାରଙ୍କ ତରଫରୁ ବିଭିନ୍ନ କାର୍ଯ୍ୟକ୍ରମ ଜିଲ୍ଲା ସ୍ତରରେ ଆରମ୍ଭ ହୋଇଛି । ଏହାକୁ ଗ୍ରମ୍ୟସ୍ତର ପର୍ଯ୍ୟନ୍ତ ପହଞ୍ଚାଇବା ପାଇଁ ବିଗତ ଦୁଇ ବର୍ଷ ହେବ ବାଙ୍ଗାଲୋର ସ୍ଥିତ ବେସିକ ନିଡ୍ସ ଇଣ୍ଡିଆ ଓ…

ରଥଯାତ୍ରା ଓ ବାହୁଡ଼ା ଯାତ୍ରାକୁ ସୁଶୃଙ୍ଖଳିତ କରିବା ନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି…

ଫୁଲବାଣୀ : କନ୍ଧମାଳ ଜିଲ୍ଲା ସଦର ମହକୁମା ଫୁଲବାଣୀ ଠାରେ ଚଳିତ ବର୍ଷ ରଥଯାତ୍ରା ଓ ବାହୁଡ଼ା ଯାତ୍ରାକୁ ସୁଶୃଙ୍ଖଳିତ ଭାବେ ସମାପନ କରିବା ପାଇଁ ଜିଲ୍ଲାପାଳ ଆଶିଷ ଇଶ୍ୱର ପାଟିଲ୍‌ଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ…